ପ୍ରଥମ ଟେଷ୍ଟ: ମୟଙ୍କଙ୍କ ଦ୍ୱିଶତକ: ଭାରତ ସ୍ଥିତି ଦୃଢ଼
ବିଶାଖାପାଟଣା,୩।୧୦(ପି.ଟି.)- ଓପନର ରୋହିତ ଶର୍ମାଙ୍କ ଶତକ ଓ ମୟଙ୍କ ଅଗ୍ରଓ୍ବାଲଙ୍କ ଦ୍ୱିଶତକ ପରେ ସ୍ପିନରମାନେ ଦମ୍ଦାର ପ୍ରଦର୍ଶନ କରି ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସ୍ଥିତ ଦୃଢ଼ କରିଛନ୍ତି। ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ଭାରତ…
ଆରବ ସାଗରରେ ଭାରତର ପ୍ରଥମ ଫ୍ଲୋଟିଂ ବାସ୍କେଟବଲ୍ କୋର୍ଟ
ମୁମ୍ବାଇ, ୩।୧୦- ନ୍ୟାଶନାଲ ବାସ୍କେଟବଲ ଆସୋସିଏଶନ (ଏନ୍ବିଏ) ଭାରତକୁ ପ୍ରଥମ ଫ୍ଲୋଟିଂ ବାସ୍କେଟକଲ କୋର୍ଟ ବାନ୍ଦ୍ରା ଓ୍ବର୍ଲି ସିଲିଙ୍କସ୍ଥିତ ଆରବ ସାଗରକୁ ଆଣିଛି। ଏନ୍ବିଏର କିମ୍ବଦନ୍ତୀ ଖେଳାଳି ଜାସନ ଓ୍ବିଲିଅମ୍ସଙ୍କ ସମେତ କେତେକ କ୍ରୀଡ଼ାପ୍ରେମୀ ଫ୍ଲୋଟିଂ ବାସ୍କେଟବଲ୍ କୋର୍ଟରେ ଏହାର ମଜା…
ମୋବାଇଲ ଚୋରି ର଼୍ୟାକେଟ୍: ୪ ଗିରଫ
ମୁରିବାହାଲ, ୩।୧୦ (ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ପୋଲିସ ମୋବାଇଲ ଲୁଟ ର଼୍ୟାକେଟର ୪ଜଣଙ୍କୁ ଗିରଫ କରିଛି। ସେମାନଙ୍କ ପାଖରୁ ୩ଟି ମୋବାଇଲ ଓ ଗୋଟିଏ ବାଇକ ଜବତ କରାଯାଇଛି। ଲୁଟ୍ ସମ୍ପର୍କରେ ପଚରାଉଚରା ପରେ ଗୁରୁବାର ଅପରାହ୍ନରେ ୪…
ନିଃଶୁଳ୍କ ଟେଲିଫୋନ ସେବା ଆରମ୍ଭ କଲା ଓଏସ୍ଆରଟିସି
ଭୁବନେଶ୍ୱର,୩।୧୦(ବ୍ୟୁରୋ)-ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସ୍ଆରଟିସି) ପକ୍ଷରୁ ନିଃଶୁଳ୍କ ଟେଲିଫୋନ ସେବା ଆରମ୍ଭ କରିଛି ା ଏହି ଟେଲିଫୋନ ନମ୍ବରଟି ହେଉଛି ୧୮୦୦-୩୪୫-୧୧୨୨ । ଟେଲିଫୋନରେ ଯାତ୍ରୀମାନେ ନିଗମ ପରିଚଳିତ ବସଗୁଡ଼ିକ ସଂପର୍କରେ ତଥ୍ୟ ପାଇବା ସହିତ ମୂଲ୍ୟବାନ ମତାମତ/ସମସ୍ୟା ଉପସ୍ଥାପନ…
ସଂସଦୀୟ ପ୍ରତିନିଧି ଦଳରେ ସସ୍ମିତ
ଭୁବନେଶ୍ୱର,୩।୧୦(ବ୍ୟୁରୋ)-ଚଳିତ ମାସ ୧୩ରୁ ୧୭ ତାରିଖ ଯାଏ ସର୍ବିଆସ୍ଥିତ ବେଲ୍ଗ୍ରେଭ୍ରେ ୧୪୧ତମ ଆନ୍ତଃସଂସଦୀୟ ୟୁନିୟନ୍ ଆସେମ୍ବ୍ଲି ହେବାକୁ ଯାଉଛି। ଏଥିରେ ଯୋଗ ଦେବାକୁ ଥିବା ଭାରତୀୟ ସଂସଦୀୟ ଦଳରେ ବିଜେଡି ତଥା ଓଡ଼ିଆ ଲୋକସଭା ସଦସ୍ୟ ସସ୍ମିତ ପାତ୍ର ମନୋନୀତ ହୋଇଛନ୍ତି।…
ବିହାର ବନ୍ୟା : ମୁଖ୍ୟମନ୍ତ୍ରୀ ରଖିଲେ ସହାୟତା ପ୍ରସ୍ତାବ
ଭୁବନେଶ୍ୱର,୩।୧୦(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ସ୍ଥିତି ସମ୍ପର୍କରେ ଗୁରୁବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି। ଓଡ଼ିଶା ପକ୍ଷରୁ ଆବଶ୍ୟକ ସହଯୋଗ ପ୍ରସ୍ତାବ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଦାନ କରାଯାଇଛି। ବିହାରରେ ବନ୍ୟା ବିତ୍ପାତ…
ବିଏସ୍ଏନ୍ଏଲ୍ ଠିକା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି
ଭଦ୍ରକ ଅଫିସ, ୩।୧୦- ବିଏସ୍ଏନ୍ଏଲ୍ ଭଦ୍ରକ ଶାଖା ଅଧୀନରେ କାର୍ଯ୍ୟରତ ପ୍ରାୟ ୫୦ ଠିକା କର୍ମଚାରୀ ଗତ ୧ ତାରିଖଠାରୁ ଆରମ୍ଭ କରିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ସେମାନେ ବନ୍ତ ଛକ ନିକଟସ୍ଥ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ସେମାନଙ୍କୁ…
ମେଲାଣି ନେଲେ ଟୋକା ଗଣେଶ
ଭଦ୍ରକ ଅଫିସ, ୩।୧୦ – ଭଦ୍ରକରେ କ୍ରମାନ୍ବୟରେ ବୁଢା, ଛୁଆ, କାଞ୍ଚନ ଓ ପିଲା ଗଣେଶଙ୍କ ଭସାଣି ସରିଥିବା ବେଳେ ବୁଧବାର ସନ୍ଧ୍ୟାରେ ଟୋକା ଗଣେଶ ବିଦାୟ ନେଇଛନ୍ତି। ଭସାଣି ଉତ୍ସବ ଅନୁଷ୍ଠିତ ହୋଇଥିଲା। ମଧ୍ୟାହ୍ନରେ ସ୍ଥାୟୀ ମଣ୍ଡପରୁ ସ୍ବତନ୍ତ୍ର ରୋଶଣି…
ସୈଫ୍ଙ୍କ ଦ୍ୱିତୀୟ ବିବାହ ଦିନ ଝିଅ ସାରାଙ୍କୁ ଅମୃତା କ’ଣ ଗିଫ୍ଟ କରିଥିଲେ ଜାଣନ୍ତୁ
ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍ଙ୍କ ପିତା ସୈଫ୍ଙ୍କ ବିବାହ ଦିନ ମାଆ ଅମୃତା ତାଙ୍କୁ ଗିଫ୍ଟ କରିଥିଲେ ସବୁଠୁ ସୁନ୍ଦର ଲେହେଙ୍ଗା। ଏକଥା ସାରା ନିଜେ କହିଛନ୍ତି। ଏକ ମାଗାଜିନ୍କୁ ସାକ୍ଷାତକାର ଦେଇ ସାରା କହିଛନ୍ତି, ମୋ’ ପିତା ସୈଫ୍ ଯେଉଁଦିନ…
ଆଇଏଏସ୍ ଅଫିସରସ୍ତରରେ ଅଦଳବଦଳ: ସୁରେନ୍ଦ୍ର କୁମାର ହେଲେ ଜଳସମ୍ପଦ ସଚିବ
ଭୁବନେଶ୍ୱର,୩।୧୦(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଆଇଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାରଙ୍କୁ ଜଳ ସମ୍ପଦ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ…
ସ୍ତନ୍ୟପାନ କରାଉଥିବା ମା’ଙ୍କୁ ଡାଇବେଟିସ୍ ଆଶଙ୍କା କମ୍…
ଜନ୍ମ ପରେ ନବଜାତକଙ୍କୁ ସ୍ତନ୍ୟପାନ କରାଉଥିବା ମହିଳା ଡାଇବେଟିସ୍ରୁ ଦୂରେଇ ରୁହନ୍ତି। ସେମାନଙ୍କ କ୍ଷେତ୍ରରେ ଡାଇବେଟିସ୍ ଆଶଙ୍କା ହ୍ରାସ ପାଇଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। ଶିଶୁଙ୍କୁ ୬ମାସ କିମ୍ବା ଏହାଠାରୁ ଅଧିକ ସମୟ ସ୍ତନ୍ୟପାନ କରାଇଲେ ଟାଇପ୍-୨ ଡାଇବେଟିସ୍…
ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: କୋଟିପତି ଶିକ୍ଷୟିତ୍ରୀ ଗିରଫ
ଭୁବନେଶ୍ୱର,୩।୧୦(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୬ସ୍ଥିତ ସିଟି ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ତିଳୋତ୍ତମା ମହାନ୍ତି ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗୁରୁବାର ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, ତିଳୋତ୍ତମାଙ୍କ ଘରେ ଗୁରୁବାର ୩ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ତାଙ୍କ…

