Home

ଅବ୍ୟବସ୍ଥାରେ ଗୋଲଗାଁ ବିଦ୍ୟାଳୟ : ୯ ଶ୍ରେଣୀ ଗୃହରୁ ୭ ବିପଦସଙ୍କୁଳ

ନୟାଗଡ଼ ଅଫିସ,୧୩।୯ : ନୟାଗଡ଼ ଜିଲା ରଣପୁର ବ୍ଲକ ସୁଆଁସିଆସାହି ଅଙ୍ଗନୱାଡ଼ି କେନ୍ଦ୍ରରେ ୨୦୧୨ ମସିହା ଜୁଲାଇ ୯ରେ କାନ୍ଥ ଭୁଶୁଡ଼ି ୭ ଜଣ କୋମଳମତି ଶିଶୁଙ୍କ ଜୀବନ ଚାଲିଯାଇଥିଲା। ଏହା ପରେ ପ୍ରଶାସନ ପକ୍ଷରୁ ଅଙ୍ଗନଓ୍ବାଡି କେନ୍ଦ୍ର ଓ ସ୍କୁଲ…

କେନାଲ ଜମିରୁ ଜବରଦଖଲ ହଟିଲା

କପ୍ତିପଦା,୧୩ା୯(ଡି.ଏନ.ଏ)- କପ୍ତିପଦା ବ୍ଲକ୍‌ ଅଧୀନ ସୁନେଇ ଜଳ ସେଚନ ବିଭାଗର କେନାଲ ଜମିରୁ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ପ୍ରଶାସନ ଜବରଦଖଲ ହଟାଇଛି। ଏହି ଜମିକୁ କେତେକ ଲୋକ ଜବରଦଖଲ କରିଥିଲେ। ବାରମ୍ବାର ତାଗିଦ ସତ୍ତ୍ୱେ ମଧ୍ୟ ସେମାନେ ଜମି ଛାଡୁ…

ଜୁନିୟର ମଡେଲ ପ୍ରତ୍ୟାଶା: ଲକ୍ଷ୍ୟ ଆଇଆଇଟି ଇଞ୍ଜିନିୟର, ସଫଳ ମଡେଲ

ବାଲେଶ୍ୱର ଅଫିସ- ବାଲେଶ୍ୱର ସହରର ଝିଅ ପ୍ରତ୍ୟାଶା ପରିଜା। ମାତ୍ର ୧୨ବର୍ଷ ବୟସରୁ ସେ ପାଇସାରିଲେଣି ୭୦ରୁ ଊର୍ଦ୍ଧ୍ୱ ପୁରସ୍କାର। ମଡେଲିଂ ହେଉ କି ଡ୍ୟାନ୍ସ, ଚିତ୍ରାଙ୍କନ, ବକ୍ତୃତା, ରଚନା ସେ ସବୁଥିରେ ନିଜର ପ୍ରତିଭା ଦେଖାଇ ସାରିଛନ୍ତି। ଚଳିତବର୍ଷ ସେ…

ଦିନେ ଥିଲା ସବୁଜ ବନାନୀ, ଆଜି ଶ୍ରୀହୀନ: ବିତିଗଲା ୫ବର୍ଷ, ଲାଗିପାରିଲାନି ଗଛଟିଏ

ଖଇରା, ୧୩।୯-ବାଲେଶ୍ୱର ଜିଲାର ୨ ପ୍ରମୁଖ ବ୍ଲକ ଖଇରା ଓ ସୋରକୁ ସଂଯୋଗ କରୁଥିବା ସୋର-କୁପାରୀ ରାଜ୍ୟ ରାଜପଥର ଦୁଇ ପାର୍ଶ୍ୱରୁ ଗଛ କଟାଯିବାର ୫ ବର୍ଷ ବିତିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଗୋଟିଏ ବି ଗଛ ଲାଗି ପାରିଲାନି। ଦିନେ…

ଟାଇମ୍ସ ହାୟର ଏଜୁକେଶନ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌:ଶ୍ରେଷ୍ଠ ୩୦୦ରେ ଭାରତର ସ୍ଥାନ ନାହିଁ

ନୂଆଦିଲ୍ଲୀ, ୧୩-୯ (ପି.ଟି.):ଉଚ୍ଚଶିକ୍ଷା କ୍ଷେତ୍ରରେ ଭାରତ କେତେ ଆଗୁଆ ତାହା ସଦ୍ୟ ପ୍ରକାଶିତ ଟାଇମ୍ସ ହାୟର ଏଜୁକେଶନ ୟୁନିଭର୍ସିିଟି ର଼୍ୟାଙ୍କିଙ୍ଗ୍‌ରୁ ସ୍ପଷ୍ଟ ବାରିହୋଇ ପଡ଼ୁଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ରିପୋର୍ଟ ଅନୁଯାୟୀ ଶ୍ରେଷ୍ଠ ୩୦୦ ର଼୍ୟାଙ୍କ ମଧ୍ୟରେ ଭାରତର କୌଣସି…

ବୃଦ୍ଧଙ୍କୁ ପିଟି ହତ୍ୟା ମାମଲା : ୩ ଫେରାର୍‌ ଅଭିଯୁକ୍ତ ଗିରଫ

ବିଞ୍ଝାରପୁର,୧୩ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ହଳଦୀଢିହ ଗ୍ରାମପଞ୍ଚାୟତ ଅଣ୍ଢାଳୋଠାରେ ୨୦୧୭ରେ ନଇଆ ନାଳରେ ବେଆଇନ ଆଡିବନ୍ଧକରି ମାଛଧରାକୁ କେନ୍ଦ୍ରକରି ଗଣ୍ଡଗୋଳ ହୋଇଥିଲା। ଏଥିରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିଲା। ଏହି ଘଟଣାର ୨ ବର୍ଷ ପରେ ବୁଧବାର…

ଔଦ୍ୟୋଗିକ ଉତ୍ପାଦନ ହ୍ରାସ:ଖୁଚୁରା ମୁଦ୍ରାସ୍ଫୀତି ବୃଦ୍ଧି

ନୂଆଦିଲ୍ଲୀ,୧୩-୯:ଦେଶ ଆର୍ଥିକ ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ ଔଦ୍ୟୋଗିକ ଉତ୍ପାଦନ ଖୁସି ଆଣିନାହିଁ। ଜୁଲାଇରେ ଔଦ୍ୟୋଗିକ ଉତ୍ପାଦନ ସୂଚକାଙ୍କ(ଆଇଆଇପି) ଅଭିବୃଦ୍ଧି ହାର ୪.୩% ରହିଛି। ଗତବର୍ଷ ଏହି ସମୟରେ ଏହା ୬.୫% ରହିଥିଲା। ସରକାରଙ୍କ ପକ୍ଷରୁ ଜାରି ତଥ୍ୟ ଅନୁଯାୟୀ…

ଖଣି ଅଞ୍ଚଳରେ ଛାତ୍ରୀଛାତ୍ରଙ୍କ ସ୍ବତନ୍ତ୍ର ବସ୍‌ ସେବା ବିପର୍ଯ୍ୟସ୍ତ : ଫିଟ୍‌ନେସ୍‌ ନ ଥିବା ବସ୍‌ରେ କରୁଛନ୍ତି ଯାତ୍ରା

କାଳିଆପାଣି,୧୩ା୯(ଡି.ଏନ୍‌.ଏ.)- ସୁକିନ୍ଦା ଖଣି ଅଞ୍ଚଳରେ କଲେଜ ଛାତ୍ରୀଛାତ୍ରଙ୍କ ଯାତାୟତ ପାଇଁ ଉଦ୍ଦିଷ୍ଟ ସ୍ବତନ୍ତ୍ର ବସ୍‌ ସେବା ବିପର୍ଯ୍ୟସ୍ତ ହୋଇଥିବା ଅଭିଯୋଗ ହୋଇଛି। ଏଠାରେ ଖଣି ମାଲିକଙ୍କ ଅର୍ଥରେ ୩ଟି ବସ୍‌ ଛାତ୍ରୀଛାତ୍ରଙ୍କ ଯାତାୟାତ ପାଇଁ ବ୍ୟବହାର କରାଯାଉଛି। ସେଥିରୁ ଗୋଟିଏର ଫିଟ୍‌ନେସ୍‌…

କୋଟ୍‌ଲା ହେଲା ଅରୁଣ ଜେଟ୍‌ଲୀ ଷ୍ଟାଡିୟମ

ନୂଆଦିଲ୍ଲୀ,୧୩।୯(ପି.ଟି.)- ସ୍ଥାନୀୟ ଫିରୋଜ ଶାହା କୋଟ୍‌ଲା ଷ୍ଟାଡିୟମ ଏବେ ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ପରିଣତ ହୋଇଛି। ଦିଲ୍ଲୀ ଓ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ଗୁରୁବାର ଆନୁଷ୍ଠାନିକ ଭାବେ ଏହି ଷ୍ଟାଡିୟମର ନାମ ପରିବର୍ତ୍ତନ କରିଛି। ଭାଜପା ନେତା ତଥା ପୂର୍ବତନ…

୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୩-୯(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ ଏକ କାରରୁ ପାଖାପାଖି ୩୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ଜଣଙ୍କୁ ଗିରଫ କରିଛି।…

ଇଂଲଣ୍ଡ ୨୭୧/୮

ଲଣ୍ଡନ, ୧୩|୯-ସ୍ଥାନୀୟ କେନିଙ୍ଗଟନ୍‌ ଓଭାଲଠାରେ ୫ମ ଆଶେସ ଟେଷ୍ଟ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏଥିରେ ଟସ୍‌ ଜିତି ଅଷ୍ଟ୍ରେଲିଆ ବୋଲିଂ ନିଷ୍ପତ୍ତି ନେଇଛି। ପ୍ରଥମେ ବ୍ୟାଟିଂ କରିବାକୁ ଯାଇ ଇଂଲଣ୍ଡ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଜୋସ୍‌ ବଟଲର (୬୪*) ଏବଂ…

ମହିଳାଙ୍କ ଉପରେ ବାସନ୍ଦ ଲାଗିବା ପ୍ରସଙ୍ଗ: ଇରାନ ଗସ୍ତ କରିବେ ଫିଫା ପ୍ରତିନିଧି

ଲାଉସାନ୍ନେ,୧୩।୯(ଏଏଫ୍‌ପି): ଇରାନରେ ମହିଳା ପ୍ରଶଂସକଙ୍କ ଫୁଟ୍‌ବଲ ଷ୍ଟାଡିୟମ ମଧ୍ୟକୁ ପ୍ରବେଶକୁ ବାରଣ ରହିଛି। ଏହି ନିୟମରେ ପରିବର୍ତ୍ତନ କରିବା ପାଇଁ ଫିଫା ପକ୍ଷରୁ ପ୍ରତିନିଧି ମଣ୍ଡଳୀ ପଠାଯିବ। ଗତ ସପ୍ତାହରେ ଇରାନିଆନ ମହିଳା ପ୍ରଶଂସକ କୋର୍ଟ ବାହାରେ ନିଆଁ ଲଗାଇ ଆତ୍ମହତ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri