Home

ଜମ୍ମୁ କଶ୍ମୀରରେ ଶାନ୍ତିଶୃଙ୍ଖଳାର ସହ ପାଳନ ହେଲା ଇଦ୍‌:ଗଳିକନ୍ଦିରେ ବୁଲିଲେ ଡୋଭାଲ

ଶ୍ରୀନଗର, ୧୨।୮: କଡ଼ାସୁରକ୍ଷା ଭିତରେ ଜମ୍ମୁ-କଶ୍ମୀରରେ ନିରାଡମ୍ବର ଭାବରେ ଇଦ-ଉଲ-ଜୁହା ପାଳିତ ହୋଇଛି। ମୁଖ୍ୟତଃ ଶ୍ରୀନଗରରେ ଅଧିକ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଇଦ ଅବସରରେ ରାଜ୍ୟରେ ୬ ଘଣ୍ଟା ପାଇଁ ଢ଼ିଲା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି…

ଅମିତାଭ ବଚ୍ଚନଙ୍କ ବର୍ଷା ଟିପ୍ସ: ଏହି ମନ୍ତ୍ର ଜପନ୍ତୁ, ମିଳିବ ଭଲ ଭଲ ଖାଦ୍ୟ

ବଲିଉଡର ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ଥାନ୍ତି। ବେଳେବେଳେ ମଜା ମଜା କଥା କହି ଦର୍ଶକଙ୍କ ମନୋରଞ୍ଜନ ମଧ୍ୟ କରିଥାନ୍ତି। ନିକଟରେ ସେ ଏକ ମଜାକିଆ ମନ୍ତ୍ର ନିଜ ଟୁଇଟରରେ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଏବେ…

ଭଡ଼ାଘରୁ ମୃତଦେହ ଉଦ୍ଧାର, ପଥରରେ ଛେଚି ହତ୍ୟା ସନ୍ଦେହ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୨ା୮(ଡି.ଏନ୍‌.ଏ.): ଝାରସୁଗୁଡା ଜିଲା ବିଟିଏମ୍‌ ଫାଣ୍ଡି ଅଧୀନ ଏକାତାଳି ଗ୍ରାମର ଏକ ଭଡ଼ାଘରୁ ସୋମବାର ସ୍ଥାନୀୟ ପୋଲିସ ଏକ ମୃତଦେହ ଉଦ୍ଧାର କରିଛି। ମୃତକ ପଶ୍ଚିମବଙ୍ଗ ମୁର୍ସିଦାବାଦର ଫାଶିଦୁଲ ରେହେମନ(୩୨)ବୋଲି ଜଣାପଡିଛି। ପ୍ରକାଶ ଯେ, ଗତ କିଛି ମାସହେବ ଫାଶିଦୂଲ…

୯ ଜିଲାରେ ପ୍ରବଳ ବର୍ଷା, ୩ ଦିନ ଯାଏ ଜାରି ରହିବ

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ଆସନ୍ତା ୩ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ। ଉତ୍ତର ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ…

ଶ୍ରାବଣ ଶେଷ ସୋମବାର: ଛେଣ୍ଡିପଦାର ସମସ୍ତ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଛେଣ୍ଡିପଦା,୧୨।୮(ଡିଏନଏ): ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଥିବା ସମସ୍ତ ଶୈବପୀଠ ତଥା ଶିବ ମନ୍ଦିରରେ ପବିତ୍ର ଶ୍ରାବଣ ମାସର ଶେଷ ସୋମବାର ଅବସରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥିଲା। ପ୍ରତ୍ୟୁଷରୁ ସା ପର୍ଯ୍ୟନ୍ତ ବିଭିନ୍ନ ପ୍ରାନ୍ତରୁ ତଥା ଦୂରଦୂରାନ୍ତରୁ ପହଞ୍ଚି…

ବିଭିନ୍ନ ଦାବିନେଇ ଜିନ୍ଦଲ କ୍ଷତିଗ୍ରସ୍ତ ପ୍ରଜାଙ୍କ ଜନ ଆନ୍ଦୋଳନ: ଜାତୀୟ ରାଜପଥ ଅବରୋଧ

ଛେଣ୍ଡିପଦା,୧୨।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ଜରଡ଼ାଠାରେ ସୋମବାର ଜିନ୍ଦଲ କ୍ଷତିଗ୍ରସ୍ତ ପ୍ରଜା ସଂଘ ପକ୍ଷରୁ ଜନ ଆନ୍ଦୋଳନ ଦେଖିବାକୁ ମିଳିଛି। ବିଭିନ୍ନ ମୌଳିକ ସୁବିଧାନେଇ କ୍ଷତିଗ୍ରସ୍ତ ପ୍ରଜା ସଂଘ ପକ୍ଷରୁ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ…

ମାନବିକତାର ଅନନ୍ୟ ଉଦାହରଣ ସୃଷ୍ଟି କଲା ଏହି ଫଟୋ

ନୂଆଦିଲ୍ଲୀ, ୧୨।୮: ଏବେ ଭାରତର କିଛି ରାଜ୍ୟରେ ବନ୍ୟା ପରିସ୍ଥିତି ଭୟଙ୍କର ହୋଇଛି। ବନ୍ୟାରେ ଏପର୍ଯ୍ୟନ୍ତ ୧୭୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏବେ ବି ଅନେକ ଲୋକ ପାଣି ଘେରରେ ଅଛନ୍ତି। ତେବେ ବନ୍ୟା ପାଣିକୁ ଭ୍ରୂକ୍ଷେପ ନ କରି ସୁରକ୍ଷାକର୍ମୀ…

ଏମିତି ଇଦ୍‌ ପାଳିଲେ ନୌଶାଦ୍‌, ଲୋକେ କହିଲେ ବାଃ ବାଃ

ଥିରୁଭାନନ୍ତପୁରମ୍‌,୧୨।୮: ଦେଶର ଚାରି ରାଜ୍ୟ କେରଳ, କର୍ନାଟକ, ମହାରାଷ୍ଟ୍ର ଏବଂ ଗୁଜରାଟରେ ବନ୍ୟା ପରିସ୍ଥିତି ଅସମ୍ଭାଳ ହୋଇଛି। ଏହି ୪ଟି ରାଜ୍ୟରେ ବନ୍ୟା ଯୋଗୁ ୧୭୪ଜଣଙ୍କ ମୃତ୍ୟୁ ହେଲାଣି। କେବଳ କେରଳରେ ୭୨ରୁ ଅଧିକ ଜଣ ବନ୍ୟାରେ ପ୍ରାଣ ହରାଇଲେଣି। ୨.୨୭ଲକ୍ଷ…

ଜାହାଜରେ ଲାଗିଲା ନିଆଁ: ପାଣିକୁ ଡେଇଁଲେ ୨୯ କ୍ରିୟୁ ମେମ୍ବର

ବିଶାଖାପଟନମ୍‌,୧୨।୮: ବିଶାଖାପଟନମ୍‌ରେ ସୋମବାର ଦିନ ପ୍ରାୟ ୧୧ଟା ୩୦ରେ ଏକ ଜାହଜରେ ନିଆଁ ଲାଗିଯିବା ଫଳରେ ଏଥିରେ ଥିବା ୨୯ ଜଣ କ୍ରିୟୁ ମେମ୍ବର ଜୀବନ ବଞ୍ଚାଇବାକୁ ପାଣିକୁ ଡେଇଁ ପଡିଥିଲେ। ଜାଗୁଆର ନାମକ ଏହି ଜାହାଜରେ କେମିତି ନିଆଁ ଲାଗିଲା…

ସିବିଏସ୍‌ଇ ବୋର୍ଡ ପରୀକ୍ଷା ଫି ବୃଦ୍ଧି ପ୍ରସଙ୍ଗ: ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ବିରୋଧ

ଭୁବନେଶ୍ୱର, ୧୨।୮(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫି ବୃଦ୍ଧି କରିଛନ୍ତି। ହଠାତ୍‌ ଏପରି ପରୀକ୍ଷା ଫି ବୃଦ୍ଧିକୁ ଓଡ଼ିଶା ଅଭିଭାବକ ମହାସଂଘ ସୋମବାର ବିରୋଧ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ…

ଲଚ୍ଛା

ଆବଶ୍ୟକ ସାମଗ୍ରୀ : କାଜୁ, ପିସ୍ତାବାଦାମ, ଚେରି, କେଶର, ଗୁଜୁରାତି, ଚିନି, କ୍ଷୀର ଓ ଲଚ୍ଛା ପ୍ରସ୍ତୁତି ପ୍ରଣାଳୀ : ପ୍ରଥମେ ଆବଶ୍ୟକ ଅନୁଯାୟୀ କ୍ଷୀର ନେଇ ଏକ ପାତ୍ରରେ ଫୁଟାଯାଏ। କ୍ଷୀରରେ ଆବଶ୍ୟକ ପରିମାଣର ଚିନି, କାଜୁ, ପିସ୍ତାବାଦାମ, କେଶର…

‘ମୁଁ ଜଣେ ପାକିସ୍ତାନୀ, ଦୟାକରି ମୋତେ ଚାପୁଡା ମାରନ୍ତୁ ନଚେତ୍‌ କୋଳାଗ୍ରତ କରନ୍ତୁ’

କୋଲକାତା, ୧୨।୮:ପଶ୍ଚିମବଙ୍ଗର କୋଲକାତା ସହରର ଗଳିରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ପାକିସ୍ତାନକୁ ନେଇ ଲୋକଙ୍କ ଧାରଣା ଜାଣିବାକୁ ଜଣେ ଯୁବକ ପୋଷ୍ଟର ଧରି ଛିଡାହୋଇଛନ୍ତି। ଯେଉଁଥିରେ ଲେଖାଅଛି, ମୁଁ ଜଣେ ପାକିସ୍ତାନୀ, ଦୟାକରି ମୋତେ ଚାପୁଡା ମାରନ୍ତୁ ନଚେତ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri