ହରମୋନସ୍ତର ନିୟନ୍ତ୍ରଣ କରେ ଏହି ପାଣି…
ଜୁଆଣି ପାଣି ପିଇଲେ ଅନେକ ଉପକାର ହୋଇଥାଏ। ଏହା ପେଟକୁ ଥଣ୍ଡା ରଖିବା ସହିତ ପାଚନ କ୍ରିୟାକୁ ସ୍ବାଭାବିକ କରିଥାଏ। ଏହା ହରମୋନସ୍ତରକୁ ନିୟନ୍ତ୍ରିତ କରିଥାଏ। ରାତିରେ ଏକ ଗ୍ଲାସ୍ ପାଣିରେ ଏକ ଚାମୁଚ ଜୁଆଣି ପକାଇ ଏହାକୁ ସକାଳୁ ପିଇଲେ…
ପାଣି ପିଇବା ସମୟରେ ମାନନ୍ତୁ ଏହି ୫ଟି କଥା, ରହିବେ ସୁସ୍ଥ
ଜଣେ ବୟସ୍କ ବ୍ୟକ୍ତି ଦିନକୁ ଦୁଇରୁ ଅଢ଼େଇ ଲିଟର ପାଣି ପିଇଲେ ସୁସ୍ଥ ରହି ପାରିବେ। କିନ୍ତୁ ଏହି ପାଣି ପିଇବାରେ ମଧ୍ୟ କିଛି ନିୟମ ରହିଛି। ଯାହାକୁ ମାନିଲେ ସୁସ୍ଥ ରହିପାରିବା। ଜାଣନ୍ତୁ… ଠିଆ ହୋଇ ପାଣି ପିଅନ୍ତୁ ନାହିଁ…
ବାଘ କାହିଁକି ହରିଣକୁ ସହଜରେ ଶିକାର କରିନିଏ ଜାଣନ୍ତି କି?
ବାଘର ଶିକାର ହେଉଛି ହରିଣ। ହରିଣଙ୍କୁ ବାଘ ଖୁବ୍ ସହଜରେ ଶିକାର କରିନିଏ। ଏହାର କାରଣ ଜାଣିଛନ୍ତି କି? ଆସନ୍ତୁ ଜାଣିବା…. ଇଂଲଣ୍ଡର ବୈଜ୍ଞାନିକ ଡ. ଫେନେଲଙ୍କ ଅନୁସାରେ ହରିଣ କେବଳ ନୀଳ ଏବଂ ସବୁଜ ରଙ୍ଗକୁ ଚିହ୍ନିପାରେ। ତେଣୁ ଏହାର…
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସିଆଇଟିୟୁର ବିକ୍ଷୋଭ
ବାଲେଶ୍ୱର ଅଫିସ,୩୦ା୫: ସିଆଇଟିୟୁର ପ୍ରତିଷ୍ଠା ଦିବସରେ ସିଆଇଟିୟୁର ଶ୍ରମିକ ସଂଗଠନ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଦାବିପତ୍ର ପ୍ରଦାନ କରିଛନ୍ତି। ସର୍ବନିମ୍ନ ମଜୁରୀ ଲାଗୁ, ସାମାଜିକ ସୁରକ୍ଷା, ପାଚିକା/ସହାୟିକାମାନଙ୍କର ପୂର୍ବ ବକେୟା ଦରମା, ଅଙ୍ଗନବାଡ଼ି କେନ୍ଦ୍ରକୁ ନିୟମିତ ଚାଉଳ…
ପୂର୍ବତନ ପ୍ରଶାସକଙ୍କ ଦେହାନ୍ତ
ଧାମନଗର,୩୦ା୫(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାହାରବିଲ ଗ୍ରାମର ବଙ୍କିମ ଚନ୍ଦ୍ର ରାଉତଙ୍କର ୮୪ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ମେଡିକାଲରେ ଗୁରୁବାର ଦେହାନ୍ତ ହୋଇଯାଇଛି । ସେ ପୂର୍ବରୁ ତହସିଲଦାର ଏବଂ ବିଡିଓ ଭାବେ କାର୍ଯ୍ୟ କରିଥିଲେ।…
କୌଳିକ ବୃତ୍ତିକୁ ମିଳୁନି ପ୍ରୋତ୍ସାହନ
ହାଟଡିହୀ, ୩୦।୫(ସ୍ବ.ପ୍ର.)-ହାଟଡିହୀ ବ୍ଲକର ବହୁ ଗାଁରେ କାରିଗର ମାନେ ନିଜର ବାପଗୋସାପ କରିଆସୁଥିବା କୌଳିକ ବୃତ୍ତିକୁ ପେଷାକରି ଚଳିଆସୁଥିଲେ। ପୂର୍ବରୁ ହାତ ତିଆରି ଜିନିଷର ଆଦର ଥିଲା। ମେଳା ମଉଛ ବାହାଘର ବ୍ରତଘର ଆଦି ପର୍ବପର୍ବାଣୀରେ ଭଲ କାରବାର ହେଉଥିଲା ଏସବୁ…
ହାତୀକୁ ସୁରକ୍ଷା ଦେବା ଲାଗି ଖଣିକମ୍ପାନୀକୁ ତାଗିଦ: ଜୁରୁଡ଼ି ଅଞ୍ଚଳରେ ବୁଲୁଛନ୍ତି ୧୭ ହାତୀ
ଯୋଡ଼ା, ୩୦।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବନପାଳଙ୍କ ଅଞ୍ଚଳରେ ୧୭ଟି ହାତୀ ଘୁରିବୁଲୁଥିବା ଖବର ହସ୍ତଗତ ହୋଇଛି। ଯୋଡ଼ା ବନପାଳ ପିଅନ ନାଏକଙ୍କ ସୂଚନା ମୁତାବିକ ଜୁରୁଡ଼ି ଖଣି ଅଞ୍ଚଳରେ ୧୭ଟି ହାତୀ ପ୍ରାୟ ଏକ ମାସ ଧରି ବିଭିନ୍ନ ଖଣି…
ରାଜସ୍ଥାନ ହାଇକୋର୍ଟଙ୍କ ନିର୍ଦ୍ଦେଶ; ଅପାଠୁଆଙ୍କୁ ମିଳିବନି ଡ୍ରାଇଭିଂ ଲାଇସେନ୍ସ
ଜୟପୁର,୩୦-୫: ରାଜସ୍ଥାନ ହାଇକୋର୍ଟ ଅପାଠୁଆ ଡ୍ରାଇଭରଙ୍କୁ ଡ୍ରାଇଭିଂ ଲାଇସେନ୍ସ ଜାରି ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣିକିଆ ଖଣ୍ଡପୀଠ ତାଙ୍କ ନିର୍ଦ୍ଦେଶରେ କହିଛନ୍ତି ଯେ, ରାସ୍ତା କଡରେ ଦର୍ଶାଯାଇଥିବା ନିର୍ଦ୍ଦେଶ, ସାଇନ୍ ବୋର୍ଡ ଅଥବା ସତର୍କ ଚେତାବନୀ ପଢି ପାରୁ ନ…
ଚାଷୀଙ୍କ ପାଇଁ ଆସିବ ପେନସନ ବ୍ୟବସ୍ଥା
ନୂଆଦିଲ୍ଲୀ,୩୦-୫: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ସ୍କିମ୍ ଜରିଆରେ ସାଧାରଣ ନିର୍ବାଚନ ପୂର୍ବରୁ ଦେଶର ୧୨ କୋଟି ଚାଷୀ ପରିବାରଙ୍କୁ ସହାୟତା ପ୍ରଦାନ କରିବା ପରେ ଏବେ ନରେନ୍ଦ୍ର ମୋଦି ସରକାର ଅନ୍ନଦାତାଙ୍କ ପାଇଁ ଆଉ ଏକ ବୃହତ ଯୋଜନା ଆଣିବାକୁ…
ଜିଓରେ ୫୦୦୦ କର୍ମଚାରୀଙ୍କୁ ଛଟେଇ
ମୁମ୍ବାଇ,୩୦-୫: ରିଲାଏନ୍ସ ଜିଓ ଇନ୍ଫୋକମ୍ ବ୍ୟୟଭାର କମାଇ କାର୍ଯ୍ୟକାରୀ ଲାଭକୁ ଅଧିକ କରିବା ଲକ୍ଷ୍ୟରେ କର୍ମଚାରୀ ଛଟେଇ ଉପରେ ଗୁରୁତ୍ୱ ଦେଇଛି। ଜାନୁୟାରୀ-ମାର୍ଚ୍ଚ ତ୍ରୈମାସରେ କମ୍ପାନୀର ଅପରେଟିଂ ମାର୍ଜିନ(କାର୍ଯ୍ୟକାରୀ ଲାଭ) ହ୍ରାସ ପାଇଥିଲା। ଜିଓ ପକ୍ଷରୁ କଣ୍ଟ୍ରାକ୍ଟରେ ଥିବା ଏବଂ ନିୟମିତ…
ଆଇସିସି ବିଶ୍ୱକପ୍: ଇଂଲଣ୍ଡ- ଦକ୍ଷିଣ ଆଫ୍ରିକା ଉଦ୍ଘାଟନୀ ମୁକାବିଲା
ଲଣ୍ଡନ,୩୦।୫(ଏଏଫ୍ପି)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ର ଦ୍ୱାଦଶ ସଂସ୍କରଣ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଲଣ୍ଡନର କେନିଂଟନ ଓଭାଲ ଗ୍ରାଉଣ୍ଡରେ ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ଉଦ୍ଘାଟନୀ ମ୍ୟାଚ୍ରେ ପରସ୍ପରକୁ ଭେଟିବେ। ଇଂଲଣ୍ଡର ଗତ ୪…
ଲର୍ଡସରେ କୋହଲିଙ୍କ ମହମ ପ୍ରତିମୂର୍ତ୍ତି ଉନ୍ମୋଚିତ
ଲଣ୍ଡନ,୩୦।୫(ପି.ଟି.)- ଆଇସିସି ବିଶ୍ୱକପ୍ ଶୁଭାରମ୍ଭ ଅବସରରେ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଭାରତୀୟ ଅଧିନାୟକ ତଥା ବ୍ୟାଟିଂ ସୁପରଷ୍ଟାର ବିରାଟ୍ କୋହଲିଙ୍କ ମହମ ପ୍ରତିମୂର୍ତ୍ତୀ ଉନ୍ମୋଚନ କରାଯାଇଛି। ଜଣାଶୁଣା ଓ୍ବାକ୍ସ ମ୍ୟୁଜିୟମ ମ୍ୟାଡମ ତୁସାଦ ଏହାର ଉନ୍ମୋଚନ କରିଛି। ଗୁରୁବାରଠାରୁ ଜୁଲାଇ ୧୫…
Archives


