ଛାଡ଼ପତ୍ର ମାମଲାରେ ମହିଳାଙ୍କୁ ମିଳିବ ପେନସନ୍: ମନ୍ତ୍ରୀ
ଭୁବନେଶ୍ୱର,୧୪।୯(ବ୍ୟୁରୋ): ଏଣିକି ଛାଡ଼ପତ୍ର ମାମଲା ଚାଲିଥିବା ବେଳେ ମହିଳାମାନଙ୍କୁ ପେନ୍ସନ ମିଳିବ। ଏନେଇ ପ୍ରକ୍ରିୟା ଚାଲିଥିବା ନେଇ ଶନିବାର ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ବାର୍ଷିକ ୪୦ହଜାରରୁ କମ୍ ଆୟ ଥିବା ମହିଳାମାନଙ୍କୁ ମଧୁବାବୁ ପେନ୍ସନ…
କାଚ ଖାଇ ବଞ୍ଚୁଛନ୍ତି ଓକିଲ ବାବୁ
ଭୋପାଳ,୧୪।୯: ମଧ୍ୟପ୍ରଦେଶର ଡିଣ୍ଡୋରିରେ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କାଚ ଖାଉଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଶାହପୁରା ଗଁାରେ ରହୁଥିବା ଦୟାରାମ ସାହୁ ଗତ ୪୦ରୁ ୪୫ ବର୍ଷ…
୯ ବର୍ଷର କୁକୁର ‘ଡଚ୍’ର ମୃତ୍ୟୁରେ ଶୋକ ପ୍ରକାଶ କଲା ସେନା
ନୂଆଦିଲ୍ଲୀ,୧୪।୯: ଆର୍ମି ଇଷ୍ଟର୍ଣ୍ଣ କମାଣ୍ଡ ଶନିବାର ୯ ବର୍ଷର କୁକୁର ‘ଡଚ୍’ର ମୃତ୍ୟୁରେ ଶୋକ ପ୍ରକାଶ କରିଛି। ଇଷ୍ଟର୍ଣ୍ଣ କମାଣ୍ଡରେ କାର୍ଯ୍ୟରତ ଥିବା ଏହି କୁକୁର ବିଭିନ୍ନ ପ୍ରକାର ଅପରେଶନ ସମୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲା। ରାଷ୍ଟ୍ରର ସେବାରେ ତା’ର…
ଅସୁସ୍ଥ ଶାବକକୁ ଛାଡ଼ି ପଳାଇଲା ମା’ ହାତୀ: ଉଦ୍ଧାର ପରେ ବନବିଭାଗକୁ ହସ୍ତାନ୍ତର କଲେ ଗ୍ରାମବାସୀ
ପରଜଙ୍ଗ,୧୪।୯(ଡି.ଏନ୍.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ବାଇଗିଣିଆ ଗ୍ରାମ ଦଳିତ ବସ୍ତି ପାଖ ପଡିଆରୁ ଶନିବାର ଗ୍ରାମବାସୀ ଏକ ଅଣ୍ଡିରା ହାତୀ ଶାବକକୁ ଉଦ୍ଧାର କରିଛନ୍ତି। ଶାବକଟିର ବୟସ ପ୍ରାୟ ଏକ ମାସ ହେବ ବୋଲି…
ପିତୃପକ୍ଷ ଆରମ୍ଭ: ଶ୍ରୀକ୍ଷେତ୍ରକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି
ପୁରୀ ଅଫିସ,୧୪ା୯: ଶନିବାରଠାରୁ ଆରମ୍ଭ ହୋଇଛି ପିତୃପକ୍ଷ। ଏହା ୧୫ ଦିନ ଅର୍ଥାତ୍ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ । ଏହି ୧୫ ଦିନରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ କରାଯାଇଥାଏ। ଏଥିଲାଗି ଶ୍ରୀକ୍ଷେତ୍ରକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି। ପିତୃପକ୍ଷ…
ଜୁଏଲଙ୍କୁ ନୂଆ ଦାୟିତ୍ୱ: ହେଲେ ସଂସଦ ପ୍ରତିରକ୍ଷା କମିଟି ଅଧ୍ୟକ୍ଷ
ଭୁବନେଶ୍ୱର,୧୪।୯(ବ୍ୟୁରୋ): ସୁନ୍ଦରଗଡ଼ର ଭାଜପା ଏମ୍ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ନୂତନ ଦାୟିତ୍ୱ ମିଳିଛି। ତାଙ୍କୁ ସଂସଦୀୟ ପ୍ରତିରକ୍ଷା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଥିବା ନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କମିଟିରେ ଓଡ଼ିଶାରୁ ସମ୍ବଲପୁର ଏମ୍ପି…
ମୋଦିଙ୍କ ଜନ୍ମଦିନକୁ ନେଇ ଆରମ୍ଭ ହେଲା ‘ସେବା ସପ୍ତାହ’: ଏମ୍ସରୁ ସେବା ଆରମ୍ଭ କଲେ ଶାହ
ନୂଆଦିଲ୍ଲୀ,୧୪।୯: ଚଳିତବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ଅବସରରେ ଭାଜପା ପକ୍ଷରୁ ‘ସେବା ସପ୍ତାହ’ ପାଳନ କରାଯାଉଛି। ଶନିବାର ଏହା ଆରମ୍ଭ କରାଯାଇଥିବା ବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସକାଳୁ ସକାଳୁ ଦିଲ୍ଲୀ ସ୍ଥିତ ଅଲ୍ ଇଣ୍ଡିଆ ଇନଷ୍ଟଚ୍ୟୁଟ ଅଫ୍ ମେଡିକାଲ…
ବନବିଭାଗର ମିଳିତ ଚଢ଼ାଉ: ୪୦ ହଜାର ଟଙ୍କାର ଶାଳ କାଠ ଜବତ, ୨ ଗିରଫ
କେନ୍ଦୁଝର, ୧୪।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟ ପ୍ରାଣୀ ବନଖଣ୍ଡ ଅଧୀନ ଦେଓଗାଁ ରେଞ୍ଜ ଭଗାମୁଣ୍ଡା ସେକ୍ସନ ହାତୀକୁଚା ଗ୍ରାମରେ ବନବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଛି। ୨ଜଣ କାଠ ମାଫିଆଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ନିକଟରୁ ୪୦ ହଜାର…
ଏଏସ୍ଆଇର ସୁରକ୍ଷିତ ବଳୟରେ ନିର୍ମାଣ କଟକଣା ବଢିଲା: ଫୋକସ୍ରେ ରାଜାରାଣୀ, ଲିଙ୍ଗରାଜ ମନ୍ଦିର
ପୁରୁଣା ଭୁବନେଶ୍ୱର, ୧୪ା୯ (ଡି.ଏନ.ଏ.): ମନ୍ଦିର ମାଳିନୀ ଏକାମ୍ରକ୍ଷେତ୍ର ସରକାରୀ ଉଦାସୀନତା ଓ ଜବରଦଖଲକାରୀଙ୍କ ଦୌରାମ୍ୟରୁ ନିଜକୁ ରକ୍ଷା କରିପାରିନାହିଁ। ଏହିକ୍ରମରେ ଶୁକ୍ରବାର ଶିଶୁପାଳଗଡ଼ ରାମପାଟ୍ ହୋଇଯିବ ନିଶ୍ଚିହ୍ନ ଶୀର୍ଷକ ଏକ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ବିଭିନ୍ନ ମହଲରେ…
ଭୁବନେଶ୍ୱରର ପ୍ରତି ଘରେ ଲାଗିବ ଡିଜିଟାଲ ଠିକଣା ବୋର୍ଡ
ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ଭୁବନେଶ୍ୱରର ଘରେ ଘରେ ଲାଗିବ ଡିଜିଟାଲ ଠିକଣା ବୋର୍ଡ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଏହି ଯୋଜନାଟି ମୁଖ୍ୟତଃ ହୋଲ୍ଡିଂ ଟ୍ୟାକ୍ସ ଖିଲାପକାରୀଙ୍କୁ ଚିହ୍ନଟ କରିବାକୁ କରାଯାଇଥିବାବେଳେ ଏଥିରେ ଭୁବନେଶ୍ୱରରେ ବସବାସ କରୁଥିବା ଲୋକସଂଖ୍ୟାର…
ହାଜିପୁର ସେକ୍ଟରରେ ୨ ପାକ୍ ସେନା ନିହତ
ନୂଆଦିଲ୍ଲୀ,୧୪।୯: ସୀମାରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରିବାର କଡା ଜବାବ ଦେଇଛି ଭାରତୀୟ ସେନା। ଏଥର ଭାରତୀୟ ସେନା ୨ ପାକିସ୍ତାନୀ ସେନାଙ୍କୁ ନିହତ କରିଛନ୍ତି। ଆଉ ଏହି ନିହତ ସେନାଙ୍କ ମୃତ ଶରୀରକୁ ପାକ୍ ସେନା ଧଳା ପତାକା…
ସୂର୍ଯ୍ୟମନ୍ଦିର ଅନୁଧ୍ୟାନ କଲେ ଆମିକସ୍ କ୍ୟୁରି
କୋଣାର୍କ,୧୪ା୯(ଡି.ଏନ.ଏ): ଶୁକ୍ରବାର ଆମିକ୍ସ କ୍ୟୁରି ଆଡଭୋକେଟ୍ ଏନ୍.କେ. ମହାନ୍ତି ଦ୍ୱିତୀୟଥର ପାଇଁ କୋଣାର୍କ ଗସ୍ତରେ ଆସି ସୂର୍ଯ୍ୟ ମନ୍ଦିରର ସ୍ଥିତି ଅନୁଧ୍ୟାନ କରିଛନ୍ତି। ସୂର୍ଯ୍ୟ ମନ୍ଦିରର ବିଭିନ୍ନ ସ୍ଥାନ ବୁଲି ଦେଖିବା ପରେ ଗଣମାଧ୍ୟମକୁ ମନ୍ଦିର ଶତପ୍ରତିଶତ ସୁରକ୍ଷିତ ଥିବା କହିବା…
Archives


