ଏସ୍ସି,ଏସ୍ଟି ଆଇନ ନେଇ ରାୟ ଆଜି
ନୂଆଦିଲ୍ଲୀ,୧୩-୯:ଅନୁସୂଚିତ ଜାତି/ଜନଜାତି (ଏସ୍ସି/ଏସ୍ଟି) ଆଇନ ସମ୍ପର୍କିତ କେନ୍ଦ୍ର ସରକାରଙ୍କ ରିଭ୍ୟୁ ପିଟିଶନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ରାୟ ପ୍ରଦାନ କରିପାରନ୍ତି। ୨୦୧୮ ମାର୍ଚ୍ଚ ୨୦ରେ ସୁପ୍ରିମକୋର୍ଟ ଉକ୍ତ ଆଇନରେ ଗିରଫଦାରି ବ୍ୟବସ୍ଥାକୁ କୋହଳ କରିଥିଲେ। ରାୟର ପୁନର୍ବିଚାର ଲାଗି କେନ୍ଦ୍ର ସରକାର…
ବିକ୍ରମ ଲ୍ୟାଣ୍ଡିଂ ସାଇଟ୍ର ଫଟୋ ପଠାଇବ ନାସା
ନୂଆଦିଲ୍ଲୀ/ନ୍ୟୁୟର୍କ,୧୩-୯ :ଚନ୍ଦ୍ରୟାନ-୨କୁ ନେଇ ଇସ୍ରୋ ପକ୍ଷରୁ ଅହରହ ପ୍ରୟାସ ଜାରି ରହିଥିବାବେଳେ ଯୋଗଯୋଗ ଲାଗି ପ୍ରସ୍ତୁତି ଚାଲିଛି। ସମୟ ସରିଆସୁଥିବାବେଳେ ନାସା ଏଥିଲାଗି ସହଯୋଗର ହାତ ବଢ଼ାଇଛି। ଲ୍ୟାଣ୍ଡର ବିକ୍ରମ ଲ୍ୟାଣ୍ଡିଂ କରିବା ପୂର୍ବ ଓ ପରର ସ୍ଥିତି ଅନୁଧ୍ୟାନ କରିବା…
ଲଦାଖରେ ଭାରତ-ଚାଇନା ସେନା ମୁହାଁମୁହିଁ
ନୂଆଦିଲ୍ଲୀ,୧୩-୯(ପି.ଟି.):ଲଦାଖରେ ଭାରତ-ଚାଇନା ସେନା ପୁଣି ମୁହାଁମୁହିଁ ହୋଇଛନ୍ତି। ପାଙ୍ଗୋଙ୍ଗ୍ ହ୍ରଦ କୂଳର ଉତ୍ତର ଭାଗରେ ବୁଧବାର ଭାରତୀୟ ଯବାନମାନେ ପାଟ୍ରୋଲିଂ କରୁଥିବାବେଳେ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍ଏ) ସେମାନଙ୍କ ଉପସ୍ଥିତିକୁ ନେଇ ଆପତ୍ତି ଉଠାଇଥିଲା। ଏହାକୁ ନେଇ ଦୁଇ ସେନା…
ବୃଦ୍ଧ ଦମ୍ପତି ହତ୍ୟା ଘଟଣାର ପର୍ଦ୍ଦାଫାଶ: ଝିଅର ପରକୀୟା ପ୍ରୀତି ମା’ବାପାଙ୍କ ଜୀବନ ନେଲା
ପାଟଣା,୧୩।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣିଘାଟି ପଞ୍ଚାୟତ ଗୁଧିରାମ ପଡା ଗ୍ରାମରେ ଗତ ଶନିବାର ବିଳମ୍ବିତ ରାତିରେ ବୃଦ୍ଧ ଦମ୍ପତି ରାମାଇ ମୁଣ୍ଡା ଓ ତାଙ୍କ ସ୍ତ୍ରୀ ଚମ୍ପା ମୁଣ୍ଡାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିଲା ା ଏହି ଘଟଣାର ମୁଖ୍ୟ…
ଏସେଲ ଖଣିରେ ସ୍ଥାନୀୟଙ୍କୁ ଉପେକ୍ଷା: ପରିବହନ ବନ୍ଦ କଲେ ଅଞ୍ଚଳବାସୀ
ଯୋଡ଼ା, ୧୩।୯ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳ ଅନ୍ତର୍ଗତ ଜୁରୁଡିସ୍ଥିତ ଏସେଲ ଖଣିରେ ଖଣିଜ ପରିବହନକୁ ନେଇ କମ୍ପାନୀର ପରିବହନ କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳବାସୀ ବନ୍ଦ କରିଦେଇଥିବା ଜଣାପଡିଛି। ବୁଧବାର ରାତିରେ ଏସେଲ ଖଣିରୁ ବସନ୍ତପୁରସ୍ଥିତ ପ୍ରୋ ମିନେରାଲ ଶିଳ୍ପକୁ ଖଣିଜ…
ସ୍କୁଲ ବ୍ୟାଗ୍ ଓଜନ ଯାଞ୍ଚ ପାଇଁ ସ୍କ୍ବାଡ ଗଠନ ହେଲା
କେନ୍ଦୁଝର, ୧୩ା୯(ସ୍ବ.ପ୍ର.)-ଛୋଟ ପିଲାଙ୍କ ବସ୍ତାନୀ ବୋଝ ହାଲୁକା କରିବା ପାଇଁ ହାଇକୋର୍ଟ ଜାରି କରିଥିବା ନିର୍ଦ୍ଦେଶାବଳୀକୁ କଡାକଡି ଲାଗୁ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି। କେନ୍ଦୁଝର ଜିଲାରେ ସରକାରୀ ଏବଂ ବେସରକାରୀ ସ୍କୁଲରେ…
କୃଷକଙ୍କୁ ମିଳିବ ୩୦୦୦ ପେନ୍ସନ
ରାଞ୍ଚତ୍,୧୩-୯(ପି.ଟି.):କୃଷକ, କ୍ଷୁଦ୍ର ବ୍ୟବସାୟୀ ଓ ଆତ୍ମନିଯୁକ୍ତ ବ୍ୟକ୍ତିମାନଙ୍କ ଲାଗି ବହୁପ୍ରତୀକ୍ଷିତ ପେନ୍ସନ ଯୋଜନାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚତ୍ଠାରେ ଶୁଭାରମ୍ଭ କରିଛନ୍ତି। ‘ପ୍ରଧାନମନ୍ତ୍ରୀ କିଷାନ ମାନ ଧନ ଯୋଜନା’ରେ କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କୁ ୬୦ ବର୍ଷ…
୪୦ ବର୍ଷ ପରେ ଘରକୁ ଫେରିଲେ ଅପୂର୍ବ
ତିହିଡ଼ି, ୧୩।୯ (ଡି.ଏନ.ଏ.) – ଦୀର୍ଘ ୪୦ ବର୍ଷ ପରେ ସେ ଘରକୁ ବାହୁଡ଼ିଛନ୍ତି। ଜନ୍ମମାଟିର ମମତା ତାଙ୍କୁ ଗଁାକୁ ଫେରାଇ ଆଣିଛି ବୋଲି ଗୁରୁବାର ଘରକୁ ଫେରିଥିବା ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ଗୋବିନ୍ଦପୁର ପଞ୍ଚାୟତ କୁଅଁାରଚତର ଗ୍ରାମର…
ଚଣ୍ଡିଖୋଲ ଆରଟିଓ କାର୍ଯ୍ୟାଳୟରେ ଦଲାଲିରାଜ : ଦଲାଲ ମାଧ୍ୟମରେ ନ ଗଲେ ଫର୍ମରେ ହେଉନି ଦସ୍ତଖତ, ସାଧାରଣ ଲୋକ ଫର୍ମ ଡିପୋଜିଟ କଲେ ହେଉଛନ୍ତି ହଇରାଣ
ଚଣ୍ଡିଖୋଲ,୧୩।୯(ଡି.ଏନ.ଏ)- ସେପ୍ଟେମ୍ବର ପହିଲାରୁ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଯାଞ୍ଚ ପ୍ରକ୍ରିୟାକୁ ପରିବହନ ବିଭାଗ ଓ ପୋଲିସ ତ୍ୱରାନ୍ବିତ କରିଥିଲେ। ଏହି ଆଇନରେ ଅଧିକ ପରିମାଣର ଜରିମାନା ଆଦାୟ କରାଯିବାକୁ ନିୟମ ରହିଥିବାରୁ ଏବେ ସମସ୍ତ ଆରଟିଓ…
ଶାଳଚୁଆ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ଥାନାରେ ହୋହଲ୍ଲା
କପ୍ତିପଦା,୧୩ା୯(ଡ଼ି.ଏନ୍.ଏ)- କପ୍ତିପଦା ବ୍ଲକ୍ ଅଧୀନ ଶାଳଚୁଆ ନୂତନ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ନିବାସରେ ରହୁଥିବା ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ମୃତ ଛାତ୍ରୀଙ୍କ ପରିବାର ଲୋକେ ଅଭିଯୋଗ…
ସ୍ବାମୀ ଜୀବିତ ଥାଇ ୧୦ ମହିଳା ପାଉଛନ୍ତି ବିଧବା ଭତ୍ତା
ରାସଗୋବିନ୍ଦପୁର,୧୩-୯ (ଡି.ଏନ୍.ଏ): ବିଭିନ୍ନ ସମୟରେ ଅର୍ଥ ହେରଫେର ଓ ବିଭିନ୍ନ ଅନିୟମିତତା ନେଇ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଚର୍ଚ୍ଚାରେ ରହି ଆସିଥିବା ବେଳେ ଏବେ ଏଥିରେ ଆଉ ଏକ ଫର୍ଦ୍ଦ ଯୋଡି ହୋଇଯାଇଛି। ଏହି ବ୍ଲକର ସାରୁମଳା ପଞ୍ଚାୟତରେ ୧୦…
ସୁନେଇ ଓ କାଳ ବନ୍ଧରୁ ବନ୍ୟା ଜଳ ନିଷ୍କାସନ
କପ୍ତିପଦା,୧୩ା୯(ଡ଼ି.ଏନ୍.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ରେ ଥିବା ସୁନେଇ ଓ କାଳ ମଧ୍ୟମ ଜଳସେଚନ ପ୍ରକଳ୍ପରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଉତ୍ତର ଓଡ଼ିଶାରେ ଆଗକୁ ବର୍ଷା ହେବାର ସୂଚନା ମିଳିବା ପରେ ସୁନେଇ ଡ୍ୟାମ୍ର…
Archives


