Home

ଭାରତୀୟ ଅଭିନେତ୍ରୀଙ୍କୁ ଅପହରଣ କରିନେଇ ବିବାହ କରିବାକୁ ଚାହୁଁଥିଲେ ଏହି କ୍ରିକେଟର୍‌

ବଲିଉଡ ଏବଂ କ୍ରିକେଟରଙ୍କ ପ୍ରେମ ସମ୍ପର୍କ ବହୁ ପୁରୁଣା। ବହୁ ପୁରୁଖା କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ପ୍ରେମ ଓ ବିବାହ କରିବା ଖବର ସର୍ବଦା ଚର୍ଚ୍ଚାରେ ଥାଏ। ହେଲେ ବିଦେଶୀ କ୍ରିକେଟର ଭାରତୀୟ ଅଭିନେତ୍ରୀଙ୍କ ପଛରେ ପଡିବା କମ୍‌ ଦେଖାଯାଏ। ସେମିତି…

ଲୋକୋମୋଟିଭ୍‌ କାରଖାନାରେ ବିସ୍ଫୋରଣ

କାନପୁର,୧୩।୮: ଉତ୍ତରପ୍ରଦେଶ କାନପୁରଠାରେ ଥିବା ଲୋକୋମୋଟିଭ୍‌ କାରଖାନାରେ ମଙ୍ଗଳବାର ପ୍ରଚଣ୍ଡ ବିସ୍ଫୋରଣ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବେଦ୍‌ ସାସୋମେକାନିକା ପ୍ରାଇଭେଟ୍‌ ଲିମିଟେଡ୍‌ରେ…

ଟ୍ରାକ୍‌ରେ ପାଣି: ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌ ବାତିଲ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ହେଉଛି। ଟ୍ରେନ୍‌ ଲାଇନ୍‌ରେ ପାଣି ଚାଲିବାରୁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଫଳରେ ମଙ୍ଗଳବାର ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌କୁ ବାତିଲ କରାଯାଇଛି। ସମ୍ବଲପୁର ଓ ଟିଟିଲାଗଡ଼ ମଧ୍ୟରେ ଟ୍ରାକ୍‌ରେ ପାଣି…

୧୪ ବର୍ଷ ପରେ ଫେସବୁକ୍‌ରେ ଭାଇକୁ ପାଇଲେ ଭଉଣୀ

ଗାଜିଆବାଦ୍‌, ୧୩।୮: ଫେସବୁକ୍‌ ସହାୟତାରେ ୧୪ବର୍ଷ ପରେ ଭାଇକୁ ଖୋଜି ପାଇଛନ୍ତି ଭଉଣୀ। ଉତ୍ତର ପ୍ରଦେଶର ଗାଜିଆବାଦ୍‌ରେ ଘଟିଛି ଏଭଳି ଘଟଣା। ୨୦୦୫ରେ ଏଠାରେ ଜଣେ ମହିଳା ୧୧ ବର୍ଷ ପୁଅ ଅଭିଷେକ ଏବଂ ନିଜ ସ୍ବାମୀଙ୍କୁ ଛାଡି ୩ ବର୍ଷର…

ଆସାମ ଏନ୍‌ଆର୍‌ସି: କେନ୍ଦ୍ର ସରକାରଙ୍କ ଆବେଦନ ଖାରଜ କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୩।୮: ଆସାମ ଏନ୍‌ଆର୍‌ସି ମାମଲାରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କ ଆବେଦନକୁ ଖାରଜ କରିଛନ୍ତି। ଏହାର ପୁନଃ ଯାଞ୍ଚ୍‌ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆବେଦନ କରାଯାଇଥିଲା। ତେବେ ଏହାକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ପୂର୍ବରୁ ଏଥିପାଇଁ ଧାର୍ଯ୍ୟ…

ବର୍ଷା ଅଘଟଣରେ ୮ ମୃତ: ଏସ୍‌ଆର୍‌ସି

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ରାଜ୍ୟରେ ବର୍ଷା ଓ ବନ୍ୟା ଜନିତ ଅଘଟଣରେ ବର୍ତ୍ତମାନ ପର୍ଯ୍ୟନ ମୋଟ ୮ ଜଣଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଆୟୋଜିତ ଏକ ସ୍ବତନ୍ତ୍ର ଖବରଦାତା ସମ୍ମିଳନୀରେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି। ତାଙ୍କ ସୂଚନା…

କଶ୍ମୀରକୁ ନେଇ ମଧ୍ୟସ୍ଥତା କରିବନି ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୩।୮: କଶ୍ମୀର ମାମଲାକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ନାହିଁ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିବା ପ୍ରକାଶ କରିଛନ୍ତି ଭାରତର ଜଣେ ବରିଷ୍ଠ କୁଟନୀତିଜ୍ଞ। ଦ୍ୱିପାକ୍ଷିକ ଭାବେ ଉଭୟ ଦେଶ ଏହାର ସମାଧାନ କରନ୍ତୁ ବୋଲି…

ଆତ୍ମହତ୍ୟା ପାଇଁ ଗିଳିଥିଲେ ଟୁଥ୍‌ବ୍ରସ୍‌: ୨୦ ବର୍ଷ ପରେ ଅପରେଶନ୍‌ରେ ବାହାରିଲା

ବେଜିଂ,୧୩।୮: ଚାଇନାରେ ଜଣେ ବ୍ୟକ୍ତିଙ୍କ ପେଟରୁ ଏକ ଟୁଥ୍‌ବ୍ରସ୍‌ ବାହାର କରାଯାଇଛି। ପେଟରେ ଲଗାତାର ଯନ୍ତ୍ରଣା ହେବାରୁ ଡାକ୍ତର ଅପରେଶନ କରି ଏହାକୁ ବାର କରିଛନ୍ତି। ସ୍ଥାନୀୟ ଡୁଆଙ୍ଗ୍‌ଡୋଙ୍ଗ୍‌ ପ୍ରଦେଶର ଶେନ୍‌ଜେନ୍‌ ଅଞ୍ଚଳରେ ୫୧ ବୟସ୍କ ଲି ଙ୍କୁ ଚିକିତ୍ସା ପାଇଁ…

ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ଜିଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ଜିଲାଗୁଡ଼ିକ…

ଏହି ପଦବୀ ହାତେଇବାକୁ ଚାହୁଁଛନ୍ତି ସେହଓ୍ବାଗ୍‌

ନୂଆଦିଲ୍ଲୀ, ୧୩।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହଓ୍ବାଗ୍‌ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ବେଳେବେଳେ ମଜାକିଆ ପୋଷ୍ଟ କରି ସେ ବେଶ୍‌ ଚର୍ଚ୍ଚାରେ ଥାନ୍ତି। ନିକଟରେ ସେ ଏକ ଟୁଇଟ କରି ଚୟନକର୍ତ୍ତା ହେବାକୁ ଇଚ୍ଛା…

ଦିଲ୍ଲୀ ଗାନ୍ଧିନଗର ମାର୍କେଟରେ ନିଆଁ

ନୂଆଦିଲ୍ଲୀ,୧୩।୮: ମଙ୍ଗଳବାର ସକାଳେ ଦିଲ୍ଲୀର ଗାନ୍ଧିନଗର ମାର୍କେଟରେ ଭିଷଣ ନିଆଁ ଲାଗିଛି। ଏହାକୁ ଲିଭାଇବା ପାଇଁ ୨୧ଟି ଦମକଳ ନିୟୋଜିତ ଥିବା ସୂଚନା ମିଳିଛି। ଏପର୍ଯ୍ୟନ୍ତ ଏଥିରେ କେହି ମୃତାହତ ହୋଇ ଥିବା ସୂଚନା ମିଳି ନ ଥିବା ବେଳେ କ୍ଷୟକ୍ଷତିର…

୨୭ ହଜାର ଯବାନ ହେବେ ଛଟେଇ

ନୂଆଦିଲ୍ଲୀ,୧୩।୮: ଭାରତୀୟ ସେନାର ୨୭ ହଜାର ଯବାନଙ୍କୁ ଛଟେଇ କରାଯିବ। ଏହାଦ୍ୱାରା ୧୬ ଶହ କୋଟି ଟଙ୍କା ସଞ୍ଚୟ ହେବ ବୋଲି ସେନା ପକ୍ଷରୁ ସୂଚନା ଦିଆଯାଇଛି। ସମ୍ପ୍ରତି ସେନାରେ ୧୨.୫ ଲକ୍ଷ କର୍ମଚାରୀ କାର୍ଯ୍ୟ କରୁଛନ୍ତି। ସେମାନଙ୍କ ମଧ୍ୟରେ ୪୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri