ଆରଡ଼ି ପୀଠରେ ଜଳଲାଗି କଲେ ହଜାର ହଜାର ଶ୍ରଦ୍ଧାଳୁ
ଆରଡ଼ି,୧୨।୮(ଡି.ଏନ୍.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡ଼ିିରେ ଶେଷ ସୋମବାରରେ କାଉଡିଆମାନେ ଜଳଲାଗି କରିଛନ୍ତି । ଏହି ଉପଲକ୍ଷେ ପୀଠରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା । ରବିବାର ସନ୍ଧ୍ୟାରୁ ପୀଠର ବିଭିନ୍ନ ଗହଳି ସ୍ଥାନରେ ପୋଲିସ ମୁତୟନ…
୧୫ ଜିଲାକୁ ବଜ୍ରପାତ ସତର୍କତା
ଭୁବନେଶ୍ୱର, ୧୨।୮(ବ୍ୟୁରୋ): ସୋମବାର ରାଜ୍ୟର ଅନେକ ଜିଲାରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ଏଥିପାଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ନ ସାଢ଼େ ଗୋଟାଏ ପର୍ଯ୍ୟନ୍ତ ସତର୍କ ରହିବାକୁ ୧୫ଟି ଜାଲାବାସୀଙ୍କୁ ପରାମର୍ଶ…
ଇଦ୍-ଉଲ୍-ଜୁହା ଅବସରରେ ସମୂହ ନମାଜ ପାଠ
ଭଦ୍ରକ ଅଫିସ,୧୨।୮: ଭଦ୍ରକ ସହରର କୁଆଁସସ୍ଥିତ ଇଦ୍ଗାହଠାରେ ଇଦ୍-ଉଲ- ଜୁହା ଅବସରରେ ସମୂହ ନମାଜ ପାଠ ଅନୁଷ୍ଠିତ ହୋଇଯାଇଛି l ସହରର ବିଭିନ୍ନ ସ୍ଥାନରୁ ୧୦ ହଜାରରୁ ଅଧିକ ସଂଖ୍ୟକ ମୁସ୍ଲିମ ଶ୍ରଦ୍ଧାଳୁ ଏହି ନମାଜ ପାଠରେ ଅଂଶଗ୍ରହଣ କରିଛନ୍ତି l…
ମାନସିକ ଶାନ୍ତି ପାଇଁ କ୍ରିକେଟରୁ କିଛିଦିନ ଛୁଟି ନେଲେ ଏହି କ୍ରିକେଟର୍
ଢାକା,୧୨।୮: ବାଲାଂଦେଶର ଷ୍ଟାର୍ ଖେଳାଳି ତମିମ୍ ଇକବାଲ୍ କ୍ରିକେଟରୁ କିଛିଦିନ ଦୂରେଇ ଯାଇଛନ୍ତି। ମାନସିକ ଶାନ୍ତି ପାଇଁ ସେ ଏପରି ନିଷ୍ପତ୍ତି ନେଇଥିବା କୁହାଯାଉଛି। ସେ ଏନେଇ ବାଂଲାଦେଶ କ୍ରିକେଟ ବୋର୍ଡକୁ ଚିଠି ଲେଖି ଜଣାଇଥିଲେ। ଯାହାକୁ ବୋର୍ଡ ମଞ୍ଜୁରୀ ଦେଇଛି।…
ଶ୍ରାବଣ ଶେଷ ସୋମବାର : ଶୈବ ପୀଠରେ ଭକ୍ତଙ୍କ ଭିଡ଼
ଭଦ୍ରକ ଅଫିସ,୧୨ା୮: ଶ୍ରାବଣ ଶେଷ ସୋମବାର ଉପଲକ୍ଷେ ଭଦ୍ରକ ଜିଲାର ଶୈବ ପୀଠଗୁଡ଼ିକରେ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି l ଜିଲାର ବିଭିନ୍ନ ଶୈବ ପୀଠରେ କାଉଡ଼ିଆ ତଥା ଶ୍ରଦ୍ଧାଳୁମାନେ ସକାଳୁ ଲମ୍ବା ଧାଡ଼ିରେ ଠିଆ ହୋଇ ଜଳଲାଗି…
ଜମ୍ମୁ-କଶ୍ମୀରରେ ରହୁଥିବା ଏହି କ୍ରିକେଟରଙ୍କ ପାଇଁ ରକ୍ଷକ ସାଜିଲେ ସେନା, ଘରେ ନେଇ ପହଞ୍ଚାଇଲେ ଔଷଧ
ଶ୍ରୀନଗର, ୧୨।୮: ଜମ୍ମୁ-କଶ୍ମୀରରେ ରହୁଥିବା ଦିଲ୍ଲୀ ରଣଜୀ ଟିମର ପୂର୍ବତନ ଅଧିନାୟକ ମିଥୁନ ମାନହସ୍ଙ୍କ ପରିବାର ଲୋକଙ୍କ ପାଇଁ ରକ୍ଷକ ସାଜିଛନ୍ତି ଭାରତୀୟ ସେନା। ମିଥୁନଙ୍କ ଜେଜେ-ଜେଜେମା’ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ସେନା ତାଙ୍କ ଘରେ ନେଇ ଔଷଧ ଏବଂ ଅତ୍ୟାବଶକୀୟ…
ଇଦ୍-ଉଲ୍-ଜୁହା : ଜମୁଛି ଖାଦ୍ୟର ଆସର
ମୁସଲମାନ ସମ୍ପ୍ରଦାୟର ପ୍ରମୁଖ ଦୁଇ ପର୍ବ ହେଉଛି ଇଦ୍-ଉଲ-ଫିତର ଓ ଇଦ୍-ଉଲ-ଜୁହା। ସୋମବାର ଇଦ-ଉଲ-ଜୁହା। ପବିତ୍ର ରମଜାନ ମାସର ଶେଷ ଦିନ ପରେ ଇଦ୍-ଉଲ-ଫିତର ପାଳନ କରାଯାଉଥିବା ବେଳେ ଏହାର ପ୍ରାୟ ଦୁଇ ମାସ ପରେ ଇଦ୍-ଉଲ-ଜୁହା ପର୍ବ ଆସେ। ଏହି…
ନାବାଳକଙ୍କୁ ସାବାଳକ ଦର୍ଶାଇ କୋର୍ଟଚାଲାଣ ଘଟଣା : ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ମାଗିଲେ ସିପି
ଭୁବନେଶ୍ୱର,୧୨ା୮(ବ୍ୟୁରୋ) : କ୍ୟାପିଟାଲ ଥାନା ପୋଲିସର ଖାମଖିତ୍ଆଲ ତଦନ୍ତ ପାଇଁ ଜଣେ ନାବାଳକ ଛାତ୍ରଙ୍କୁ ଜେଲ୍ ଯିବାକୁ ପଡିଛି। ସମ୍ପୃକ୍ତ ଛାତ୍ରଙ୍କ ବୟସ ୧୭ବର୍ଷ ୪ମାସ ୧୭ ଦିନ ହୋଇଥିବାବେଳେ ପୋଲିସ ଏକ ମାମଲାରେ ତାଙ୍କୁ ଗିରଫ କରି କୋର୍ଟରେ ହାଜର…
ପରିବାର ପୋଷିବା ପାଇଁ ଦିନେ ଚୋରି କରିଥିଲେ, ଏବେ ଭାଙ୍ଗିଲେ ଲାରାଙ୍କ ରେକର୍ଡ
ପୋର୍ଟ-ଅଫ୍-ସ୍ପେନ୍,୧୨।୮: ସ୍ଥାନୀୟ କୁଇନ୍ସ ପାର୍କ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ମ୍ୟାଚ୍ରେ ଭାରତ ୫୯ରନ୍ରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏହି ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଧଷ ବ୍ୟାଟ୍ସମ୍ୟାନ୍ କ୍ରିସ୍ ଗେଲ୍ କିମ୍ବଦନ୍ତୀ କ୍ରିକେଟର ବ୍ରାଏନ ଲାରାଙ୍କ ରେକର୍ଡ ଭାଙ୍ଗିଛନ୍ତି। ପୂର୍ବରୁ ଲାରା…
କେନ୍ଦ୍ରାପଡାରେ ଇଦ୍-ଉଲ୍-ଜୁହା ପାଳିତ
କେନ୍ଦ୍ରାପଡ଼ା ଅଫିସ, ୧୨।୮: କେନ୍ଦ୍ରାପଡ଼ା ଜିଲାର ମୁସଲମାନ ବହୁଳ ଅଞ୍ଚଳରେ ଇଦ୍-ଉଲ୍-ଜୁହା ସୋମବାର ଶାନ୍ତି ଶୃଙ୍ଖଳାର ସହ ପାଳିତ ହୋଇଯାଇଛି। ଏଥିପାଇଁ ବିଭିନ୍ନ ଇଦ୍ଗାହଠାରେ ସମୂହ ନମାଜ ପାଠ ପାଇଁ ବ୍ୟବସ୍ଥା ହୋଇଥିଲା। ସଲଫିଆ ଇଦ୍ଗାହ ଓ ପୁରୁଣା ଇଦ୍ଗାହରେ ସକାଳ…
ସ୍ବାସ୍ଥ୍ୟୋପକାରୀ ଅମୃତଭଣ୍ଡା
ଅମୃତଭଣ୍ଡାରେ ଅନେକ ଉପକାରୀ ଗୁଣ ଭରି ରିହିଛି । ଏହାକୁ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀର ପାଇଁ ବରଦାନ ସଦୃଶ ହୋଇଥାଏ। ଜାଣନ୍ତୁ ସେ ସମ୍ପର୍କରେ… – ଭିଟାମିନ୍ ‘ଏ’ର ପ୍ରମୁଖ ଉତ୍ସ ହେଲା ଅମୃତଭଣ୍ଡା। ଏହାକୁ ନିୟମିତ…
ଭାରତ: ବିଶ୍ୱର ସାପ କାମୁଡ଼ା ରାଜଧାନୀ
ପ୍ରାଥମିକ ଚିକିତ୍ସା: ବିଷଧର ସାପ କାମୁଡିଥାଉ କି ବିଷହୀନ ସାପ କାମୁଡିଥାଉ ପ୍ରତ୍ୟେକ ସାପକାମୁଡ଼ା ରୋଗୀକୁ ବିଷଧର ସାପ କାମୁଡିଛି ବୋଲି ବିଚାରି ପ୍ରାଥମିକ ଚିକିତ୍ସା କରିବା ଉଚିତ। ପ୍ରାଥମିକ ଚିକିତ୍ସା କରୁଥିବା ବ୍ୟକ୍ତି ନିଜେ ଆଦୌ ଛାନିଆ ନ ହୋଇ…
Archives


