Home

ସୁନ୍ଦର ବର ପାଇଁ ସେବାୟତ ଘର କୁମାରୀଙ୍କ ନେତ ପୂଜା

ପୁରୀ ଅଫିସ,୨ା୧୦:ବଳିରେ ବଳି ନ କର କଳି… କାଲି ଆଣି ଦେବୀ ସରୁ ଚକୁଳି…ଏହି ଗୀତରେ ବୁଧବାର ଝଙ୍କୁରିତ ହୋଇଥିଲା ମାର୍କଣ୍ଡ ପୁଷ୍କରିଣୀ କୂଳ। ସେବାୟତ ପରିବାରର କୁମାରୀମାନେ ନେତ ବେଶରେ ସଜେଇ ହୋଇ ଏହି ଗୀତ ବୋଲି ହରପାର୍ବତୀଙ୍କୁ ଆରାଧନା…

ଆରମ୍ଭ ହେଲା ‘ମୋ ସରକାର’ ଯୋଜନା: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଥାନା ଓ ଡାକ୍ତରଖାନାରେ ମିଳୁଥିବା ସେବାକୁ ନେଇ ସର୍ବଦା ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ରହୁଛି। ଅନେକ ସମୟରେ ଡାକ୍ତରଖାନା ଓ ଥାନାର କର୍ମଚାରୀମାନେ ଜନସାଧାରଣଙ୍କୁ ହଇରାଣ କରୁଥିବା ଅଭିଯୋଗ ହୋଇ ଆସୁଛି। ଏହି ଦୁଇଟି ବ୍ୟବସ୍ଥାକୁ ସଜାଡିବାକୁ ରାଜ୍ୟ ସରକାର…

କିଙ୍ଗ୍ସ ଇଲେଭେନ ପଞ୍ଜାବ କୋଚ୍‌ ହୋଇପାରନ୍ତି କୁମ୍ବଲେ

ନୂଆଦିଲ୍ଲୀ, ୨।୧୦: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଅନିଲ କୁମ୍ବଲେ ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ କିଙ୍ଗ୍ସ ଇଲେଭେନ ପଞ୍ଜାବ ଦଳର ନୂଆ ମୁଖ୍ୟ କୋଚ୍‌ ହୋଇପାରନ୍ତି। ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ପଞ୍ଜାବ ଦଳର ସହ ମାଲିକ ନେସ୍‌ ଓ୍ବାଡିୟା,…

ଦକ୍ଷିଣ ଆଫ୍ରିକା ଦଳରୁ ପଦାର୍ପଣ କଲେ ଭାରତୀୟ ବଂଶୋଦ୍ଭବ

ବିଶାଖାପାଟଣା,୨।୧୦(ପିଟି): ଭାରତୀୟ ବଂଶୋଦ୍ଭବ ସେନୁରାନ ମୁଥୁସ୍ବାମୀ ବୁଧବାର ଭାରତ ବିପକ୍ଷରେ ଦକ୍ଷିଣ ଆଫ୍ରିକା ଦଳରୁ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରି ସ୍ବପ୍ନ ପୂରା କରିଛନ୍ତି। ୨୫ ବର୍ଷ ତଳେ ବ୍ୟାଟିଂ ଅଲରାଉଣ୍ଡରଙ୍କ ପରିବାର ତାମିଲନାଡୁ ଛାଡ଼ି ଦକ୍ଷିଣ ଆଫ୍ରିକା ଚାଲି ଯାଇଥିଲା।…

ସାପ କାମୁଡ଼ାରେ ମହିଳାଙ୍କ ଜୀବନ ଗଲା

ବଡସାହି,୨ା୧୦(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଧୋବାଧୋବଣୀ ଗ୍ରାମରେ ସାପ କାମୁଡାରେ ଜନୈକା ମହିଳାଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ ସେହି ଗ୍ରାମର ଜିତରାୟ ସିଂଙ୍କ ସ୍ତ୍ରୀ କାଲ (୩୮) । ଏଥିନେଇ ପୋଲିସ ଏକ ଅପମୃତ୍ୟୁ ମାମଲା…

ଗ୍ରୀଲ୍‌ ଭାଙ୍ଗି ଟଙ୍କା, ସୁନା ଲୁଟ୍‌

ରାଇରଙ୍ଗପୁର,୨ା୧୦(ଡି.ଏନ.ଏ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଧୀନ ବିକାଶନଗର ବସ୍ତି ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଗ୍ରୀଲ ଭାଙ୍ଗି ମଙ୍ଗଳବାର ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୪ ହଜାର ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ଗୃହ ମାଲିକ ଛୋଟରାୟ…

ଘଡ଼ଘଡ଼ି ସହ ବର୍ଷା: ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର,୨।୧୦(ଡି.ଏନ.ଏ.): ଭଞ୍ଜନଗର ଅଞ୍ଚଳରେ ବୁଧବାର ଅପରାହ୍ନ ୪ଟାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ବିଶେଷ ଭାବେ ସାଉଥ୍‌କୋର କ୍ଷତି ହୋଇଛି। ଘଡ଼ଘଡ଼ି ଯୋଗୁ କଣ୍ଟେଇପଲ୍ଲୀ ଗ୍ରୀଡ଼ରୁ ଭଞ୍ଜନଗର ଆସିଥିବା ୩୩ କେଭି ଲାଇନର ଏକାଧିକ ଇନ୍‌ସୁଲେଟର ଫୁଟିଯାଇଛି।…

ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ଶପଥ

ପୁରୀ ଅଫିସ, ୨ା୧୦:ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବଲୱନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିରେ ଜିଲା…

ଦୁର୍ନୀତି ଅଭିଯୋଗରେ ଆମରଣ ଅନଶନ

ଚିକିଟି,୨ା୧୦(ଡି.ଏନ.ଏ.): ଚିକିଟି ବ୍ଲକ୍‌ ନୂଆପଡା ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାଯର୍‌ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି ଏହାର ଭିଜିଲାନ୍ସ ତଦନ୍ତ ଦାବି ହୋଇଛି। ଏହାର ତଦନ୍ତ ଦାବିରେ ୧୭ ଜୁଲାଇ ୨୦୧୯ରେ ଉକ୍ତ ଗ୍ରାମର ସୂଚନାଅଧିକାରୀ ହୃଷିକେଶ ନାୟକ ବ୍ଲକ୍‌ ପ୍ରଶାସନ…

ବ୍ୟବହୃତ ରନ୍ଧନ ତୈଳର ପୁନର୍ବ୍ୟବହାର ନେଇ ସଚେତନତା

ପୁରୀ ଅଫିସ,୨ା୧୦: ବ୍ୟବହୃତ ରନ୍ଧନ ତୈଳକୁ ଗରମ କରି ଏହାକୁ ପୁନଃବ୍ୟବହାର କରିବା ପ୍ରାୟ ସମସ୍ତଙ୍କର ଏକ ଅଭ୍ୟାସ। ତେବେ ଏହାଦ୍ୱାରା ଲୋକେ ବିଭିନ୍ନ ପ୍ରକାର ରୋଗର ଶିକାର ହୋଇଥାନ୍ତି। ତେଣୁ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବୁଧବାର ପେଟ୍ରୋଲିୟମ ଏବଂ…

ଜମ୍ମୁ-କଶ୍ମୀରରେ ସନ୍ଦିଗ୍ଧଙ୍କୁ ଦେଖି ଆଲର୍ଟରେ ସୁରକ୍ଷାକର୍ମୀ

ଶ୍ରୀନଗର,୨।୧୦: ଜମ୍ମୁ-କଶ୍ମୀରରେ ଅଶାନ୍ତି ସୃଷ୍ଟି କରିବା ପାଇଁ ଭାରତରେ ଅନୁପ୍ରବେଶ ଲାଗି ଉଦ୍ୟମ ଚଳାଇଛି ପାକିସ୍ତାନ। ବୁଧବାର ଉଧମପୁର ଅଞ୍ଚଳରେ କିଛି ସନ୍ଦିଗ୍ଧଙ୍କୁ ଦେଖିବାକୁ ମିଳିଛି। ଏହାପରେ ସେନା ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେଶନ୍‌କୁ ଜୋରଦାର କରାଯାଇଛି। ତେବେ କେହି…

ହିନ୍ଦୁ ପରାମ୍ପରାରେ ବିବାହ ବନ୍ଧନରେ ବାନ୍ଧି ହେଲେ ଅଷ୍ଟ୍ରେଲିଆ ଦମ୍ପତିି

ଡେରାଡୁନ,୨।୧୦: ବଦ୍ରିନାଥ ଧାମରେ ବୈଦିକ ମନ୍ତ୍ରୋଚ୍ଚାରଣ ସହ ଜଣେ ଅଷ୍ଟ୍ରେଲିଆ ଦମ୍ପତି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଅଷ୍ଟ୍ରେଲିଆର ପର୍ଥ ନିବାସୀ ପାଉଲୋ ଓ କାୟରା ବୁଧବାର ବଦ୍ରିନାଥ ମନ୍ଦିରରେ ହିନ୍ଦୁ ରୀତିନୀତିରେ ବିବାହ କରିଛନ୍ତି। ଏହାପରେ ମନ୍ଦିର ଯାଇ ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?