ବ୍ରାହ୍ମଣୀ ନଦୀବନ୍ଧ : ବର୍ଷାରେ ଉଭୟ ପାର୍ଶ୍ୱରେରେନ୍ କର୍ଟ ସୃଷ୍ଟି
ବରୀ,୧୨।୮(ସ୍ବ.ପ୍ର.)- ବ୍ରାହ୍ମଣୀ ନଦୀର ଉଭୟ ପାର୍ଶ୍ୱ ବନ୍ଧରେ ଗତ ବୁଧବାର ଲଗାଣ ବର୍ଷାରେ ଶହେରୁ ଊର୍ଦ୍ଧ୍ୱ ରେନ୍ କର୍ଟ ସୃଷ୍ଟି ହୋଇଛି। ବର୍ଷା ଯୋର୍ଗୁ ଏବେ ନଦୀରେ ଜଳ ପତନ ସାମାନ୍ୟତମ ବୃଦ୍ଧି ପାଇଥିବାରୁ ବନ୍ୟା ସମୟରେ ରେନ୍କର୍ଟ ସ୍ଥାନରେ ଘାଇ…
‘ସାହିତ୍ୟ ମାଧ୍ୟମରେ ଜାତିର ପ୍ରଗତି, ପ୍ରତିଷ୍ଠା ଭରିଥାଏ’
ଧର୍ମଶାଳା,୧୨।୮(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଜାରକାସ୍ଥିତ ସିଭିକ ସେଣ୍ଟର ପରିସରରେ ଗୋକର୍ଣ୍ଣିକା ସାହିତ୍ୟ ସମାଜର ୪୪ତମ ବାର୍ଷିକ ଉତ୍ସବ, ଗୋକର୍ଣ୍ଣିକା ପୁରସ୍କାର ଓ ପୁସ୍ତକ ଉନ୍ମୋଚନ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଠ ଗାଳ୍ପିକ ଓ ସ୍ତମ୍ଭକାର ଅଧ୍ୟାପକ ବିଶ୍ୱରଞ୍ଜନ ପ୍ରଦୀପ ପ୍ରଜ୍ୱଳନ…
ଭାରିଯାନ କବ୍ଜାରେ ୫ନଂ.(କ) ଜାତୀୟ ରାଜପଥ : ନିୟମ ବାହାରେ କ୍ଷମତାଶାଳୀଙ୍କ ଗାଡ଼ି
ପାରାଦୀପ,୧୨ା୮(ସ୍ବ.ପ୍ର.): ପାରାଦୀପ ଚଣ୍ଡିଖୋଲ ୫ନଂ.(କ) ଜାତୀୟ ରାଜପଥରେ ଶୃଙ୍ଖଳିତ ଭାବେ ଭାରିଯାନ ଚଳାଚଳ ନିମେନ୍ତ ପ୍ରଶାସନ ଓ ଜେସିସି (ଜଏଣ୍ଟ କୋଅର୍ଡିନେଶନ କମିଟି) ମଧ୍ୟରେ ଆଲୋଚନା ହୋଇ ନିର୍ଦ୍ଦିଷ୍ଟ ନିୟମ କରାଯାଇଛି। ନିୟମ ଅନୁଯାୟୀ ସମସ୍ତ ଟ୍ରକ୍ ରାସ୍ତାର ବାମ ପାର୍ଶ୍ୱରେ…
୪ ରାଜ୍ୟରେ ବନ୍ୟା ନେଲାଣି ୧୬୦ ଜୀବନ
ଥିରୁଭାନନ୍ଥପୁରମ୍ / ବେଙ୍ଗାଲୁରୁ,୧୨ା୮(ପି.ଟି.): ଲାଗାଣ ବର୍ଷାଜନିତ ବନ୍ୟା ପରିସ୍ଥିତି ଭୟଙ୍କର ହୋଇପଡ଼ିଛି। କେରଳ, କର୍ନାଟକ, ମହାରାଷ୍ଟ୍ର, ଗୁଜରାଟରେ ସ୍ଥିତି ଗମ୍ଭୀର ରହିଥିବାବେଳେ ମୃତ୍ୟୁସଂଖ୍ୟା ୧୪୦ ଟପିଛି। କେରଳରେ ଅଗଷ୍ଟ ୮ରୁ ଅଦ୍ୟାବଧି ଏହି ବନ୍ୟାରେ ୬୪ ବ୍ୟକ୍ତି ପ୍ରାଣ ହରାଇଥିବା ଜଣାପଡ଼ିଛି। ରାଜ୍ୟର…
ବେଜିଂରେ ଜୟଶଙ୍କର
ନୂଆଦିଲ୍ଲୀ, ୧୨ା୮: ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ରବିବାର ଚାଇନା ଗସ୍ତ କରିବା ସହ ବେଜିଂରେ ପହଞ୍ଚିଛନ୍ତି। ସେଠାରେ ସେ ଚାଇନା ପ୍ରତିପକ୍ଷ ଓ୍ବାଙ୍ଗ୍ ୟି ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ…
ସଂଘର୍ଷରେ ୪୦ ନିହତ
ଦୁବାଇ,୧୨ା୮(ଏଏଫ୍ପି): ୟେମେନ୍ର ଆଡେନ୍ ସହରରେ ସରକାର ସପକ୍ଷବାଦୀ ବାହିନୀ ଓ ବିଚ୍ଛିନ୍ନତାବାଦୀଙ୍କ ମଧ୍ୟରେ ସଂଘର୍ଷ ଘଟି ୪୦ ଜଣ ନିହତ ହୋଇଥିବାବେଳେ ୨୬୦ ଜଣ ଆହତ ହୋଇଛନ୍ତି। ୮ ତାରିଖରୁ ଉକ୍ତ ସହରରେ ଉତ୍ତେଜନା ଓ ହିଂସାକାଣ୍ଡ ଲାଗି ରହିଛି। ଇଦ୍ ପାଳନବେଳେ…
ଜମ୍ମୁ-କଶ୍ମୀର: କେନ୍ଦ୍ର ଅଧୀନରେ ରହିବ ପୋଲିସ
ନୂଆଦିଲ୍ଲୀ,୧୨ା୮: ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ହେବା ପରେ ପୋଲିସ ଓ ଆଇନଶୃଙ୍ଖଳା ଉପରାଜ୍ୟପାଳଙ୍କ ମାଧ୍ୟମରେ କେନ୍ଦ୍ର ସରକାରଙ୍କ ପ୍ରତ୍ୟକ୍ଷ ନିୟନ୍ତ୍ରଣରେ ରହିବ। ଅନ୍ୟପକ୍ଷରେ ଜମିଜମା ଉପରେ ଅଧିକାର ଜମ୍ମୁ-କଶ୍ମୀର ନିର୍ବାଚିତ ସରକାରଙ୍କର ରହିବ ବୋଲି ଜଣେ ଅଧିକାରୀ କହିଛନ୍ତି। ରାଷ୍ଟ୍ରପତି ରାମନାଥ…
ଭାରତୀୟ ଯୁବ ଦଳ ଜିତିଲା ତ୍ରି-ରାଷ୍ଟ୍ରୀୟ ସିରିଜ
ଲଣ୍ଡନ, ୧୨।୮- ଭାରତୀୟ ଯୁବ କ୍ରିକେଟ୍ ଦଳ ୧୯ ବର୍ଷରୁ କମ୍ ତ୍ରି-ରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଚାମ୍ପିୟନ ହୋଇଛି। ହୋଭ୍ସ୍ଥିତ କାଉଣ୍ଟି ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍ରେ ଭାରତୀୟ ଯୁବ ଦଳ ୬ ଉଇକେଟ୍ରେ ବାଂଲାଦେଶ ଯୁବ କ୍ରିକେଟ୍ ଦଳକୁ ପରାସ୍ତ…
‘ପାକ୍ ସେନା ଏଲ୍ଓସି ମୁହାଁ’
ଲକ୍ଷ୍ନୌ, ୧୨ା୮(ଆଇଏଏନ୍ଏସ୍): ପାକିସ୍ତାନୀ ସେନା ଅସ୍ତ୍ରଶସ୍ତ୍ର ସହ ଶନିବାର ରାତିରୁ ନିୟନ୍ତ୍ରଣ ରେଖା (ଏଲ୍ଓସି) ଅଭିମୁଖେ ଅଗ୍ରସର ହେଉଥିବା ଦେଖାଯାଇଛି। ପାକିସ୍ତାନର ଖବରଦାତା ହମିଦ୍ ମିର୍ ଏହି ସୂଚନା ଦେଇଛନ୍ତି। ସେନା ପ୍ରେରଣ ସମ୍ପର୍କରେ ସେ ପାକ୍ ଅଧିକୃତ କଶ୍ମୀରର କେତେଜଣ…
ଅବେଳରେ କଂଗ୍ରେସକୁ ସୋନିଆ ସାହା
ନୂଆଦିଲ୍ଲୀ,୧୨ା୮: ଚଳିତବର୍ଷ ଶେଷ ଭାଗରେ କେତେକ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ବିଧାନସଭା ନିର୍ବାଚନ ଥିବାବେଳେ ଏହା ପୂର୍ବରୁ ସୋନିଆ ଗାନ୍ଧୀ କଂଗ୍ରେସର ନେତୃତ୍ୱ ନିଜ ହାତକୁ ନେଇଛନ୍ତି। ଖରାପ ସମୟରେ ଦଳର ମୁଖ୍ୟ ତ୍ରାଣକର୍ତ୍ତ୍ରୀ ଭାବେ ସେ ପୁଣିଥରେ ନିଜର ପରିଚୟ ସୃଷ୍ଟି କରିଛନ୍ତି।…
ଯୌନକର୍ମୀଙ୍କୁ ଗିରଫ କରିବା ଅନୁଚିତ
କଲିକତା,୧୨ା୮: ଯୌନକର୍ମୀମାନଙ୍କୁ ଗିରଫ କରିବା ଅନୁଚିତ। ସେମାନଙ୍କୁ ଅପରାଧର ଶିକାର ଭାବେ ବିବେଚନା କରାଯିବା ଜରୁରୀ ବୋଲି କଲିକତା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି। କଲିକତାର ଏକ ସ୍ପା’ରେ ଜଣେ ନାବାଳିକାଙ୍କ ସମେତ କେତେଜଣ ମହିଳାଙ୍କୁ ଗଣିକାବୃତ୍ତିରେ ନିୟୋଜିତ କରାଯାଇଥିବା ଅଭିଯୋଗ…
କମଳନାଥଙ୍କ ପୁତୁରାଙ୍କ ୩୦୦ କୋଟିର ବଙ୍ଗଳା ଜବତ
ନୂଆଦିଲ୍ଲୀ,୧୨ା୮: ବେନାମୀ ସମ୍ପତ୍ତି ରଖିବା ମାମଲାରେ ଆୟକର ବିଭାଗ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କର ୩୦୦ କୋଟି ଟଙ୍କାର ବଙ୍ଗଳା ସମେତ ୪୦ ନିୟୁତ ଡଲାର ମୂଲ୍ୟର ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜିନିବେଶ (ଏଫ୍ଡିଆଇ)କୁ ଜବତ କରିଛି। ଆୟକର ବିଭାଗ…
Archives


