ବନବିଭାଗର ଅବହେଳା: ଅସୁସ୍ଥ ମାଈ ହାତୀର ଜୀବନ ଗଲା
ଦେବଗଡ଼,୨୬ା୫(ସ୍ବ.ପ୍ର.): ଦେବଗଡ଼ ରେଞ୍ଜ ତଥା କଂସର ଫରେଷ୍ଟ ସେକ୍ସନ ଅଧୀନ ହିରନ୍ ଗ୍ରାମରେ ଗତ ଏପ୍ରିଲ ୬ ତାରିଖରୁ ଆଶ୍ରୟ ନେଇଥିବା ଅସୁସ୍ଥ ହାତୀର ସ୍ବାସ୍ଥ୍ୟବସ୍ଥାରେ ଯଥେଷ୍ଟ ଉନ୍ନତି ଘଟିଥିବା ବେଳେ ଶନିବାର ରାତିରେ ନାଳହିଡରୁ ଖସିପଡ଼ି ପୁଣିଥରେ ଅସୁସ୍ଥ ହୋଇପଡ଼ିଥିଲା।…
ଆଇଏସ୍ଏସ୍ଏଫ୍ ବିଶ୍ୱକପ୍ ଆଜିଠାରୁ : ପଦକ ଲକ୍ଷ୍ୟରେ ଅପୂର୍ବୀ, ଅଞ୍ଜୁମ
ନୂଆଦିଲ୍ଲୀ, ୨୫।୫(ପି.ଟି.)- ଅନ୍ତର୍ଜାତୀୟ ଶୁଟିଂ ସ୍ପୋଟର୍ସ ଫେଡେରେଶନ (ଆଇଏସ୍ଏସ୍ଏଫ୍) ରାଇଫଲ୍/ପିସ୍ତଲ ବିଶ୍ୱକପ୍ ରବିବାରଠାରୁ ଜର୍ମାନୀର ମ୍ୟୁନିକ ସହରରେ ଆରମ୍ଭ ହେବାକୁ ଯାଉଛି। ଏହାହେବ ବର୍ଷର ୩ୟ ଶୁଟିଂ ବିଶ୍ୱକପ୍। ଏହି ବିଶ୍ୱକପ୍ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟାର୍ ଶୁଟର୍ ଅପୂର୍ବୀ…
ବିଲମାଳରେ ପଡ଼ିଛି ଶିଶୁପୁତ୍ରର ମୃତଦେହ
ବଇଣ୍ଡା,୨୫।୫(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତ କଳାପାଟନାଳୀ ନିକଟସ୍ଥ ଅର୍ପତ ଘାଇ ବିଲମାଳରେ ଶନିବାର ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଉକ୍ତ ଶିଶୁକୁ କେହି ଜନ୍ମ କରି ଫିଙ୍ଗି ଦେଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗ୍ରାମବାସୀଙ୍କ…
ବଇଣ୍ଡାରେ ଚନ୍ଦନ ଯାତ୍ରା : ୪୦ ହଜାରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମ
ବଇଣ୍ଡା,୨୫।୫(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ପ୍ରସିଦ୍ଧ ୪୨ ତମ ବଇଣ୍ଡା ଚନ୍ଦନ ଯାତ୍ରା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ରୀତିନୀତି ନିୟମ ଅନୁସାରେ ଯାତ୍ରା ପାଳନ କରାଯାଉଥିବାବେଳେ ସମଗ୍ର ଅଞ୍ଚଳ ଉତ୍ସବ ମୁଖର ହୋଇଉଠିଛି। ସକାଳେ ରାଧାକୃଷ୍ଣଙ୍କ ମନ୍ଦିରରେ ପୂଜାର୍ଚ୍ଚନା…
ଗାଁର ଲୋକସଂଖ୍ୟା ୨୭ : ଟାଇମ୍ ପାସ ପାଇଁ କରିଥାନ୍ତି ଏମିତି କାମ
ବିଶ୍ୱରେ ଜନସଂଖ୍ୟା ଦ୍ରୁତଗତିରେ ବଢ଼ିଚାଲିଥିବାବେଳେ ଏମିତି ଏକ ଗାଁ ରହିଛି ଯେଉଁଠି ମାତ୍ର ୨୭ ଜଣ ଲୋକ ରହୁଛନ୍ତି। ଭାରି ଏକା ଏକା ଲାଗେ ଏଠାକାର ଲୋକଙ୍କୁ। ଫଳରେ ଏହି ଏକୁଟିଆ ପଣ ଦୂରେଇବା ପାଇଁ ଖାସ୍ କରି ଗାଁର ଲୋକେ…
ଫ୍ରିଜ୍ ମରାମତି ଦୋକାନରେ ନିଆଁ : ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି
ବାଲେଶ୍ୱର ଅଫିସ, ୨୫।୫: -ବାଲେଶ୍ୱର ସହରସ୍ଥିତ ତେଲେଙ୍ଗାସାହି ରାସ୍ତାର ମ୍ୟୁନିସିପାଲିଟି କମ୍ପ୍ଲେକ୍ସରେ ଥିବା ଏକ ଫେବ୍ରିକ୍ ୟୁନିଟ୍ରେ କୌଣସି କାରଣରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ଲୋକମାନେ ମରାମତି ପାଇଁ ଦେଇଥିବା ଫ୍ରିଜ୍, ୱାଶିଂମେଶିନ ପୋଡ଼ି ନଷ୍ଟ…
ମନ୍ତ୍ରୀ ପଦ ପାଇଁ ପୂଜାପାଠ
ଭୋଗରାଇ, ୨୫।୫(ଡି.ଏନ.ଏ.)-ନିର୍ବାଚନ ଫଳାଫଳ ଘୋଷଣା ପରେ ଉଭୟ ଭାଜପା ଓ ବିଜେଡିର ବିଜେତା ପ୍ରାର୍ଥୀଙ୍କୁ ମନ୍ତ୍ରୀପଦ ମିଳିବା ନେଇ ଦଳୀୟ କର୍ମୀଙ୍କୁ ଚିନ୍ତା ଘାରିଛି। ଭାଜପା ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବାଲେଶ୍ୱର ଲୋକସଭା ଆସନରୁ ନିର୍ବାଚିତ ହେବା ପରେ ଦଳୀୟ…
ବାଲିଖାଦାନରେ ବଟି ଆଦାୟ ନେଇ ଗଣ୍ଡଗୋଳ : ଖଣ୍ଡା, ପ୍ଲାଷ୍ଟିକ ବନ୍ଧୁକ ଜବତ, ୩ ଗିରଫ
ବାଲେଶ୍ୱର ଅଫିସ, ୨୫।୫: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଦହପଡ଼ା ପଞ୍ଚାୟତର କଣ୍ଟାବଣିଆ ବାଲିଖାଦାନରେ ଦାଦା ବଟି ଆଦାୟକୁ ନେଇ ଗଣ୍ଡଗୋଳ ହୋଇଛି। ଏନେଇ ପୋଲିସ ଥାନାରେ ମାମଲା (ନଂ. ୧୪୩/୧୯) ରୁଜୁ କରି ଶନିବାର ସମ୍ପୃକ୍ତ ୩ଜଣ ଯୁବକଙ୍କୁ…
ତିନି ବଖରା ଜଳିଗଲା
ପୁରୁଣାକଟକ, ୨୫ା୫(ଡି.ଏନ.ଏ.) : ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବୀରନସିଂହପୁର ପଞ୍ଚାୟତ ଅନ୍ତର୍ଗତ ଚମ୍ପାମାଲ ଗ୍ରାମର ଅଚ୍ୟୁତ ମହାନନ୍ଦିଆଙ୍କ ଘରେ ନିଆଁଲାଗି ତିନି ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଶନିବାର ଅପରାହ୍ନ ପ୍ରାୟ ୨ଟା୩୦ରେ ପରିବାରର ସମସ୍ତେ ଶୋଇ ପଡିଥିବା…
ସ୍ବାସ୍ଥ୍ୟକେନ୍ଦ୍ର ଛାତରୁ କଙ୍କ୍ରିଟ ଖସିଲା
ଲାଠୋର, ୨୫ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ କଙ୍କ୍ରିଟ ଟୁକୁଡା ଖସି ପଡିଛି। ଶନିବାର ସକାଳ ୭ଟାରେ କର୍ମଚାରୀମାନେ ହସପିଟାଲ ଖୋଲିବା ପରେ ଏହା ଦେଖିବାକୁ ପାଇଥିଲେ। ଫାର୍ମାଶିଷ୍ଟ ଏବଂ କର୍ମଚାରୀମାନେ ଯେଉଁ ଗୃହରେ…
ଜଳିଗଲା ୪ ବଖରା: ନିଆଁରେ ପୋଡ଼ି ୨ ଗୁରୁତର
ତିହିଡ଼ି, ୨୫।୫ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡ଼ା ପଞ୍ଚାୟତ ଅଧୀନ ମଠସାହି ଗ୍ରାମରେ ଶନିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ୪ ବଖରା ଘର ଜଳିଯାଇଛି। ଗ୍ରାମର ଶଶିକାନ୍ତ ମଳିକ ଓ ସୁଧୀର ମଳିକଙ୍କର ୨ ବଖରା ଲେଖାଏ ପୋଡ଼ିଯାଇଛି।…
ନାଳପାଣି ପିଉଛନ୍ତି ଲୋକେ : ପ୍ରଶାସନର ଦୃଷ୍ଟି ପଡ଼ିବ କେବେ?
କୋଳିମାଟି,୨୫ା୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନସ୍ଥ ବୁଢ଼ୀକୁଦ ପଞ୍ଚାୟତ ସିଙ୍ଗନାଳୀ ଝୁମକା ସାହିର ଲୋକମାନେ ନାଳରୁ ପାଣି ପିଉଥିବା ଦେଖିବାକୁ ମିଳିଛି। ଏଠାରେ ଆଦିବାସୀ ଲୋକେ ବସବାସ କରୁଥିବାବେଳେ ଗାଁକୁ ଆସିବାକୁ ହେଲେ ବୈତରଣୀ ପାର ହୋଇ ଆସିବାକୁ ପଡ଼ିଥାଏ…
Archives


