Home

ରକ୍ତଚାଉଳ ଚୋବାଉଛି ପାକିସ୍ତାନ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାର ସମ୍ବିଧାନର ଅନୁଚ୍ଛେଦକୁ ୩୭୦ ହଟାଇ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପରେ ଛାନିଆ ହୋଇଯାଇଥିବା ପାକିସ୍ତାନ ଅନ୍ତର୍ଜାତୀୟ ସମୁଦାୟର ଦ୍ୱାରସ୍ଥ ହୋଇଥିଲା। ହେଲେ ଚାରିଆଡ଼ୁ ନିରାଶ ହେବା ପରେ ଏବେ…

ଫାଇନାଲରେ ହାରିଲେ ଫୋଗତ୍‌

ନୂଆଦିଲ୍ଲୀ, ୧୨ା୮ (ପି.ଟି.)-ଭାରତର ଶୀର୍ଷ ମହିଳା କୁସ୍ତି ଯୋଦ୍ଧା ଭିନେଶ ଫୋଗତ୍‌ ବେଲାରୁଷର ମିନସ୍କଠାରେ ଚାଲିଥିବା ମେଦ୍‌ଭେଦ୍‌ ଇଭେଣ୍ଟର ୫୩ କେଜି ଶ୍ରେଣୀ ଫାଇନାଲରେ ପରାଜିତ ହୋଇଯାଇଛନ୍ତି। ରୁଷିଆର ଏନ୍‌. ମାଲିସେଭା ତାଙ୍କୁ ୧୦-୧ରେ ବୈଷୟିକ ଶ୍ରେଷ୍ଠତା ଭିତ୍ତିରେ ହରାଇ ଦେଇଥିଲେ।…

ସିବିଏସ୍‌ଇ ବୋର୍ଡ ପରୀକ୍ଷା ଫି ବୃଦ୍ଧି

ନୂଆଦିଲ୍ଲୀ,୧୨ା୮(ପି.ଟି.): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫି ବୃଦ୍ଧି କରିଛନ୍ତି। ଚଳିତ ବର୍ଷଠାରୁ ଏହି ବର୍ଦ୍ଧିତ ଫି ଲାଗୁହେବ। ଅନୁସୂଚିତ ଜାତି ଓ ଜନଜାତି (ଏସ୍‌ସି/ଏସ୍‌ଟି) ପିଲାଙ୍କ ଲାଗି ପରୀକ୍ଷା ଫି…

ମିଛ ଖବର ପ୍ରସାରଣ କଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୨ା୮(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାରଙ୍କ ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତି ପରେ ଉପତ୍ୟକାରେ ଚାପା ଉତ୍ତେଜନା ଲାଗିରହିଛି। ଏଭଳି ସମ୍ବେଦନଶୀଳ ସମୟରେ କେତେକ ଗଣମାଧ୍ୟମ ମିଛ ଓ ମନଗଢ଼ା ଖବର ପ୍ରସାରଣ କରି ଆଇନଶୃଙ୍ଖଳା ପରିସ୍ଥିତିକୁ ବିଗାଡ଼ିବାରେ ଲାଗିଛନ୍ତି। ସେଗୁଡ଼ିକ ମଧ୍ୟରେ କେତେକ ସ୍ଥାନୀୟ…

ଇଦ୍‌ରେ ଆକ୍ରମଣ ଆଶଙ୍କା: ଆଲର୍ଟ ଜାରି କଲା ଗୋଇନ୍ଦା ବ୍ୟୁରୋ

ନୂଆଦିଲ୍ଲୀ/ଶ୍ରୀନଗର,୧୨ା୮,(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ ବିରୋଧରେ ବିଷ ଓଗାଳୁଥିବା ପାକିସ୍ତାନ ରଚିଛି ଷଡ଼ଯନ୍ତ୍ର। ଇଦ୍‌-ଉଲ୍‌-ଜୁହା ପାଳନ ପାଇଁ ସୋମବାର ଉପତ୍ୟକା ସମେତ ଭାରତର ବିଭିନ୍ନ ସହର ଉତ୍ସବମୁଖର…

ଏହି ପାଣି କିଡ୍‌ନୀ ଷ୍ଟୋନ୍‌ରୁ ରଖେ ଦୂରେଇ…

ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ କିଡ୍‌ନୀ ଷ୍ଟୋନ୍‌ ସମସ୍ୟା ଦେଖାଦେଇଥାଏ। ସପ୍ତାହରେ ୨-୩ଥର ପଇଡ଼ ପାଣି ପିଇଲେ ଏହି ସମସ୍ୟା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏଥିରେ ମ୍ୟାଗ୍ନେସିୟମ୍‌ ଏବଂ ପୋଟାସିୟମ୍‌ ଥାଏ।…

ଶିର୍‌ ଖୁରମା

ଆବଶ୍ୟକ ସାମଗ୍ରୀ : ସିମେଇ- ୫୦ ଗ୍ରାମ ଚିନି- ୨୫ ଗ୍ରାମ କ୍ଷୀର- ୧ ଲିଟର ଘିଅ- ୫୦ ଗ୍ରାମ ମିଲ୍କ ମେଡ୍‌- ୧ କପ୍‌ କାଜୁ, କିସ୍‌ ମିସ୍‌- ୩୦ ଗ୍ରାମ ଆଲମଣ୍ଡ- ୧୫ ପିସ୍‌ ପିସ୍ତା- ୧୫ ପିସ୍‌…

ଦମ୍ପତିଙ୍କ ସନ୍ଦେହଜନକ ମୃତ୍ୟୁ ୫ ଦିନ ପରେ ଗଳିତ ମୃତଦେହ ଜବତ

ନିମାପଡ଼ା,୧୧।୮(ଡି.ଏନ୍‌.ଏ.)- ନିମାପଡ଼ା ଥାନା ଅନ୍ତର୍ଗତ ରେଞ୍ଚ ମହାନ୍ତିସାହି ଗ୍ରାମରୁ ରବିବାର ଅପରାହ୍ନରେ ଏକ ଦମ୍ପତିଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। କିଛିଦିନ ପୂର୍ବରୁ ଏହି ଘଟଣା ଘଟିଥିବାରୁ ମୃତଦେହ ପଚି ଦୁର୍ଗନ୍ଧମୟ ହେଉଥିଲା। ମୃତ ଦମ୍ପତି ହେଲେ ଉକ୍ତ ଗ୍ରାମର…

ଯେଉଁ ମନ୍ଦିରରେ ଚଢାଯାଏ ହାତକଡ଼ି

ଏ କଥା ସମସ୍ତଙ୍କୁ ଜଣା ଯେ, ଭଗବାନଙ୍କ ଦୁଆରକୁ ଭକ୍ତ ନିଜ ମନସ୍କାମନା ପୂର୍ଣ୍ଣ ଲାଗି ପ୍ରାର୍ଥନା କରିବାକୁ ଆସିଥାଏ। ତାହା ପୂର୍ଣ୍ଣ ହେଲେ ନିଜ ଇଚ୍ଛାନୁସାରେ ଭେଟି ଚଢ଼ାଇଥାଏ। କିନ୍ତୁ ଏ ଖବର ଆପଣଙ୍କୁ ଆଶ୍ଚର୍ଯ୍ୟରେ ପକାଇପାରେ। କାରଣ ଏହା…

ସିଂହଦ୍ୱାର ସମ୍ମୁଖରେ ସାଂସ୍କୃତିକ, ଆଧ୍ୟାତ୍ମିକ କାର୍ଯ୍ୟକ୍ରମ:ଘୋଡ଼ା ନାଚରେ କମ୍ପିଲା ବଡ଼ଦାଣ୍ଡ

ପୁରୀ ଅଫିସ, ୧୧ା୮: ସିଂହଦ୍ୱାର ସମ୍ମୁଖରେ ପୁଣି ଜମିଲା ରବିବାରିଆ ସକାଳ। ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସୁଥିବା ଭକ୍ତ ସାଉଣ୍ଟିଥିଲେ ନିଆରା ଅନୁଭୂତି। ଭାବ ଭକ୍ତିର ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖି କିଛି ସମୟ ଅଟକି ଯାଉଥିଲେ। ଅଉ ହଜିଯାଉଥିବା ଘୋଡ଼ାନାଚ, ପାଇକ…

ପୁରୀ ପ୍ରଶାସନ ପାଇଁ ଅଳିଆ ଅଡୁଆ: ସଫେଇ ଚାଲିଛି, ପକାଇବାକୁ ଜାଗା ନାହିଁ

ପୁରୀ ଅଫିସ, ୧୧ା୮: ଆଇକନିକ୍‌ ସହର ପୁରୀକୁ ସ୍ବଚ୍ଛ ରଖିବା ପାଇଁ ହେଉଥିବା ପ୍ରୟାସକୁ ସମସ୍ତେ ପ୍ରଶଂସା କରୁଛନ୍ତି। ଏଭଳି ମହତ ଉଦ୍ଦେଶ୍ୟରେ ପ୍ରଶାସନିକ ଅଧିକାରୀ, ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ, ଖବରଦାତା, ଆଇନଜୀବୀ ଏବଂ ସ୍ଥାନୀୟ ବାସିନ୍ଦ ସ୍ବେଚ୍ଛାକୃତ ଭାବେ ସାମିଲ…

ବନ୍ୟା କ୍ଷୟକ୍ଷତି ରିପୋର୍ଟ ମାଗିଲେ ଏସ୍‌ଆର୍‌ସି:୧୭ ସୁଦ୍ଧା ରିପୋର୍ଟ ଦେବାକୁ ୯ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୧ା୮(ବ୍ୟୁରୋ)- ରାଜ୍ୟରେ ବର୍ଷା ଓ ବନ୍ୟା ଜନିତ କ୍ଷୟକ୍ଷତି ନେଇ ୯ ଜିଲାର ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ରିପୋର୍ଟ ମାଗିଛନ୍ତି। ଆସନ୍ତା ୧୭ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ଗଜପତି, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri