Home

ଶାଲଓ୍ବାର କମିଜ୍‌ ଉପରେ ବ୍ଲେଜର ପିନ୍ଧି ଲୋକହସା ହେଲେ ପାକ୍‌ କ୍ୟାପଟେନ୍‌

ବକିଂଘମ୍‌,୩୧।୫: ପାକିସ୍ତାନ କିକ୍ରେଟ ଟିମ୍‌ର କ୍ୟାପଟେନ ସରଫରାଜ ଅହମ୍ମଦ ବକିଂଘମ୍‌ ପ୍ୟାଲେସରେ ମହାରାଣୀଙ୍କୁ ପାରମ୍ପରିକ ପୋଷାକ ପିନ୍ଧି ଭେଟିବାକୁ ଯାଇଥିଲେ। ଏହି ପୋଷାକ ପାଇଁ ତାଙ୍କୁ ଏବେ ଟ୍ରୋଲ ହେବାକୁ ପଡ଼ିଛି। ସୂଚନାଯୋଗ୍ୟ ଆଇସିସ ଓ୍ବାଲ୍ଡ କପ୍‌ ସମାରୋହ ପୂର୍ବରୁ ଅନ୍ତର୍ଜାତୀୟ…

ଟେଲି ପରଦାରେ ବେବୋଙ୍କ ଡେବ୍ୟୁ: ‘ଡିଆଇଡି-୭’ରେ ଆସିବେ ନଜର

ମୁମ୍ବାଇ: ବଡ଼ ପରଦାର କଳାକାରମାନେ ଏବେ ଟେଲି ପରଦା ପ୍ରେମରେ। ଧାରାବାହିକ, ଓ୍ବେବ୍‌ସିରିଜ୍‌ ପରେ ବିଭିନ୍ନ ରିଆଲିଟି ଶୋ’ମାନଙ୍କରେ ବଡ଼ ବଡ଼ ଅଭିନେତା ତଥା ଅଭିନେତ୍ରୀମାନଙ୍କୁ ଦେଖିବାକୁ ମିଳୁଛି। ଏହି କ୍ରମରେ ବଲିଉଡ୍‌ ଡିଭା କରିନା କପୁର ଖାନ୍‌ ଟେଲି ପରଦାରେ…

ଟିଭିରେ ଦେଖିଲେ ମୋଦିଙ୍କ ମା’

ଅହମଦାବାଦ,୩୧।୫ :ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାବେଳେ ତାଙ୍କ ମା’ ହୀରାବେନ୍‌ ନୂଆଦିଲ୍ଲୀରୁ ୯୦୦ କିଲୋମିଟର ଦୂର ଅହମଦାବାଦର ରାଇସାନ୍‌ସ୍ଥିତ ଘରେ ବସି ଟିଭିରୁ ଶପଥ ଗ୍ରହଣ ଉତ୍ସବ ଦେଖିଥିଲେ। ଲୋକ ସଭା ନିର୍ବାଚନରେ ଭାଜପାର…

ଶପଥ ଗ୍ରହଣ ଉତ୍ସବରେ ସିନେ ଷ୍ଟାର୍‌ଙ୍କ ଭିଡ଼

ନୂଆଦିଲ୍ଲୀ, ୩୧।୫ :ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବରେ ସିନେ ଷ୍ଟାର୍‌ଙ୍କ ଭିଡ଼ ଦେଖିବାକୁ ମିଳିଛି। ବଲିଉଡ୍‌ରୁ କରଣ ଜୋହର୍‌, ରଜନୀକାନ୍ତ, ବୋନି କପୁର୍‌, କଙ୍ଗନା ରାଣାଓ୍ବତ୍‌ ପ୍ରମୁଖ ଏଥିରେ ଯୋଗଦେଇଛନ୍ତି। ଫିଲ୍ମ…

୧୩ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୧।୫ (ବ୍ୟୁରୋ) : ରାଜ୍ୟରେ ତାତିର ପ୍ରକୋପ କିଛି ମାତ୍ରାରେ ହ୍ରାସ ପାଇଛି। ତଥାପି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାର ୧୦ ସହରରେ ପାରଦ ୪୧ ଡିଗ୍ରୀ ସେଲସିୟସ ଉପରେ ରହିଛି। ପୂର୍ବ ଭଳି ଆଉ ଗ୍ରୀଷ୍ମ ପ୍ରବାହ ନାହିଁ। ଆଞ୍ଚଳିକ…

ଦୟାନଦୀ ଜଳ ପ୍ରଦୂଷିତ : ଗ୍ରାମବାସୀ ଚର୍ମରୋଗରେ ଆକ୍ରାନ୍ତ

କଣାସ, ୩୧।୫ (ସ୍ବ.ପ୍ର.): କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟାନଦୀର ତିରିମଲ୍ଲ ନିକଟ ପାଣ୍ଡିଗିରିଠାରେ ଜଳପ୍ରବାହକୁ ବନ୍ଦକରି ଦିଆଯାଇଛି। ଫଳରେ ବାତ୍ୟାରେ ନଦୀ ଜଳରେ ଗଛପତ୍ରପଡି ପଚିଯାଇଥିବାରୁ ପାଣି ପ୍ରଦୂଷିତ ହୋଇଛି। ନଦୀ ଆଖପାଖ ଗ୍ରାମବାସୀ ନଦୀରେ ଦୈନନ୍ଦିନ ସ୍ନାନକରୁଥିବାରୁ ଚର୍ମରୋଗରେ…

ଗୋରୁ ବ୍ୟବସାୟୀଙ୍କ ଠାରୁ ୮ ଲକ୍ଷ ଲୁଟ୍‌ ଘଟଣା : ମାଷ୍ଟରମାଇଣ୍ଡ ପିକ୍‌ଅପ୍‌ ଭ୍ୟାନ୍‌ ଡ୍ରାଇଭର ଗିରଫ

ଗଣିଆ,୩୧।୫(ଡି.ଏନ.ଏ.)-ନୟାଗଡ ଜିଲା ଗଣିଆ ଥାନା ଅନ୍ତର୍ଗତ ଜଗନ୍ନାଥପ୍ରସାଦ ଗ୍ରାମଠାରେ ଗତ ମାର୍ଚ୍ଚ ୧ ତାରିଖରେ ଜଣେ ଗୋରୁ ବ୍ୟବସାୟୀଙ୍କଠାରୁ ବନ୍ଧୁୁକ ଦେଖାଇ ୮ ଲକ୍ଷ ଲୁଟ୍‌ ହୋଇଥିଲା। ଏହି ଘଟଣାରେ ସଂପୃକ୍ତ ମାଷ୍ଟରମାଇଣ୍ଡ କୁହାଯାଉଥିବା ପିକ୍‌ଅପ୍‌ ଭ୍ୟାନ୍‌ ଡ୍ରାଇଭରଙ୍କୁ ଗଣିଆ ପୋଲିସ…

ବୃହତ୍‌ ବିଜୟ ସହ ଇଂଲଣ୍ଡର ଅଭିଯାନ

ଲଣ୍ଡନ, ୩୧।୫(ପି.ଟି.)- ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ବୃହତ୍‌ ବିଜୟ ସହ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ଅଭିଯାନ ଆରମ୍ଭ କରିଛି। ଇଅନ ମୋର୍ଗାନଙ୍କ ନେତୃତ୍ୱରେ ଇଂଲଣ୍ଡ ଉଦ୍‌ଘାଟନୀ ମ୍ୟାଚ୍‌ରେ ଶକ୍ତିଶାଳୀ ଦକ୍ଷିଣ ଆଫ୍ରିକାକୁ ବୃହତ୍‌ ୧୦୪ ରନରେ ପରାସ୍ତ…

ଚାଇନାଠାରୁ ପଛଉଛି ଅର୍ଥନୀତି

ନୂଆଦିଲ୍ଲୀ,୩୧-୫: ଜାନୁୟାରୀ-ମାର୍ଚ୍ଚ ତ୍ରୈମାସିକ ଆର୍ଥିକ ଅଭିବୃଦ୍ଧିକୁ ହିସାବକୁ ନେଲେ ଚାଇନାଠାରୁ ଭାରତର ଅର୍ଥନୀତି ପଛଉଛି। ଘରୋଇ ଓ ବିଶ୍ୱ ସ୍ତରରେ ଚାହିଦା କମୁଥିବାରୁ ଏହାର ପ୍ରତ୍ୟକ୍ଷ ପ୍ରଭାବ ଉତ୍ପାଦନକାରୀ ଓ ସେବାଯୋଗାଣକାରୀଙ୍କ ଉପରେ ପହୁଛି। ଦେଶର ଅର୍ଥନୀତି ଧୀମା ହେଉଥିବା ବେଳେ…

ଜୁଲାଇ ପ୍ରଥମ ସପ୍ତାହରେ ଆସିପାରେ ବଜେଟ

ନୂଆଦିଲ୍ଲୀ,୩୧-୫: ମୋଦି ସରକାର ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳରେ ଚଳିତ ଆର୍ଥିକ ବର୍ଷ ପାଇଁ ଜୁଲାଇ ପ୍ରଥମ ସପ୍ତାହରେ ପୂର୍ଣ୍ଣାଙ୍ଗ ବଜେଟ ଆଣିପାରନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ ଚଳିତ ବର୍ଷ ଫେବୃୟାରୀରେ ଅନ୍ତରୀଣ ବଜେଟ ଉପସ୍ଥାପନ କରାଯାଇଥିଲା। ଏଥିରେ ନିଆଯାଇଥିବା କେତେକ ନିଷ୍ପତ୍ତିକୁ…

ଭାରତକୁ ଲଣ୍ଡନ କୋର୍ଟଙ୍କ ପ୍ରଶ୍ନ;ନୀରବଙ୍କୁ କେଉଁ ଜେଲ୍‌ରେ ରଖିବ

ଲଣ୍ଡନ,୩୧-୫: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜେଲ୍‌ରୁ ବାହାରିବା ଉଦ୍ୟମ ପୁନର୍ବାର ବେକାର ହୋଇଯାଇଛି। ଲଣ୍ଡନର ଓ୍ବେଷ୍ଟମିନିଷ୍ଟର କୋର୍ଟ ତାଙ୍କର ହାଜତ ମିଆଦକୁ ଜୁନ୍‌ ୨୭ ତାରିଖ ଯାଏ ବୃଦ୍ଧି କରିଛନ୍ତି। ତେବେ ତାଙ୍କୁ ପ୍ରତ୍ୟର୍ପଣ କରାଗଲେ କେଉଁ ଜେଲ୍‌ରେ…

ହରମୋନସ୍ତର ନିୟନ୍ତ୍ରଣ କରେ ଏହି ପାଣି…

ଜୁଆଣି ପାଣି ପିଇଲେ ଅନେକ ଉପକାର ହୋଇଥାଏ। ଏହା ପେଟକୁ ଥଣ୍ଡା ରଖିବା ସହିତ ପାଚନ କ୍ରିୟାକୁ ସ୍ବାଭାବିକ କରିଥାଏ। ଏହା ହରମୋନସ୍ତରକୁ ନିୟନ୍ତ୍ରିତ କରିଥାଏ। ରାତିରେ ଏକ ଗ୍ଲାସ୍‌ ପାଣିରେ ଏକ ଚାମୁଚ ଜୁଆଣି ପକାଇ ଏହାକୁ ସକାଳୁ ପିଇଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri