ପାରା ଅଲିମ୍ପିକ କମିଟିଠାରୁ ସ୍ବୀକୃତି ପ୍ରତ୍ୟାହାର କଲା କ୍ରୀଡ଼ା ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୧।୯(ପି.ଟି.)- ପାରା ଅଲିମ୍ପିକ୍ କମିଟି ଅଫ୍ ଇଣ୍ଡିଆ (ପିସିଆଇ)ଠାରୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ସ୍ବୀକୃତି ପ୍ରତ୍ୟାହାର କରିନେଇଛି। ପିସିଆଇ ଜାତୀୟ କ୍ରୀଡ଼ା ଆଚରଣବିଧି ଉଲ୍ଲଂଘନ କରିବା ଅଭିଯୋଗରେ ମନ୍ତ୍ରଣାଳୟ ଏହି କଡ଼ା ନିଷ୍ପତ୍ତି ନେଇଛି। ପିସିଆଇ ଅଧ୍ୟକ୍ଷ ରାଓ ଇନ୍ଦ୍ରଜିତ୍ ସିଂଙ୍କୁ…
ବିଶ୍ୱ ମାନବାଧିକାର ସୁରକ୍ଷା ସଂଗଠନ ପକ୍ଷରୁ ଖବରଦାତା ସମ୍ମିଳନୀ:ପ୍ରଦୂଷଣ ମୁକ୍ତ ସମାଜ ଗଠନର ଆହ୍ବାନ
ଯାଜପୁର ରୋଡ,୧୧ା୯(ନି.ପ୍ର.)- ପ୍ରଦୂଷଣ ଆଇନକୁ କଡ଼ାକଡ଼ି ଭାବେ ପାଳନ ସହିତ ପ୍ରଦୂଷଣ ସୃଷ୍ଟିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏପରି କି ଏକ ପ୍ରଦୂଷଣ ମୁକ୍ତ ସମାଜ ଗଠନ କରିବାକୁ ବିଶ୍ୱ ମାନବାଧିକାର ସୁରକ୍ଷା ସଂଗଠନ ଆହ୍ବାନ ଦେଇଛି। ମଙ୍ଗଳବାର…
‘ଭାରତ ଯୋଗୁ ଶ୍ରୀଲଙ୍କା ଖେଳାଳି ରାଜି ହେଉନାହାନ୍ତି’
ଲାହୋର,୧୧ା୯-ଭାରତୀୟ କର୍ତ୍ତୃପକ୍ଷଙ୍କ ଚାପରେ ବଶବର୍ତ୍ତୀ ହୋଇ ଶ୍ରୀଲଙ୍କା କ୍ରିକେଟ ଖେଳାଳିମାନେ ପାକିସ୍ତାନ ଟୁର୍ରେ ଯିବା ଲାଗି ରାଜି ହେଉ ନ ଥିବା ଏହି ଦେଶ ଜଣେ ମନ୍ତ୍ରୀ ଫାଓ୍ବାଦ ହୁସେନ ଅଭିଯୋଗ କରିଛନ୍ତି। ସୁରକ୍ଷାଜନିତ କାରଣରୁ ଶ୍ରୀଲଙ୍କାର ୧୦ଜଣ ଖେଳାଳି ପାକିସ୍ତାନ…
ବିରଳ ସଫଳତାର ଅଧିକାରୀ ହେବେ ଆକସ୍ମିକ ଅଧିନାୟକ ପେନ୍
ଲଣ୍ଡନ,୧୧।୯ (ଏଏଫ୍ପି)- ଆକସ୍ମିକ ଭାବେ ଅଷ୍ଟ୍ରେଲିଆ ଦଳର ନେତୃତ୍ୱ ପାଇଥିବା ଟିମ୍ ପେନ୍ ଏବେ ଏକ ବିରଳ ସଫଳତାର ଅଧିକାର ହେବାକୁ ଯାଉଛନ୍ତି। ପୂର୍ବରୁ ଯାହା ଗ୍ରେଗ୍ ଚାପେଲ, ରିକି ପଣ୍ଟିଂ ଓ ମାଇକେଲ କ୍ଲାର୍କ ଯାହା କରିପାରି ନ ଥିଲେ…
ଷ୍ଟାର୍ଟଅପ୍ ପ୍ରତିଷ୍ଠାରେ ଦିଲ୍ଲୀ-ଏନ୍ସିଆର୍ ସର୍ବାଗ୍ରେ
ନୂଆଦିଲ୍ଲୀ,୧୧-୯: ଷ୍ଟାର୍ଟଅପ୍ ଏବଂ ୟୁନିକର୍ନ ପ୍ରତିଷ୍ଠା କ୍ଷେତ୍ରରେ ମୁମ୍ବାଇ, ବେଙ୍ଗାଲୁରୁକୁ ପଛରେ ପକାଇ ଦେଇଛି ଦିଲ୍ଲୀ-ଏନ୍ସିଆର୍। ଏଠାରେ ଷ୍ଟାର୍ଟଅପ୍ଙ୍କ ସଂଖ୍ୟା ୭୦୩୯ରେ ପହଞ୍ଚତ୍ଛି ବୋଲି ଜିନୋଭ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ‘ଟର୍ବୋଚାଜିଂ ଦିଲ୍ଲୀ-ଏନ୍ସିଆର୍ ଷ୍ଟାର୍ଟଅପ୍ସ ଇକୋସିଷ୍ଟମ’ଶୀର୍ଷକରେ ପ୍ରକାଶିତ ରିପୋର୍ଟରେ…
ଅଗଷ୍ଟରେ ଗୋଲ୍ଡ ଇଟିଏଫ୍ରେ ୧୪୫ କୋଟି ନିବେଶ
ନୂଆଦିଲ୍ଲୀ,୧୧-୯: ଗୋଲ୍ଡ ଇଟିଏଫ୍(ଏକ୍ସଚେଞ୍ଜ ଟ୍ରେଡେଡ୍ ଫଣ୍ଡ୍)ରେ ଅଗଷ୍ଟରେ ୧୪୫ କୋଟି ଟଙ୍କା ନିବେଶ କରାଯାଇଛି। ୯ମାସ ମଧ୍ୟରେ ପ୍ରଥମଥର ଗୋଲ୍ଡ ଇଟିଏଫ୍ରେ ସର୍ବାଧିକ ନିବେଶ ହୋଇଥିବା ଦେଖାଯାଇଛି। ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ ପାଇବା ଏବଂ ସୁନା ମୂଲ୍ୟ ବଢ଼ିବା…
ସୀତାରାମନ୍ଙ୍କ ଅଜବ ଯୁକ୍ତି: ଓଲା, ଉବର ଯୋଗୁ ଅଟୋ ସେକ୍ଟରରେ ଆସିଛି ମାନ୍ଦାବସ୍ଥା
ନୂଆଦିଲ୍ଲୀ,୧୧-୯: ଦେଶର ଅଟୋ ସେକ୍ଟର ଏବେ ଜବରଦସ୍ତ ମାନ୍ଦାବସ୍ଥାର ଶିକାର ହୋଇଛି। କେତେକ କମ୍ପାନୀ ଏବେ କିଛିଦିନ ପାଇଁ ଉତ୍ପାଦନ ବନ୍ଦ ଲାଗି ଘୋଷଣା କରିସାରିଲେଣି। ଫଳରେ ଏହି କ୍ଷେତ୍ର ସହ ଜଡ଼ିତ ଲୋକଙ୍କର ଚାକିରି ଚାଲିଯିବା ଆରମ୍ଭ ହୋଇଗଲାଣି। ଏପରିସ୍ଥିତିରେ…
ନିୟନ୍ତ୍ରଣ ପାଇଁ ପ୍ରତିଷ୍ଠା ହେବ ନିୟାମକ;ତେଜସ୍ ଟ୍ରେନ ଭଡ଼ା ବଢ଼ାଇ ପାରିବେନି ଘରୋଇ ଅପରେଟର
ନୂଆଦିଲ୍ଲୀ,୧୧-୯: ଦେଶର ପ୍ରଥମ ଘରୋଇ ଟ୍ରେନ ତେଜସ୍ ଏକ୍ସପ୍ରେସ୍ ଆସନ୍ତା ମାସରେ ଚଳାଚଳ କରିବା ସମ୍ଭାବନା ରହିଛି। ଭାରତୀୟ ରେଳର ସହାୟକ କମ୍ପାନୀ ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟ୍ୟୁରିଜିମ୍ କର୍ପୋରେଶନ(ଆଇଆର୍ସିଟିସି)କୁ ତେଜସ୍ ଏକ୍ସପ୍ରେସର ପରିଚାଳନା ଭାର ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ…
ୟେସ୍ ବ୍ୟାଙ୍କ ଅଂଶଧନ କିଣିବ ପେଟିଏମ୍
ନୂଆଦିଲ୍ଲୀ,୧୧-୯: ଡିଜିଟାଲ ପେମେଣ୍ଟ କ୍ଷେତ୍ରରେ ଦେଶର ଅଗ୍ରଣୀ କମ୍ପାନୀ ପେଟିଏମ୍ ଘରୋଇ ୟେସ୍ ବ୍ୟାଙ୍କର ଅଂଶଧନ କିଣିବାକୁ ଯାଉଛି। ପ୍ରାପ୍ତ ସୂତ୍ରରୁ ଜଣାପଡିଛି ଯେ, ଅଂଶଧନ କିଣିବିକା ନେଇ ୟେସ୍ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କ ସହ ପେଟିଏମ୍ ପ୍ରତିଷ୍ଠାତା ବିଜୟ…
ଅଧସ୍ତନଙ୍କ ୩୮ କୋଟି ହଡପ;ଗୋଲ୍ଡମ୍ୟାନ ସାକ୍ସର ଭିପି ଗିରଫ
ବେଙ୍ଗାଲୁରୁ,୧୧-୯: ଅନ୍ଲାଇନ ପୋକର୍ ଗେମ୍ ଖେଳି ବିଶ୍ୱ ନିବେଶକାରୀ କମ୍ପାନୀ ଗୋଲ୍ଡମ୍ୟାନ ସ୍ୟାକ୍ସର ବେଙ୍ଗାଲୁରୁ ଅଫିସର ଭାଇସ୍ ପ୍ରେସିଡେଣ୍ଟ(ଭିପି) ଅଶ୍ୱିନୀ ଝୁନ୍ଝୁନ୍ଓ୍ବାଲା ବହୁ କୋଟି ଟଙ୍କା ହରାଇଛନ୍ତି। ଏହି ଅର୍ଥ ପରିଶୋଧ କରିବାକୁ ଯାଇ ସେ ଅଧସ୍ତନ କର୍ମଚାରୀଙ୍କ ଆକାଉଣ୍ଟକୁ ବ୍ୟବହାର…
ଠିକ୍ ନିବେଶ ଏବେ ଚ୍ୟାଲେଞ୍ଜିଂ ହୋଇଛି
ଭୁବନେଶ୍ୱର, ୧୧-୯ (ବ୍ୟୁରୋ): ବର୍ତ୍ତମାନର ଡିଜିଟାଲ ସମୟରେ ଲୋକଙ୍କ ଆବଶ୍ୟକତା ଭିତ୍ତିରେ ସବୁ କାମ ଅନଲାଇନରେ କରାଯିବା ଆବଶ୍ୟକ। ଅପରପକ୍ଷରେ ଦେଶର ଅଭିବୃଦ୍ଧି ନିମନ୍ତେ ବିନିଯୋଗ କରିବା ମଧ୍ୟ ଜରୁରୀ। ବିନିଯୋଗ ନିମନ୍ତେ କ୍ରୟ ଏବଂ କ୍ରୟ ଲାଗି ବିକ୍ରୟକୁ ମଧ୍ୟ…
ମାନ୍ଦାବସ୍ଥା ଆଣିଛି ଘୋର ସଙ୍କଟ;୧୯% କମ୍ପାନୀ ନୂଆ ନିଯୁକ୍ତି ସପକ୍ଷରେ
ନୂଆଦିଲ୍ଲୀ,୧୧-୯: ଭାରତ ସମେତ ସାରା ବିଶ୍ୱରେ ମାନ୍ଦାବସ୍ଥାର ପ୍ରଭାବ ଏଭଳି ସ୍ଥିତିରେ ପହଞ୍ଚତ୍ଛି ଯେ, ସମସ୍ତ କ୍ଷେତ୍ର ଏବେ ଘୋର ସଙ୍କଟ ଦେଇ ଗତିକରୁଛି। ଫଳସ୍ବରୂପ ଆଗାମୀ ତୃତୀୟ ତ୍ରୈମାସ(ଅକ୍ଟୋବର-ଡିସେମ୍ବର) ମଧ୍ୟରେ ନୂଆ ନିଯୁକ୍ତି ସୃଷ୍ଟି ସମ୍ଭାବନା ନାହିଁ କହିଲେ ଚଳେ।…
Archives


