Home

ହେଲମେଟ୍‌ ନାହିଁ ତ ଚା’ ନାହିଁ

କେନ୍ଦୁଝର, ୧୪ା୯(ଡି.ଏନ.ଏ.)- କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗା ନିକଟସ୍ଥ ସ୍ପଞ୍ଜ ଛକଠାରେ ଥିବା ଏକ ଚା’ ଦୋକାନ ଆଗରେ ଝୁଲୁଛି ଏକ ବ୍ୟାନର। କୌଣସି ବାଇକ ଆରୋହୀ ହେଲ୍‌ମେଟ ପିନ୍ଧି ନ ଥିଲେ ତାଙ୍କୁ ଚା’ ଦିଆଯିବ ନାହିଁ ବୋଲି ଏଥିରେ…

ପାଣ୍ଟାଲୁନ୍ସ ଆଣିଲା ନୂଆ ଫେଷ୍ଟିଭ କଲେକ୍ସନ

ଭୁବନେଶ୍ୱର, ୧୪-୯(ବ୍ୟୁରୋ): ଆଦିତ୍ୟ ବିର୍ଲା ଫ୍ୟାଶନ ଆଣ୍ଡ ରିଟେଲ ଲିମିଟେଡର ପ୍ରମୁଖ ଫାଷ୍ଟ ଫ୍ୟାଶନ ବ୍ରାଣ୍ଡ ପାଣ୍ଟାଲୁନ୍ସ ପକ୍ଷରୁ ନୂଆ ଫେଷ୍ଟିଭ କଲେକ୍ସନ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ପବିତ୍ର ଦୁର୍ଗା ପୂଜା ଉପଲକ୍ଷେ ଷ୍ଟୋର ପକ୍ଷରୁ ଫେଷ୍ଟିଭ୍‌ ରେଞ୍ଜର ପୋଷାକ…

ମ୍ୟୁଚୁଆଲ ଫଣ୍ଡ ଶିଳ୍ପକୁ ଓଡ଼ିଶାର ଅବଦାନ ବଢୁଛି

ଭୁବନେଶ୍ୱର, ୧୪-୯(ବ୍ୟୁରୋ): ଦେଶର ମ୍ୟୁଚୁଆଲ ଫଣ୍ଡ ଶିଳ୍ପକୁ ଓଡିଶାର ଅବଦାନ ଦ୍ରୁତ ଗତିରେ ବଢୁଛି। ଗୋଟିଏ ବର୍ଷରେ ଏହା ୦.୫୭%ରୁ ବୃଦ୍ଧି ଘଟି ଚଳିତ ବର୍ଷ ଜୁଲାଇ ସୁଦ୍ଧା ଏହା ୦.୮୫%ରେ ପହଞ୍ଚିଛି। ଏହି ସ୍ଥିତି କେବଳ ଓଡ଼ିଶାରେ ସୀମିତ ନ…

୨୦ ହଜାର ଟଙ୍କାରେ ୭ ଦିନର ପୁଅ ବିକ୍ରି

ବାଲେଶ୍ୱର ଅଫିସ,୧୪।୯-ଦାରିଦ୍ର୍ୟର ତାଡନା ସହି ନ ପାରି ଏକ ଦମ୍ପତି ତାଙ୍କ ୭ଦିନର ପୁଅକୁ ୨୦ହଜାର ଟଙ୍କାରେ ବିକ୍ରି କରିଦେବା ଘଟଣା ବାଲେଶ୍ୱର ଜିଲା ଦରଘାପଡିଆ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୂଲମଜୁରି ଲାଗୁଥିବା ଅସହାୟ ପିତା ଓ ପର ଘରେ…

ଅର୍ଜୁନପୁର ଜଙ୍ଗଲ ରାସ୍ତାରେ ଦୁର୍ବୃତ୍ତଙ୍କ ଦୌରାତ୍ମ

ସୋନପୁର,୧୪।୯(ନି.ପ୍ର.) ଖୋର୍ଦ୍ଧା-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ଅର୍ଜୁନପୁର ଜଙ୍ଗଲ ରାସ୍ତାରେ ଦୁର୍ବୃତ୍ତଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇଛି। ରାତିରେ ଏକ ଗ୍ୟାଙ୍ଗ ଲାଠି ଧରି ଯାନବାହାନ ଅଟକାଇବାକୁ ଚେଷ୍ଟା କରୁଛନ୍ତି। ଗାଡି ନ ଅଟକିଲେ ଟେକା ପଥର ମାଡ କରାଯାଉଛି। ଏଥିଯୋଗୁଁ…

ଓପିଜିସି କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ଧାରଣା: ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ

  ଲଖନପୁର,୧୪ା୯(ଡି.ଏନ୍‌.ଏ.): ଓପିଜିସିର ଇବ୍‌ଥର୍ମାଲ ପ୍ରକଳ୍ପ ଦ୍ୱାରା ବିସ୍ଥାପିତ ବନହରପାଲି ଗ୍ରାମବାସୀ ବିଭିନ୍ନ ସମସ୍ୟାକୁ ନେଇ ବାରମ୍ବାର କମ୍ପାନୀ କର୍ର୍ତ୍ତୃୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଆସୁଛନ୍ତି। ହେଲେ କମ୍ପାନୀ କର୍ର୍ତ୍ତୃୃପକ୍ଷ ସମସ୍ୟାର ସମାଧାନ ପାଇଁ ଖାଲି ପ୍ରତିଶ୍ରୁତି ଉପରେ ପ୍ରତିଶ୍ରୁତି ଦେଇ ଚାଲିଛନ୍ତି।…

ସଚିନ ତେନ୍ଦୁଲକରଙ୍କୁ ବାରମ୍ବାର ସ୍ବପ୍ନରେ ଦେଖୁଥିଲେ ଅଷ୍ଟ୍ରେଲିଆର ଏହି ମହାନ ଖେଳାଳି

ଶେଷରେ ‘ଅର୍ଦ୍ଧଶତକ’ ହାସଲ କରିଛନ୍ତି ଅଷ୍ଟ୍ରେଲିଆର ମହାନ୍‌ ବୋଲର୍‌ ସେନ୍‌ ଓ୍ବାର୍ଣ୍ଣ। କ୍ରିକେଟରେ ନୁହେଁ, ନିଜ ଜୀବନରେ ‘ଅର୍ଦ୍ଧଶତକ’ ହାସଲ କରିଛନ୍ତି ଅର୍ଥାତ୍‌ ଶୁକ୍ରବାର ସେ ୫୦ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୯ ସେପ୍ଟେମ୍ବର ୧୩ ତାରିଖରେ ଅଷ୍ଟ୍ରେଲିଆର ଭିକ୍ଟୋରିଆରେ ସେ ଜନ୍ମଗ୍ରହଣ…

ଆଶେସ ପଞ୍ଚମ ଟେଷ୍ଟ: ଇଂଲଣ୍ଡ ଅଗ୍ରଣୀ

ଲଣ୍ଡନ, ୧୪।୯- ସ୍ଥାନୀୟ କେନିଂଟନ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଆଶେସ ଟେଷ୍ଟରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ପଛୁଆ ରହିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଇଂଲଣ୍ଡ ପ୍ରଥମ ଇନିଂସରେ ୮୭.୧…

ଯୁବରାଜ ସିଂଙ୍କୁ କାହିଁକି କ୍ଷମା ମାଗିଲେ ତାଙ୍କ ଭାଉଜ

ଭାରତୀୟ ଦଳର ପୂର୍ବତନ ଖେଳାଳି ଯୁବରାଜ ସିଂଙ୍କୁ ତାଙ୍କ ଭାଉଜ କ୍ଷମା ମାଗିଛନ୍ତି। ଯୁବରାଜ ଏବଂ ତାଙ୍କ ପରିବାର ନାଁରେ ଘରୋଇ ହିଂସା ଏବଂ ଯୌତୁକ ନିର୍ଯାତନା ମାମଲା ରୁଜୁ କରିଥିଲେ ତାଙ୍କ ଭାଉଜ ଆକାଂକ୍ଷା । ମାମଲା ବହୁତ ଦିନ…

ଇଂଲଣ୍ଡ ଗସ୍ତ : ଭାରତୀୟ ମହିଳା ହକି ଦଳରେ ୩ ଓଡ଼ିଆ

ନୂଆଦିଲ୍ଲୀ,୧୩।୯(ପିଟି): ଇଂଲଣ୍ଡରେ ଖେଳାଯିବାକୁ ଥିବା ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ପାଇଁ ଷ୍ଟାର ଫରଓ୍ବାର୍ଡ ରାଣୀ ରାମ୍‌ପାଲଙ୍କ ନେତୃତ୍ୱରେ ୧୮ ଜଣିଆ ଭାରତୀୟ ମହିଳା ଦଳ ଘୋଷିତ ହୋଇଯାଇଛି। ଏହି ସିରିଜ୍‌ ଚଳିତ ମାସ ୨୭ରୁ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ…

ମୋଦିଙ୍କୁ କାପୁରୁଷ ବୋଲି କହିଲେ ଇମ୍ରାନ

ଇସ୍‌ଲାମାବାଦ,୧୩।୯: କଶ୍ମୀର ପ୍ରସଙ୍ଗକୁ ନେଇ ପୁଣିଥରେ ଗର୍ଜିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ। ପାକ୍‌ ଅଧିକୃତ କଶ୍ମୀର(ପିଓକେ)ର ମୁଜ୍ଜାଫରାବାଦରେ ଶୁକ୍ରବାର ସେ ଏକ ରାଲିକୁ ସମ୍ବୋଧନ ଦେବା ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କାପୁରୁଷ ବୋଲି କହିଛନ୍ତି। ମୋଦିଙ୍କ ଭଳି…

ଭାରତକୁ ଯୁଦ୍ଧ ଧମକ ଦେଲେ ଇମ୍ରାନ

ଇସ୍‌ଲାମାବାଦ,୧୩।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଭାରତ ବିରୋଧରେ ପୁଣି ସ୍ବର ଉଠାଇଛନ୍ତି। ଏଥର ସେ ଭାରତକୁ ଯୁଦ୍ଧ ଧମକ ଦେଇଛନ୍ତି। ଶୁକ୍ରବାର ସେ ପାକ୍‌ ଅଧିକୃତ କଶ୍ମୀର(ପିଓକେ)ର ମୁଜ୍ଜଫରାବାଦରେ ଏକ ରାଲିକୁ ସମ୍ବୋଧନ ଦେବା ଅବସରରେ ପୁଣିଥରେ ଭାରତ ବିରୋଧରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri