Home

ଜାତୀୟ ସଫ୍ଟଟେନିସ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୬।୬(ସ୍ପୋଟର୍‌ସ ବ୍ୟୁରୋ)- ମଧ୍ୟପ୍ରଦେଶର ଭୋପାଳଠାରେ ଆସନ୍ତା ୭ରୁ ୧୧ ତାରିଖ ପର୍ଯ୍ୟନ୍ତ ୧୪ତମ ଜାତୀୟ ଜୁନିୟର ସଫ୍ଟଟେନିସ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏହି ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବା ଲାଗି ଓଡ଼ିଶା ବାଳିକା ଓ ବାଳକ ଦଳ ବୁଧବାର ଭୋପାଳ ଅଭିମୁଖେ…

ବୁମ୍‌ରାଙ୍କ ୫୦ତମ ଅନ୍ତର୍ଜାତୀୟ ମ୍ୟାଚ୍‌

ସାଉଥାମ୍ପ୍‌ଟନ,୫।୬- ଭାରତୀୟ ପେସର ଯଶ୍‌ପ୍ରୀତ ବୁମ୍‌ରା ଏଠାରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ମୁକାବିଲାରେ କ୍ୟାରିୟରର ୫୦ତମ ମ୍ୟାଚ୍‌ ଖେଳିଛନ୍ତି। ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ସେ ଦକ୍ଷିଣ ଆଫ୍ରିକୀୟ ଓପ୍‌ନର ହାସିମ ଅମ୍‌ଲା ଓ କ୍ୱିଣ୍ଟନ ଡିକକ୍‌ଙ୍କ ଉଇକେଟ ନେଇଛନ୍ତି। ଏଥିଯୋଗୁ…

ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବାକୁ ଦାବିପତ୍ର ପ୍ରଦାନ

ବାରିପଦା ଅଫିସ,୫ା୬: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଟ୍ରାଫିକ ସମସ୍ୟାରେ ସୁଧାର ଆଣିବା ପାଇଁ ମୟୂରଭଞ୍ଜ ମୁକ୍ତିମୋର୍ଚ୍ଚା ସଂଗଠନର ଅଧ୍ୟକ୍ଷ ଧରମରାଜ ହାଁସଦାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଅତିରିକ୍ତ ଏସପି ଅଭିମନ୍ୟୁ ନାୟକଙ୍କୁ…

ବିଶ୍ୱ ପରିବେଶ ଦିବସରେ ବୃକ୍ଷରୋପଣ

ଆନନ୍ଦପୁର,୫ା୬(ସ୍ବ.ପ୍ର.): ଆନନ୍ଦପୁର ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏଥିରେ ଘସିପୁରା ଗ୍ରାମ୍ୟ ନ୍ୟାୟାଳୟର ନ୍ୟାୟାଧିକାରୀ ପବିତ୍ରାନନ୍ଦ ପ୍ରଧାନ, ଆନନ୍ଦପୁର ଓକିଲ ସଂଘର ସଭାପତି ସଞ୍ଜୟ କୁମାର ମିଶ୍ରଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ…

ନୋଟିସ୍‌ ପରେ ଦୋକାନ ସ୍ଥାନାନ୍ତର କଲେ ବ୍ୟବସାୟୀ

ଆନନ୍ଦପୁର,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜ୍‌ଛକ ରାସ୍ତା ନିର୍ମାଣରେ ସୃଷ୍ଟି ହେଉଥିବା ସମସ୍ୟା ନେଇ ସରକାରୀ ଜାଗାରେ ଗଢ଼ି ଉଠିଥିବା ବ୍ୟବସାୟ ପ୍ରତିଷ୍ଠାନଗୁଡ଼ିକୁ ଉଚ୍ଛେଦ ନିମନ୍ତେ ମଙ୍ଗଳବାର ପୌରପରିଷଦ ପକ୍ଷରୁ ନୋଟିସ୍‌ ଜାରି କରାଯାଇଥିଲା। ଏହି ନୋଟିସ୍‌ ଜରିଆରେ ଆଗାମୀ ୨୪…

ବୃଦ୍ଧଙ୍କୁ ଚାପିଦେଲା ଟ୍ରେଲର

ପାଟଣାଗଡ଼,୫ା୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଟ୍ରେଲର ଚାପାରେ ଘଟଣାସ୍ଥଳରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ପାଟଣାଗଡ଼ ନିକଟସ୍ଥ ଗଙ୍ଗାସାଗର ଗ୍ରାମର ଗୋଲବଦନ ନାଗ (୬୦)। ସେ ପାଟଣାଗଡ଼ର ଏକ…

ସବୁଜ ମିଶନରେ ଲାଗିପଡିଛନ୍ତି ପାରା ଆଥଲେଟ୍‌ ଟି ଭି ସୁବ୍ରମଣୀ

ଅନ୍ତର୍ଜାତୀୟ ପାରା ଆଥଲେଟିକ୍‌ ଚାମ୍ପିଅନସିପରେ ଦୁଇଟି ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଙ୍ଗାଲୁରୁ ନିବାସୀ ୩୯ ବର୍ଷୀୟ ଟି ଭି ସୁବ୍ରମଣୀ ନିଜ ଗାଁରେ ସବୁଜ ମିଶନ୍‌ ଆରମ୍ଭ କରିଛନ୍ତି। ନିଜ ଦମ୍‌ରେ ଗାଁକୁ ସବୁଜ କରିବାକୁ ପ୍ରତିଶ୍ରୁତିବଦ୍ଧ ହୋଇଛନ୍ତି। ଦିନକୁ…

ଖାଇବା ପରେ ଥଣ୍ଡାପାଣି ପିଇଲେ ବଢେ ହୃଦ୍‌ଘାତ ଆଶଙ୍କା

ସାଧାରଣତଃ ଆମ ଶରୀରର ତାପମାତ୍ରା ୩୭ ଡିଗ୍ରୀ ସେଲ୍‌ସିୟସ୍‌ ଥାଏ। ଏଥିପାଇଁ ପିଇବା ପାଣିର ତାପମାତ୍ରା ୨୦ ରୁ ୨୨ ଡିଗ୍ରୀ ମଧ୍ୟରେ ରହିବା ଉପଯୁକ୍ତ। କେତେକ ବ୍ୟକ୍ତି ଖାଇବା ପରେ ଫ୍ରିଜ୍‌ ପାଣି ପିଇଥାଆନ୍ତି। କିନ୍ତୁ ଏହି ପାଣି ଯଦି…

ଚର୍ବି ହ୍ରାସ କରେ ଭଜା ଚଣା

ଭଜା ଚଣା ତ ଅନେକଥର ଖାଇଥିବେ। ତେବେ ଏହା ଯେ କେବଳ ପାଟିକୁ ସୁଆଦିଆ ତାହା ନୁହେଁ ବରଂ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବେଶ୍‌ ଲାଭକାରୀ। ଏଥିରେ କାର୍ବୋହାଇଡ୍ରେଟ୍‌, ପ୍ରୋଟିନ୍‌, କ୍ୟାଲସିୟମ୍‌, ଆଇରନ୍‌ ଏବଂ ଭିଟାମିନ୍‌ ଭରପୂର୍‌ ମାତ୍ରାରେ ରହିଥାଏ। ପ୍ରତିଦିନ…

ନମାଜ ପଢୁଥିବାବେଳେ ଚଢିଗଲା କାର୍‌

ନୂଆଦିଲ୍ଲୀ, ୫।୬: ବୁଧବାର ସାରା ଦେଶରେ ଇଦ୍‌-ଉଲ୍‌-ଫିତର ଧୂମଧାମରେ ପାଳନ କରାଯାଉଥିଲାବେଳେ ରାଜଧାନୀ ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଖୁରେଜିରେ ମୁସଲମାନ ସମ୍ପ୍ରଦାୟର ଲୋକେ ଇଦ୍‌ ନମାଜ ପଢୁଥିବାବେଳେ ସେମାନଙ୍କ ଉପରକୁ ଏକ କାର୍‌ ମାଡିଯାଇଥିଲା। ଫଳରେ ୧୭ ଜଣ…

ମୋଦିଙ୍କ ଶପଥଗ୍ରହଣ ଉତ୍ସବରେ କାହିଁକି ଯୋଗଦେଇ ନ ଥିଲେ ସଲମାନ

ମେ ୩୦ରେ ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଫିଲ୍ମ ଜଗତର ବହୁ କଳାକାର ଯୋଗଦେଇଥିଲେ ମଧ୍ୟ ବଲିଉଡ ଭାଇଜାନ ସଲମାନ ଖାନ୍‌ ଯୋଗଦେଇ ନ ଥିଲେ। ଏନେଇ…

ପିତା ହେଲେ ୨୬ ସପ୍ତାହ ଛୁଟି ସହ ୭୦ ହଜାର ଟଙ୍କା ସହାୟତା ଦେବ ‘ଜୋମାଟୋ’

ନୂଆଦିଲ୍ଲୀ, ୫।୬: ମହିଳାଙ୍କ ଭଳି ପୁରୁଷ କର୍ମଚାରୀଙ୍କୁ ପିତୃକାଳୀନ ଛୁଟି ପ୍ରଦାନ କରିବ ଫୁଡ ଏଗ୍ରିଗେଟର କମ୍ପାନୀ ‘ଜୋମାଟୋ’। କମ୍ପାନୀର ଯେଉଁ କର୍ମଚାରୀ ପିତା ହେବେ ତାଙ୍କୁ ୨୬ ସପ୍ତାହ ଛୁଟି ଦିଆଯିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ତା’ସହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri