ହ୍ରଦ ଉପରେ ରହିଛି ୨୦ ହଜାର ଜନସଂଖ୍ୟା ବିଶିଷ୍ଟ ଗାଁ
ପଶ୍ଚିମ ଆଫ୍ରିକାର ବୋନିନ୍ କ୍ଷେତ୍ରରେ ଏଭଳି ଏକ ଗାଁ ରହିଛି, ଯାହା ସମ୍ପୂର୍ଣ୍ଣ ଭାବେ ହ୍ରଦ ଉପରେ ବସିଛି। ୨୦ ହଜାର ଜନସଂଖ୍ୟା ବିଶିଷ୍ଟ ଏହି ଗାନ୍ଭି ନାମକ ଗାଁ ନୌକା ଉପରେ ଭାସମାନ ଅବସ୍ଥାରେ ରହିଛି। ଅଧିକାଂଶ ଲୋକଙ୍କ ଘର…
ଏଠି ଠାକୁରଙ୍କୁ ନଗଦ ଅର୍ଥ ଦାନ କରିପାରିବେନି ଭକ୍ତ
ଭାରତରେ ୨୦୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ନୋଟବନ୍ଦୀ ଘୋଷଣା କରିବା ପରେ ପ୍ରାୟ ସମସ୍ତେ କ୍ୟାଶ୍ ଲେସ୍ ଟ୍ରାଞ୍ଜାକଶନ୍କୁ ଗୁରୁତ୍ୱ ଦେଇଆସୁଛନ୍ତି। ଏମିତିକି ଏଥିରୁ ବାଦ୍ ପଡି ନାହାନ୍ତି ଦେବାଦେବୀ। ଭାରତରେ ଏମିତି ଏକ ମନ୍ଦିର ଅଛି ଯେଉଁଠି ଭକ୍ତ ଭଗବାନଙ୍କୁ ନଗଦ…
ସୋନମ୍ କପୁରଙ୍କ ଫିଲ୍ମରେ ବିରାଟ କୋହଲିଙ୍କ ଏଣ୍ଟ୍ରି
ବଲିଉଡ୍ ଅଭିନେତ୍ରୀ ସୋନମ କପୁରଙ୍କ ଆଗାମୀ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟର’ରେ ବିରାଟ କୋହଲିଙ୍କୁ ଦେଖିବାକୁ ମିଳିବ। କିନ୍ତୁ ଫିଲ୍ମରେ ଅସଲ ନୁହେଁ, ନକଲି ବିରାଟ କୋହଲିଙ୍କୁ ଦେଖିବାକୁ ମିଳିବ। ଫିଲ୍ମରେ ଜୋୟା ଭୂମିକାରେ ଅବତ୍ତୀର୍ଣ୍ଣ ହୋଇଛନ୍ତି ସୋନମ। ଗୋଟିଏ ଇନିଂଶ…
ଓଏଏସ୍ସ୍ତରରେ ଅଦଳବଦଳ,ପକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍)ସ୍ତରରେ ମଙ୍ଗଳବାର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଅଧିକାରୀମାନେ ହେଲେ ଇନ୍ଦ୍ରମଣୀ ତ୍ରିପାଠୀ, ବିଶ୍ୱନାଥ ସାହୁ, ତୁଷାରକାନ୍ତ ମହାନ୍ତି, ପ୍ରଦୀପ କୁମାର ଗରଡ଼ିଆ, ଚିତ୍ତରଞ୍ଜନ…
କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ: ଗୋପ ବ୍ଲକରୁ ଫେରିବ ୬୧୧ ଆବାସ ଗୃହ
ଗୋପ, ୧୦।୯(ଡି.ଏନ୍.ଏ.)-ଗୋପ ବ୍ଲକ କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ ଯୋଗୁ ଆବାସ ଗୃହ ଫେରିଯିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଆବାସ ଯୋଜନା ଗୃହ ପାଇଁ ବ୍ଲକ୍ ପ୍ରକଳ୍ପ ସଂଯୋଜକ ଠିକ୍ ଭାବେ କାଗଜପତ୍ର ସଂଗ୍ରହ କରି ନ ପାରିବାରୁ ହିତାଧିକାରୀମାନେ ଏହି…
ଦୟା, ରାଜୁଆ ନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ଜଳମଗ୍ନ: ଲୋକେ ଆତଙ୍କିତ
କଣାସ, ୧୦।୯(ସ୍ବ.ପ୍ର.)-ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ପୁରୀ ଜିଲା କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟା ଓ ରାଜୁଆ ନଦୀରେ ଜଳ ପତ୍ତନ ବୃଦ୍ଧିପାଇଛି। କଣାସଠାରେ ଦୟାନଦୀର ବିପଦ ସଙ୍କେତ ୩.୯୯ମିଟର ଥିବାବେଳେ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ୫.୨୨ମିଟର ଜଳ…
ଡାଇବେଟିସ୍ ଦୂର କରିବ ଏହି ଜୁସ୍
ଆଜିକାଲି ଅଧିକାଂଶ ବ୍ୟକ୍ତି ଡାଇବେଟିସରେ ପୀଡ଼ିତ। ଡାଇବେଟିସ ରୋଗୀ ଯେହେତୁ ନିଜର ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହନ୍ତି, ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି ଅଧିକ ସଚେତନ ରହିବାକୁ ପଡେ। ଡାଇବେଟିସ୍ ରୋଗୀଙ୍କ ପାଇଁ ଲାଉ ଜୁସ୍ ଉପକାରୀ…
ବିଦାୟ ନେଲେ ଗଜାନନ: ବାଦ୍ୟବାଜଣାରେ କମ୍ପିଲା ପାଲଲହଡା
ପାଲଲହଡା,୧୦।୯(ଡି.ଏନ.ଏ.)-ପାଲଲହଡ଼ାରେ ୮ ଦିନ ଧରି ଚାଲିଥିବା ଗଣେଶ ପୂଜା ମେଲଣ ଏବଂ ଭାସାଣି ଉତ୍ସବ ମଙ୍ଗଳବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ପ୍ରଥମେ ବିଭିନ୍ନ ପୂଜା କମିଟିର ମେଢ ଗୁଡ଼ିକ ସହର ପରିକ୍ରମା କରିବାପରେ ପାଲଲହଡା ଷ୍ଟାଡିୟମଠାରେ ପହଞ୍ଚିଥିଲେ। ଏହି ଅବସରରେ…
ଶିଶୁଙ୍କ ଜଳଖିଆରେ ପୋକ ଘଟଣା: ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ର ସମ୍ମୁଖରେ ମହିଳାଙ୍କ ବିକ୍ଷୋଭ
ରୂପ୍ସା, ୧୦।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ରରେ ଉତ୍ତେଜନା ଲାଗି ରହିଛି। ଗତ ୭ତାରିଖରେ ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବାରୁ ମଙ୍ଗଳବାର ଅଙ୍ଗନୱାଡ଼ି କେନ୍ଦ୍ର ସମ୍ମୁଖରେ ଗ୍ରାମର ମହିଳାମାନେ ବିକ୍ଷୋଭ…
ବହି କିଣିବାକୁ ଚାପ ପ୍ରୟୋଗ କଲେ ସ୍କୁଲ ଦେବ ଜରିମାନା
ପାଟନା: ପାଟନା ଡିଭିଜନର ବେସରକାରୀ ସ୍କୁଲ୍ ଆଗାମୀ ସେଶନ୍ରେ ୭ ପ୍ରତିଶତରୁ ଅଧିକ ଦେୟ ବୃଦ୍ଧି କରିପାରିବେ ନାହିଁ ବୋଲି ଡିଭିଜନ ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ଧାର୍ଯ୍ୟଠାରୁ ବେଶି ବୃଦ୍ଧି କରିବାକୁ ହେଲେ ତା’ର କାରଣ ଜଣାଇବାକୁ ପଡିବ ଓ ଡିଭିଜନର…
ଏକଦା ଥିଲେ ଚକୋଲେଟ୍ ହିରୋ, ଏବେ ଏତେ ବଦଳିଗଲେଣି ଅକ୍ଷୟ
ମୁମ୍ବାଇ: ଏକଦା ବଲିଉଡ୍ର ଚକୋଲେଟ୍ ହିରୋ ଥିବା ତଥା ବେବୋ(କରିନା କପୁର ଖାନ୍)ଙ୍କ କ୍ରଶ୍ ଅକ୍ଷୟ ଖନ୍ନା ବହୁତ ବଦଳିଗଲେଣି। କଥାଟି ଆମେ କହୁନାହୁଁ। ଏପରି କିଛି ଚର୍ଚ୍ଚା ତାଙ୍କ ପ୍ରଶଂସକଙ୍କ ଗହଣରେ ହେଉଛି। ତେବେ କିଛି ମାତ୍ରାରେ ଏହା ସତ…
ମନ୍ଦିରରେ ଲାଗି ହୁଏ କେବଳ ପିଆଜ ଭୋଗ…
ଭାରତର ବିଭିନ୍ନ ଅଞ୍ଚଳରେ ରହିଛି ଭିନ୍ନ ଭିନ୍ନ ପରମ୍ପରା। ରାଜସ୍ଥାନ ଚୁରୁ ଜିଲା ସାଦୁଲପୁର ସ୍ଥିତ ଦଦରଓ୍ବୋ ଧାମରେ ଠାକୁରଙ୍କ ପାଖରେ ଭୋଗ ଭାବେ କେବଳ ପିଆଜ ଲାଗି ହୋଇଥାଏ। ମନ୍ଦିରରେ ଏହି ପରମ୍ପରା ଅତି ପ୍ରାଚୀନ କାଳରୁ ଚଳି ଆସିଛି।…
Archives


