କେନ୍ଦୁଝର ଜିଲା ହାବିଲଦାର, କନଷ୍ଟେବଳ ସଂଘ ନିର୍ବାଚନ: ଆଜି ଶପଥ ନେବେ ନୂତନ କର୍ମକର୍ତ୍ତା
କେନ୍ଦୁଝର, ୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହାବିଲଦାର, କନଷ୍ଟେବଳ ସଂଘର ନିର୍ବାଚନ ସେପ୍ଟେମ୍ବର ୩୦ ତାରିଖରେ ଅନୁଷ୍ଠିତ ହୋଇଥିଲା। ମଙ୍ଗଳବାର ରାତି ପର୍ଯ୍ୟନ୍ତ ରିଜର୍ଭ ପୋଲିସଠାରେ ଗଣତି ହୋଇଛି। ସଭାପତିଭାବେ ଅନିଲ କୁମାର ଷେଣ୍ଢ, ସମ୍ପାଦକ ଭାବେ କମଳାକାନ୍ତ ସେଠୀ, ଉପସଭାପତି ଭାବେ…
ଅଣ୍ଡା ବ୍ୟବସାୟୀଙ୍କଠାରୁ ଲକ୍ଷାଧିକ ଲୁଟ୍
କେନ୍ଦୁଝର, ୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା କୃଷକ ବଜାର ନିକଟରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଅଣ୍ଡା ବ୍ୟବସାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି। ଲୁଟ୍ର ଶିକାର ବ୍ୟବସାୟୀ ହେଲେ ନିଲମ ସାହୁ। ପ୍ରକାଶ ଯେ, ମଙ୍ଗଳବାର ରାତିରେ ନିଲମ ଦୋକାନ ବନ୍ଦକରି…
ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଏକାଠି ପହଞ୍ଚିଲେ ମୋଦି, କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨।୧୦: ସାରା ଦେଶରେ ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ କରୁଛି। ଏହାସହ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ମଧ୍ୟ ୧୧୬ତମ ଜୟନ୍ତୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟରେ…
ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ: ରୋହିତଙ୍କ ଅର୍ଦ୍ଧଶତକ, ଲଞ୍ଚ୍ ପର୍ଯ୍ୟନ୍ତ ଭାରତ ସ୍କୋର ୯୧/୦
ବିଶାଖାପାଟଣା,୨।୧୦: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟେଷ୍ଟ ବୁଧବାରଠାରୁ ଆରମ୍ଭ ହୋଇଛି। ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ପ୍ରାରମ୍ଭରୁ ରକ୍ଷାତ୍ମକ ଖେଳ ପ୍ରଦର୍ଶନ କରିଛି। ପ୍ରଥମଥର ପାଇଁ ଟେଷ୍ଟରେ ଓପନିଂ କରିବାକୁ ଆସିଥିବା ରୋହିତ…
କଶ୍ମୀର ସମସ୍ୟା ନେଇ ଭାରତ ଉପରେ ଆତଙ୍କବାଦୀ ଆକ୍ରମଣ କରିପାରେ ପାକିସ୍ତାନ: ଆମେରିକା
ଓ୍ବାଶିଂଟନ,୨।୧୦: କଶ୍ମୀର ସମସ୍ୟା ନେଇ ଭାରତ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଆଗାମୀ ଦିନରେ ଏହା ଯୋଗୁ ପାକିସ୍ତାନ ଭାରତ ଉପରେ ଆତଙ୍କବାଦୀ ଆକ୍ରମଣ କରିବାର ଆଶଙ୍କା ରହିଛି ବୋଲି ଆମେରିକା କହିଛି। ଆମେରିକାର ଭାରତ ପ୍ରଶାନ୍ତ ମହାସାଗରୀୟ…
ଜଣଙ୍କ ମୃତଦେହ ନେବା ପାଇଁ ଅଡି ବସିଲେ ୭ ସ୍ତ୍ରୀ
ହରିଦ୍ୱାର,୨।୧୦: ଧର୍ମନଗରୀ ହରିଦ୍ୱାରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତିଙ୍କ ମୃତଦେହ ନେବା ପାଇଁ ଅଡି ବସିଛନ୍ତି ତାଙ୍କ ୭ ସ୍ତ୍ରୀ। ଘଟଣାକୁ ନେଇ ପୋଲିସର ମୁଣ୍ଡବିନ୍ଧା ବଢିଛି। ସୂଚନାଯୋଗ୍ୟ, ରବିବାର ହରିଦ୍ୱାରରେ ପବନ କୁମାର(୪୦) ନାମକ ଜଣେ…
ସଂକଳ୍ପ ଯାତ୍ରାର ଶୁଭାରମ୍ଭ କଲେ ଶାହ: ସ୍ବଚ୍ଛତାକୁ ଜନଆନ୍ଦୋଳନର ରୂପ ଦେଇଛନ୍ତି ମୋଦି
ନୂଆଦିଲ୍ଲୀ,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଦେଶବ୍ୟାପି ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ସେ କହିଛନ୍ତି ଯେ, ମହାତ୍ମାଙ୍କର ସ୍ବଚ୍ଛତା ପ୍ରତି ଆଗ୍ରହଥିଲା। ଭାରତ ସ୍ବାଧୀନତା…
ବିହାର ବନ୍ୟା: ନୀତିଶଙ୍କୁ ଘେରିଲା ଭାଜପା
ପାଟନା,୨।୧୦: ବିହାରରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ନେଇ ଭାଜପା ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଘେରିଛି। ଏନେଇ ଭାଜପା ପକ୍ଷରୁ ସଞ୍ଜୟ ଜାୟସଓ୍ବାଲ୍ କହିଛନ୍ତି ଯେ,ରାଜ୍ୟରେ ପ୍ରଶାସନିକ ଅବହେଳା ଯୋଗୁ ଏଭଳି ସ୍ଥିତି ଉତ୍ପନ୍ନ ହୋଇଛି। ସଞ୍ଜୟ ନିଜର ଫେସବୁକ୍ ପୋଷ୍ଟରେ ଏଭଳି…
ଗାଈ ଗୋବରରୁ ସାବୁନ ତିଆରି: ଦାମ୍ ୧୨୫ ଟଙ୍କା
ନୂଆଦିଲ୍ଲୀ,୨।୧୦: ଭାରତ ସରକାରଙ୍କ ଖଦୀ ଓ ଗ୍ରାମୋଦ୍ୟୋଗ ବିଭାଗ ପକ୍ଷରୁ ଗାଈ ଗୋବରରୁ ସାବୁନ ତିଆରି କରାଯାଇଛି। ଆୟୋଜିତ ଏକ ଉତ୍ସବରେ ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ଏହାର ବଜାର ପ୍ରବେଶ କରାଇଛନ୍ତି। ସାଧାରଣ ସାବୁନର ଦାମ୍ ୩୦-୪୦ ଟଙ୍କା…
ଜମ୍ମୁ-କଶ୍ମୀର: ଗାନ୍ଧୀ ଜୟନ୍ତୀରେ କିଛି ନେତାଙ୍କ ଉପରୁ ହଟିଲା ନଜର ବନ୍ଦୀ
ଶ୍ରୀନଗର,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସୁରକ୍ଷା ଦୃଷ୍ଟିରୁ କେତେକ ରାଜନେତାଙ୍କୁ ନଜର ବନ୍ଦୀ କରାଯାଇଥିଲା। ତେବେ ଏବେ କିଛି ନେତାଙ୍କ ଉପରୁ ଏହାକୁ ଉଠାଇ…
ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା ଏୟାର ଇଣ୍ଡିଆ: ଏ-୩୨୦ ଏୟାର ବସ୍ରେ ଗାନ୍ଧୀଙ୍କ ଛବି
ନୂଆଦିଲ୍ଲୀ,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ଏୟାର ଇଣ୍ଡିଆ ଶ୍ରଦ୍ଧାଞ୍ଜଳି ଦେଇଛି। ଦିଲ୍ଲୀ ସ୍ଥିତ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏହାର ଏୟାର ବସ୍ ଏ-୩୨୦ରେ ଗାନ୍ଧୀଙ୍କ ଛବି ଲଗାଯାଇଛି। ଏ-୩୨୦ ଏୟାର ବସ୍ର ଟେଲ୍ରେ ଗାନ୍ଧୀଙ୍କ ଠିଆ…
ଗାନ୍ଧୀ ଜୟନ୍ତୀରେ ସ୍ବତନ୍ତ୍ର ବାର୍ତ୍ତା ଦେଲେ ସଲମାନ୍: ସୋସିଆଲ୍ ମିଡ଼ିଆରେ ଭାଇରାଲ; ଦେଖିଲେଣି ୮ ଲକ୍ଷରୁ ଅଧିକ
ମୁମ୍ବାଇ,୨।୧୦: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ବଲିଉଡ୍ ଅଭିନେତା ସଲମାନ୍ ଖାଁ ସ୍ବତନ୍ତ୍ର ବାର୍ତ୍ତା ଦେଇଛନ୍ତି। ସେ ସ୍ବଚ୍ଛ ଭାରତ ଅଭିଯାନ ଜାରି ରଖିବା ସହିତ ସମସ୍ତଙ୍କୁ ଫିଟ୍ ରହିବାକୁ ଅନୁରୋଧ କରିଛନ୍ତି। ଏହାର ଭିଡ଼ିଓ…

