କେରଳରେ ପ୍ରଥମ ନିପା ଭାଇରସ୍ ରୋଗୀ ଚିହ୍ନଟ
କୋଚି,୪।୬: କେରଳରେ ପୁଣି ଥରେ ପାଦ ଦେଇଛି ନିପା ଭାଇରସ୍। କେରଳ ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା ଏହି ସୂଚନା ଦେଇଛନ୍ତି। ୨୩ ବର୍ଷୀୟ ଜଣେ ଛାତ୍ର ଏହି ନିପା ଭାଇରସ୍ରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ ସୋସିଆଲ ମିଡିଆ…
ନାଲ୍କୋ ଅଞ୍ଚଳରେ ସାବିତ୍ରୀ ଓଷା
ଅନୁଗୋଳ ଅଫିସ,୩ା୬: ନାଲ୍କୋ ଓ ବଅଁରପାଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ସୋମବାର ସାବିତ୍ରୀ ଓଷା ପାଳିତ ହୋଇଛି। ଏଥିପାଇଁ ସକାଳୁ ନାଲ୍କୋର ଜଗନ୍ନାଥ ମନ୍ଦିରରେ ମହିଳାମାନଙ୍କ ପ୍ରବଳ ଭିଡ଼ ଜମିଥିଲା। ମହିଳାମାନେ ଲମ୍ବା ଧାଡ଼ିରେ ଆସି ଲଷ୍ମୀ ନାରାୟଣଙ୍କ ପ୍ରତିମୂର୍ତ୍ତି ନିକଟରେ…
ହମ୍ପସ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ
ବରଗଡ଼,୩ା୬(ଡି.ଏନ୍.ଏ.): ବରଗଡ଼ ଜିଲା ବରଗଡ଼ -ଭଟଲି ରାସ୍ତାର ବରଡୋଲ ଛକ ଓ ଗ୍ରାମର ରାସ୍ତା ଉପରେ ହମ୍ପସ ନିର୍ମାଣ ଦାବିରେ ସୋମବାର ସକାଳ ୬ଟାରୁ ଗ୍ରାମବାସୀ ରାସ୍ତାକୁ ଓହ୍ଲାଇଛନ୍ତି। ଆନ୍ଦୋଳନ ଯୋଗୁ ରାସ୍ତାର ଉଭୟ ପାଶର୍ବରେ ବହୁ ସଂଖ୍ୟାରେ ଯାନବାହନ ଅଟକି…
ୟୁଏସ୍ ଭିଜା ପାଇଁ ଆବେଦନ; ଦେବାକୁ ହେବ ୫ ବର୍ଷର ସୋସିଆଲ ମିଡିଆ ରେକର୍ଡ
ଓ୍ବାଶିଂଟନ,୩-୬: ଆମେରିକାର ଟ୍ରମ୍ପ ସରକାର ଭିଜା ନିୟମରେ ସଂଶୋଧନ କରିଛନ୍ତି। ନୂଆ ନିୟମ ଅନୁଯାୟୀ, ଏଣିକି ଭିଜା ଆବେଦନ କରିବା ବେଳେ ଆବେଦନକାରୀଙ୍କୁ ନିଜର ସୋସିଆଲ ମିଡିଆରେ ଥିବା ଆକାଉଣ୍ଟ ନାମ ଏବଂ ଗତ ୫ ବର୍ଷର ସମସ୍ତ ତଥ୍ୟ ଦେବାକୁ…
ଗୋଷ୍ଠୀ ଗଠନ କରି ଲୁଟିଛନ୍ତି ଆଇଏଫ୍ଆଇଏନ୍; ଚାର୍ଜସିଟ୍ ଦାଖଲ କଲା ଏସ୍ଏଫ୍ଆଇଓ
ନୂଆଦିଲ୍ଲୀ,୩-୬: ପ୍ରାୟ ୯୦ ହଜାର କୋଟି ଟଙ୍କା ଋଣରେ ବୁଡ଼ି ଯାଇଥିବା ଇନ୍ଫ୍ରାଷ୍ଟ୍ରକ୍ଚର ଲିଜିଂ ଆଣ୍ଡ ଫାଇନାନ୍ସିଆଲ ସର୍ଭିସେସ୍(ଆଇଏଲ୍ଆଣ୍ଡଏଫ୍ଏସ୍)ର ମୂଳ ତଥା ଏକାଧିକ ସହଯୋଗୀ କମ୍ପାନୀରେ ଅନିୟମିତତା ହୋଇଛି। ଏହାର ତଦନ୍ତ କରୁଥିବା ସିରିୟସ ଫ୍ରଡ୍ ଇନ୍ଭେଷ୍ଟିଗେଶନ ଅଫିସ୍(ଏସ୍ଏଫଆଇଓ) ଏକ ସହଯୋଗୀ…
ବିକାଶର ନାଁ ଗଁଧ୍ ନାଇଁ, ତଥାପି ବିତୁଛେ ଜୀବନ୍
ଭବାନୀପାଟଣା, ୩ା୬ (ଡି.ଏନ୍.ଏ): କଳାହାଣ୍ଡି ଜିଲାର ଜୟପାଟଣା ବ୍ଲକ ଅଁଲାଭଟା ପଁଚେତ୍ର ପାହାଡ଼ ସିଘେ ପଟାକୁସୁମୀ, ଟେଣ୍ଡକାଚୁଆଁ, କର୍ଲାକୋଟ, ଦାବ୍ରିଘାଟି, କରାଘାଟି ଲେଖେଁ ଗାଁମାନ ରହିଛେ। ଗୁଟେ ଅପହଁଚ୍ ଇଲାକା ସଂଗେ ଅଣ ସର୍ବେକ୍ଷଣ ଭୂଇଁରେ ଇ ଗାଁମାନ ବସିଥିଲାବେଲେ ପଟାକୁସୁମୀ…
ଆଇସିସି ବିଶ୍ୱକପ୍: ଇଂଲଣ୍ଡ- ପାକିସ୍ତାନ ମୁକାବିଲା ଆଜି
ଲଣ୍ଡନ,୩।୫(ଏଏଫପି)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ର ଚଳିତ ଦ୍ୱାଦଶ ସଂସ୍କରଣରେ ଆୟୋଜକ ତଥା ହଟ୍ ଫେଭରାଇଟ ଇଂଲଣ୍ଡ ସୋମବାର ୧୯୯୨ ଚାମ୍ପିୟନ ପାକିସ୍ତାନକୁ ଭେଟିବ। ନଟିଂହାମର ଟ୍ରେଣ୍ଟ ବ୍ରିଜ୍ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ ଉପରେ ଏବେ ସାରା ବିଶ୍ୱର…
ନୟାପଲ୍ଲୀ ବୋମାମାଡ଼ ଘଟଣା: ୨ ଭାଇ ଗିରଫ
ଭୁବନେଶ୍ୱର,୩ା୬(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ସୁନାମି କ୍ଲବରେ ଗଣ୍ଡଗୋଳକୁ ନେଇ ଗଉଡ଼ପଡିଆ ନିକଟରେ ହୋଇଥିବା ବୋମାମାଡ ଘଟଣାରେ ପୋଲିସ ରବିବାର ଅଭିଯୁକ୍ତ ଦୁଇଭାଇଙ୍କୁ ଗିରଫ କରିଛି। ସେମାନେ ହେଲେ ସାଲିଆ ସାହି ବସ୍ତି ବିକାଶ ପରିଷଦ ଅଞ୍ଚଳର ସନ୍ତୋଷ ରେଡ୍ଡୀ ଓ ବିକ୍ରମ…
ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ ଗିରଫ
ଭୁବନେଶ୍ୱର,୩ା୬(ବ୍ୟୁରୋ): ଖୋର୍ଦ୍ଧା ଅଞ୍ଚଳରେ ଆତଙ୍କ ଖେଳାଉଥିବା ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ କୁମାର ପାଇକରାୟଙ୍କୁ ରବିବାର କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ରବିବାର ଗିରଫ କରିଛି। ଏଥିସହ ତାଙ୍କ ଘରୁ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ଜବତ ବିସ୍ଫୋରକ ସାମଗ୍ରୀ ମଧ୍ୟରେ ୧୦…
ଅଲିଭା ସ୍ବାକ୍ଷର ଛାଡ଼ିଗଲେ ‘କଳ୍ପନା’
(ରତନ ନାୟାର) ଢେଙ୍କାନାଳ ଅଫିସ, ୩।୬: ପିଲାଟି ଦିନରୁ ଦୁଃସାହସୀ ଥିଲେ କଳ୍ପନା। ପିଲାବେଳୁ ଏଭରେଷ୍ଟ ଶିଖର ଛୁଇଁବା ସ୍ବପ୍ନ ଦେଖିଥିଲେ ସେ। ଏହି ଇଚ୍ଛା ପୂରଣ କରିବାକୁ ସେ ୨୦୦୪ ଏବଂ ୨୦୦୬ରେ ଅଭିଯାନ ଆରମ୍ଭ କରିଥିଲେ। ହେଲେ ପ୍ରତିକୂଳ ପାଗ,…
ବାଙ୍କୋଇ ରାମଲୀଳା ଯାତ୍ରାର ଅନ୍ତିମ ପର୍ବ ରାବଣପୋଡ଼ି
ବୋଲଗଡ଼,୩ା୬(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ବାଙ୍କୋଇଠାରେ ଚାଲିଥିବା ରାମଲୀଳା ଯାତ୍ରାର ଅନ୍ତିମ ପର୍ବ ରାବଣପୋଡି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଠାରେ ରାମଲୀଳା ଯାତ୍ରା ପ୍ରାୟ ଏକମାସ ଧରି ଚାଲିଥିଲା। ଶନିବାର ରାତ୍ରିରେ ରାମଲୀଳା ସ୍ଥଳୀରେ ରାମରାବଣ ଯୁଦ୍ଧ ଦୃଶ୍ୟ ପରିବେଷିତ ହୋଇଥିଲା। ଗୋଟିଏ ପକ୍ଷରେ…
ଅନ୍ଧାରରେ ରୋଗୀ, ପ୍ରତିକାର ନାହିଁ
ଚମ୍ପୁଆ,୩ା୬(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଡିଜି ଓ ଇନ୍ଭର୍ଟର ଥିଲେ ମଧ୍ୟ ବିଦ୍ୟୁତ୍ କାଟ୍ ସମୟରେ ରୋଗୀମାନେ ଅନ୍ଧାରରେ ରହୁଛନ୍ତି। ଅସହ୍ୟ ଗରମ ସହିବାକୁ ପଡୁଛି। ବିଭିନ୍ନ ସମୟରେ ଲୋ- ଭୋଲଟେଜ୍ ସମସ୍ୟା ଯୋଗୁ ୱାର୍ଡଗୁଡିକରେ ବଲ୍ବ ଜଳୁଥିଲେ…
Archives


