Home

ଗୋଦରବିଲିଠାରେ ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; କଙ୍କଡ଼ାହାଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀ ମୃତ, ସ୍ତ୍ରୀ ଗୁରୁତର

କାମାକ୍ଷାନଗର,୬।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡିଠାରୁ ୫୦୦ ମିଟର ଦୂର ଗୋଦରବିଲିଠାରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଙ୍କଡାହାଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀ ଏସ୍‌. ନବୀନ କୁମାର(୫୦)ଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ…

କେରଳରେ ପୁଣି ୨ ନିପା ରୋଗୀ ଚିହ୍ନଟ

ଥିରୁଭାନନ୍ତପୁରମ, ୬।୬: କେରଳକୁ ପୁଣି ଫେରିଛି ନିପା ଭାଇରସ। ନିପା ଆକ୍ରାନ୍ତ ସନ୍ଦେହରେ ପୁଣି ଦୁଇଜଣ ରୋଗୀଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରୀକ୍ଷା ପରେ ତାଙ୍କର ରିପୋଟ ପଜେଟିଭ ଆସିଛି। ଏନେଇ ବିଧିବଦ୍ଧ ଭାବେ ସୂଚନା ଦେଇଛନ୍ତି କେରଳ ସ୍ବାସ୍ଥ୍ୟମନ୍ତ୍ରୀ…

ବିଦ୍ୟାଳୟ ବନ୍ଦ ନିର୍ଦ୍ଦେଶକୁ ଅଭିଭାବକଙ୍କ ବିରୋଧ

ବାଲିଆ,୬।୬: ବିରିଡ଼ି ବ୍ଲକ ୨୨ ମୌଜା ବାରେଡ଼ିଆ ପଞ୍ଚାୟତର ଢିଅସାହିବିରି ପ୍ରାଥମିକ ବିଦ୍ୟାଳୟକୁ ଛାତ୍ରୀଛାତ୍ର ସଂଖ୍ୟା କମ୍‌ ଥିବା ଦର୍ଶାଇ ବନ୍ଦ କରିବା ପାଇଁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ତେବେ ଏହାକୁ ବିଦ୍ୟାଳୟରେ ପଢୁଥିବା ୯ ଛାତ୍ରୀଛାତ୍ର, ସେମାନଙ୍କ ଅଭିଭାବକ…

ଖୋଲୁନି ଧାନମଣ୍ଡି: ତେଜିଲା ଚାଷୀ ଅସନ୍ତୋଷ

କାମାକ୍ଷାନଗର, ୬।୬(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକର ଦଣ୍ଡାଧର ଡ୍ୟାମ୍‌ ତଳି ଅଞ୍ଚଳରେ ରବିଧାନ ଚାଷ କରିଥିବା ଚାଷୀଙ୍କ ପାଇଁ ମଣ୍ଡି ଖୋଲୁନାହିଁ। ଏ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ତୁରନ୍ତ ମଣ୍ଡି ନ ଖୋଲିଲେ ସେମାନେ ଆନ୍ଦୋଳନକୁ ଓହ୍ଲାଇବେ…

ଜିଲା ବିଜ୍ଞାନ କେନ୍ଦ୍ରକୁ ପୂରିଲା ୨୫ ବର୍ଷ: ‘ବିଜ୍ଞାନ ପ୍ରତି ଅନୁସନ୍ଧିତ୍ସୁ ହୁଅ’

ଢେଙ୍କାନାଳ ଅଫିସ, ୬ା୬: ବିଜ୍ଞାନ ଏକ କଷ୍ଟକର ବିଷୟ ବୋଲି ଅଧିକାଂଶ ଛାତ୍ରୀଛାତ୍ରଙ୍କ ଧାରଣା ରହିଛି, ଯାହା ଅମୂଳକ। ବିଜ୍ଞାନ ପ୍ରତି ଅନିସନ୍ଧୁତ୍ସୁ ମନୋଭାବ ରହିଲେ ଏହା ସହଜ ହୋଇଯାଏ। ବିଭିନ୍ନ ବିଷୟରେ ଜ୍ଞାନ ଆହରଣ କରିବାକୁ ପର୍ଯ୍ୟାପ୍ତ ସୁଯୋଗ ମିଳେ ବୋଲି…

ବିଶ୍ୱ ପରିବେଶ ଦିବସରେ ଚାରାରୋପଣ

ଧର୍ମଶାଳା,୬ା୬(ଡି.ଏନ୍‌.ଏ.): ବିଶ୍ୱ ପରିବେଶ ଦିବସ ଉପଲକ୍ଷେ କାନପୁରସ୍ଥିତ ପରିବେଶବିତ୍‌ କାର୍ଯ୍ୟାଳୟ ପରିସରରେ ପରିବେଶବିତ୍‌ ଶ୍ରୀନିବାସ ଜେନା ତାଙ୍କ ଜନ୍ମଦିନ ଉପଲକ୍ଷେ ସହସ୍ରାଧିକ ଚାରାଚୋପଣ କରିଥିଲେ। ଏଥି ଉପଲକ୍ଷେ ଆୟୋଜିତ ପଥପ୍ରାନ୍ତ ସଭାରେ ଜେନା ଅଧ୍ୟକ୍ଷତା କରି ସବୁଜ ସୁନ୍ଦର ସନ୍ତୁଳିତ ଓ…

ପ୍ରତିରକ୍ଷା ବଜେଟ କମାଇବ ପାକ୍‌

ଇସ୍‌ଲାମାବାଦ,୬ା୬(ପି.ଟି.)-ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନ ପକ୍ଷରୁ ଏକ ଅପ୍ରତ୍ୟାଶିତ ପଦକ୍ଷେପ ନିଆଯିବା ପାଇଁ ସ୍ଥିର କରାଯାଇଛି। ଆସନ୍ତା ଆର୍ଥତ୍କବର୍ଷରେ ପାକିସ୍ତାନର ପ୍ରତିରକ୍ଷା ବଜେଟ ହ୍ରାସ କରିବା ପାଇଁ ସେଠାକାର ସେନା ଓ ସରକାର ନିଷ୍ପତ୍ତି ନେଇଛନ୍ତି। ପାକିସ୍ତାନୀ ସେନାର…

କାମ କରୁନି ବାୟୋମେଟ୍ରିକ ଆଟେଣ୍ଡାନ୍ସ ଡିଭାଇସ୍‌; ଲାଭ ଉଠାଉଛନ୍ତି ନର୍ସିଂହୋମକୁ ଯାଉଥିବା ଡାକ୍ତର

ଅନୁଗୋଳ ଅଫିସ, ୬।୬:  ଡାକ୍ତର, କର୍ମଚାରୀଙ୍କ ଉପସ୍ଥାନ ଜାଣିବା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଲଗାଯାଇଥିବା ବାୟୋମେଟ୍ରିକ ଆଟେଣ୍ଡାନ୍ସ ଡିଭାଇସ ଅଚଳ ହୋଇପଡ଼ିଛି। ଏହା କେତେଜଣ ଡାକ୍ତର ଓ କର୍ମଚାରୀଙ୍କୁ ବେଶ୍‌ ସୁହାଉଥିବା ଏବେ ମେଡିକାଲ ପରିସରରେ ଚର୍ଚ୍ଚା ହେଉଛି।…

ଭାରତରେ ବଢ଼ୁଛି ବାୟୁ ପ୍ରଦୂଷଣ: ବର୍ଷକୁ ନେଉଛି ଲକ୍ଷେ ଶିଶୁଙ୍କ ଜୀବନ

ନୂଆଦିଲ୍ଲୀ,୬ା୬: ବାୟୁ ପ୍ରଦୂଷଣର ମାତ୍ରା ବୃଦ୍ଧି ଏବେ ପରିବେଶକୁ ବିଗାଡ଼ିଦେଲାଣି। ଏଥିଯୋଗୁ ପ୍ରତିବର୍ଷ ଭାରତରେ ୫ ବର୍ଷରୁ କମ୍‌ ବୟସର ପ୍ରାୟ ୧ ଲକ୍ଷ ଶିଶୁ ପ୍ରାଣ ହରାଉଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଦେଶରେ ୧୨.୫ ପ୍ରତିଶତ ମୃତ୍ୟୁ ଏଥିଯୋଗୁ ହେଉଥିବା…

୪୮ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ

ଭୁବନେଶ୍ୱର, ୬ା୬(ବ୍ୟୁରୋ): ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ସମ୍ଭାବନା ରହିଛି। ଏହାର ଦୁଇ ସପ୍ତାହ ଅର୍ଥାତ୍‌ ଆସନ୍ତା ୧୫ରୁ ୧୮ ତାରିଖ ମଧ୍ୟରେ ରାଜ୍ୟକୁ ମୌସୁମୀ ପ୍ରବେଶ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ…

ପଲିଥିନ ଉପରେ ଲାଗିବ କଟକଣା : ବ୍ୟବସାୟୀଙ୍କଠାରୁ ଆଦାୟ ହେବ ୨୫ ହଜାର ଜରିମାନା

ନୟାଗଡ଼ ଅଫିସ,୬ା୬: ଆଗାମୀ ଦିନରେ ନୟାଗଡ଼ ପୌର ପରିଷଦର ସମସ୍ତ କର୍ମଚାରୀ ୧ମାସ ପର୍ଯ୍ୟନ୍ତ କାର୍ଯ୍ୟାଳୟରେ ନ ରହି ପ୍ରତି ୱାର୍ଡ଼ର ଗଳିକନ୍ଦି ବୁଲି ସମସ୍ୟା ଓ ଅବ୍ୟବସ୍ଥା ସମ୍ପର୍କରେ ତୁରନ୍ତ ହ୍ବାଟସ୍‌ଆପ୍‌ ଜରିଆରେ ଫିଲଡ଼ରୁ ରିପୋର୍ଟ ଦେବେ। ବର୍ଜ୍ୟବସ୍ତୁ ପରିଚାଳନାରେ…

ଗଡ଼କରୀଙ୍କ ୧୫ ଲକ୍ଷ କୋଟିର ନିବେଶ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ

ନୂଆଦିଲ୍ଲୀ,୬-୬: କେନ୍ଦ୍ର ମନ୍ତ୍ରୀ ନିତିନ ଗଡ଼କରୀ ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ଦାୟିତ୍ୱ ସମ୍ଭାଳିବା ପରେ ଆସନ୍ତା ୫ ବର୍ଷ ପାଇଁ ଆର୍ଥିକ ବିକାଶରେ ସଡ଼କ ପରିବହନ ଏବଂ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟର ଯୋଗଦାନ ନେଇ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି। ମିଡିଆ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri