ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ନୋଟିସ
ରାଞ୍ଚତ୍,୧୬ା୯: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ହେମନ୍ତ ସୋରେନ ତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ପ୍ରତ୍ୟାହାର କରିନେବା ପାଇଁ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ପାଖକୁ ଲିଗାଲ ନୋଟିସ ପଠାଇଛନ୍ତି। ତାଙ୍କ ଭାବମୂର୍ତ୍ତି କ୍ଷୁଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ…
ନୂଆଦିଲ୍ଲୀରେ ଓଡ଼ିଆ କର୍ମଚାରୀଙ୍କ ଦୁରବସ୍ଥା : ଛୁଟି ସହ ଅନ୍ୟାନ୍ୟ ସୁବିଧା ସୁଯୋଗ ଦାବି
ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଦେଶର ରାଜଧାନୀ ନୂଆଦିଲ୍ଲୀରେ ଓଡ଼ିଶା ଭବନ, ଓଡ଼ିଶା ସଦନ ଏବଂ ଆବାସିକ କମିଶନରଙ୍କ କାର୍ଯ୍ୟାଳୟ ରହିଛି। ଏହି ସବୁରେ ରାଜ୍ୟ ସରକାରଙ୍କ ଅଧୀନରେ ବିଭିନ୍ନ ଠିକା କର୍ମଚାରୀ ନିଯୁକ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ନିରାପତ୍ତା ରକ୍ଷୀ, ରୁମ୍ ବୟ,…
ବାୟୁସେନାକୁ ମିଳିଲା ସ୍ପାଇସ୍-୨୦୦୦ ବୋମା
ନୂଆଦିଲ୍ଲୀ,୧୬ା୯: ଭାରତୀୟ ବାୟୁସେନାକୁ ଅଟ୍ଟାଳିକା ଧ୍ୱଂସକାରୀ ସ୍ପାଇସ୍-୨୦୦୦ ବୋମା ମିଳିଛି। ଏହା ବାୟୁସେନାର ଆକ୍ରମଣ କ୍ଷମତା ବୃଦ୍ଧିରେ ସହାୟକ ହେବ। ପୁଲ୍ଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ଗତ ଫେବୃୟାରୀ ୨୬ରେ ବାୟୁସେନା ପାକିସ୍ତାନର ବାଲାକୋଟ୍ସ୍ଥିତ ଜୈଶ୍-ଇ-ମହମ୍ମଦ (ଜେଇଏମ୍) ଆତଙ୍କବାଦୀ ଶିବିର ଧ୍ୱଂସ…
ନଦୀର ଶତ୍ରୁ ବାଲି ମାଫିଆ
ବ୍ରହ୍ମପୁର ଅଫିସ୍,୧୬ା୯-କେବଳ ଋଷିକୁଲ୍ୟା ନୁହେଁ, ଗଞ୍ଜାମ ଜିଲାର ଅନ୍ୟାନ୍ୟ ନଦୀଗୁଡ଼ିକର ସୁରକ୍ଷା ଉପରେ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମାଫିଆମାନେ ବେଧଡ଼କ ଭାବେ ନଦୀ ବାଲି ଚାଲାଣ କରୁଛନ୍ତି । କିନ୍ତୁ ପ୍ରଶାସନ ପକ୍ଷରୁ ଏହାକୁ ରୋକିବା ଦିଗରେ ପଦକ୍ଷେପ ନିଆଯାଉ…
ବଙ୍ଗଳା ଛାଡ଼ିନାହାନ୍ତି ୮୨ ଏମ୍ପି
ନୂଆଦିଲ୍ଲୀ,୧୬ା୯(ପି.ଟି.): ଲୋକ ସଭା କମିଟିର ତାଗିଦ ସତ୍ତ୍ୱେ ୮୨ ଏମ୍ପି ଏପର୍ଯ୍ୟନ୍ତ ସରକାରୀ ବଙ୍ଗଳା ଖାଲିକରିନାହାନ୍ତି। ତୁରନ୍ତ ଘର ଖାଲି କରାଇବା ପାଇଁ ପୂର୍ବତନ ଏମ୍ପିମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିମନ୍ତେ ସରକାର ବିଚାର କରୁଥିବା ଜଣାପଡିଛି। ପାଖାପାଖି ୨୦୦…
ମୁଣ୍ଡରେ ଖପୁରି ପ୍ରତିରୋପଣ ପରେ ସ୍କୁଲ ଯିବ ଜଗା
କଟକ ଅଫିସ, ୧୬ା୯ : କଟକ ଏସ୍ସିବି ମେଡିକାଲରେ ଚିକିତ୍ସିତ ହେଉଥିବା କନ୍ଧମାଳ ଜିଲାର ଯୋଡାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ରବିବାର ଆଇନ ଏବଂ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଭେଟିଛନ୍ତି। ଏଥିସହ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ମେଡିକାଲର…
ନ ସୁଧୁରିଲେ ଚିଦାମ୍ବରମ୍ଙ୍କ ଭଳି ଦଶା ଭୋଗିବ
ବଲିଆ,୧୬ା୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁଧୁରିଯାଆନ୍ତୁ। ନଚେତ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ଭଳି ଦଶା ଭୋଗିବେ ବୋଲି ରବିବାର ଭାଜପା ନେତା ସୁରେନ୍ଦ୍ର ସିଂ ଧମକ ଦେଇଛନ୍ତି। ତାଙ୍କର ଏହି ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ମନ୍ତବ୍ୟ…
ପ୍ରାଥମିକ ସଦସ୍ୟ ପଦରୁ ଇତିଶଙ୍କୁ ନିଲମ୍ବନ କଲା ଏନ୍ଏସୟୁଆଇ
ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ମନ୍ତବ୍ୟ ଦେବାପରେ ରାଜ୍ୟ ଛାତ୍ର କଂଗ୍ରେସ ଆବାହକ ଇତିଶ ପ୍ରଧାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟାଶନାଲ ଷ୍ଟୁଡେଣ୍ଟସ୍ ୟୁନିୟନ ଅଫ ଇଣ୍ଡିଆ(ଏନ୍ଏସ୍ୟୁଆଇ) ପକ୍ଷରୁ ଇତିଶଙ୍କୁ ରବିବାର…
କାର୍ ଆଗ ସିଟ୍ରେ ବେଲ୍ଟ ବାନ୍ଧି ଶିଶୁଙ୍କୁ ନେବା ମନା : ପୋଲିସ କମିଶନରଙ୍କ ଚିଠିର ଉତ୍ତର ରଖିଲେ ଆର୍ଟିଓ
ଭୁବନେଶ୍ୱର,୧୬ା୯(ବ୍ୟୁରୋ) : କାର୍ର ଆଗ ସିଟ୍ରେ ୬ବର୍ଷ କିମ୍ବା ଏହାଠାରୁ କମ୍ ବର୍ଷ ବୟସର ପିଲାଙ୍କୁ ବସାଇ ନେବା ମନା। ଏପରିକି ସିଟ୍ ବେଲ୍ଟ ବାନ୍ଧି ନିଆଯିବା ମଧ୍ୟ ଠିକ୍ ନୁହେଁ। ଏହା ଶିଶୁଙ୍କ ପାଇଁ ବିପଦ ଆଣିପାରେ। ତେଣୁ ଏହାକୁ…
ଟାର୍ଗେଟରେ ମନ୍ଦିର, ରେଳଷ୍ଟେଶନ
ଚଣ୍ଡିଗଡ଼/ରୋହତକ,୧୬ା୯ : ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ହଟାଯିବା ପରେ ଭାରତ ବିରୋଧରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ ବିଷ ଓକାଳୁଥିବାବେଳେ ପଡ଼ୋଶୀ ଦେଶର ଆତଙ୍କବାଦୀ ସଙ୍ଗଠନଗୁଡ଼ିକ ଆକ୍ରମଣ ପାଇଁ ପ୍ରସ୍ତୁତ ହେଲେଣି। ଦଶହରାରେ ଭାରତର ୬ ରାଜ୍ୟର ମନ୍ଦିର ଓ ୧୧ଟି…
ପୂର୍ବତନ କର୍ପୋରେଟରଙ୍କ ପୁଅଙ୍କୁ ହତ୍ୟା ଉଦ୍ୟମ; ମାଷ୍ଟରମାଇଣ୍ଡଙ୍କୁ ଧରିପାରୁନି ପୋଲିସ
ବ୍ରହ୍ମପୁର ଅଫିସ,୧୬ା୯-ବ୍ରହ୍ମପୁର ବଡ ବଜାର ଥାନା ସୀତାଢ଼ିମ୍ବିରା ସାହିରେ ଗତ ୨୧ ତାରିଖ ରାତିରେ ବିଏମ୍ସିର ପୂର୍ବତନ କର୍ପୋରେଟର କୃଷ୍ଣ ସେଠୀଙ୍କ ପୁଅ ଚିଙ୍କୁ ଓରଫ ଗୌରବଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ହତ୍ୟା ଉଦ୍ୟମ ଘଟଣାର ମାଷ୍ଟରମାଇଣ୍ଡ…
ଡିଏଲ୍, ଗାଡ଼ି କାଗଜପତ୍ର ସମସ୍ୟା ଦୂର ପାଇଁ ପଦକ୍ଷେପ : ୧୫ଦିନରେ ଡିଏଲ୍ ଆବେଦନ ପାଇଁ ୩୮ ହଜାର ସ୍ଲଟ୍ ବୁକ
ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ପରିବହନ ସଚିବଙ୍କ ନିର୍ଦ୍ଦେଶକ୍ରମେ ରବିବାର ଛୁଟିଦିନରେ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ) କାର୍ଯ୍ୟ କରିଥିଲା। ଅଧିକ ଭିଡ଼ ହେଉଥିବା ଭୁବନେଶ୍ୱରର ଆର୍ଟିଓ-୧ ଓ ଆର୍ଟିଓ-୨ରେ ସୁରୁଖୁରୁରେ କାର୍ଯ୍ୟ ଚାଲିଥିଲା। ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ି କାଗଜପତ୍ର…
Archives


