Home

ସ୍କର୍ଟ ପିନ୍ଧି ଅଫିସ ଆସିଲେ ମହିଳା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ରୁଷର ଏକ କର୍ମ୍ପାନୀ ଏବେ ତା’ର ଏକ ନିଆରା ଚିନ୍ତାଧାରା ପାଇଁ ଆସିଛି ଚର୍ଚ୍ଚାକୁ। ଟେଟପ୍ରୋଫ୍‌ ନାମକ ଏକ ଆଲୁମିନିୟମ ଉତ୍ପାଦନ କମ୍ପାନୀ ମହିଳା କର୍ମଚାରୀଙ୍କ ପାଇଁ ଏକ ଅଭିନବ ଯୋଜନା ଆରମ୍ଭ କରିଛି। ଯେଉଁ ମହିଳା କର୍ମଚାରୀମାନେ ପ୍ରତିଦିନ ସ୍କର୍ଟ…

ମମତା ହିରଣ୍ୟକଶ୍ୟପଙ୍କ ବଂଶଜ: ସାକ୍ଷୀ ମହାରାଜ

ହରିଦ୍ୱାର, ୨।୬: ଉତ୍ତର ପ୍ରଦେଶର ଉନ୍ନାଓ ସାଂସଦ ସାକ୍ଷୀ ମହାରାଜ ଏକ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ ତୃଣମୂଳ କଂଗ୍ରେସ(ଟିଏମସି) ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ତ୍ରେତୟା ଯୁଗର ରାକ୍ଷାସ ହିରଣ୍ୟକଶ୍ୟପଙ୍କ ବଂଶଜ ବୋଲି କହିଛନ୍ତି।…

କୋର୍ଟଙ୍କ ସମୟ ନଷ୍ଟ କରିଥିବା ୭୫ବର୍ଷୀୟ ମହିଳାଙ୍କ ଉପରେ ୧୦ଲକ୍ଷ ଟଙ୍କା ଜରିମାନା

ମୁମ୍ବାଇ, ୨।୬:ଅଦାଲତଙ୍କ ସମୟ ନଷ୍ଟ କରିଥିବା ଜଣେ ୭୫ବର୍ଷୀୟ ମହିଳାଙ୍କ ଉପରେ ୧୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି ବମ୍ବେ ହାଇକୋର୍ଟ। ଦକ୍ଷିଣ ମୁମ୍ବାଇ ନିବାସୀ ରେଣୁକା ବାଟଲୀଓ୍ବାଲା ନାମକ ଜଣେ ମହିଳା ଜମି ହଡପ ଘଟଣାରେ ବିଏମସି(ବମ୍ବେ ମହାନଗର ନିଗମ)ବିରୋଧରେ…

ଛାତ୍ରୀଛାତ୍ରଙ୍କୁ ମାର୍କ କମ୍‌ ମିଳିଥିବା ନେଇ ଅଭିଭାବକ ଫୋରମର ଅଭିଯୋଗ

ବାରିପଦା ଅଫିସ,୨ା୬ : ରାଇରଙ୍ଗପୁର ମହାବିଦ୍ୟାଳୟର ଯୁକ୍ତ ତିନି ଶେଷବର୍ଷର ଚତୁର୍ଥ ସେମିଷ୍ଟାର ଇଣ୍ଟରନାଲ ପରୀକ୍ଷାରେ କମ୍‌ ମାର୍କ ମିଳିଥିବା ନେଇ ଅଭିଯୋଗ ହୋଇଛି। ଏହି ଅଭିଯୋଗ ନେଇ ରାଇରଙ୍ଗପୁର ଅଭିଭାବକ ଫୋରମର ସଭାପତି ରବୀନ୍ଦ୍ର କୁମାର ପଟ୍ଟନାୟକ, ମୟୂରଭଞ୍ଜ ଆଦିବାସୀ…

ଗାଁ ଦାଣ୍ଡରେ ଯୁବକଙ୍କୁ ହତ୍ୟା ଘଟଣା : ହତ୍ୟାକାରୀ ଅଟକ, ରକ୍ତଭିଜା ଖଣ୍ଡା ଜବତ

ପୁରୁଷୋତ୍ତମପୁର,୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି ପଞ୍ଚାୟତର କଇଠଡ଼ା ଗ୍ରାମରେ ଶନିବାର ରାତିରେ ଡାକ୍ତର ପ୍ରଧାନଙ୍କୁ ସର୍ବସମ୍ମୁଖରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା। ତେବେ ଅଭିଯୁକ୍ତ ଜଣକ ସେହି ଗ୍ରାମର ଗାନ୍ଧି ପ୍ରଧାନଙ୍କୁ ପୋଲିସ ଉଠାଇ ଆଣି ଥାନାରେ…

ଦେବୀ ସରସ୍ବତୀଙ୍କୁ ଅପମାନ କରି ପ୍ରିନ୍ସପାଲ୍‌ ଗିରଫ

ଭୋପାଳ, ୨।୬: ମଧ୍ୟ ପ୍ରଦେଶର ଭୋପାଳରେ ଦେବୀ ସରସ୍ବତୀଙ୍କୁ ଅପମାନ କରିବା ଅଭିଯୋଗରେ ଏକ ସରକାରୀ କଲେଜର ପ୍ରିନ୍ସପାଲ୍‌ଙ୍କୁ ଗିରଫ କରିଛି ପୋଲିସ। ପ୍ରିନ୍ସପାଲ୍‌ ଏସଏସ ଗୌତମ କଲେଜ କ୍ୟାମ୍ପସ କିମ୍ବା ଶ୍ରେଣୀ ଗୃହରେ ସରସ୍ବତୀଙ୍କ ଫଟୋ ଲଗାଇବା ଉପରେ ପ୍ରତିବନ୍ଧକ…

ଟ୍ରାକ୍ଟର-ଟ୍ରଲି ଚାପି ହୋଇ ଯୁବକଙ୍କ ଜୀବନ ଗଲା

ଝରିଗାଁ,୨ା୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ଚିତାବେଡ଼ା ଗ୍ରାମରେ ରବିବାର ସକାଳେ ଟ୍ରାକ୍ଟର – ଟ୍ରଲି ଚାପି ହୋଇ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ପ୍ରାପ୍ତ ଖବରରୁ ଜଣାପଡ଼ିଛି, ବେଲଗାଁ ପଞ୍ଚାୟତ କରମରୀ ଗ୍ରାମର ଟ୍ରାକ୍ଟରଟି ଡଙ୍ଗରୀଗୁଡ଼ା ପଞ୍ଚାୟତ…

ପହଞ୍ଚିଲା କଳ୍ପନାଙ୍କ ମରଶରୀର

ଭୁବନେଶ୍ୱର,୨ା୬(ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶାର ପ୍ରଥମ ଏଭରେଷ୍ଟ ପର୍ବତ ଆରୋହଣକାରୀ କଳ୍ପନା ଦାସଙ୍କ ମରଶରୀର ଏଠାରେ ପହଞ୍ଚିଛି। ଶନିବାର ତାଙ୍କ ମରଶରୀରକୁ କାଠମାଣ୍ଡୁରୁ ନୂଆଦିଲ୍ଲୀ ଅଣାଯାଇଥିଲା। ବିମାନ ବିଳମ୍ବ ଯୋଗୁ ରବିବାର ସକାଳେ ଭୁବନେଶ୍ୱରରେ ପହଞ୍ଚତ୍ଛି। ଗତ ୨୩ ତାରିଖରେ ଏଭରେଷ୍ଟ ଶୃଙ୍ଗରୁ…

ନୟାପଲ୍ଲୀ ଥାନା ଅଞ୍ଚଳରେ ଯୁବକଙ୍କ ମୃତଦେହ ମିଳିବା ଘଟଣା: ପାହାଳରୁ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୬(ବ୍ୟୁରୋ): ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟସ୍ଥ ହର୍ଟିକଲ୍‌ଚର କ୍ୟାମ୍ପସ ଭିତରେ ଜଣେ ଯୁବକଙ୍କ ହତ୍ୟା କରି ଫିଙ୍ଗିଦେବା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ପାହାଳରୁ ରବିବାର ପୋଲିସ ଗିରଫ କରିଛି। ଅଭିଯୁକ୍ତଜଣଙ୍କ ହେଲେ ପିଣ୍ଟୁ ଜେନା। ତାଙ୍କ ଘର ଜଗତସିଂହପୁର ଜିଲା…

ରାଜଧାନୀରେ ଯୁବକଙ୍କୁ ଗଳାକାଟି ହତ୍ୟା, କାର୍ଟୁନରେ ଗୁଡ଼ାଇ ଫିଙ୍ଗିଦେଲେ

ଭୁବନେଶ୍ୱର,୨।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟରେ ଥିବା ଏକ ହର୍ଟିକଲ୍‌ଚର କ୍ୟାମ୍ପସ ଭିତରୁ ଶନିବାର ରାତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ନୟାଗଡ଼ କଣ୍ଟିଲୋ ଅଞ୍ଚଳର ଦିଲୀପ କୁମାର ସାହୁ। ଦିଲୀପଙ୍କୁ ମଦ ପିଇବାକୁ…

ଦାୟିତ୍ୱ ନେବା ପରେ ପ୍ରଥମେ ସିଆଚେନ୍‌ ଗ୍ଲାସିୟର ଯିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ଭାଗ ବଣ୍ଟା ପରେ ଏବେ କାମ ଆରମ୍ଭ ହୋଇଯାଇଛି। ସମସ୍ତେ ନିଜ ନିଜ ଦାୟିତ୍ୱ ବହନ କରିଛନ୍ତି। ଏହି କ୍ରମରେ ପ୍ରତିରକ୍ଷା ବିଭାଗ ମିଳିଥିବା ପୂର୍ବତନ ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂ ଦାୟିତ୍ୱ ବହନ…

ଛାଡ଼ପତ୍ରର ୧୦ ମାସ ପରେ ଜନ୍ମ ହେଲା ପୁତ୍ର: ଡିଏନ୍‌ଏ ଟେଷ୍ଟ ପରେ ପୁଣି ବିବାହ କଲେ ମାତାପିତା

ଝଜ୍ଜର,୨।୬: ଛାଡ଼ପତ୍ର ହୋଇଥିବା ଦମ୍ପତିଙ୍କର ପୁଣି ଥରେ ବିବାହ କରାଇଛି ନବଜାତ ଶିଶୁପୁତ୍ର। ଏଭଳି ଏକ ରୋଚକ ଘଟଣା ହରିୟାଣାର ଝଜ୍ଜରରେ ଘଟିଛି। ଏଠାରେ ୪ବର୍ଷ ତଳେ ବିବାହ କରିଥିବା ଦମ୍ପତିଙ୍କର କୌଣସି କାରଣରୁ ଛାଡ଼ପତ୍ର ହୋଇଥିଲା। ଛାଡ଼ପତ୍ରର ୧୦ ମାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri