Home

କାଳବୈଶାଖୀ କ୍ଷତିଗ୍ରସ୍ତଙ୍କ ପାଇଁ ୧୯.୬୫ କୋଟି ମଞ୍ଜୁର

ଭୁବନେଶ୍ୱର/ବାରିପଦା,୨୪ା୩ (ରବିନାରାୟଣ ଜେନା,ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଗତ ଶୁକ୍ରବାର କାଳବୈଶାଖୀଜନିତ ଝଡ଼ତୋଫାନ ଓ କୁଆପଥର ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରଭାବିତ ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଦେବା ପ୍ରକ୍ରିୟା ରବିବାର ଆରମ୍ଭ ହୋଇଛି। ପ୍ରାଥମିକ…

ଅନ୍ୟ ଧର୍ମରେ ବିବାହକୁ ୬୧% ଭାରତୀୟଙ୍କ ନାପସନ୍ଦ

ନୂଆଦିଲ୍ଲୀ, ୨୪।୩: ବିବିଧତାର ଦେଶ ହେଉଛି ଭାରତ। ଏଠାରେ ଅନେକ ଧର୍ମ, ଜାତି, ଭାଷାଭାଷୀ ଲୋକମାନେ ଏକାଠି ମିଶି ନିଜ ନିଜ ସଂସ୍କୃତି ଓ ପରମ୍ପରାକୁ ପାଳନ କରିଥାନ୍ତି। ଏହାସତ୍ତ୍ୱେ ଅନ୍ୟ ଧର୍ମ ଏବଂ ଅନ୍ୟ ଜାତିରେ ବିବାହକୁ ଦେଶର ଅର୍ଦ୍ଧାଧିକ…

ପ୍ରଥମ ମ୍ୟାଚ୍‌ରେ ମୁମ୍ବାଇର ପରାଜୟ ଧାରା ଜାରି

ଚେନ୍ନାଇ,୨୩ା୩: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୪ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ପରାସ୍ତ କରିଛନ୍ତି। ୧୫୬ ରନ୍‌ର ଟାର୍ଗେଟକୁ ଚେନ୍ନାଇ ଅଧିନାୟକ ଋତୁରାଜ ଗାଏକ୍ୱାଡ ଏବଂ ରାଚିନ ରବୀନ୍ଦ୍ରଙ୍କ…

ଏପ୍ରିଲ ୨ରେ ଖଡ଼ିଛୁଆଁ: ପ୍ରବେଶ ଉତ୍ସବ ନେଇ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ

କୋରାପୁଟ,୨୩ା୩(ଅମିତାଭ ବେହେରା): ଆସନ୍ତା ଏପ୍ରିଲ ୨ରେ ଆରମ୍ଭ ହେବାକୁ ଥିବା ଖଡ଼ି ଛୁଆଁ ଏବଂ ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ ବଣ୍ଟନ ଆରମ୍ଭ ହୋଇଯାଇଛି। ଚଳିତ ଶିକ୍ଷାବର୍ଷ ଶିଶୁବାଟିକା ଏବଂ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ରକୁ ଅଭିଭାବକମାନଙ୍କୁ…

ଟ୍ରମ୍ପଙ୍କ ମତିଗତି ଦେଖି ବୁଝିଗଲେ ଚାଇନା ପ୍ରଧାନମନ୍ତ୍ରୀ, କହିଲେ ମୁହାଁମୁହିଁ ନୁହେଁ, ଏଣିକି…

ବେଜିଂ,୨୩ା୩: ରବିବାର ଚାଇନା ପ୍ରଧାନମନ୍ତ୍ରୀ ଲି କ୍ୱିଆଙ୍ଗ ଆମେରିକୀୟ ସିନେଟର ଷ୍ଟିଭ୍‌ ଡାଇନ୍ସଙ୍କୁ ଭେଟିଥିଲେ। ବୈଠକରେ ଲି କହିଥିଲେ ଯେ, ବେଜିଂ ଏବଂ ଓ୍ବାଶିଂଟନ ବାଣିଜ୍ୟ ଶୁଳ୍କ ଏବଂ ଅବୈଧ ଫେଣ୍ଟାନିଲ ବାଣିଜ୍ୟକୁ ମୁକାବିଲା କରିବା ପାଇଁ ପ୍ରୟାସକୁ ନେଇ ମୁହାଁମୁହିଁ…

ବାସିଭାତ ଖାଇଲେ ଶରୀରକୁ କ’ଣ ମିଳିଥାଏ? ଜାଣି ରଖନ୍ତୁ…

ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ। ତଥାପି ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି ଏବଂ କେତେ ଦିନ ରଖାଯାଇଛି ତାହା ଉପରେ ନିର୍ଭର କରେ। ଯଦି ଏହାକୁ ସଠିକ୍‌ ଭାବରେ ସଂରକ୍ଷଣ…

ଭୁଲ୍‌ରେ ବି କାହାଠାରୁ ଉଧାର ମାଗି ବ୍ୟବହାର କରନ୍ତୁ ନାହିଁ ଏସବୁ, ହୋଇଯିବେ ଦରିଦ୍ର…

ହିନ୍ଦୁ ଧର୍ମରେ ବାସ୍ତୁ ଶାସ୍ତ୍ରର ବହୁତ ଗୁରୁତ୍ୱ ଅଛି। ବାସ୍ତୁ ଶାସ୍ତ୍ରରେ, କେବଳ ଦିଗନିର୍ଦ୍ଦେଶର ଗୁରୁତ୍ୱକୁ ବିସ୍ତାରିତ ଭାବରେ ବୁଝାଯାଇ ନାହିଁ, ବରଂ ବ୍ୟକ୍ତିର ଦୈନନ୍ଦିନ ଜୀବନକୁ ନେଇ କିଛି ନିୟମ ମଧ୍ୟ କରାଯାଇଛି। ଆମ ସମାଜରେ ଅନେକ ଲୋକଙ୍କର ଏପରି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ମହିଳା ଅସୁରକ୍ଷିତ: ନାରୀ ନିର୍ଯାତନା ବନ୍ଦ ନ ହେଲେ…

କେନ୍ଦୁଝର, ୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ରାଜ୍ୟରେ ମହିଳା ହିଂସା ସୀମା ଟପିଛି ବୋଲି ପିସିସି ମୁଖପାତ୍ର ନିଶିକାନ୍ତ ମିଶ୍ର କହିଛନ୍ତି। କେନ୍ଦୁଝର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ରାଜ୍ୟରେ ବିଜେଡି ୨୪ ବର୍ଷର କୁଶାସନ ପରେ…

ଲିଭ୍‌ଇନ୍‌ରେ ରହିବେ ଅଲି-ଜାସ୍ମିନ  

ମୁମ୍ବାଇ: ଟେଲିପରଦାର ଲୋକପ୍ରିୟ ଯୋଡ଼ିମାନଙ୍କ ମଧ୍ୟରୁ ଅଲି ଗୋନି ଏବଂ ଜାସ୍ମିନ ଭାସିନ ଗୋଟିଏ। ଦୀର୍ଘ ବର୍ଷ ଧରି ରିଲେଶନସିପରେ ରହିବା ପରେ ଏବେ ଦୁହେଁ ବିବାହ କରିବାକୁ ମନ ବଳାଇଛନ୍ତି। ହେଲେ ଏହା ପୂର୍ବରୁ ସେମାନେ ବଡ଼ ନିଷ୍ପତ୍ତି ନେଇ…

ବିଜେଡିକୁ ଭାଜପାର କଡ଼ା ଭର୍ତ୍ସନା: ଆଇନମନ୍ତ୍ରୀ କହିଲେ ଆମକୁ କାହାର…

ଭୁବନେଶ୍ୱର,୨୩ା୩: ମହାନଦୀ ଜଳ ବିବାଦ ନେଇ ବିଜେଡିକୁ କଡ଼ା ଭର୍ତ୍ସନା କରିଛି ଭାଜପା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ବିଜେଡି ଶାସନରେ ଥିଲା ବେଳେ ସମାଧାନ ପାଇଁ ଆଲୋଚନାକୁ ଗଲେନି। ୨୦୧୬ରେ କେନ୍ଦ୍ର ସରକାର ଦୁଇ ରାଜ୍ୟକୁ ଆଲୋଚନାକୁ ଡାକିଥିଲେ। ଥରେ…

୧ ଏପ୍ରିଲରୁ ବଦଳିଯିବ UPS ନିୟମ, ଏବେ ହେବାକୁ ଯାଉଛି ଏହି ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩।୩: ଭାରତ ସରକାରଙ୍କ ଦ୍ୱାରା ୨୦୨୩ ମସିହାରେ ଏକ ଉନ୍ନତ ଏବଂ ସୁବିଧାଜନକ ପେନସନ ବିକଳ୍ପ ଭାବରେ ୟୁନିଭର୍ସାଲ ପେନସନ ଯୋଜନା (UPS) ଆରମ୍ଭ କରାଯାଇଥିଲା। ନିକଟରେ ପେନସନ ପାଣ୍ଠି ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) UPS କାର୍ଯ୍ୟକାରୀ କରିବା…

ଆମେରିକାରେ ଆଉ ଜଣେ ଭାରତୀୟ ବଂଶୋଦ୍ଭବ ଏବଂ ଝିଅଙ୍କୁ ଗୁଳି କରି ହତ୍ୟା, ସନ୍ଦିଗ୍ଧ ଗିରଫ

ଭର୍ଜିନିଆ,୨୩।୩: ଆମେରିକାରେ ପୁଣି ଜଣେ ଭାରତୀୟ ବଂଶୋଦ୍ଭବଙ୍କୁ ଗୁଳି କରି ହତ୍ୟା। ଏକ ଦୋକାନରେ ୫୬ ବର୍ଷୀୟ ପ୍ରଦୀପ କୁମାର ପଟେଲ ଏବଂ ତାଙ୍କ ଝିଅଙ୍କୁ ହତ୍ୟା କରାଯାଇଛି। ଘଟଣାକୁ ନେଇ ଭର୍ଜିନିଆରେ ରହୁଥିବା ଭାରତୀୟ ସମ୍ପ୍ରଦାୟରେ ଶୋକର ଛାୟା ଖେଳିଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri