Home

ଭୁଲସ୍ଥାନରେ ରହିଛି ଏହି ବ୍ୟକ୍ତିଙ୍କ ଅଙ୍ଗପ୍ରତ୍ୟଙ୍ଗ, ଡାକ୍ତର ବି ଚିନ୍ତାରେ

କୁହାଯାଏ, ଭଗବାନ ମଣିଷଙ୍କୁ ଏପରି ଗଢ଼ିଥା’ନ୍ତି କି ଯେଉଁ ଅଙ୍ଗ ଯେଉଁଠି ରହିବା କଥା ରଖିଥା’ନ୍ତି। ଯେମିତିକି ମୁହଁ, ଆଖି, ନାକ, କାନ, ପେଟ ଯଥାସ୍ଥାନରେ ରହିଥାଏ। କିନ୍ତୁ କେବେ ଶୁଣିଛନ୍ତି ବା ଦେଖିଛନ୍ତି କି କୌଣସି ବ୍ୟକ୍ତିଙ୍କର ଯେଉଁ ଅଙ୍ଗ…

ଫର୍‌ହାନଙ୍କ ଠେଲାରୁ ଗୁପ୍‌ଚୁପ୍‌ ଖାଇଲେ ପ୍ରିୟଙ୍କା !

ମୁମ୍ବାଇ: ବଲିଉଡ୍‌ ତଥା ହଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ ଏବେ ନିଜର ଆଗାମୀ ଫିଲ୍ମ ‘ଦ ସ୍କାଇ ଇଜ୍‌ ପିଙ୍କ’ର ପ୍ରମୋଶନରେ ବ୍ୟସ୍ତ। ଚଳିତ ସପ୍ତାହରେ ତାଙ୍କୁ ଲୋକପ୍ରିୟ କମେଡି ଶୋ’ ‘କମେଡି ନାଇଟ୍ସ ଉଇଥ୍‌ କପିଲ’ରେ ଦେଖିବାକୁ ମିଳିବ।…

ବାପାଙ୍କୁ କୋଦାଳରେ ଛେଚି ହତ୍ୟାକଲେ ପୁଅ, ଅଭିଯୁକ୍ତଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

କେନ୍ଦୁଝର, ୩।୧୦(ସ୍ବ.ପ୍ର.): ବୃଦ୍ଧ ବାପାଙ୍କୁ ଅତି ନିର୍ମମ ଭାବେ ଛେଚି ହତ୍ୟା କଲେ ପୁଅ। ଗୁରୁବାର ମଧ୍ୟାହ୍ନରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ସିଂହବିଲା ଗ୍ରାମ କିରିକିଚିଆ ସାହିରେ। ମୃତ ବାପା ହେଲେ…

ବିଶ୍ୱର ୫ ଅଦ୍ଭୁତ ଗଛ: ଯାହାକୁ ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଭଗବାନଙ୍କ ସୃଷ୍ଟି ବିଚିତ୍ର। ପୃଥିବୀପୃଷ୍ଠରେ ଦେଖିବାକୁ ମିଳୁଥିବା ବୃକ୍ଷଲତା ମଧ୍ୟରେ ଅନେକ ସାମଞ୍ଜସ୍ୟ ଥିଲେ ମଧ୍ୟ କିଛି କିଛି ଭିନ୍ନ ଥାନ୍ତି। ସେଗୁଡ଼ିକ ଅଦ୍ଭୁତ ଗଠନକୁ ଦେଖିଲେ କେହିବି ଆଶ୍ଚର୍ଯ୍ୟ ହୋଇଯିବ। ଏହି ଉପସ୍ଥାପନାରେ ଜାଣନ୍ତୁ ବିଶ୍ୱର ସେପରି ୫ଟି ଗଛ…

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉତ୍ତେଜନା

ରାୟଗଡ଼ା ଅଫିସ,୩।୧୦: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଗୁରୁବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ସ୍ଥାନୀୟ ପୋଲିସ ଚିକିତ୍ସାଳୟ କର୍ମଚାରୀଙ୍କୁ ଥାନାକୁ ନେଇ ତଦନ୍ତ କରୁଥିବା…

୨୧ରେ ବିଜେପୁର ଲଢ଼େଇ: ଦୁଇ ଦିନ ପ୍ରଚାର କରିବେ ନବୀନ !

ଭୁବନେଶ୍ୱର,୩।୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନ ଲାଗି ରାଜ୍ୟ ରାଜନୀତି ସରଗରମ। ଆସନ୍ତା ୨୧ରେ ଭୋଟ ଗ୍ରହଣ ହେବାକୁ ଘୋଷଣା ହୋଇଥିବା ବେଳେ ଗୁରୁବାର ତିନି ପ୍ରମୁଖ ଦଳ ନିଜର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି। ଏଥିରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଷଷ୍ଠାଧିପତି ନକ୍ଷତ୍ରସ୍ଥ ହେତୁ ଭୁଲ ନିଷ୍ପତ୍ତି ସମସ୍ୟା ସୃଷ୍ଟି କରିବ କିନ୍ତୁ ଅପରାହ୍ନରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ, ତଥାପି ସକାଳ ସମୟଟି ମାନସିକ ଅସ୍ଥିରତା ମଧ୍ୟରେ…

‘ଡ୍ରାଇଭ୍‌’ର ପ୍ରଥମ ଗୀତ ‘ମଖ୍‌ନା..’ ରିଲିଜ୍‌: ମସ୍ତି ମୁଡ୍‌ରେ ସୁଶାନ୍ତ-ଜ୍ୟାକ୍‌ଲିନ୍‌

ଅଭିନେତା ସୁଶାନ୍ତ ସିଂହ ରାଜପୁତ ଏବଂ ଅଭିନେତ୍ରୀ ଜ୍ୟାକ୍‌ଲିନ୍‌ ଫର୍ନାଡିଜ୍‌ଙ୍କ ଅଭିନୀତ ଫିଲ୍ମ ‘ଡ୍ରାଇଭ୍‌’ ର ପ୍ରଥମ ଗୀତ ରିଲିଜ୍‌ ହୋଇଛି। ଗୀତ ‘ମଖ୍‌ନା…’ରେ ଏହି ଯୋଡ଼ିଙ୍କ କ୍ୟୁଟ୍‌ କେମେଷ୍ଟ୍ରୀ ସମ୍ପୂର୍ଣ୍ଣ ବାରିହୋଇ ପଡ଼ୁଛି। ଗୀତରେ ସମସ୍ତ କଳାକାରଙ୍କୁ ମସ୍ତି ମୁଡ୍‌ରେ…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ସମୟରେ ଡଙ୍ଗା ସହ ନଦୀରେ ବୁଡ଼ିଗଲେ ଭାଜପା ଏମ୍‌ପି

ପାଟନା,୩।୧୦: ବିହାର ପାଟନା ପାଟଳିପୁତ୍ରର ଭାଜପା ଏମ୍‌ପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାମକ୍ରିପାଲ ଯାଦବ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ବୁଧବାର ଗାନ୍ଧୀ ଜୟନ୍ତୀ ଅବସରରେ ଯାଦବଙ୍କ ନିର୍ବାଚନ ମଣ୍ଡଳୀରେ ‘ଗାନ୍ଧୀ ସଂକଳ୍ପ ଯାତ୍ରା’ କାର୍ଯ୍ୟକ୍ରମ ଆୟୋଜନ ହେବାର…

ବକ୍ସଅଫିସରେ ଧମାଲ୍‌ କରୁଛି ଫିଲ୍ମ ଓ୍ବାର୍‌

ଗାନ୍ଧୀ ଜୟନ୍ତୀରେ ରିଲିଜ ହୋଇଥିବା ହ୍ରିତିକ ରୋଶନ-ଟାଇଗର ଶ୍ରଫ୍‌ଙ୍କ ଅଭିନୀତ ଫିଲ୍ମ ‘ଓ୍ବାର୍‌’ ବକ୍ସ ଅଫିସରେ ଧମାଲ କରିଛି। ପ୍ରଥମ ଦିନରେ ଫିଲ୍ମ ୫୦ କୋଟି ଆୟ କରିଛି। ଆଗକୁ ଦଶହରା ଛୁଟି ଥିବାରୁ ଫିଲ୍ମ ଆହୁରି ଭଲ ଆୟ କରିବ…

‘ଲକ୍ଷ୍ମୀ ବମ୍‌’ର ନୂଆ ପୋଷ୍ଟର ରିଲିଜ୍‌: ଶାଢ଼ି ପିନ୍ଧି ଭିନ୍ନ ଲୁକ୍‌ରେ ଅକ୍ଷୟ

ଖିଲାଡି କିଙ୍ଗ୍‌ ଅକ୍ଷୟ କୁମାରଙ୍କ ଆଗାମୀ ଫିଲ୍ମ ‘ଲକ୍ଷ୍ମୀ ବମ୍‌’ର ଏକ ନୂଆ ଏବଂ ଦମ୍‌ଦାର ପୋଷ୍ଟର ରିଲିଜ୍‌ ହୋଇଛି। ନିଜେ ଅକ୍ଷୟ ଏହି ପୋଷ୍ଟରଟିକୁ ନିଜର ସୋସିଆଲ ଆକାଉଣ୍ଟରେ ଶେୟାର କରିଛନ୍ତି। ଏଥିରେ ସେ ଟ୍ରାନ୍ସଜେଣ୍ଡର (ତୃତୀୟଲିଙ୍ଗୀ) ଚରିତ୍ରରେ ଅଭିନୟ…

ବିଜେପୁରରେ କଂଗ୍ରେସର ପ୍ରଚାର

ବିଜେପୁର,୩।୧୦(ଡି.ଏନ୍‌.ଏ.):ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରଚାର ଆରମ୍ଭ କରିଛି। ଏହିକ୍ରମରେ ବିଜେପୁର ବ୍ଲକପଡ଼ା ଗ୍ରାମର କ୍ରିକେଟ ପଡ଼ିଆରେ ଏକ ବିଶାଳ କର୍ମୀ ସମ୍ମିଳନୀ ଗୁରୁବାର ଅନୁଷ୍ଠିତ ହୋଇଛି। ଜିଲା ସଭାପତି ସତ୍ୟ ଭୂଷଣ ସାହୁଙ୍କ ଅଧ୍ୟକ୍ଷତାରେ ପିସିସି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?