ଟ୍ରାକ୍ ଏସିଆ କପ୍ : ସାଇକ୍ଲିଂ ଜାତୀୟ ରେକର୍ଡ ସହ ବ୍ରୋଞ୍ଜ ଜିତିଲେ ସ୍ବସ୍ତି
କଟକ ଅଫିସ, ୧୨ା୯- ଓଡ଼ିଶାର ସ୍ବସ୍ତି ସିଂ ଟ୍ରାକ୍ ଏସିଆ ଅନ୍ତର୍ଜାତୀୟ ସାଇକ୍ଲିଂ ପ୍ରତିଯୋଗିତାରେ ନୂଆ ଜାତୀୟ ରେକର୍ଡ଼ ପ୍ରତିଷ୍ଠା କରିବା ସହ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇନ୍ଡୋର ଷ୍ଟାଡ଼ିୟମରେ ଅନୁଷ୍ଠିତ ଏହି ପ୍ରତିଯୋଗିତାର…
ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ଡାଲଚିନି ମିଶା କ୍ଷୀର
ଔଷଧୀୟ ଗୁଣରେ ଭରପୂର୍ ଡାଲଚିନ୍। ଅନେକ ପ୍ରକାର ରୋଗର ରାମବାଣ ଔଷଧ ଭାବେ ଏହା ପରିଚିତ। କ୍ଷୀରରେ ସାମାନ୍ୟ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଶରୀରକୁ ଦ୍ୱିଗୁଣା ଫାଇଦା ମିଳିଥାଏ। ଏମିତିରେ ତ କ୍ଷୀର ପୋଷଣରେ ଭରପୂର୍ ଥାଏ। କିନ୍ତୁ ସେଥିରେ…
ଦୁର୍ଦ୍ଦଶା ଲାଗି ଅଟୋ ସେକ୍ଟର ନିଜେ ଦାୟୀ: ରାଜୀବ ବଜାଜ
ମୁମ୍ବାଇ,୧୧।୯: ଗତ କିଛି ମାସ ହେବ ଅଟୋମୋବାଇଲ ସେକ୍ଟରରେ ସଙ୍କଟ ଆସିଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଏଥିପାଇଁ ଲୋକଙ୍କ ମାନସିକତାକୁ ଦାୟୀ କରିଛନ୍ତି। ଲୋକେ ଇଏମ୍ଆଇ ଭରିବା ବଦଳରେ ଓଲା ଓ ଉବର କ୍ୟାବ୍ରେ ଯିବାକୁ ପସନ୍ଦ କରୁଛନ୍ତି ବୋଲି…
ସବୁଠୁ ମହଙ୍ଗା ବିୟର
ନିକଟରେ କିଛି ହୋଟେଲ ପକ୍ଷରୁ ଗ୍ରାହକଙ୍କୁ ଚକିତ କରିଦେବା ଭଳି ଦିଆଯାଉଥିବା ବିଲ୍ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଯାହାକୁ ସୋସିଆଲ ମିଡିଆର ଟ୍ରୋଲର ଶିକାର ହେବାକୁ ମଧ୍ୟ ପଡ଼ିଛି। କିଛି ଦିନ ତଳେ ବଲିଉଡ୍ ଅଭିନେତା ରାହୁଲ ବୋଷ ଏକ…
ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ: ନକଲି ଶିକ୍ଷକ ଛାନିଆ
ବୌଦ୍ଧ,୧୧।୯(ସ୍ବ.ପ୍ର): ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଶିକ୍ଷକତା କରୁଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇଆସୁଛି। ଏ ନେଇ ସାରା ରାଜ୍ୟରେ ବିଦ୍ୟାଳୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ମୁତାବକ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କ୍ରମରେ…
ତହସିଲ, ଜିଲାପାଳଙ୍କ ଅଫିସ୍ ଘେରିଲା କିଷାନ ସଂଘ
ବୌଦ୍ଧ,୧୧।୯(ସ୍ବ.ପ୍ର): ବୌଦ୍ଧ କୃଷି ପ୍ରଧାନ ଜିଲା ହୋଇଥିବା ବେଳେ ଚାଷୀମାନେ ବିଭିନ୍ନ ସମସ୍ୟାରେ ରହିଛନ୍ତି । ପ୍ରତିବର୍ଷ ସ୍ବଳ୍ପ ବର୍ଷା, ବନ୍ୟା, ରୋଗପୋକ ଉପଦ୍ରବରେ ଚାଷୀମାନେ କ୍ଷତିଗ୍ରସ୍ତ ହେଉଥିବାବେଳେ ସେମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯାଉନାହିଁ। ଫଳରେ ବୌଦ୍ଧ ଜିଲାର ଚାଷୀମାନେ…
ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦର ପ୍ରତିବାଦ: ଧାରଣାକୁ ଓହ୍ଲାଇଲେ ଉପଭୋକ୍ତା
ବରଗଡ଼ ଅଫିସ୍/ଅତାବିରା,୧୧।୯ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗାଠାରେ ରହିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ)ର ଶାଖା ଉଚ୍ଛେଦ କରାଯିବା ନେଇ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏହାର ପ୍ରତିବାଦରେ ବୁଧବାର ଅଞ୍ଚଳର ଉପଭୋକ୍ତାମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି…
କାଟିଙ୍ଗିଆ ଶାଖା ଡାକଘରୁ ଲୁଟପାଟ ଅଭିଯୋଗ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୧୧।୯(ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଶାଖା ଡାକଘରୁ ଲୁଟୁପାଟ ସହ ଆସବାବପତ୍ର ଓ ବିଭିନ୍ନ ଯାନ୍ତ୍ରୀକ ସାମଗ୍ରୀ ଭଙ୍ଗାରୁଜା ନେଇ ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡ଼ି ଏସ୍ଆଇ ସଂଗ୍ରାମ ଜେନା କାଟିଙ୍ଗିଆରେ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତ। ଲୁଟ ସାମଗ୍ରୀ…
୪ ମାସରେ ଦବିଲା ପ୍ରଧାନମନ୍ତ୍ରୀ ସଡ଼କ ରାସ୍ତା
କଣାସ,୧୧।୯(ସ୍ବ.ପ୍ର.): କଣାସ ବ୍ଲକର ପ୍ରତିଟି ରାସ୍ତାଗୁଡିକର ମାଟି ନମନୀୟ ହୋଇଥିବାରୁ ରାସ୍ତା ସବୁ ଚିରସ୍ଥାୟୀ ହୋଇ ରହିପାରୁନି। ଫଳରେ ଅଧିକାଂଶ ସମୟରେ ରାସ୍ତା ସବୁ ଅଳ୍ପଦିନ ମଧ୍ୟରେ ଖାଲଢ଼ିପ ହେବା ସହ ଖରାପ ହୋଇଯାଉଥିବାର ଦେଖାଯାଉଛି। ଏଭଳି ସମସ୍ୟା ବାରମ୍ବାର ହେଉଥିବାରୁ…
୩ ପଞ୍ଚାୟତର ୧୨ ଗ୍ରାମ ଜଳମଗ୍ନ: ବନ୍ୟାଞ୍ଚଳ ବୁଲି ଦେଖିଲେ ବିଧାୟକ, ତହସିଲଦାର
କଣାସ,୧୧।୯(ସ୍ବ.ପ୍ର./ଡି.ଏନ୍.ଏ.): ପୁରୀ ଜିଲା କଣାସ ବ୍ଲକରେ ଗତ ଦୁଇଦିନ ଧରି ବନ୍ୟାଜଳର ପ୍ରଭାବ ବଢୁଥିବାରୁ ଦୋକନ୍ଦା, ବଡାସ, ଗଡବଳଭଦ୍ରପୁର ପଞ୍ଚାୟତର ୧୨ଟି ଗ୍ରାମ ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯାଇଛି। ପ୍ରାୟ ରାସ୍ତା ବୁଡିଯାଇଥିବେଳେ ଗମନାଗମନ ବିଚ୍ଛିନ୍ନ ହୋଇଯିବା ସହ ଲୋକେ ନାନା ଅସୁବିଧାର…
ରାଜଧାନୀରେ ଗାଡ଼ି ପଲ୍ୟୁଶନ ସାର୍ଟିଫିକେଟ କେଳେଙ୍କାରୀ: ଧୂଆଁ ବାହାରିଲେ ବି ମେଶିନକୁ ଭୂଆଁ
ଭୁବନେଶ୍ୱର, ୧୦ା୯(ବ୍ୟୁରୋ): ବାଇକ୍ରୁ ବାହରୁଥିଲା ଧୂଆଁ, ହେଲେ ଚାଳକଙ୍କ ହାତରେ ଥିଲା ପଲ୍ୟୁଶନ ସାର୍ଟିଫିକେଟ। ଅସଲି ନା ନକଲି ପରଖୁ ପରଖୁ କଥା ପହଞ୍ଚତ୍ଥିଲା ରାଜଧାନୀରେ ତିଆରି ହେଉଥିବା ଜାଲ୍ ସାର୍ଟିଫିକେଟ ପାଖରେ। ଖୋଳତାଡ଼ ପରେ ନଜରକୁ ଆସିଲା ପ୍ରକୃତ କେଳେଙ୍କାରୀ।…
ବାମନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ
ପୁରୀ ଅଫିସ, ୧୧ା୯: ଶ୍ରୀମନ୍ଦିର ରତ୍ନସିଂହାସନରେ ବୁଧବାର ମହାପ୍ରଭୁ ଶ୍ରୀଜଗନ୍ନାଥ ବାମନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଅପୂର୍ବ ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ହୋଇଥିଲା। ଦ୍ୱିପହର ଧୂପ ବଢିବା ପରେ ମହାପ୍ରଭୁଙ୍କ ବାମନ ବେଶ ଅନୁଷ୍ଠିତ…
Archives


