ରାଶିଫଳ: ସୋମବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ର ଗୁରୁଦୃଷ୍ଟିରେ ରହିଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ, ପ୍ରଶଂସିତ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବାକୁ ମନସ୍ଥ କରିପାରନ୍ତି। ଆର୍ଥିକ ସ୍ଥିତି କ୍ରମଶଃ ବୃଦ୍ଧି ପାଉଥିବାରୁ ଜମିଜମା ବିକ୍ରି…
୪ ଲକ୍ଷ ଲୁଟ୍ ଘଟଣା : ଅଭିଯୁକ୍ତ କୋର୍ଟ ଚାଲାଣ
ବଡ଼ବିଲ,୧୫।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ଶ୍ରୀଜଗନ୍ନାଥ ଷ୍ଟିଲ ଆଣ୍ଡ୍ ପାୱାର ଲିଃ କାରଖାନାର ପାର୍କିଂସ୍ଥଳୀର ପରିବହନକାରୀ ମା’ ସନ୍ତୋଷୀ ଟ୍ରାନ୍ସପୋର୍ଟ ସଂସ୍ଥା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ୪ ଲକ୍ଷ ଲୁଟ୍ ହୋଇଥିଲା। ଏହି ଘଟଣାରେ…
ହୋର୍ଡିଂ ପଡ଼ି ମୃତ୍ୟୁ ଘଟଣା: ସମ୍ପୃକ୍ତ ନେତାଙ୍କ ବିରୋଧରେ ମାମଲା ରୁଜୁ
ଚେନ୍ନାଇ,୧୫।୯: ରାସ୍ତା କଡରେ ଲାଗିଥିବା ବେଆଇନ ହୋର୍ଡିଂ ଯୋଗୁ ଜଣେ ୨୩ ବର୍ଷୀୟା ଯୁବତୀଙ୍କ ଜୀବନ ଯାଇଛି। ଚେନ୍ନାଇରେ ଘଟିଥିବା ଏହି ଘଟଣା ପରେ ସମ୍ପୃକ୍ତ ହୋର୍ଡିିଂ ଲଗାଇଥିବା ଏଆଇଏଡିଏମକେ ନେତା ଜୟଗୋପାଲଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ମାଡ୍ରାସ ହାଇକୋର୍ଟ…
ଭିଏତ୍ନାମ ଓପନ୍ ବ୍ୟାଡମିଣ୍ଟନ: ସୌରଭ ଚାମ୍ପିୟନ
ହୋ ଚି ମିନ୍ ସିଟି,୧୫।୯ (ପି.ଟି.)- ଭାରତୀୟ ଯୁବ ବ୍ୟାଡମିଣ୍ଟନ ତାରକା ସୌରଭ ବର୍ମା ଆଉ ଏକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛନ୍ତି। ଏଠାରେ ଅନୁଷ୍ଠିତ ୭୫,୦୦୦ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଭିଏତ୍ନାମ ଓପନ୍ ବିଡବ୍ଲ୍ୟୁଏଫ୍ ଟୁର ସୁପର ୧୦୦…
କମ୍ପ୍ୟୁଟର ଶିକ୍ଷକ ନିଯୁକ୍ତି ନାମରେ ଠକେଇ ମାମଲା : ୩ ଅଟକ
କେନ୍ଦୁଝର,୧୫।୯(ସ୍ବ.ପ୍ର.): କମ୍ପ୍ୟୁଟର ଶିକ୍ଷକ ନିଯୁକ୍ତି ନାମରେ ଠକେଇ ମାମଲାରେ ଟାଉନ ଥାନା ପୋଲିସ ଓଡ଼ିଶା ଏଜୁକେଶନ ଆଣ୍ଡ ଟ୍ରେନିଂ (ଓଏଇଟି) ନାମକ ଏକ କମ୍ପ୍ୟୁଟର ସଂସ୍ଥାର ୩ ଜଣଙ୍କୁ ରବିବାର ଅଟକ ରଖି ପଚରା ଉଚରା କରୁଥିବା ଜଣାପଡ଼ିଛି। କମ୍ପ୍ୟୁଟର ତାଲିମ…
ପ୍ରବଳ ବର୍ଷା: ସ୍କୁଲରେ ଫଶିରହିଛନ୍ତିି ୩୫୦ ଛାତ୍ରୀଛାତ୍ର, ୫୦ ଶିକ୍ଷକ
ଜୟପୁର,୧୫।୯:ରାଜସ୍ଥାନର ଚିତୌଡଗଡରେ ଜିଲାରେ ଦୁଇଦିନ ହେଲା ଲଗାତାର ବର୍ଷା ହେଉଛି।ଫଳରେ ସେଠାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ସ୍କୁଲ ଏବଂ ଅଫିସ୍ରେ ପାଣି ପଶିଯାଇଛି। ଫଳରେ ଜିଲାର କେତେକ ସ୍କୁଲରେ ଶନିବାରଠାରୁ ଛାତ୍ରୀଛାତ୍ର ଏବଂ ଶିକ୍ଷକ ଫଶିରହିଛନ୍ତି। ସ୍ଥାନୀୟ ଗ୍ରାମବାସୀ ସେମାନଙ୍କ ପାଇଁ…
ରେସଲିଂ ବିଶ୍ୱ ଚାମ୍ପିୟନଶିପ୍ : ଭାରତୀୟଙ୍କ ନୈରାଶ୍ୟଜନକ ପ୍ରଦର୍ଶନ ଜାରି
ନୁର-ସୁଲତାନ(କାଜାଖସ୍ଥାନ),୧୫।୯(ପି.ଟି.)- ଏଠାରେ ଚାଲିଥିବା ରେସଲିଂ ବିଶ୍ୱ ଚାମ୍ପିୟନଶିପ୍ରେ ଭାରତୀୟ ରେସଲର ମାନେ ଆଶାନୁରୂପ ପ୍ରଦର୍ଶନ କରିପାରି ନାହାନ୍ତି। ରବିବାର ଭାରତୀୟ ଗ୍ରୀକୋ- ରୋମାନ ରେସଲରଙ୍କ ନୈରାଶ୍ୟଜନକ ପ୍ରଦର୍ଶନ ଜାରି ରହିଛି। ଫଳରେ ଭାରତୀୟ ରେସଲରଙ୍କ ଅଲିମ୍ପିକ୍ସ ଯୋଗ୍ୟତା ହାସଲ ନେଇ ଆଶଙ୍କା…
ମିଲିନ୍ଦ ସୋମେନଙ୍କୁ ‘ପାପାଜୀ’ କହି ଡାକୁଛନ୍ତି ସ୍ତ୍ରୀ ଅଙ୍କିତା
ଅଭିନେତା ତଥା ମଡେଲ ମିଲିନ୍ଦ ସୋମେନ୍ ଏବେ ପୁଣି ଚର୍ଚ୍ଚାରେ। ଏବେ ସେ ନିଜ ଫିଟନେସ୍ ପାଇଁ ନୁହେଁ, ସ୍ତ୍ରୀ ଅଙ୍କିତା କୁଅଁରଙ୍କ ପାଇଁ ଚର୍ଚ୍ଚାରେ ଅଛନ୍ତି। ୨୦୧୮ରେ ୫୩ ବର୍ଷୀୟ ମିଲିନ୍ଦ ୨୮ ବର୍ଷିୟା ଅଙ୍କିତାଙ୍କୁ ବିବାହ କରିଥିଲେ। ଏନେଇ…
ବିବାହିତ ଯୁବକ ଅବିବାହିତ କହି ଠକୁଛନ୍ତି କି? ତେବେ ଏସବୁ ଲକ୍ଷଣରୁ ଜାଣନ୍ତୁ ଏମାନଙ୍କୁ
ଜଣେ ଝିଅ ବିବାହିତା କି ଅବିବାହିତା ସେ ସମ୍ପର୍କରେ ଜାଣିବା ଆଦୌ କଷ୍ଟକର ନୁହେଁ। କାରଣ ମଥାରେ ସିନ୍ଦୁର, ହାତରେ ଶଙ୍ଖା, ପାଦରେ ପାଉଁଜି, ବେକରେ ମଙ୍ଗଳସୂତ୍ର ଦେଖିଲେ ସହଜରେ ବୁଝିଯିବେ ଜଣେ ଝିଅ ବିବାହିତା କି ଅବିବାହିତା। କିନ୍ତୁ ଜଣେ…
ପ୍ରେମ ବିବାହ କରିବାରୁ ଝିଅ-ଜ୍ୱାଇଁଙ୍କୁ ଗୁଳି ମାରିଲେ ପରିବାର ଲୋକେ
ଜଳନ୍ଧର,୧୫।୯: ପଞ୍ଜାବର ତରନତାରନରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିବାରୁ ଝିଅ-ଜ୍ୱାଇଁଙ୍କୁ ଗୁଳି ମାରିଛନ୍ତି ଯୁବତୀଙ୍କ ପରିବାର ଲୋକେ। ଫଳରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ତରନତାରନର ନୌଶେରା ଢାଲା ନିବାସୀ ଅମନଦୀପ ସିଂ ନିଜ ଗ୍ରାମର ଅମନପ୍ରୀତ…
ପ୍ରଥମ ଟି୨୦: ଧର୍ମଶାଳାରେ ପ୍ରବଳ ବର୍ଷା
ଧର୍ମଶାଳା, ୧୫।୯(ପି.ଟି.)- ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏଚ୍ପିସିଏ) ଗ୍ରାଉଣ୍ଡରେ ରବିବାର ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ତେବେ ବର୍ଷା ଏହି ମ୍ୟାଚ୍ରେ ବାଧା ସୃଷ୍ଟି କରିବାର ଯଥେଷ୍ଟ…
ପ୍ରିମିୟର ଲିଗ୍: ମାଞ୍ଚେଷ୍ଟର ସିଟିର ପ୍ରଥମ ପରାଜୟ
ଲଣ୍ଡନ,୧୫।୯(ଏଏଫ୍ପି)- ଜାନୁୟାରୀ ପରେ ପ୍ରିମିୟର ଲିଗ୍ରେ ମାଞ୍ଚେଷ୍ଟର ସିଟ୍ ତା’ର ପ୍ରଥମ ପରାଜୟ ବରଣ କରିଛି। ଶନିବାର ଅନୁଷ୍ଠିତ ମୁକାବିଲାରେ ନରଓ୍ବିଚ୍ ସିଟି ୩-୨ ଗୋଲରେ ମାଞ୍ଚେଷ୍ଟର ସିଟିକୁ ହରାଇଛି। ନରଓ୍ବିଚ୍ ତରଫରୁ କେନି ମ୍ୟାକଲିନ୍ ୧୮ ତମ ମିନିଟ୍ରେ ପ୍ରଥମ…
Archives


