Home

ଏସ୍‌ସିବି: ଡାକ୍ତର ଶୂନ୍ୟ ଟ୍ରମା ଆଇସିୟୁ

କଟକ ଅଫିସ,୧ା୬: ଏସ୍‌ସିବି ଟ୍ରମା ଆଇସିୟୁ ଏବେ ଡାକ୍ତର ଶୂନ୍ୟ। ଟ୍ରମା ଆଇସିୟୁ ପାଇଁ ନିଯୁକ୍ତ ୪ ଜଣ ଠିକା ଡାକ୍ତର ଚାକିିରିରୁ ଇସ୍ତଫା ଦେଇ ପଳାଇଛନ୍ତି। ଫଳରେ ଟ୍ରମା ଆଇସିୟୁକୁ ନେଇ ଅଡୁଆ ପରିସ୍ଥିତି ଉପୁଜିଛି। ମେଡିକାଲର ଅନ୍ୟ ଡାକ୍ତରଙ୍କ…

କରମ୍‌ବୀର ସିଂ ନୌସେନା ମୁଖ୍ୟ

ନୂଆଦିଲ୍ଲୀ, ୧ା୬ : ଦେଶର ୨୪ତମ ନୌସେନା ମୁଖ୍ୟଭାବେ ଆଡମିରାଲ୍‌ କରମବୀର ସିଂ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଡ଼ମିରାଲ୍‌ ସୁନୀଲ ଲାନ୍‌ବା ଅବସର ନେଲା ପରେ ସେ ଏହି ଗୁରୁଦାୟିତ୍ୱ ତୁଲାଇବେ। ଆଡମିରାଲ୍‌ ସିଂ ବିଶାଖାପାଟଣାସ୍ଥିତ ମୁଖ୍ୟାଳୟରେ ଇଷ୍ଟର୍ନ ନାଭାଲ୍‌…

କୌଣସି ବ୍ୟକ୍ତିଙ୍କ ନାମରେ ମିଳିିନି ଭୋଟ: ନୀତୀଶ

ନୂଆଦିଲ୍ଲୀ, ୧ା୬ : କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡ଼ିୟୁ ସାମିଲ ହୋଇ ନ ଥିବା ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଭାଜପାକୁ ଟାର୍ଗେଟ କରି ବିଷ ଓକାଳିଛନ୍ତି। ସାରା ଦେଶରେ ମୋଦି ହାଓ୍ବା ଏନ୍‌ଡିଏକୁ ବିପୁଳ ବିଜୟ ଆଣିଦେଇଥିବା କୁହାଯାଉଥିବାବେଳେ ବିହାରରେ…

ଏନ୍‌ଡିଏ ୨: ଆରମ୍ଭରୁ ଫାଟ

ନୂଆଦିଲ୍ଲୀ,୧ା୬: ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପୂର୍ଣ୍ଣ ବହୁମତ ପାଇ କେନ୍ଦ୍ରରେ ପୁଣିଥରେ କ୍ଷମତାସୀନ ହୋଇଛି। ସାଧାରଣ ନିର୍ବାଚନରେ ଲୋକ ସଭାର ୫୪୨ ସିଟ୍‌ରୁ ଭାଜପାକୁ ୩୦୩ଟିରେ ସଫଳତା ମିଳିଥିବାବେଳେ ଏନ୍‌ଡିଏ ୩୫୩ ଆସନ ଦଖଲ କରିଛି। ସଂଖ୍ୟାବଳରେ…

କୃଷକ, ବ୍ୟବସାୟୀଙ୍କୁ ମିଳିବ ପେନ୍‌ସନ

ନୂଆଦିଲ୍ଲୀ,୧ା୬(ପି.ଟି.): ଦ୍ୱିତୀୟ ପାଳି ଏନ୍‌ଡିଏ ସରକାରର ପ୍ରଥମ କ୍ୟାବିନେଟ ବୈଠକ ଶୁକ୍ରବାର ବସି ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ସମସ୍ତ ଚାଷୀଙ୍କୁ ସାମିଲ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏହା ବ୍ୟତୀତ ଦେଶର ଚାଷୀ, କ୍ଷୁଦ୍ର ବ୍ୟବସାୟୀମାନଙ୍କୁ ପେନ୍‌ସନ ଯୋଗାଇଦେବା ପ୍ରସ୍ତାବକୁ ମଧ୍ୟ…

ଅଣ୍ଟା ସଳଖୁଛି ହୋଟେଲ ଶିଳ୍ପ

ରିପୋର୍ଟ-ହେମନ୍ତ କୁମାର ନାୟକ ପୁରୀ ଅଫିସ, ୩୧।୫: ଫନୀ ମାଡ଼ରେ ଦୋହଲିଯାଇଛି ପୁରୀ ହୋଟେଲ ଶିଳ୍ପର ଭିତ୍ତିଭୂମି। ପ୍ରାୟ ଅଳ୍ପବହୁତେ ସବୁ ହୋଟେଲ କ୍ଷତିଗ୍ରସ୍ତ ହୋଇଛି। ଇତିମଧ୍ୟରେ ବାତ୍ୟାକୁ ୨୯ ଦିନ ବିତିଲାଣି। ହେଲେ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ଛିଡା…

ଭାଇରାଲ ହେଲା ତୈମୁରଙ୍କ ଆଉ ଏକ ଫଟୋ

ମୁମ୍ବାଇ,୩୧।୫: ପଟୌଦି ଖାନଦାନର ଛୋଟେ ନବାବ ସୈଫ ଅଲ୍ଲୀ ଖାଁ, କରୀନା କପୁର ଖାଁ ଓ ତୈମୁରଙ୍କୁ ଗୁରୁବାର ରାତିରେ ମୁମ୍ବାଇ ଏୟାରପୋର୍ଟରେ ସ୍ପଟ କରାଯାଇଛି। ସେମାନେ ଲଣ୍ଡନ ପାଇଁ ଯାଉଥିବା ବେଳେ ସମସ୍ତଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲେ ତୈମୁର। ଏୟାରପୋର୍ଟରେ…

ଠିଆ ହୋଇ ପାଣି ପିଉଛନ୍ତି କି

ପାଣି ଶରୀର ପାଇଁ କେତେ ଗୁରୁତ୍ୱପୂର୍ଣ୍ଣ ସମସ୍ତେ ଜାଣିଛନ୍ତି। ଶରୀରକୁ ସୁସ୍ଥ ରଖିବାରେ ଜଳର ଭୂମିକା ଗୁରୁତ୍ୱପୂର୍ଣ୍ଣ। ମଣିଷ ଶରୀରରେ ପ୍ରାୟ ୬୦ରୁ ୭୦ ଭାଗ ଜଳ ରହିଥାଏ। ଏହା ମାଂସପେଶୀକୁ ସୁରକ୍ଷା ଦେବା ସହ ଶରୀରର ବିଭିନ୍ନ କୋଷକୁ ଅକ୍ସିଜେନ…

ଡ୍ରାଇଭର ପାଇଁ ରୋଜା ରଖିଲେ ବନ ଅଧିକାରୀ

ମୁମ୍ବାଇ,୩୧।୫: ବହୁ ସ୍ଥାନରେ ଧର୍ମ ନାଁରେ ଦଙ୍ଗା, ମାରପିଟ୍‌ ଓ ରାଜନୀତି ହେଉଥିବା ଦେଖିବାକୁ ମିଳିଥାଏ। ହେଲେ ମହାରାଷ୍ଟ୍ରରେ ହିନ୍ଦୁ-ମୁସଲମାନ ଭାଇଚାରାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ବୁଲଢ଼ାଣାର ବନ ଅଧିକାରୀ ସଞ୍ଜୟ ଏନ୍‌ ମାଲୀ ହିନ୍ଦୁ ହୋଇ ମଧ୍ୟ…

ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ମୋଦି ସରକାରଙ୍କ ନୂତନ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି ଦୁଇ ଓଡ଼ିଆ। ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ ମନ୍ତ୍ରୀ ହେବାର ସୁଯୋଗ ପାଇଥିବା ବେଳେ ପ୍ରତାପ ଷଡ଼ଙ୍ଗୀ ରାଷ୍ଟ୍ରମନ୍ତ୍ରୀ ହୋଇଛନ୍ତି। ଉଭୟଙ୍କୁ ଶୁକ୍ରବାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରମନ୍ତ୍ରୀ ଭାବେ…

ତେଜ ପ୍ରତାପଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ପାଟନା,୩୧।୫: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)ର ନେତା ଓ ଲାଲୁ ଯାଦବଙ୍କ ପୁଅ ତେଜ ପ୍ରତାପଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ତେଜ ପ୍ରତାପ ସାମାନ୍ୟ ଆହତ ହୋଇଥିବା ବେଳେ କାରରେ ଥିବା ଅନ୍ୟ ୩ଜଣ ମଧ୍ୟ ଆହତ ହୋଇଥିବା ସୂଚନା…

ତ୍ରାଲରେ ଆତଙ୍କବାଦୀ ଆକ୍ରମଣ: ସିଆର୍‌ପିଏଫ୍‌ କ୍ୟାମ୍ପ ଉପରେ ଗ୍ରେନେଡ ମାଡ଼

ଶ୍ରୀନଗର,୩୧।୫: ଜମ୍ମୁ-କଶ୍ମୀର ତ୍ରାଲରେ ଶୁକ୍ରବାର ଦ୍ୱିପହରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଠାରେ ଥିବା ସିଆର୍‌ପିଏଫ୍‌ର ୧୮୦ ବାଟାଲିୟନ କ୍ୟାମ୍ପ ଉପରେ ଆତଙ୍କବାଦୀ ଗ୍ରେନେଡ ମାଡ଼ କରିଛନ୍ତି। ତେବେ ଆଖପାଖ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବାରୁ ସୁରକ୍ଷାକର୍ମୀ ଲଗାତାର ଗୁଳିଚାଳନା କରୁଛନ୍ତି। ଦୁଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri