ଆକ୍ରମଣ କଲେ ପରିଣାମ ଭୋଗିବ
ଓ୍ବାଶିଂଟନ/ନ୍ୟୁୟର୍କ,୧୨ା୯ (ଏଏଫ୍ପି): ଆତଙ୍କବାଦୀମାନେ ଆମେରିକା ଉପରେ ଆକ୍ରମଣ କଲେ ସାଂଘାତିକ ପରିଣାମ ଭୋଗିବେ। ସେହିପରି ତାଲିବାନ ଉପରେ ସବୁଠୁ ବଡ଼ ଆକ୍ରମଣ କରାଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବୁଧବାର ଚେତାବନୀ ଦେଇଛନ୍ତି। ଠିକ ଅଠର ବର୍ଷ ତଳେ ଆମେରିକା…
ବିଗ୍ବଜାର ପକ୍ଷରୁ ପ୍ଲାଷ୍ଟିକ ସଚେତନତା: ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ ଆରମ୍ଭ
ଭୁବନେଶ୍ୱର,୧୨।୯(ବ୍ୟୁରୋ): ଫ୍ୟୁଚର ଗ୍ରୁପର ରିଟେଲ ଚେନ୍ ବିଗ୍ବଜାର ପକ୍ଷରୁ ଭୁବନେଶ୍ୱରରେ ପ୍ଲାଷ୍ଟିକ ସଚେତନତା କାର୍ଯ୍ୟକ୍ରମ ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ଆରମ୍ଭ ହୋଇଛି। ୟୁନାଇଟେଡ ନେଶନ୍ସ ଡେଭଲପମେଣ୍ଟ ପ୍ରୋଗ୍ରାମ (ୟୁଏନ୍ଡିପି) ଏବଂ ହିନ୍ଦୁସ୍ତାନ କୋକାକୋଲା ବେଭେରେଜସ୍ ପ୍ରାଇଭେଟ ଲିମିଟେଡର ମିଳିତ ସହଯୋଗରେ ରାଜଧାନୀରେ ପ୍ଲାଷ୍ଟିକର…
ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କୁ ଝଟ୍କା: ପାର୍ଲାମେଣ୍ଟ ସ୍ଥଗିତ ବେଆଇନ
ଲଣ୍ଡନ,୧୨ା୯: ବ୍ରେକ୍ଜିଟକୁ ନେଇ ବିବାଦ ଜାରି ରହିଥିବାବେଳେ ବ୍ରିଟେନ ପାର୍ଲାମେଣ୍ଟକୁ ସ୍ଥଗିତ ରଖିବା ବେଆଇନ ବୋଲି ସ୍କଟଲାଣ୍ଡର ସେସନ୍ସ କୋର୍ଟ ବୁଧବାର ଘୋଷଣା କରିବା ପରେ ପ୍ରଧାନମନ୍ତ୍ରୀ ବୋରିସ ଜନ୍ସନଙ୍କୁ ଶକ୍ତ ଝଟ୍କା ଲାଗିଛି। ପାର୍ଲାମେଣ୍ଟ କାର୍ଯ୍ୟରେ ବାଧା ସୃଷ୍ଟି ଉଦ୍ଦେଶ୍ୟରେ…
ରଙ୍ଗମାଟିଆ ଦୀପକ ହତ୍ୟାକାଣ୍ଡ: ୩୬ ଘଣ୍ଟା ପରେ ପୋଲିସ ହାତ ଖାଲି
ଭୁବନେଶ୍ୱର,୧୨।୯(ବ୍ୟୁରୋ): ମଞ୍ଚେଶ୍ୱର ଥାନା ରଙ୍ଗମାଟିଆ ଅଞ୍ଚଳରେ ଦୀପକ ବେହେରା ଓରଫ ଲଣ୍ଡାଙ୍କୁ ମଙ୍ଗଳବାର ରାତିରେ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ଅତି ବୀଭତ୍ସ ଭାବେ ହତ୍ୟା କରିଥିଲେ। ପୁଅକୁ ଉଦ୍ଧାର କରିବାକୁ ଆସିଥିବା ବାପାଙ୍କୁ ଦୁର୍ବୃତ୍ତମାନେ କାବୁ କରି ତାଙ୍କ ଆଖି ଆଗରେ…
୧୭ର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ: ଭୁବନେଶ୍ୱର ସମେତ ୫ ସହର ଅନୁଧ୍ୟାନ
ମୁମ୍ବାଇ, ୧୨।୯(ପି.ଟି.)- ୨୦୨୦ ସେପ୍ଟେମ୍ବର ୨୧ରୁ ଅକ୍ଟୋବର ୪ ପର୍ଯ୍ୟନ୍ତ ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ ଅନୁଷ୍ଠିତ ହେବ। ଏଥିପାଇଁ ବିଶ୍ୱରେ ଫୁଟବଲ ପରିଚାଳନାର ସର୍ବୋଚ୍ଚ ସଂସ୍ଥା ଫିଫା ପକ୍ଷରୁ ଭୁବନେଶ୍ୱର ସମେତ ମୋଟ ୫ଟି ସହରକୁ ଅନୁଧ୍ୟାନ…
ରାଜ୍ୟ ସଭା ସଦସ୍ୟଙ୍କ ଆୟକୁ ନେଇ ଏଡିଆର୍ ରିପୋର୍ଟ: ଶେୟାରରୁ ମିଳୁଛି କୋଟି କୋଟି ଟଙ୍କା
ନୂଆଦିଲ୍ଲୀ, ୧୨ା୯ (ପି.ଟି.): ରାଜ୍ୟ ସଭା ସଦସ୍ୟମାନେ ବେଳେବେଳେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରି ସିଧା ପାର୍ଲାମେଣ୍ଟକୁ ଯାଇଥାନ୍ତି। ଏମିତିକି ରାଜନୈତିକ ସ୍ବାର୍ଥସାଧନ ଲାଗି ଏହି ଆସନ ବିକ୍ରି ମଧ୍ୟ କରାଯାଉଥିବା ଅଭିଯୋଗ ହୋଇଛି। ପାର୍ଲାମେଣ୍ଟକୁ ଆସିବା ପରେ ଏହି ସଦସ୍ୟଙ୍କ…
ମାନ୍ଦାବସ୍ଥା ସତ୍ତ୍ୱେ ବୋନସ ଦେବେ କମ୍ପାନୀ
ନୂଆଦିଲ୍ଲୀ/କୋଲକାତା,୧୨-୯: ଆର୍ଥିକ ମାନ୍ଦାବସ୍ଥା କାରଣରୁ କମ୍ପାନୀଗୁଡ଼ିକ ନିଜ କର୍ମଚାରୀଙ୍କୁ ପାର୍ବଣ ବୋନସ୍ ଦେବେ। ସେମାନେ ଏହାକୁ ବନ୍ଦ ଅଥବା ବିଳମ୍ବ କରିବେ ନାହିଁ ବୋଲି ଜଣାପଡିଛି। ଫଳରେ କଞ୍ଜ୍ୟୁମର ଗୁଡ଼୍ସ ଏବଂ ରିଟେଲର କମ୍ପାନୀ ସ୍ବସ୍ତିର ନିଃଶ୍ୱାସ ମାରୁଛନ୍ତି। ଏହାଦ୍ୱାରା ଗ୍ରାହକଙ୍କ…
ଗଙ୍ଗାଧର ମେହେର ପ୍ରତିଷ୍ଠାନର ନୂଅଁ।ଖାଇ ଭେଟ୍ଘାଟ
ଭୁବନେଶ୍ୱର,୧୨।୯(ବ୍ୟୁରୋ): ଗଙ୍ଗାଧର ମେହେର ପ୍ରତିଷ୍ଠାନ ଓ ଇନ୍ଟାକର ମିଳିତ ଆନୁକୂଲ୍ୟରେ ବୁଧବାର ସ୍ଥାନୀୟ ବୁଦ୍ଧମନ୍ଦିରଠାରେ ନୂଅଁାଖାଇ ଭେଟ୍ଘାଟ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଇନ୍ଟାକର ଅଧ୍ୟକ୍ଷ ଅମିୟ ଭୂଷଣ ତ୍ରିପାଠୀ, ସମ୍ମାନିତ ଅତିଥି ଭାବେ ସଂସ୍କୃତି ବିଶ୍ୱବିଦ୍ୟାଳୟ କୁଳପତି ନରେନ୍ଦ୍ର…
ରାତୁଲଙ୍କ ଇଡି ରିମାଣ୍ଡ ୫ ଦିନ ବଢ଼ିଲା
ନୂଆଦିଲ୍ଲୀ,୧୨ା୯(ପି.ଟି.): ଅଗୁସ୍ତା ଓ୍ବେଷ୍ଟଲାଣ୍ଡ ହେଲିକପ୍ଟର କିଣା ଦୁର୍ନୀତି ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କ ଇଡି ହାଜତ ମିଆଦକୁ ଦିଲ୍ଲୀର ଏକ ଅଦାଲତ ବୁଧବାର ଆଉ ୫ ଦିନ ବୃଦ୍ଧି କରିଛନ୍ତି। ଗତ ୪…
ବ୍ୟାଗ୍ ଓଜନ ଯାଞ୍ଚ କଲେ ସ୍ବତନ୍ତ୍ର ସ୍କ୍ବାଡ୍
ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜଧାନୀର ବିଭିନ୍ନ ସ୍କୁଲରେ ବୁଧବାର ସ୍ବତନ୍ତ୍ର ସ୍କ୍ବାଡ୍ ପକ୍ଷରୁ ଅଚାନକ ପରିଦର୍ଶନ ହୋଇଥିଲା। ସ୍କୁଲ ବ୍ୟାଗ୍ ଓଜନ ତଦାରଖ ପାଇଁ ଖୋର୍ଦ୍ଧା ଜିଲାପାଳଙ୍କ ନେତୃତ୍ୱରେ ଗଠିତ ହୋଇଥିବା ଏହି ସ୍କ୍ବାଡ୍ ସ୍କୁଲ ଯାଇ ପିଲାମାନଙ୍କ ବ୍ୟାଗ୍ ଯାଞ୍ଚ କରିଥିଲେ। ଜିଲା…
‘ମୋ ସରକାର’ ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତି: ଏତଲାକାରୀଙ୍କଠାରୁ ରିପୋର୍ଟ ନେଲେ କମିଶନର
ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟ ସରକାର ଅକ୍ଟୋବର ୨ରୁ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛନ୍ତି। ଏହି କାର୍ଯ୍ୟକ୍ରମରେ ସବୁ ଜିଲାରେ ରହିଥିବା ଥାନା ଓ ମେଡିକାଲକୁ ଆସୁଥିବା ଜନସାଧାରଣଙ୍କ ସହ ଫୋନ ଜରିଆରେ ମୁଖ୍ୟମନ୍ତ୍ରୀ କଥାହୋଇ ସମସ୍ୟା ସମ୍ପର୍କରେ ଅବଗତ ହେବେ।…
‘ନ୍ୟାୟ କିଣାଯାଇପାରିବନି’
ନୂଆଦିଲ୍ଲୀ,୧୨ା୯(ପି.ଟି.): ନ୍ୟାୟକୁ ଏଭଳି ଢଙ୍ଗରେ କିଣାଯାଇପାରିବ ନାହିଁ ବୋଲି ବୁଧବାର ଭିଭିଆଇପି ହେଲିକପ୍ଟର ଦୁର୍ନୀତି ମାମଲାର ଶୁଣାଣି ବେଳେ ଉତ୍ତେଜିତ ସୁପ୍ରିମକୋର୍ଟ ଖଣ୍ଡପୀଠ କହିଛନ୍ତି। କଳାଧନ ଆଇନ ସମ୍ପର୍କିତ ଏକ ମାମଲାରେ ଖଣ୍ଡପୀଠ ଅଭିଯୁକ୍ତ ଗୌତମ ଖୈତାନଙ୍କ ଉପରେ ବର୍ଷିଥିଲେ। ୨୦୧୬ର…
Archives


