Home

ଚନ୍ଦାପଣ ଠୁଁ ଦୂରେଇ ରହିବାକୁ ଚାହୁଁଛନ୍ତି; ଆପଣାନ୍ତୁ ଏହି ଉପାୟ …

ପରିବର୍ତ୍ତିତ ଜୀବନ ଶୈଳୀରେ ଅତ୍ୟଧିକ ମାନସିକ ଚାପ ଯୋଗୁ କେତେକଙ୍କଠାରେ ଚନ୍ଦାପଣ ଦେଖିବାକୁ ମିଳିଥାଏ। ଚନ୍ଦାପଣ ଯୋଗୁ ଯୁବପିଢ଼ିଙ୍କ ମଧ୍ୟରେ ଏକ ନକାରାତ୍ମକ ଭାବନା ସୃଷ୍ଟି ହୋଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ଉପାୟ ଉଲ୍ଲେଖ…

ବିଶ୍ୱ ଆଥ୍‌ଲେଟିକ ଚାମ୍ପିୟନଶିପ୍‌ : ପୁରୁଷ ଚାଲିରେ ଜାପାନର ଟାଇଟଲ୍‌ ସୁଇପ୍‌

ଦୋହା,୫।୧୦ (ଏଏଫ୍‌ପି)- ଏଠାରେ ଚାଲିଥିବା ବିଶ୍ୱ ଆଥ୍‌ଲେଟିକ ଚାମ୍ପିୟନଶିପ୍‌ର ପୁରୁଷ ୨୦ କିଲୋମିଟର (କିମି) ଚାଲିରେ ଜାପାନର ଜୋଶିକାଜୁ ୟାମାନିଶି ଟାଇଟଲ୍‌ ଜିତିଛନ୍ତି। ଶୁକ୍ରବାର ରାତିରେ ଅନୁଷ୍ଠିତ ଏହି ଇଭେଣ୍ଟରେ ୨୩ ବର୍ଷୀୟ ଜୋଶିକାଜୁ ୨୦ କିମି ଦୂରତାକୁ ଏକ ଘଣ୍ଟା…

ଡେଭିଡ୍‌ ହସି କେକେଆର ମୁଖ୍ୟ ମେଣ୍ଟର

କୋଲକାତା,୫।୧୦: ଦୁଇ ଥର ଆଇପିଏଲ ଚାମ୍ପିୟନ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଶନିବାର ଅଷ୍ଟ୍ରେଲିଆର ପୂର୍ବତନ ବ୍ୟାଟ୍ସମ୍ୟାନ ଡେଭିଡ୍‌ ହସିଙ୍କୁ ମୁଖ୍ୟ ମେଣ୍ଟର ଭାବେ ନିଯୁକ୍ତ କରିଛି। ପୂର୍ବତନ ନ୍ୟୁଜିଲାଣ୍ଡ ପେସର କାଏଲ ମିଲ୍ସଙ୍କୁ ବୋଲିଂ କୋଚ୍‌ ପଦରେ ନିଯୁକ୍ତ କରାଯାଇଛି।…

ସିଂହପୁର ଉତ୍ସବ ମୁଖର

ସିଂହପୁର,୫।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ଅଞ୍ଚଳରେ ସାର୍ବଜନୀନ ଦୁର୍ଗାପୂଜା ମହାସମାରୋହରେ ଆରମ୍ଭ ହୋଇଛି।ସିଂହପୁର, ଓଳେଇ ଚନ୍ଦନପୁର, ମଲିଆ, ବଂଶୀପୁରରେ ମା’ଙ୍କ ପୂଜା ଚାଲିଛି। ସୁଉଚ୍ଚ ତୋରଣ ସାଙ୍ଗକୁ ଆଲୋକମାଳାରେ ଝଲସୁଛି ବିଭିନ୍ନ ପୂଜା ମଣ୍ଡପ। ପାଗ ଅନୁକୂଳ ଥିବାରୁ…

ଫୋନ୍‌ରେ ଫେସ୍‌ ଲକ୍‌ ପକାଇ ସ୍ବାମୀ ହେଲେ ହଟହଟା

ଆଜିକାଲି ସ୍ମାର୍ଟଫୋନ୍‌ ଲୋକଙ୍କର ଯେତିକି ଉପକାରରେ ଆସୁଛି ସେତିକି ଅପକାର ମଧ୍ୟ କରୁଛି। ଏଇ ଯେମିତି ଏହି ଫୋନ୍‌ ପାଇଁ କିଏ ଆତ୍ମହତ୍ୟା କଲାଣି ତ ଆଉ କାହାର ଘରୋଇ କଳିଝଗଡ଼ା ଚରମ ସୀମାରେ ପହଞ୍ଚିଲାଣି। ଏମିତି ଏକ ଭିଡିଓ ଏବେ…

ଲକ୍ଷାଧିକ ଟଙ୍କାର ସୁନା ଗହଣା ଚୋରି

ବଅଁରପାଳ,୫।୧୦(ଡି.ଏନ.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ଦିହସାହିର ଧୁଳିଆ ଗୋଚ୍ଛାୟତଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ ଘରର ଝରକା ତାଡି ଘରେ ପଶି ଲକ୍ଷେ ୮୫ ହଜାର ଟଙ୍କା ସହିତ ସୁନାଗହଣା ଲୁଟି ନେଇଛନ୍ତି।…

ଅବକାରୀ ଚଢାଉ, ୪ ଗିରଫ

ବଇଣ୍ଡା,୫।୧୦(ଡି.ଏନ.ଏ.): ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଶନିବାର ଠାକୁରଗଡ଼ ଥାନା ତଲେଇପଥର ଓ ଖମାର ଗ୍ରାମରେ ଚଢାଉ କରାଯାଇ ୭୮ ଲିଟର ଚୋରା ଦେଶୀ ମହୁଲି ମଦ ଜବତ କରାଯାଇଛି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ…

ରେମୁଣା ଡାକ୍ତରଖାନାରେ ଅବ୍ୟବସ୍ଥା ନେଇ ଉତ୍ତେଜନା: ତାଲା ପକାଇଲେ, ସିସି କ୍ୟାମେରା ଭାଙ୍ଗିଲେ

ରେମୁଣା, ୫ା୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ନେଇ ଶୁକ୍ରବାର ବିଳମ୍ବିତ ରାତିରେ ରୋଗୀଙ୍କ ସମ୍ପର୍କୀୟମାନେ ଡାକ୍ତରଖାନାରେ ଭଙ୍ଗାରୁଜା କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନାରେ ଲାଗିଥିବା ସିସି କ୍ୟାମେରା ଭାଙ୍ଗିବା ସହ ଆଉଟଡୋରକୁ ତାଲା ପକାଇ ଦେଇଥିଲେ। ଆଇଆଇସି…

ଷ୍ଟେଶନରୁ ପିଲା ଚୋରି

ବାଲେଶ୍ୱର ଅଫିସ, ୫।୧୦: ବାଲେଶ୍ୱର ରେଳଷ୍ଟେଶନ ୧ ନଂ. ପ୍ଲାଟଫର୍ମରୁ ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ମା’ ପାଖରେ ଶୋଇଥିବା ଏକ ୩ମାସର ପୁଅକୁ ଚୋରି କରିନେଇଥିବା ରେଳବାଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ମାମଲା (ନଂ. ୬୨/୧୯) ରୁଜୁ…

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ : ମୃତଦେହ ଆଣିବା ନେଇ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୫।୧୦(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମର ଜଣେ ଓଡ଼ିଆ ଶ୍ରମିକଙ୍କ ତାମିଲନାଡୁରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଯୁବକ ହେଲେ ସୁମନ୍ତ ପ୍ରଧାନ। ତାଙ୍କର ଗୋଟିଏ ସନ୍ତାନ ରହିଥିବା ବେଳେ ସ୍ତ୍ରୀ ଶାନ୍ତି ଜଣେ…

ମହଙ୍ଗା ପଡ଼ିଲା ଯୁବକଙ୍କ ମୃତ୍ୟୁକୁ ନେଇ ରାସ୍ତା ଅବରୋଧ : ଜଣଙ୍କ ପରେ ଜଣଙ୍କୁ ଥାନାକୁ ନେଉଛି ପୋଲିସ

ସିଂହପୁର,୫।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ବଜାରଠାରେ ଗୁରୁବାର ସନ୍ଧ୍ୟାରେ ବସ୍‌ ଚକାତଳେ ଟିଣା ଗ୍ରାମର ଯୁବକ ଚନ୍ଦ୍ରମଣିଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ନେଇ ଶୁକ୍ରବାର ଉତ୍ତ୍ୟେକ୍ତ ଲୋକେ ବାଛୋଳ ଛକଠାରେ ଟାୟାର ଜାଳି ମୃତକଙ୍କ ପରିବାରକୁ କ୍ଷତିପୂରଣ…

ଏମିତି ରାଜା ଅବସର ସମୟରେ କରନ୍ତି ମେକାନିକ୍‌ କାମ…

ଦୁଇ ଦୁଇଟି ଦେଶର ରାଜା ସେ ପୁଣି ଅବସର ସମୟରେ କାର୍‌ ମେକାନିକ୍‌ ଭାବେ କାମ କରନ୍ତି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏମିତି ଜଣେ ରାଜା ଅଛନ୍ତିି ଆଫ୍ରିକାରେ। ସେ ରାଜକାର୍ଯ୍ୟ ତୁଲାଇବା ସହ ଅବସର ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?