Home

‘ହାପି ବର୍ଥ ଡେ’ ଅମୃତା: ଚାରି ଘଣ୍ଟା ସାକ୍ଷାତକାର ପରେ ମିଳିଥିଲା ‘ବିବାହ’ରେ କାମ କରିବାର ସୁଯୋଗ, ପଡ଼ିଥିଲେ ଆର୍‌ଜେଙ୍କ ପ୍ରେମରେ

ମୁମ୍ବାଇ: ବଲିଉଡ୍‌ର ସିମ୍ପଲ ଡିଭା ମଧ୍ୟରୁ ଅଭିନେତ୍ରୀ ଅମୃତା ରାଓ ଜଣେ। ଅନେକ ହିନ୍ଦୀ ଫିଲ୍ମ ସହ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରରେ କାମ କରିଛନ୍ତି ସେ। ଏସବୁରୁ ଅନେକ ଫିଲ୍ମ ତାଙ୍କୁ ସଫଳତା ଆଣି ଦେଇଥିବା ସତ୍ତ୍ୱେ ସେ ଏବେ ଲାଇମ୍‌ଲାଇଟ୍‌ରୁ…

ରାସ୍ତା କଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌: ୫ ଆହତ, କଣ୍ଡକ୍ଟରଙ୍କ ଗୋଡ଼ ଭାଙ୍ଗିଲା

ପଟ୍ଟାଙ୍ଗି,୭।୬(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟାଙ୍ଗି ଥାନା ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତ ଅଧୀନ ତେଲରାଇ ଗ୍ରାମ ଛକ ତଥା ୨୬ନଂ ଜାତୀୟ ରାଜପଥ କଡ଼କୁ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍‌ ‘ନଡ଼ିଆ ରାଣୀ’ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୫ଜଣ ଆହତ…

କେନାଲ ପାର୍ଶ୍ୱରୁ ଯୁବକଙ୍କ ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ପରିବାର

ସୁକିନ୍ଦା,୭ା୬(ଡି.ଏନ୍‌.ଏ.):  ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ବିରିଗୋଡା ରେଙ୍ଗାଲି କେନାଲ ପାର୍ଶ୍ୱରୁ ଗୁରୁବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଯୁବକ ଜଣକ ଲେମ୍ବୋ ପଞ୍ଚାୟତ ସିଙ୍ଗାଡିଆ ଗ୍ରାମର ଇନ୍ଦ୍ରମଣି ଦାସ। ସେ କଳିଙ୍ଗନଗର ଶିଳ୍ପାଞ୍ଚଳରେ ଶ୍ରମିକଭାବେ…

ବାଲି ବୋଝେଇ ଟ୍ରାକ୍ଟର ଜବତ

ବିଞ୍ଝାରପୁର,୭ା୬(ଡି.ଏନ୍‌.ଏ.)- ବିଞ୍ଝାରପୁର ତହସିଲ ଅଞ୍ଚଳର ବିଭିନ୍ନ ବାଲିଘାଟରୁ ବେଆଇନଭାବେ ବାଲି ଉଠାଣ ହେଉଥିବା ନେଇ ପୋଲିସ ନିକଟରେ ଅଭିଯୋଗ ହେଉଥିଲା। ଏହି ଅଭିଯୋଗ ପରେ ବିଞ୍ଝାରପୁର ପୋଲିସ ଗୁରୁବାର ଖରସ୍ରୋତା ନଦୀ ମନେଇଘାଟରେ ଚଢାଉକରି ଏକ ବାଲି ବୋଝେଇ ଟ୍ରାକ୍ଟର ଜବତ…

ରାସ୍ତାରେ ଶିଶୁପୁତ୍ର ଜନ୍ମଦେଲେ ମହିଳା, ଚିକିତ୍ସା ଅବହେଳା ପ୍ରତିବାଦରେ ରାସ୍ତାରୋକୋ

ରଘୁନାଥପୁର, ୭। ୬ (ଡି.ଏନ.ଏ.) : ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଜଣେ ଗର୍ଭବତୀଙ୍କୁ ଚିକିତ୍ସା ସୁବିଧା ନ ମିଳିବାରୁ ସେ ଘରକୁ ଫେରିବା ବାଟରେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ତେଣୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର, କର୍ମଚାରୀଙ୍କ…

ରେଲଓ୍ବେ ପକ୍ଷରୁ ନିମ୍ନମାନର ରାସ୍ତା ନିର୍ମାଣ: ସ୍ଥାୟୀତ୍ୱ ନେଇ ଅଭିଯୋଗ କଲେ ଗ୍ରାମବାସୀ

ବାଲିଆ,୭।୬: ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ କଟକ-ପାରାଦୀପ ରେଳପଥର ଗୋଠପଦାଠାରେ ୧୪ନଂ. ଫାଟକ ଠାରୁ ୧୫ନଂ. ଫାଟକ ପର୍ଯ୍ୟନ୍ତ ଜନସାଧାରଣଙ୍କ ଯାତାୟାତ ନିମନ୍ତେ ରେଲଓ୍ବେ ପକ୍ଷରୁ ନୂତନ ରାସ୍ତା ନିର୍ମାଣ କରାଯାଉଛି। ତେବେ ଏହି ରାସ୍ତା କାର୍ଯ୍ୟ ନିମ୍ନମାନର ହେଉଥିବା ସ୍ଥାନୀୟ…

ନେତାଙ୍କ ନାଁରେ ଧମକାଉଛନ୍ତି ଡାକ୍ତର

ଜଗତ୍‌ସିଂହପୁର ଅଫିସ,୭ା୬: ଜଗତ୍‌ସିଂହପୁରରେ ଡାକ୍ତରମାନେ ନେତାଙ୍କ ନାଁ କହି କାମ ନ କରିବାକୁ ଧମକାଉଛନ୍ତି। ଏଭଳି ଅଭିଯୋଗ ଉଠାଇଛନ୍ତି ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ(ସିଡିଏମ୍‌ଓ) ଅଜୟ କୁମାର ବୈଠାରୁ। ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଜିଲାସ୍ତରୀୟ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଘଟଣା : ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲେ ଯୁବତୀ

ରସୁଲପୁର, ୭ା୬(ଡି.ଏନ.ଏ.):  ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଘଟଣାରେ ଜଣେ ଯୁବତୀ ଗୁରୁବାର ନ୍ୟାୟ ପାଇଁ ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରସୁଲପୁର ବ୍ଲକ ଅନ୍ତର୍ଗତ ଓଡ଼ିଶୋ ପଞ୍ଚାୟତ ବାହାବାଳପୁର ଗ୍ରାମର ସତ୍ୟଜିତ୍‌ ରାଉତଙ୍କ ଓଡ଼ିଶୋ ପଞ୍ଚାୟତର ଜଣେ ଯୁବତୀଙ୍କ ସହ…

ପରକୀୟା ପ୍ରୀତି ସନ୍ଦେହ : ସ୍ତ୍ରୀକୁ ମାରିଦେବାକୁ ଉଦ୍ୟମ, ସ୍ବାମୀ କୋର୍ଟ ଚାଲାଣ

ରସୁଲପୁର,୭ା୬ (ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ବଡକଇଁଚି ପଞ୍ଚାୟତ ପାଞ୍ଚଗୋଛିଆ ଗ୍ରାମରେ ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିବା ସ୍ବାମୀଙ୍କୁ ଗୁରୁବାର ପୋଲିସ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ସ୍ବାମୀ ହେଲେ ପ୍ରଶାନ୍ତ ତରେଇ। ପ୍ରକାଶ ଯେ, ସ୍ତ୍ରୀଙ୍କ…

ଡାକଘରୁ ହେଡ୍‌ ପୋଷ୍ଟମାଷ୍ଟର ଆସବାବପତ୍ର ଲୁଟି ନେଇଥିବା ଅଭିଯୋଗ : ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଫେରାଦ ହେଲା କର୍ମଚାରୀ ସଂଘ

ଯାଜପୁର ଟାଉନ,୭ା୬(ଡିଏନଏ)- ଯାଜପୁର ମୁଖ୍ୟ ଡାକଘରର ହେଡ୍‌ ପୋଷ୍ଟମାଷ୍ଟର ପ୍ରମୋଦ କୁମାର ହୋତା କାର୍ଯ୍ୟାଳୟର ଆସବାବପତ୍ର ଓ ବିଭିନ୍ନ କମ୍ପ୍ୟୁଟର ସାମଗ୍ରୀ ନେଇ ପଳାଇ ଯାଇଥିବା ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ କର୍ମଚାରୀ ସଂଘର କର୍ମକର୍ତ୍ତା ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ସମ୍ପୃକ୍ତ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ : ଥାନା ସମ୍ମୁଖରୁ ୩.୫୦ ଲକ୍ଷ ଟଙ୍କା ଲୁଟ୍‌

ଯାଜପୁର ଟାଉନ,୭ା୬(ଡିଏନଏ) :  ଯାଜପୁର ସହରରେ ଦିନକୁ ଦିନ ରାହାଜାନି, ଛିନ୍‌ତାଇ ବଢ଼ିବାରେ ଲାଗିଥିବାବେଳେ ଗୁରୁବାର ପୋଲିସକୁ ଖୋଲା ଚ୍ୟାଲେଞ୍ଜ କରି ଲୁଟେରା ଥାନା ସାମ୍ନାରୁ ୩ଲକ୍ଷ ୫୦ ହଜାର ଟଙ୍କା ଲୁଟି ନେଇଥିବା ଜଣାପଡ଼ିଛି। ଏ ନେଇ ଯାଜପୁର ଥାନାରେ…

ବଜାର କମିଟି ନାଁରେ ଫେରାଦ ଘଟଣା : ଏସ୍‌ପିଙ୍କୁ ଭେଟିଲେ ବ୍ୟବସାୟୀ

କୋରେଇ,୭ା୬(ସ୍ବ.ପ୍ର.) : ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ପାଇଁ ପୋଲିସ ବାହିନୀ ଗଠିତ ହୋଇଥିଲେ ମଧ୍ୟ କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ ପ୍ରରାଚନାରେ ସେମାନେ କର୍ତ୍ତବ୍ୟରେ ଅବହେଳା କରୁଥିବା ଜଣାପଡ଼ିଛି। ଏହାର ଏକ ଉଦାହରଣ ହେଉଛି ମଙ୍ଗଳପୁର ଥାନା। ସିସିଟିଭି ଫୁଟେଜରେ ସମସ୍ତ ଘଟଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri