Home

ସିଙ୍ଗାପୁରରେ ଚାକିରି ଦେବା ନାଁରେ ଠକେଇ- କ୍ରାଇମ୍‌ ଡିଏସ୍‌ପିଙ୍କୁ ମିଳିଲା ତଦନ୍ତ ଦାୟିତ୍ୱ

ବ୍ରହ୍ମପୁର ଅଫିସ,୩ା୬-ସିଙ୍ଗାପୁରରେ ଚାକିରି ଦେବା କହି ଆନ୍ଧ୍ରପ୍ରଦେଶର ଇଚ୍ଛାପୁର ଓ ବିଶାଖାପାଟଣା ସମେତ ଗଞ୍ଜାମ ଜିଲାର ପାତ୍ରପୁର, ଚିକିଟି ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ପାଠୁଆ ବେକାରି ଯୁବକଙ୍କଠାରୁ କୋଟିଏ ଟଙ୍କା ଠକେଇ ହୋଇଛି। ଏନେଇ ଶତାଧିକ ଯୁବକ ବ୍ରହ୍ମପୁର ଏସ୍‌ପି ପିନାକ…

ବିଶ୍ୱ ହେଭିଓ୍ବେଟ୍‌ ଟାଇଟଲ ଜିତିଲେ ରୁଇଜ୍‌

ନ୍ୟୁୟର୍କ, ୩ା୬(ଏଏଫ୍‌ପି)-ହେଭିଓ୍ବେଟ୍‌ ବକ୍ସିଂ ଇତିହାସରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି ଆମେରିକାର ଆଣ୍ଡି ରୁଇଜ୍‌ ଜୁନିୟର। ସ୍ଥାନୀୟ ମାଡିସନ ସ୍କୋୟାର ଗାର୍ଡେନରେ ଅନୁଷ୍ଠିତ ଏକ ଲଢେଇରେ ଆନ୍ଥୋନୀ ଜୋଶୁଆଙ୍କୁ ପରାସ୍ତ କରି ତାଙ୍କଠାରୁ ଆଇବିଏଫ୍‌, ଡବ୍ଲ୍ୟୁବିଓ ଏବଂ ଡବ୍ଲ୍ୟୁବିଏ ଓ୍ବାଲର୍‌ଡ ହେଭିଓ୍ବେଟ୍‌ ଟାଇଟଲ…

ସାବିତ୍ରୀ ବଜାର: ଦରଦାମ୍‌ ଅନିୟନ୍ତ୍ରିତ

ଭଦ୍ରକ ଅଫିସ, ୩।୬ – ଆଜି ସାବିତ୍ରୀ ବ୍ରତ। ବ୍ରତଧାରୀମାନେ ସାବିତ୍ରୀଙ୍କୁ ପୂଜା କରି ନିଜ ସ୍ବାମୀଙ୍କ ମଙ୍ଗଳ କାମନା କରିଥାନ୍ତି। ଏଥିଲାଗି ସେମାନେ ସାବିତ୍ରୀଙ୍କୁ ପୂଜାର୍ଚ୍ଚନା କରି ବିଭିନ୍ନ ଫଳ ସମର୍ପଣ କରିଥାନ୍ତି। ଏବର୍ଷ ସାବିତ୍ରୀ ପୂଜା ବାଜାରରେ ବିଭିନ୍ନ…

ବିଜୟ ଦ୍ୱାରରେ ଭାରତ-ଏ

ବେଙ୍ଗାଲୁରୁ, ୩।୬- ହୁବ୍‌ଲୀସ୍ଥିତ ନେହେରୁ ଷ୍ଟାଡିୟମ୍‌ରେ ଭ୍ରମଣକାରୀ ଶ୍ରୀଲଙ୍କା-ଏ ବିପକ୍ଷରେ ଚାଲିଥିବା ଅନ୍ତିମ ତଥା ୨ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ-ଏ ବିଜୟ ଦ୍ୱାରଦେଶରେ ପହଞ୍ଚତ୍ଛି। ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ ଭାରତ-ଏ ପକ୍ଷରୁ ଧାର୍ଯ୍ୟ ୪୩୦ ରନ୍‌ର ଟାର୍ଗେଟ୍‌କୁ ପିଛାକରି ଶ୍ରୀଲଙ୍କା-ଏ…

ମେଦବହୁଳତାରୁ ଦୂରେଇ ରଖେ ଏହି ସହଜ ଉପାୟ…

ପରିବର୍ତ୍ତିତ ଜୀବନଶୈଳୀ ତଥା ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ମେଦବହୁଳତା ସମସ୍ୟା ଦେଖାଦେଇଥାଏ। ତେବେ ଦୈନଦିନ ଜୀବନରେ କିଛି ସହଜ ଉପାୟ ଦ୍ୱାରା ଏଥିରୁ ଦୂରେଇ ହୋଇ ରହିଥାଏ। ମଦେବହୁଳତା କମାଇବାରେ ଘି କୁଆଁରୀ ବା ଆଲୋଭେରା ରସ୍‌ ବେଶ୍‌ ଉପଯୋଗୀ…

ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର

ଢେଙ୍କାନାଳ ଅଫିସ,୨ା୬-ଢେଙ୍କାନାଳ ଜିଲା ସଦର ଥାନା ସିମିନଇ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ଅଭୟ ପରିଡା(୪୦)ଙ୍କ ମୃତ୍ୟୁ ହୋଇଛି। ସେହିପରି ଅଭିଷେକ ମହାରଣା(୧୯)ନାମକ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଅଭିଷେକଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଉଭୟେ ଚାଷ…

କିଶୋରନଗରରେ କାଳବୈଶାଖୀ ତାଣ୍ଡବ:ବହୁ ଚାଳ ଘର ସହ ଛପର ଉଡ଼ିଗଲା

ବଇଣ୍ଡା,୨।୬(ଡି.ଏନ.ଏ)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା, ହଣ୍ଡପା, ନାକିଚି, କିଶୋରନଗର, ବାମୁର, ଅଙ୍ଗପଡ଼ା, ତୁରୁଡ଼ା ଆଦି ଗ୍ରାମ ଗୁଡ଼ିକରେ ରବିବାର କାଳବୈଶାଖୀ ହୋଇଛି। ହଠାତ୍‌ ଝଡ଼ ତୋଫାନ ମାଡ଼ି ଆସିବାରୁ ବ୍ୟାପକ ଚାଳ ଛପର ଘର, ଆଜବେଷ୍ଟସ ଘର ଓ…

୧୯ ବର୍ଷ ସଂଘର୍ଷ, ତଥାପି ମିଳିନି ନ୍ୟାୟ

ସମ୍ବଲପୁର,୨।୬(ବ୍ୟୁରୋ):ଦୀର୍ଘ ୧୯ ବର୍ଷ ସଂଘର୍ଷ ପରେ ମଧ୍ୟ ରାଜ୍ୟ ସରକାରଙ୍କ ଦେବୋଦତ୍ତର ବିଭାଗରେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ କାମ କରୁଥିବା ସମ୍ବଲପୁର ଠେମରା ଗ୍ରାମର ରାମଚନ୍ଦ୍ର ମିଶ୍ରଙ୍କୁ ମିଳିନି ନ୍ୟାୟ। ବିଭାଗର ଜଣେ ଉଚ୍ଚ ଅଧିକାରୀଙ୍କ ଆକ୍ରୋସ ଶିକାର ହୋଇ…

କରାଟେ ସ୍କୁଲ ଛାତ୍ରୀଛାତ୍ରଙ୍କୁ ବେଲ୍ଟ ପ୍ରଦାନ

ଟିଟିଲାଗଡ଼, ୨ା୬ (ଡି.ଏନ.ଏ.):ବଲାଙ୍ଗୀର ଜିଲା ଟିଟିଲାଗଡ କରାଟେ ସଂଘ ପକ୍ଷରୁ ଉତ୍କଲ କରାଟେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ବେଲ୍ଟ ଓ ପ୍ରମାଣପତ୍ର ବଣ୍ଟନ କରାଯାଇଛି। ଏ ନେଇ ସ୍କୁଲ ପରିସରରେ ଅନଷ୍ଠିତ ସମାରୋହରେ ଟିଟିଲାଗଡ କରାଟେ ସଂଘ ସଭାପତି ଅମରଜିତ ବାଗ ମୁଖ୍ୟଅତିଥି…

କୋଣ୍ଟାଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି

ପ୍ୟାରିସ, ୨ା୬-ବ୍ରିଟେନ୍‌ର ଜୋହାନା କୋଣ୍ଟା ଫ୍ରେଞ୍ଚ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ରବିବାର ଅନୁଷ୍ଠିତ ଏକ ଚତୁର୍ଥ ରାଉଣ୍ଡ ମ୍ୟାଚରେ ସେ ୨୩ତମ ସିଡ୍‌ ଡୋନା ଭେକିକ୍‌ଙ୍କୁ ୬-୨, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି।…

ବାତ୍ୟାରେ ଧ୍ୱସ୍ତ ବିଧ୍ୱସ୍ତ ଶିଳ୍ପୀ ବାଟିକା:ଜିବୀକା ହରାଇଛନ୍ତି ୫୦୦ରୁ ଊର୍ଦ୍ଧ୍ୱ କାରିଗର

କୋଣାର୍କ, ୨।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀରେ ସାମାଜିକ ସଂଗଠନ ଅର୍କଶ୍ରୀ ଦ୍ୱାରା ପ୍ରତିଷ୍ଠିତ ଶିଳ୍ପୀ ବାଟିକା ଧ୍ୱସ୍ତ ବିଧ୍ୱସ୍ତ ହୋଇଯାଇଛି। ଏହା ଉପରେ ନିର୍ଭର କରୁଥିବା ୫୦୦ରୁ ଊର୍ଦ୍ଧ୍ୱ କାରିଗର ଜିବୀକା ହରାଇଛନ୍ତି। ୧୯୯୦ମସିହାରେ ଅର୍କଶ୍ରୀ ଦ୍ୱାରା ଉତ୍କଳୀୟ କଳା, ସଂସ୍କୃତି ଓ…

ବିଜେପୁର ଆସନ ଛାଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନସଭା ଆସନରୁ ରବିବାର ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବିଜେପୁର ବିଧାୟକ ଭାବେ ନିଜ ଇସ୍ତଫା ପତ୍ର ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ପଠାଇଥିଲେ। ଏହା ବାଚସ୍ପତିଙ୍କ ହସ୍ତଗତ ହୋଇ ଗ୍ରହଣୀୟ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri