ପ୍ରଫେସର ସୁନୀଲ ଷଡ଼ଙ୍ଗୀ ପାଇବେ ବିଶ୍ୱେଶ୍ୱରାୟା ସମ୍ମାନ
କଟକ ଅଫିସ, ୧୨।୯: ଏନ୍ଆଇଟି ରାଉରକେଲାର ପ୍ରାକ୍ତନ ନିର୍ଦ୍ଦେଶକ ତଥା ଖାତନାମା ଇଞ୍ଜିନିୟର ପ୍ରଫେସର ସୁନୀଲ କୁମାର ଷଡଙ୍ଗୀ ଚଳିତବର୍ଷର ଜାତୀୟସ୍ତରୀୟ ମର୍ଯ୍ୟାଦାଜନକ ବିଶ୍ୱେଶ୍ୱରାୟା ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେ ଆଇଆଇଟି ଖଡ଼ଗପୁରରୁ ମେକାନିକାଲ ଇଞ୍ଜିନିୟରିଂରେ ଅନର୍ସ ସହିତ…
ଆସାମରେ ୧୩ ହଜାର କୋଟି ନିବେଶ କରିବ ଓଏନ୍ଜିସି
ନୂଆଦିଲ୍ଲୀ,୧୨-୯: ତୈଳ ଏବଂ ପ୍ରାକୃତିକ ବାଷ୍ପ ନିଗମ(ଓଏନ୍ଜିସି) ଆସାମରେ ୧୩ ହଜାର କୋଟି ଟଙ୍କା ନିବେଶ କରିବ। ଏହି ଅର୍ଥରେ କମ୍ପାନୀ ଆସନ୍ତା ୫ ବର୍ଷରେ ରାଜ୍ୟରେ ୨୨୦ ତୈଳ କୂପ ଖୋଳିବ। କମ୍ପାନୀ ପକ୍ଷରୁ ବୁଧବାର ଏ ସମ୍ପର୍କରେ ଉଲ୍ଲେଖ…
କୋମାରେ ପ୍ରି-ପେଡ୍, ପିଙ୍କ୍ ଅଟୋ ସେବା
ଭୁବନେଶ୍ୱର, ୧୨।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଆସିବା ପରେ ଏବେ ଲୋକଙ୍କ ପ୍ରଥମ ପସନ୍ଦ ପାଲିଟିଛି ପବ୍ଲିକ୍ ଟ୍ରାନ୍ସପୋର୍ଟ ବା ସାଧାରଣ ପରିବହନ ବ୍ୟବସ୍ଥା। ନିଜ ଗାଡ଼ି ଧରି ଯିବା ଅପେକ୍ଷା ଲୋକେ ବସ୍ କିମ୍ବା ଅଟୋ ଭଳି ପବ୍ଲିକ୍…
୩୦ ତାଲିବାନ ଆତଙ୍କବାଦୀ ନିହତ
କାବୁଲ,୧୨ା୯(ଆଇଏଏନ୍ଏସ୍): ଆଫଗାନିସ୍ତାନର ଟଖର ପ୍ରଦେଶରେ ଆକାଶମାର୍ଗରୁ ଗ୍ରେନେଡ୍ ମାଡ଼ରେ ୩୦ ତାଲିବାନ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହ ଅନ୍ୟ ୩୦ ଆତଙ୍କବାଦୀ ଆହତ ହୋଇଥିବା ଗୋଇନ୍ଦା ସୂଚନା ମିଳିଛି। ଆଫ୍ଗାନ ସଶସ୍ତ୍ର ବଳ ରକେଟ୍ ଗ୍ରେନେଡ୍ରେ ଆକାଶମାର୍ଗରୁ ଆତଙ୍କବାଦୀଙ୍କୁ ଟାର୍ଗେଟ କରିଥିଲେ।…
ଗାନ୍ଧୀ ଜୟନ୍ତୀରୁ ପ୍ଲାଷ୍ଟିକ ମୁକ୍ତ ହେବ ରେଳପଥ
ଭୁବନେଶ୍ୱର,୧୨।୯(ବ୍ୟୁରୋ): ପୂର୍ବତଟ ରେଳପଥକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ କରିବାକୁ ବୁଧବାର ମହାପ୍ରବନ୍ଧକ ବିଦ୍ୟା ଭୂଷଣ ରେଳସଦନରେ ସମସ୍ତ କର୍ମଚାରୀମାନଙ୍କୁ ଶପଥ ଗ୍ରହଣ କରାଇଛନ୍ତି। ପୂର୍ବରୁ ରେଳ ମନ୍ତ୍ରାଳୟ ପକ୍ଷରୁ ଟ୍ରେନ, ଷ୍ଟେଶନ ଓ କାର୍ଯ୍ୟାଳୟ ପରିସରରେ ଏକକ ବ୍ୟବହୃତ ପ୍ଲାଷ୍ଟିକ…
ପ୍ରଥମ ଅନ୍ଅଫିସିଆଲ ଟେଷ୍ଟ: ବୃହତ୍ ବିଜୟର ନିକଟତର ଭାରତ ଏ’
ଥିରୁଭାନନ୍ତପୁରମ,୧୨।୯(ପି.ଟି.)- ସ୍ଥାନୀୟ ଗ୍ରୀନ୍ ଫିଲ୍ଡ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷ ପ୍ରଥମ ଅନ୍ ଅଫିସିଆଲ ଟେଷ୍ଟ ମ୍ୟାଚ୍ରେ ଘରୋଇ ଭାରତ ଏ’ ବୃହତ୍ ବିଜୟର ନିକଟତର ହୋଇଛି। ତୃତୀୟ ଦିନର ଖେଳ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଥିଲେ…
ଏଲ୍ଓସିରେ ପାକ୍ ସେନାର ଏଫ୍ଏମ୍ ଟ୍ରାନ୍ସମିଶନ ଷ୍ଟେଶନ: ଆତଙ୍କବାଦୀଙ୍କ ସହ କୋଡ୍ରେ ଯୋଗସୂତ୍ର
ନୂଆଦିଲ୍ଲୀ,୧୨ା୯(ଆଇଏଏନ୍ଏସ୍): ଜମ୍ମୁ-କଶ୍ମୀରରେ ଆକ୍ରମଣ ଘଟାଇ ଅସ୍ଥିରତା ସୃଷ୍ଟି ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ପାକିସ୍ତାନୀ ସେନା ଉପତ୍ୟକାରେ ଥିବା ଆତଙ୍କବାଦୀମାନଙ୍କୁ ଏଥିଲାଗି ଉସୁକାଉଛି। ସେମାନଙ୍କ ସହ ଯୋଗାଯୋଗର ମାଧ୍ୟମ ଭାବେ ଏଫ୍ଏମ୍ ଟ୍ରାନ୍ସମିଶନର କୋଡ୍କୁ ବ୍ୟବହାର କରୁଛି। ଭାରତୀୟ ଗୋଇନ୍ଦା…
ଉନ୍ନାଓ ମାମଲା: ଏମ୍ସରେ ଶୁଣାଣି
ନୂଆଦିଲ୍ଲୀ,୧୨ା୯ (ପି.ଟି./ଆଇଏଏନ୍ଏସ୍): ଉନ୍ନାଓ ପୀଡ଼ିତା ଚିକିତ୍ସିତ ହେଉଥିବା ନୂଆଦିଲ୍ଲୀର ଏମ୍ସରେ ବୁଧବାର ‘ଇନ୍ କ୍ୟାମେରା’ ପ୍ରୋସିଡିଂ ଆରମ୍ଭ ହୋଇଛି। ବଳାତ୍କାର ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ସେଠାରେ ଏକ ଅସ୍ଥାୟୀ କୋର୍ଟ ପ୍ରତିଷ୍ଠା କରାଯାଇଛି। ଏମ୍ସର ଆପେକ୍ସ ଟ୍ରମା ସେଣ୍ଟରରେ ଜିଲା…
ଗୁରୁଙ୍କ ଗୁରୁ ଥିଲେ କେଳୁଚରଣ
ଭୁବନେଶ୍ୱର ୧୨।୯(ବ୍ୟୁରୋ): ଗୁରୁ କେଳୁଚରଣ ମହାପାତ୍ର କେବଳ ଓଡ଼ିଶାର ନୁହେଁ, ଭାରତର ସାଂସ୍କୃତିକ ପରିମଣ୍ଡଳର ଜଣେ ପ୍ରଭାବବନ୍ତ ବ୍ୟକ୍ତିତ୍ୱ ଥିଲେ। ସେ ଗୁରୁ ନଥିଲେ, ସେ ଥିଲେ ଗୁରୁମାନଙ୍କ ଗୁରୁ। ଗୁରୁଜୀ ନିଜର ଯେତିକି ଶିଷ୍ୟ ସୃଷ୍ଟି କରିଯାଇଛନ୍ତି ଆଜି ସେମାନେ…
ପିଛା ଛାଡ଼ୁନି ମାନ୍ଦାବସ୍ଥା; ଅଗଷ୍ଟରେ ଟାଟା ମୋଟର୍ସ ବିକ୍ରି ୩୨% ହ୍ରାସ
ନୂଆଦିଲ୍ଲୀ,୧୨-୯: ଅଟୋ ସେକ୍ଟରକୁ ମାନ୍ଦାବସ୍ଥା ପିଛା ଛାଡ଼ୁନି। ଫଳସ୍ବରୂପ ଗାଡି ବିକ୍ରି କ୍ରମାଗତ ହ୍ରାସ ହୋଇଚାଲିଛି। ଅଗଷ୍ଟରେ ଟାଟା ମୋଟର୍ସର ବିଶ୍ୱ ସ୍ତରରେ ବିକ୍ରି ୩୨% ହ୍ରାସ ପାଇ ୭୨,୪୬୪ ୟୁନିଟରେ ପହଞ୍ଚତ୍ୟାଇଛି। କମ୍ପାନୀ ପକ୍ଷରୁ ଜାରି ବିବୃତି ଅନୁଯାୟୀ, ଟାଟା…
ଟ୍ରାଫିକ ନିୟମ ବଦଳାଇଲେ ରାଜ୍ୟ ଦାୟୀ: ‘ଟଙ୍କା ନୁହେଁ ଜୀବନ ବଞ୍ଚାଇବା ଉଦ୍ଦେଶ୍ୟ’
ନୂଆଦିଲ୍ଲୀ,୧୨ା୯: ଟ୍ରାଫିକ୍ ନିୟମ ଉଲ୍ଲଂଘନ ପାଇଁ ଧାର୍ଯ୍ୟ ଜରିମାନା ରାଶିକୁ ହ୍ରାସ କରାଇବାକୁ ଉଦ୍ୟମ କରୁଥିବା ରାଜ୍ୟ ଏହାର ପରିଣାମ ପାଇଁ ଦାୟୀ ରହିବେ ବୋଲି କେନ୍ଦ୍ର ପରିବହନ ମନ୍ତ୍ରୀ ନୀତୀନ ଗଡକରୀ ବୁଧବାର କହିଛନ୍ତି। ପାର୍ଲାମେଣ୍ଟ ସଂଶୋଧିତ ମୋଟରଯାନ ଆଇନକୁ…
ସ୍ବଚ୍ଛ ଭାରତ ମିଶନ ବାଟ୍ବନା: ୩ ମାସେ ଭୁଷ୍ଲି ଗଲା ପାଏଖାନା
ଅତାବିରା, ୧୨।୯ (ଡି.ଏନ୍.ଏ.): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍ ଉଦେପୁର ଆର ଦେଶଭଟିଲି ଗାଁରେ ସ୍ବଚ୍ଛ ଭାରତ ଯୋଜନା ବାଟ୍ବନା ହେଇଛେ। ଉଦେପୁର ଗାଁର କର୍ପୂର ମିର୍ଦ୍ଧା ଆର ତାକର ପୁଓ ଦୟା ମିର୍ଦ୍ଧାକଁର ପାଏଖାନା ତିଆରି କାମ୍…
Archives


