ଜିଏମ୍ଆର୍ରେ ପରିବେଶ ଦିବସ ପାଳିତ : ୩୩ ମିନିଟ୍ରେ ଲାଗିଲା ୮୦୦୦ ଚାରା
ଢେଙ୍କାନାଳ ଅଫିସ, ୯ା୬ – ଢେଙ୍କାନାଳ ଜିଲା କମଳାଙ୍ଗସ୍ଥିତ ଜିଏମ୍ଆର୍ ଏନର୍ଜି ଲିମିଟେଡ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଆରମ୍ଭ ହୋଇଥିବା ସପ୍ତାହବ୍ୟାପୀ କାର୍ଯ୍ୟକ୍ରମ ଶେଷ ହୋଇଛି। କମ୍ପାନୀରେ କାର୍ଯ୍ୟରତ କର୍ମଚାରୀ, ଠିକାସଂସ୍ଥା, ସୁରକ୍ଷା କାର୍ଯ୍ୟରେ ନିୟୋଜିତ କର୍ମଚାରୀମାନେ ୩୩ମିନିଟ୍ରେ…
ଆଇସିସି ବିଶ୍ୱକପ୍: ଇଂଲଣ୍ଡର ସହଜ ବିଜୟ
କାର୍ଡିଫ, ୯ା୬- ସ୍ଥାନୀୟ ସୋଫିଆ ଗାର୍ଡେନଠାରେ ଚଳିତ ଆଇସିସି ବିଶ୍ୱକପ୍ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଜାସନ ରୟଙ୍କ ଆକର୍ଷଣୀୟ ୧୫୩ ରନ ଏବଂ ଜୋସ୍ ବଟଲରଙ୍କ ଷ୍ଟ୍ରୋକ୍ଭରା ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ୧୦୬ ରନରେ ବାଂଲାଦେଶକୁ ପରାସ୍ତ କରିଛି। ଶନିବାର ଖେଳାଯାଇଥିବା…
ବଅଁରପାଳ ଛାତ୍ର ରେଭେନ୍ଶା ଟପ୍ପର
ବଅଁରପାଳ,୯।୬(ଡି.ଏନ.ଏ.) – ବଅଁରପାଳ ସ୍ଥିତ ପିବିକେ ହାଇସ୍କୁଲର ଛାତ୍ର ସତ୍ୟଜିତ ବେହେରା ରେଭେନ୍ଶା ଜୁନିୟର କଲେଜରେ ଟପ୍ପର ହୋଇଛନ୍ତି। ସତ୍ୟଜିତ ହାଇସ୍କୁଲ ପରୀକ୍ଷାରେ ୯୫ ଶତକଡ଼ା ନମ୍ବର ରଖିଥିଲେ। ଏହାପରେ କଟକ ସ୍ଥିତ ରେଭେନ୍ଶା ଜୁନିୟର କଲେଜରେ ନାମ ଲେଖାଇଥିଲେ। ସେ…
ଏଫ୍ଆଇଏଚ୍ ସିରିଜ ଫାଇନାଲ୍ସ: ଜାପାନର କ୍ରମାଗତ ଦ୍ୱିତୀୟ ବିଜୟ
ଭୁବନେଶ୍ୱର,୯।୬(ସ୍ପୋଟର୍ସ ବ୍ୟୁରୋ)- ଏଠାରେ ଚାଲିଥିବା ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍ଆଇଏଚ୍) ସିରିଜ ଫାଇନାଲ୍ସରେ ଏସିଆନ୍ ଗେମ୍ସ ଚାମ୍ପିୟନ ଜାପାନ ପୁଲ୍ ବି’ରେ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ପ୍ରଥମ ମ୍ୟାଚ୍ରେ ଶୁକ୍ରବାର ମେକ୍ସିକୋକୁ ୩-୧ ଗୋଲରେ ପରାସ୍ତ କରିଥିବା ଜାପାନ…
ଆଇସିସି ବିଶ୍ୱକପ୍: ଭାରତର ଅଷ୍ଟ୍ରେଲିଆ ପରୀକ୍ଷା
ଲଣ୍ଡନ,୯।୬(ପି.ଟି.)- ବିଶ୍ୱକପ୍ର ଚଳିତ ଦ୍ୱାଦଶ ସଂସ୍କରଣରେ ନୂଆ ଗୌରବ ସନ୍ଧାନରେ ଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ରବିବାର ଏକ ବଡ଼ ପରୀକ୍ଷାର ସମ୍ମୁଖୀନ ହେବ। ସ୍ଥାନୀୟ କେନିଂଟନ ଓଭାଲ ଗ୍ରାଉଣ୍ଡରେ ଭାରତ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ଭେଟିବ। ତେଣୁ ଭିନ୍ନ…
ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ପରୀକ୍ଷାଫଳ ପ୍ରକାଶ : ପାସ୍ ହାର ୯୦ ପ୍ରତିଶତ
ବ୍ରହ୍ମପୁର ଅଫିସ୍,୯ା୬-ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଅଧୀନ ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ, ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଏବଂ ଗୋପାଳପୁର ଡିଗ୍ରୀ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି । ଏହି ୩ ମହାବିଦ୍ୟାଳୟର ମୋଟ ୧୧୨୦ ଛାତ୍ରୀଛାତ୍ର ପରୀକ୍ଷା…
ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ : ଯୁକ୍ତ ୩ ପରୀକ୍ଷା ଫଳ: କମିଲା ପାସ୍ ହାର
ଭଦ୍ରକ ଅଫିସ, ୯।୬ – ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ପୂର୍ବବର୍ଷ ଭଳି ଏଥର ମଧ୍ୟ ଛାତ୍ରୀ ଆଗରେ ଅଛନ୍ତି। ମୋଟ ୧୯ ବିଭାଗ ମଧ୍ୟରୁ ୧୪ଟିରେ ଛାତ୍ରୀ ଓ ୫ଟିରେ ଛାତ୍ର ଟପ୍ପର…
ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର : ବିଭିନ୍ନ ସମସ୍ୟା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଦାବିପତ୍ର
ଧର୍ମଶାଳା,୮ା୬(ଡି.ଏନ.ଏ.)- ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଡାକ୍ତର ପଦବୀ ଖାଲି ପଡିଥିବାବେଳେ ଜନଅସନ୍ତୋଷ ଦେଖାଦେଇଛି। ଏ ନେଇ ଧର୍ମଶାଳାର ପୂର୍ବତନ ବିଧାୟକ ରବି ଲାବଣ୍ୟ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ ଭୁବନେଶ୍ୱରସ୍ଥିତ ବାସଭବନରେ…
ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଶିବିର
ଭବାନୀପାଟଣା,୮।୬(ଡି.ଏନ.ଏ.): ଭବାନୀପାଟଣା ପୌର ସଂସ୍ଥା ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ପ୍ରଶିକ୍ଷଣ ଶିବିର ଶନିବାର ଅପରାହ୍ନ ୪ଟାରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଶିକ୍ଷଣ ଶିବିରରେ ପୌର ସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ୱମ୍ବର ମିଶ୍ର ଅଧ୍ୟକ୍ଷତା କରିଥିବାବେଳେ…
ଆଲିଗଡ଼ ଲଜ୍ଜା: ବାଲୁକାକଳା ମାଧ୍ୟମରେ ଶିଶୁକନ୍ୟାଙ୍କ ଲାଗି ନ୍ୟାୟ ଭିକ୍ଷା କଲେ ସୁଦର୍ଶନ
ପୁରୀ ଅଫିସ,୮।୬: ଉତ୍ତରପ୍ରଦେଶ(ୟୁପି)ର ଆଲିଗଡ଼ରେ ଜଣେ ଅଢ଼େଇ ବର୍ଷର ଶିଶୁକନ୍ୟାଙ୍କୁ ଅତି ନୃଶଂସ ଭାବେ ହତ୍ୟା କରାଯିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। ଅଭିଯୁକ୍ତ ଜାହିଦ ଓ ଅସଲମ୍ଙ୍କୁ ତୁରନ୍ତ ଦଣ୍ଡିତ କରାଯାଉ ବୋଲି ଦେଶବ୍ୟାପି ସ୍ବର ଉଠୁଛି। ଏହି…
ବାଲିଅନ୍ତାରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଘଟଣା: ଭାଇରାଲ ଭିଡିଓରୁ ହତ୍ୟାକାରୀ ଚିହ୍ନଟ; ଜମିବାଡ଼ି ବିବାଦକୁ ନେଇ ସାନ ଭାଇଙ୍କୁ ହତ୍ୟା କରିଛନ୍ତି ବଡ଼ ଭାଇ
ଭୁବନେଶ୍ୱର/ବାଲିଅନ୍ତା,୮।୬(ବ୍ୟୁରୋ/ଡି.ଏନ୍.ଏ.): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଧୀନ ଅଟଳାସ୍ଥିତ ପଞ୍ଚମୁଖୀ ବିହାର ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କୁ ଅନ୍ୟ ଜଣେ ଯୁବକ ଅତି ନୃଶଂସ ଭାବେ ହାଣି ହତ୍ୟା କରିଥିଲେ। ନିକଟରେ ଥିବା ଏକ ଆପାର୍ଟମେଣ୍ଟର ସିସିଟିଭି…
ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ବେଳେ ସିରିଜ ଦୁର୍ଘଟଣା: ପୋଲିସ ପହଞ୍ଚିବା ପୂର୍ବରୁ ଅପହରଣକାରୀ ଫେରାର; ୨ କାର୍, ବନ୍ଧୁକ ସହ ମାରଣାସ୍ତ୍ର ଜବତ
ଭୁବନେଶ୍ୱର,୮।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ସିଆର୍ପି ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ପଣ୍ଡ ହୋଇଛି। କେତେଜଣ ଦୁର୍ବୃତ୍ତ ଦୁଇଟି କାର୍ରେ ବ୍ୟବସାୟୀଙ୍କୁ ଅପହରଣ କରି ନେଉଥିବା ବେଳେ ବାଣୀବିହାର ଓଭରବ୍ରିଜ ନିକଟରେ ସେମାନଙ୍କ ଗାଡ଼ି…
Archives


