୮୨ କୋଟି ଲୋକ ଭୋକିଲା
ଜାତିସଂଘ,୧୬ା୭(ପି.ଟି.): ବିଶ୍ୱରେ ୮୨କୋଟିରୁ ଊର୍ଦ୍ଧ୍ୱ ଲୋକ କ୍ଷୁଧା, ଖାଦ୍ୟାଭାବ ଏବଂ ଅପପୁଷ୍ଟିର ଶିକାର ହୋଇଥିବା ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୫ରୁ ଖାଦ୍ୟ ଅଭାବ ବୃଦ୍ଧି ପାଇବାରେ ଲାଗିଛି। ୨୦୩୦ ସୁଦ୍ଧା ଜାତିସଂଘର ପୋଷଣୀୟ ଉନ୍ନୟନ ଲକ୍ଷ୍ୟ ପୂରଣକୁ ଦୃଷ୍ଟିରେ ରଖିଲେ…
ସରୋଗେସୀ ବିଲ୍ ଆଗତ
ନୂଆଦିଲ୍ଲୀ,୧୬ା୭(ପି.ଟି.): ବ୍ୟବସାୟିକ ସରୋଗେସୀକୁ ନିଷିଦ୍ଧ କରିବା ଲାଗି ବିଲ୍ ସୋମବାର ଲୋକ ସଭାରେ ଆଗତ ହୋଇଛି। ଏହି ବିଲ୍ ଆଇନରେ ପରିଣତ ହେଲେ ନିଃସନ୍ତାନ ଦମ୍ପତିଙ୍କ ପାଇଁ କେବଳ ଘନିଷ୍ଠ ସମ୍ପର୍କୀୟଙ୍କୁ ସରୋଗେଟ ମାଆ ହେବାର ଅନୁମତି ମିଳିବ। ସରୋଗେସୀ (ନିୟାମକ)…
ଅବକାରୀ ଭ୍ୟାନ୍କୁ ଧକ୍କା ଲଗାଇ ଖସିଗଲେ ମଦ ବେପାରୀ, ଡ୍ରାଇଭର
ଭଦ୍ରକ ଅଫିସ, ୧୬।୭ – କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଏକ ସ୍ବତନ୍ତ୍ର ଟିମ୍ ସୋମବାର ଭୋର ସମୟରେ ଚଢ଼ାଉ କରି ୧୬ ନମ୍ବର ଜାତୀୟ ରାଜପଥର ରାଣୀତାଲ ନିକଟରୁ ୧୨୫୦ ଲିଟର ଦେଶୀମଦ ବୋଝେଇ ଏକ ଗାଡ଼ିକୁ ଜବତ କରିଛି।…
ବାବ୍ରୀ ମସ୍ଜିଦ ଭଙ୍ଗ ମାମଲା: ସୁପ୍ରିମକୋର୍ଟଙ୍କୁ ଅଧିକ ସମୟ ମାଗିଲେ ବିଚାରପତି
ନୂଆଦିଲ୍ଲୀ, ୧୬ା୭: ବାବ୍ରୀ ମସ୍ଜିଦ ଭଙ୍ଗ ମାମଲାର ଶୁଣାଣି କରୁଥିବା ସ୍ବତନ୍ତ୍ର ବିଚାରପତି ଏସ୍.କେ. ଯାଦବ ଶୁଣାଣି ଶେଷ କରିବା ଲାଗି ସୁପ୍ରିମକୋର୍ଟଙ୍କୁ ଅଧିକ ସମୟ ମାଗିଛନ୍ତି। ଏହି ମାମଲାରେ ଭାଜପାର ବରିଷ୍ଠ ନେତା ଏଲ୍.କେ. ଆଡଭାନୀ, ମୁରଲୀ ମନୋହର ଜୋଷୀ,…
ହାଫିଜ୍ଙ୍କୁ ମିଳିଲା ଆଗୁଆ ଜାମିନ
ଲାହୋର,୧୬ା୭: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଜାମାତ୍ ଉଦ୍ ଦାଓ୍ବା (ଜେୟୁଡି) ମୁଖ୍ୟ ହାଫିଜ୍ ସଇଦ ଓ ତାଙ୍କର ୩ ସହଯୋଗୀଙ୍କୁ ପାକିସ୍ତାନର ଲାହୋର ଆତଙ୍କ ନିରୋଧୀ ଅଦାଲତ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ବେଆଇନଭାବେ ଏହି ନିଷିଦ୍ଧ ସଙ୍ଗଠନ…
ଜଷ୍ଟିସ୍ ସିକ୍ରି ସିଙ୍ଗାପୁର ଅନ୍ତର୍ଜାତୀୟ ବାଣିଜ୍ୟ କୋର୍ଟର ବିଚାରପତି
ନୂଆଦିଲ୍ଲୀ,୧୬ା୭(ପି.ଟି.): ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଏ.କେ. ସିକ୍ରି ସିଙ୍ଗାପୁର ଅନ୍ତର୍ଜାତୀୟ ବାଣିଜ୍ୟ କୋର୍ଟ (ଏସ୍ଆଇସିସି)ର ବିଚାରପତି ନିଯୁକ୍ତ ହୋଇଛନ୍ତି। ସେ ଅଗଷ୍ଟ ୧ରୁ ଜଣେ ଅନ୍ତର୍ଜାତୀୟ ବିଚାରପତି ଭାବେ କାର୍ଯ୍ୟଭାର ଗ୍ରହଣ କରିବେ। ତାଙ୍କର କାର୍ଯ୍ୟକାଳ ୨୦୨୧ ଜାନୁୟାରୀ ୪ରେ…
ଏସ୍ପି ନେତା ନୀରଜ ଶେଖରଙ୍କ ଇସ୍ତଫା
ନୂଆଦିଲ୍ଲୀ,୧୬ା୭: ସମାଜବାଦୀ ପାର୍ଟି ନେତା ନୀରଜ ଶେଖର ସୋମବାର ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପତ୍ରକୁ ଗୃହର ଅଧ୍ୟକ୍ଷ ଏମ୍. ଭେଙ୍କୟା ନାଇଡ଼ୁ ଗ୍ରହଣ କରିନେଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ ଭାଜପାରେ ଯୋଗଦେବା…
ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିତ୍ପାତ
ନୂଆଦିଲ୍ଲୀ,୧୬ା୭: ପ୍ରବଳ ବର୍ଷା ଯୋଗୁ ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିଭୀଷିକା ଭୟଙ୍କର ରୂପ ଧାରଣ କରିଛି। କେବଳ ବିହାରରେ ସୋମବାର ସୁଦ୍ଧା ୪୪ଜଣ ମୃତ୍ୟୁବରଣ କରିଥିବାବେଳେ ୭୦ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଆସାମର ୩୦ ଜିଲାରେ ବନ୍ୟା ଦ୍ୱାରା ୩୦…
‘ରାଜ୍ୟ ପୋଲିସର ସ୍ବାୟତ୍ତତା ସ୍ପଷ୍ଟ ହେଉ’
ନୂଆଦିଲ୍ଲୀ,୧୬ା୭: ଏନ୍ଆଇଏ (ସଂଶୋଧନ) ବିଲ୍କୁ ବିଜୁ ଜନତା ଦଳ (ବିଜେଡି) ସମର୍ଥନ ଜଣାଇଛି। ଦଳ ପକ୍ଷରୁ ବରିଷ୍ଠ ନେତା ଭର୍ତ୍ତୃହରି ମହତାବ ଆଲୋଚନାରେ ଅଂଶଗ୍ରହଣ କରି କହିଥିଲେ, ରାଜ୍ୟ ପୋଲିସର ବିନା ପରାମର୍ଶରେ ସମ୍ପୃକ୍ତ ରାଜ୍ୟରେ ତଦନ୍ତ ପ୍ରସ୍ତାବ ଉପରେ କେନ୍ଦ୍ର…
ଏନ୍ଆଇଏକୁ ମିଳିବ ଅଧିକ କ୍ଷମତା
ନୂଆଦିଲ୍ଲୀ,୧୬ା୭(ପି.ଟି.): ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ)କୁ ଅଧିକ କ୍ଷମତା ଦେବା ଲାଗି ସଂଶୋଧିତ ବିଲ୍ ଲୋକ ସଭାରେ ସୋମବାର ଗୃହୀତ ହୋଇଛି। ଏନ୍ଆଇଏ ସଂଶୋଧନ ବିଲ୍ ଆଇନରେ ପରିଣତ ହେଲେ ଉକ୍ତ ତଦନ୍ତକାରୀ ସଂସ୍ଥା ଭାରତୀୟ ଏବଂ ବିଦେଶରେ ଥିବା ଭାରତୀୟ…
ଆଜି ଚନ୍ଦ୍ରଗ୍ରହଣ: ଅପରାହ୍ନ ୪ଟା ୩୨ରେ ପାକତ୍ୟାଗ
ଭୁବନେଶ୍ୱର(ବ୍ୟୁରୋ)/ପୁରୀ ଅଫିସ୍, ୧୬ା୭: କେତୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ମଙ୍ଗଳବାର ଆଷାଢ଼ ପୂର୍ଣ୍ଣିମାରେ ସଂଘଟିତ ହେବ। ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା ଅନୁସାରେ ପୁରୀକୁ ଭାରତୀୟ ସମୟ ଅନୁସାରେ- ରାତ୍ରି ୦୧ା୩୨ରେ ଗ୍ରହଣ ସ୍ପର୍ଶ, ରାତ୍ରି ୦୩ା୦୧ରେ ଗ୍ରହଣ ମଧ୍ୟ ଏବଂ ରାତ୍ରି ୦୪ା୩୦ରେ…
ରତ୍ନସିଂହାସନରେ ଚତୁର୍ଦ୍ଧାବିଗ୍ରହ
ପୁରୀ ଅଫିସ,୧୬ା୭: ଶେଷ ହୋଇଛି ଘୋଷଯାତ୍ରା। ବଡ଼ଦାଣ୍ଡ ଓ ଜନ୍ମବେଦିରେ ଲୀଳାଖେଳା ସାରି ସୋମବାର ରତ୍ନସିଂହାସନକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଦେବସ୍ନାନ ପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ରତ୍ନବେଦି କୋଳ ପୂର୍ଣ୍ଣ ହୋଇଛି। ମହାପ୍ରଭୁଙ୍କ ଆଗମନ ପରେ ମଙ୍ଗଳବାର ଠାରୁ ପୁଣି ଚଳଚଞ୍ଚଳ…
Archives


