ରିତେଶ ହତ୍ୟାକାରୀଙ୍କୁ ଫାଶୀ ଦିଅ
ଫୁଲବାଣୀ ଅଫିସ,୧୧।୬ – ଦାରିଙ୍ଗବାଡିର ଶିଶୁ ରିତେଶ ପ୍ରଧାନଙ୍କୁ ମେ’ ୫ରେ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାର ସ୍ବତନ୍ତ୍ର କୋର୍ଟ ଜରିଆରେ ତୁରନ୍ତ ବିଚାର କରି ଅଭିଯୁକ୍ତମାନଙ୍କୁ ଫାଶୀ ଦାବିରେ ଜିଲା ମୁଖ୍ୟାଳୟ ଫୁଲବାଣୀରେ ସୋମବାର ବିକ୍ଷୋଭ ଓ ଆନ୍ଦୋଳନ…
ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ : ସାଢ଼େ ୯ରେ ପହଣ୍ଡି, ୪ଟାରେ ରଥଟଣା
ପୁରୀ ଅଫିସ, ୧୦।୬ : ଆସନ୍ତା ଜୁଲାଇ ୪ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା। ଏହାକୁ ସୁରୁଖୁରରେ ସମ୍ପନ୍ନ କରିବା ଲାଗି ଚଳିତବର୍ଷ ଶ୍ରୀମନ୍ଦିର ପ୍ରଶାସନ ସଅଳ ନୀତି ନିର୍ଘଣ୍ଟ କରିଛି। ପ୍ରାତଃ ୬ଟାରେ ମଙ୍ଗଳ ଆଳତି କରାଯାଇ ଠାକୁରଙ୍କ ଅନ୍ୟାନ୍ୟ ନୀତି…
ଇସ୍ପାତ ପ୍ରକଳ୍ପ ଲାଗି ଜମି ଯୋଗାଣ;ସେଲ୍କୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
ନୂଆଦିଲ୍ଲୀ,୧୦-୬: ରାଷ୍ଟ୍ରାୟତ୍ତ ଷ୍ଟିଲ ଅଥରିଟି ଅଫ୍ ଇଣ୍ଡିଆ ଲିମିଟେଡ୍ (ସେଲ୍) ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ନୂଆ ୟୁନିଟ୍ ସ୍ଥାପନା ନେଇ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିବାବେଳେ ଏହାକୁ ସବୁଜ ସଙ୍କେତ ମିଳିଛି। କମ୍ପାନୀ ବର୍ତ୍ତମାନ ବାର୍ଷିକ ୫୦ ନିୟୁତ ଟନ୍ ସମ୍ପ୍ରସାରଣ…
ହାଟବେଳେ ଭୁଶୁଡ଼ିଲା ପରିତ୍ୟକ୍ତ ରାଇସ୍ ମିଲ୍ ପାଚେରି; ଚପିଗଲା ଚାରି ଜୀବନ
ଢେଙ୍କାନାଳ ଅଫିସ,୧୦ା୬ ହାଟର ନାଁ ଅଳସୁଆ। ହେଲେ ହାଟୁଆମାନେ ଆଦୌ ଅଳସୁଆ ନୁହନ୍ତି। ସେଥିପାଇଁ ପ୍ରତି ସପ୍ତାହର ଶେଷ ଦିନରେ ଭାରି ଭିଡ଼ ହୁଏ ଢେଙ୍କାନାଳ ଷ୍ଟେଶନ ବଜାର ରୋଡ୍ରେ ଥିବା ଏହି ହାଟରେ। ସବୁଥର ପରି ରବିବାର ବି ବସିଥିଲା…
ପୂର୍ବତନ ବିଧାୟକଙ୍କ ଦ୍ୱାରା ଛାତ୍ରୀଛାତ୍ର ସମ୍ବର୍ଦ୍ଧିତ
ଖଣ୍ଡପଡ଼ା,୧୦ା୬(ସ୍ବ.ପ୍ର.): ଚଳିତ ଶିକ୍ଷାବର୍ଷ ମାଟ୍ରିକ ଓ ଯୁକ୍ତଦୁଇ ପରୀକ୍ଷାରେ ନିଜ ନିଜ ଶିକ୍ଷାନୁଷ୍ଠାନରେ ପ୍ରଥମ ଶ୍ରେଣୀରେ ଟପ୍ପର ହୋଇଥିବା ଛାତ୍ରୀଛାତ୍ରଙ୍କୁ ଶନିବାର ଖଣ୍ଡପଡ଼ା ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ସୂଚନାଯୋଗ୍ୟ, ଏହି ପରୀକ୍ଷାରେ ଏ-୧ ଗ୍ରେଡ଼ ପାଇଥିବା ସିଧାମୂଳା…
ହଦଗଡ଼ ଡ୍ୟାମ୍ର ସୁରକ୍ଷା ନେଇ ପ୍ରଶ୍ନବାଚୀ
ହାଟଡିହୀ, ୧୦।୬(ଶୁଭକାନ୍ତ ନାୟକ)-କେନ୍ଦୁଝର ଓ ଭଦ୍ରକ ଜିଲାକୁ କେନାଲ ଯୋଗେ ଜଳସେଚନ ସୁବିଧା ଯୋଗାଉଥିବା ହଦଗଡ଼ ଡ୍ୟାମର ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ ପଞ୍ଚାୟତ ଦେଇ ପ୍ରବାହିତ ସାଳନ୍ଦୀ ନଦୀ ଉପରେ ଡ୍ୟାମ…
୫୦ ଦିନ ଗଲାନି ୫୦ ଲକ୍ଷର ଅମୃତ ପାର୍କ
ଭଦ୍ରକ ଅଫିସ, ୧୦।୬- ଭଦ୍ରକ ପୌରପାଳିକାର ୨ ନମ୍ବର ୱାର୍ଡ ଅନ୍ତର୍ଗତ ରହଣିଆଠାରେ ପ୍ରତିଷ୍ଠା କରାଯାଇଥିବା ଅମୃତ ପାର୍କକୁ ବର୍ଷେ ନ ପୂରୁଣୁ ସୌନ୍ଦର୍ଯ୍ୟ ହରାଇ ବସିଛି। ପ୍ରାୟ ୫୦ ଲକ୍ଷ ଟଙ୍କାର ଏହି ପାର୍କ ୫୦ ଦିନ ବି ରହିଲାନି।…
ବିରଳ ନୀଳରକ୍ତ କଙ୍କଡ଼ାଙ୍କ ସୁରକ୍ଷା ଚିନ୍ତା
ବାଲେଶ୍ୱର ଅଫିସ, ୧୦।୬-ବିରଳ ନୀଳରକ୍ତ କଙ୍କଡାଙ୍କ ସୁରକ୍ଷା ଏବଂ ଏହି କଙ୍କଡାଙ୍କ ରକ୍ତରେ ଥିବା ଔଷଧୀୟ ଗୁଣ ସମ୍ପର୍କରେ ଅନ୍ତର୍ଜାତୀୟ ସ୍ତରରେ ଗବେଷଣା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୧୫ରୁ ୨୦ତାରିଖ ମଧ୍ୟରେ ଚୀନର କିନ୍ଜୋ ସିଟିରେ ୪ର୍ଥ ଆନ୍ତର୍ଜାତିକ…
ଦରକାରୀ କାଗଜପତର ଦାଖଲକରି ହତାଶ: ଭତାରୁ ବହୁତ୍ ଦୂରେ ହକ୍ଦାର ହିତାଧିକାରୀ
ଲାଠୋର, ୧୦ା୬ (ଡି.ଏନ୍.ଏ): ସରକାର ୬୦ ବଛର୍ରୁ ଅଧ୍କା ବଏସ୍ର ବୁଢ଼ାବୁଢ଼ିମାନକୁ ମାସିକ ୫ଶହ ଟଁକା ଭତା ଯୁଗେଇ ଦେଉଛନ୍। ସେନ୍ତା ୮୦ ବଛର୍ରୁ ଅଧ୍କା ହେଇଥିବାର ବୁଢ଼ାବୁଢ଼ିକୁ ମାସିକ ୭ଶହ ଟଁକା ଦେଉଛନ୍। ହେଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ…
ଭାରତର ଦମ୍ଦାର ବିଜୟ
ଲଣ୍ଡନ, ୯।୬- ଆଇସିସି ବିଶ୍ୱକପର ରବିବାର ଅନୁଷ୍ଠିତ ହାଇ ଭୋଲ୍ଟେଜ୍ ମ୍ୟାଚରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ୩୬ ରନରେ ପରାସ୍ତ କରିଛି ଟିମ୍ ଇଣ୍ଡିଆ। ଭାରତ ବିଜୟର ହିରୋ ସାଜିଛନ୍ତି ଶତକ ହାସଲକାରୀ ଶିଖର ଧାଓ୍ବନ। ଧାଓ୍ବନଙ୍କ ଶତକ, ଅଧିନାୟକ ବିରାଟ…
ରୋଗୀ, ଗର୍ଭବତୀଙ୍କୁ ହମ୍ପ୍ସ ଡର
କୁନ୍ଦୁରା,୯।୬(ଡି.ଏନ୍.ଏ.):ଦିନରେ ହେଉ କି ରାତିରେ ୧୦୮ କିମ୍ବା ୧୦୨ ଆମ୍ବୁଲାନ୍ସ ଯାଉଥିବା ଜରୁରୀ ରୋଗୀଟି କିମ୍ବା ଗର୍ଭବତୀ ମହିଳା ଜଣଙ୍କ ପାଇଁ କାଳ ସାଜିଛି ହମ୍ପସ। ସାଧାରଣ ଲୋକେ ତ ନିତି ପ୍ରତିଦିନ ହମ୍ପସ ଯୋଗୁ ଅନେକ ହଇରାଣ ହେଉଛନ୍ତି। ସ୍ପିଡ୍…
ବାଲିଅନ୍ତାରେ ଯୁବକଙ୍କୁ ଗୋଡ଼ାଇ ଖଣ୍ଡାରେ ହାଣିବା ଘଟଣା: ଅଭିଯୁକ୍ତ ବଡ଼ ଭାଇ ଗିରଫ, କେନାଲରୁ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଜବତ
ବାଲିଅନ୍ତା,୯।୬(ଡି.ଏନ୍.ଏ.): ବାଲିଅନ୍ତା ଥାନା ପାହାଳ ଫାଣ୍ଡି ପଞ୍ଚମୁଖୀ ବିହାର ଆପାର୍ଟମେଣ୍ଟ ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ପ୍ରୀତମ କୁମାର ରାଉତରାୟ ନାମକ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା ପ୍ରୀତମଙ୍କ…
Archives


