Home

ଏପ୍ରିଲରୁ ଏସ୍‌ଏମ୍‌ଏସ୍‌ ଦ୍ୱାରା ଜିଏସ୍‌ଟି ରିଟର୍ନ ଫାଇଲିଂ

ନୂଆଦିଲ୍ଲୀ,୩-୧୦: ଆସନ୍ତା ବର୍ଷ ଏପ୍ରିଲରୁ ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ବ୍ୟବସ୍ଥାରେ ଏସ୍‌ ଏମ୍‌ଏସ୍‌ ଦ୍ୱାରା ରିଟର୍ନ ଫାଇଲ କରିହେବ। ନିଲ୍‌ ରିଟର୍ନ କ୍ଷେତ୍ରରେ ଟିକସଦାତା ଏଭଳି ରିଟର୍ନ ଫାଇଲ କରିପାରିବେ। ଏକ ନିର୍ଦ୍ଧାରିତ ନମ୍ବରକୁ ଏସ୍‌ଏମ୍‌ଏସ୍‌ ପଠାଇ ଟିକସଦାତା…

ନିଲାମ ହେବ ରାଜ୍ୟର ୭ ଖଣିଜ ବ୍ଲକ

ନୂଆଦିଲ୍ଲୀ,୩-୧୦: ରାଜ୍ୟର ୭ ଖଣିଜ ବ୍ଲକର ନିଲାମ କରାଯିବ। ଚଳିତ ମାସ ୨୨ଠାରୁ ନଭେମ୍ବର ୧ ମଧ୍ୟରେ ଏହାର ନିଲାମ କାର୍ଯ୍ୟ ଶେଷ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ବ୍ଲକଗୁଡିକରେ ୧୪୮.୦୧୧ ନିୟୁତ ଟନ୍‌ ଖଣିଜ ସମ୍ପଦ ରହିଛି।…

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୧୫୦୦ ମିଟର: ଶ୍ରେଷ୍ଠ ପ୍ରଦର୍ଶନ ସତ୍ତ୍ୱେ ଚିତ୍ରା ବାଦ୍‌

ଦୋହା, ୩।୧୦(ପି.ଟି.)- ଏଠାରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୫୦୦ ମିଟର ରେସ୍‌ର ହିଟ୍‌ରେ ଭାରତର ପି.ୟୁ. ଚିତ୍ରା ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ ହେଁ ଆଗକୁ ବଢ଼ିବାରେ ବିଫଳ ହୋଇଛନ୍ତି। ଏସିଆନ ଚାମ୍ପିୟନ ଚିତ୍ରା ୪:୧୧.୧୦ ସେକେଣ୍ଡ ସମୟ…

କଳାଗ୍ରାମ ‘କୁଞ୍ଜବନଗଡ’ ଲୋକାର୍ପିତ

ଦଶପଲ୍ଲା,୩ା୧୦ (ଡି.ଏନ.ଏ.): ନୟାଗଡ଼ ଜିଲା ଦଶପଲ୍ଲାର କୁଞ୍ଜବନଗଡକୁ ରାଜ୍ୟ ସରକାର ଲୋକକଳା ଗ୍ରାମର ମାନ୍ୟତା ଦେବା ପରେ ବୁଧବାର ଏକ ଉତ୍ସବରେ ଏହା ଆନୁଷ୍ଠାନିକ ଭାବେ ଲୋକାର୍ପିତ ହୋଇଛି। ଉଦ୍‌ଘାଟକ ଭାବେ ସ୍ଥାନୀୟ ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇଥିଲେ। ଜିଲାପାଳ…

ଆବାସ ଗୃହ ବଣ୍ଟନରେ ଅନିୟମିତତା: ଜଣେ ହିତାଧିକାରୀ ହାତୋଉଛନ୍ତି ୨ ଗୃହ

ନୂଆଗାଁ, ୩ା୧୦ (ଡି.ଏନ.ଏ.): ଝାଟିମାଟି ଘରେ ରହୁଥିବା ଲୋକମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କା ଘରଟିଏ ପାଇବା ପାଇଁ ଚାତକ ପରି ଚାହିଁ ରହିଛନ୍ତି। ଏପରିସ୍ଥଳେ ଥରେ ପକ୍କାଘର ପାଇଥିବା ହିତାଧିକାରୀଙ୍କୁ ଆଉ ଥରେ ଆବାସ ଗୃହ ପ୍ରଦାନ କରାଯାଉଛି। ନୟାଗଡ଼…

ଦୀପ୍‌ ଗ୍ରେସ୍‌ ଖେଳିଲେ ୨୦୦ତମ ମ୍ୟାଚ

ନୂଆଦିଲ୍ଲୀ, ୩।୧୦- ଭାରତୀୟ ମହିଳା ହକି ଦଳର ନିର୍ଭରଯୋଗ୍ୟ ଡିଫେଣ୍ଡର ଓଡ଼ିଶାର ଦୀପ୍‌ ଗ୍ରେସ୍‌ ଏକ୍କା ନିଜ କ୍ୟାରିୟରରେ ଆଉ ଏକ ମାଇଲଖୁଣ୍ଟ ସ୍ପର୍ଶ କରିଛନ୍ତି। ବୁଧବାର ସେ ଇଂଲଣ୍ଡର ମାର୍ଲାଓଠାରେ ଗ୍ରେଟ୍‌ ବ୍ରିଟେନ ବିପକ୍ଷରେ ଜୀବନର ୨୦୦ତମ ଅନ୍ତର୍ଜାତୀୟ ମ୍ୟାଚ…

କ୍ରିକେଟ୍‌ ପରାମର୍ଶଦାତା କମିଟିରୁ କପିଳଙ୍କ ଇସ୍ତଫା

ନୂଆଦିଲ୍ଲୀ, ୩।୧୦ (ପି.ଟି.)- ବିଶ୍ୱକପ୍‌ ବିଜୟୀ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ କପିଳ ଦେବ ବୁଧବାର କ୍ରିକେଟ୍‌ ପରାମର୍ଶଦାତା କମିଟି (ସିଏସି)ରୁ ଇସ୍ତଫା ଦେଇଛନ୍ତି। ଦୈତ ସ୍ବାର୍ଥ ମାମଲାରେ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏଥିକ୍ସ ଅଧିକାରୀ ଡି.କେ.…

କାର୍ଯ୍ୟକ୍ଷମ ହେଲା ହଳଦିଆପଦର ବସ୍‌ ଟର୍ମିନାଲ:  ସିଟି ବସ୍‌ଷ୍ଟାଣ୍ଡରୁ ୩ ରୁଟ୍‌ରେ ଚାଲିଲା ୧୦ ସିଟିବସ

ବ୍ରହ୍ମପୁର ଅଫିସ,୩ା୧୦-ଦୀର୍ଘ ୩ ବର୍ଷ ପରେ କାର୍ଯ୍ୟକ୍ଷମ ହେଲା ହଳଦିଆପଦର ବସ୍‌ ଟର୍ମିନାଲ ା ପ୍ରଥମ ପର୍ଯ୍ୟାୟରେ ବ୍ରହ୍ମପୁରରୁ ଅନ୍ୟ ଜିଲାକୁ ଯାତାୟାତ କରୁଥିବା ସମସ୍ତ ଓଏସ୍‌ଆରଟିସି ବସ୍‌ ଟର୍ମିନାଲରୁ ବୁଧବାର ଚଳାଚଳ ଆରମ୍ଭ କରିଛି ା ଦିନରେ ୩ ଟି…

ବଦଳୁନି ଭିତ୍ତିଭୂମି: ଗୋଟିଏ ଗୃହରେ ୫ଶ୍ରେଣୀ

ପଦ୍ମପୁର, ୩।୧୦(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତର କଲ୍ୟାଣପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଗୋଟିଏ କୋଠରିରେ ୫ ଟି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ବସାଇ ପାଠ ପଢାଯାଉଛି। ବାରମ୍ବାର ଦାବି କରାଯିବା ସତ୍ତ୍ୱେ ଭିତ୍ତିଭୂମିର ବିକାଶ ହେଉ ନାହିଁ।…

ସାଇନସ୍‌ରୁ ଦୂରେଇ ରଖେ ଏହି ପତ୍ର ରସ…

ସାଇନସ୍‌ରୁ ମୁକ୍ତି ପାଇବା ପାଇଁ ଆୟୁବେର୍ଦରେ ଅନେକ ପ୍ରକାର ପରାମର୍ଶ ଦିଆଯାଇଥାଏ। ଏହି ରୋଗରେ ତୁଳସୀ ପତ୍ର ସକାଳେ ବାଟି ଏହାର ରସ ପିଇଲେ ସୁଫଳ ମିଳିଥାଏ । ଏହି କ୍ଷେତ୍ରରେ ଧଳା ତୁଳସୀ ତୁଳନାରେ କଳା ତୁଳସୀ ଅଧିକ ଉପଯୋଗୀ…

ମଧୁମେହ ରୋଗୀଙ୍କୁ କ୍ୟାନସର୍‌ ଆଶଙ୍କା ଅଧିକ

ସ୍ବିଡିଶ୍‌ ନ୍ୟାଶନାଲ୍‌ ଡାଇବେଟିସ୍‌ ରେଜିଷ୍ଟର୍‌(ଏନ୍‌ଡିଆର୍‌)ର ଗବେଷକଙ୍କ ଅନୁସାରେ, ମଧୁମେହ ଯୋଗୁ କ୍ୟାନସର୍‌ ଆଶଙ୍କା ବଢ଼ିପାରେ। ମଧୁମେହରେ ପୀଡ଼ିତ ୨୦ ପ୍ରତିଶତ ରୋଗୀଙ୍କୁ କୋଲୋରେକ୍ଟଲ୍‌ କ୍ୟାନସର୍‌ ଏବଂ ୫ ପ୍ରତିଶତ ଲୋକଙ୍କୁ ସ୍ତନ କର୍କଟ ହେବାର ଭୟ ଥାଏ। ଯେଉଁମାନଙ୍କୁ ପ୍ରଥମେ କ୍ୟାନସର୍‌…

ଆଜି ବୟଫ୍ରେଣ୍ଡ୍‌ ଡେ’ : ଜାଣନ୍ତୁ ବଲିଉଡ୍‌ର ସଫଳ ଅଭିନେତାଙ୍କ ବିଫଳ ପ୍ରେମ ସମ୍ପର୍କରେ…

ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଅଭିନେତ୍ରୀ-ଅଭିନେତା ଏକାଠି କାମ କରୁକରୁ କେତେବେଳେ ସେମାନଙ୍କ ମଧ୍ୟରେ ପ୍ରେମ ହୋଇଯାଇଥାଏ। ଏଥିରୁ କିଛି ପ୍ରେମ ସଫଳ ହୋଇଥିବାବେଳେ ଆଉ କିଛି ବିଫଳ ହୋଇଛି। ଅକ୍ଟୋବର ୩ ଅର୍ଥାତ୍‌ ଆଜି ବୟଫ୍ରେଣ୍ଡ୍‌ ଡେ’। ଆଜିର ଏହି ଖାସ୍‌ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?