Home

ବିହାରରେ ପ୍ରବଳ ବର୍ଷା: ୨୫ ମୃତ

ପାଟନା,୩୦ା୯: ବିହାରରେ କ୍ରମାଗତ ୩ ଦିନ ଲଗାଣ ବର୍ଷା ଫଳରେ ରାଜଧାନୀ ପାଟନା ସମେତ ବିଭିନ୍ନ ଜଲାରେ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣଙ୍କ ମୃତ୍ୟୁ ଘଟିଛି। ଭାଗଲପୁର…

ସରକାରଙ୍କ ତ୍ରୁଟି : ପିଲା ଯିବେ କୁଆଡ଼େ

ଭୁବନେଶ୍ୱର,୩୦ା୯: ରାଜ୍ୟରେ ଭୁଶୁଡି ପଡିଥିବା ଶିକ୍ଷା ବ୍ୟବସ୍ଥାକୁ ସଜାଡ଼ିବା ଲାଗି ଗୋଟିଏ ପଟେ ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ନେଉଥିବା କହୁଛନ୍ତି। ଅନ୍ୟପଟେ ସରକାରଙ୍କ ତ୍ରୁଟି ଯୋଗୁ ଅନେକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରମୟ ହୋଇଯାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ…

କପିଳଙ୍କ ନେତୃତ୍ୱରେ ଗଠିତ ସିଏସି ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ନାହିଁ

ନୂଆଦିଲ୍ଲୀ, ୩୦।୯ (ପି.ଟି.)- ପୂର୍ବତନ ଅଧିନାୟକ କପିଳ ଦେବଙ୍କ ନେତୃତ୍ୱାଧୀନ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ବିରୋଧରେ କୌଣସି ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ନାହିଁ ବୋଲି ପ୍ରଶାସକ କମିଟି ମୁଖ୍ୟ (ସିଓଏ) ମୁଖ୍ୟ ବିନୋଦ ରାୟ କହିଛନ୍ତି। ଭାରତୀୟ ପୁରୁଷ ଦଳ…

୫ଜଣ ଆନ୍ତଃ ଜିଲା ଡକାୟତ ଗିରଫ ଟଙ୍କା, ୬ ମୋବାଇଲ, ୩ ମୋଟରସାଇକେଲ ଜବତ

ଖଡିଆଳ,୩୦।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ପୋଲିସ ୫ଜଣ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରିଛି । ଏଥିସହ ସେମାନଙ୍କଠାରୁ ୪୨୧୧ ଟଙ୍କା ସମେତ ୬ଟି ମୋବାଇଲ ଫୋନ ଓ ୩ଟି ମୋଟରସାଇକେଲକୁ ଜବତ କରିଛି। ଗିରଫ ଡକାୟତମାନେ ହେଲେ ଡକାୟତ ଗ୍ରୁପର ମୁଖ୍ୟ…

ଏଫ୍‌ପିଆଇ ନିବେଶରେ ଉନ୍ନତି

ନୂଆଦିଲ୍ଲୀ,୩୦-୯: ଲଗାତର ଭାବେ ଗତ ୨ ମାସ ଧରି ପୁଞ୍ଜି ବଜାରରୁ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର (ଏଫ୍‌ପିଆଇ) ମାନେ ପୁଞ୍ଜି ପ୍ରତ୍ୟାହାର କରିଥିବା ବେଳେ ସେପ୍ଟେମ୍ବରରେ ଏଥିରେ ସୁଧାର ଆସିଛି। ବିଦେଶୀ ନିବେଶମାନେ ସେପ୍ଟେମ୍ବର ମାସରେ ୭,୭୧୪ କୋଟି ଟଙ୍କାର ନେଟ୍‌…

ରପ୍ତାନି କଟକଣା ସତ୍ତ୍ୱେ ଶୀଘ୍ର ଖସିବନି ପିଆଜ ଦର

ନୂଆଦିଲ୍ଲୀ,୩୦-୯ : ପିଆଜ ଦର ବୃଦ୍ଧି ଉପରେ ନିୟନ୍ତ୍ରଣ ଜାରି କରିବା ଲାଗି ସରକାର ରବିବାର ରପ୍ତାନି ଉପରେ ନିଷେଦ୍ଧାଦେଶ ଜାରି କରିଥିଲେ ମଧ୍ୟ ପିଆଜ ଦର ଏତେ ଶୀଘ୍ର ଖସିବନି ବୋଲି ବଜାର ବିଶେଷଜ୍ଞମାନେ କହିଛନ୍ତି। ଆଗାମୀ କିଛି ଦିନ…

୩୩ ଜଣିଆ ସମ୍ଭାବ୍ୟ ତାଲିକା ଘୋଷିତ

ବେଙ୍ଗାଲୁରୁ,୩୦।୯(ପି.ଟି.)- ଆଗାମୀ ଅଷ୍ଟ୍ରେଲିଆ ଗସ୍ତକୁ ଦୃଷ୍ଟିରେ ରଖି ହକି ଇଣ୍ଡିଆ ଜୁନିୟର ମହିଳା ପ୍ରଶିକ୍ଷଣ ଶିବିର ପାଇଁ ଏକ ୩୩ ଜଣିଆ ସମ୍ଭାବ୍ୟ ତାଲିକା ଘୋଷଣା କରିଛି। ସ୍ଥାନୀୟ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)ରେ ସୋମବାରଠାରୁ ଏହି ଶିବିର ଆରମ୍ଭ…

ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ଯାଜପୁର ରୋଡ,୩୦ା୯(ନି.ପ୍ର.): ଯାଜପୁର ରୋଡ ପୋଲିସ ରବିବାର ବ୍ୟାସ ସରୋବର ନୂତନ ଜଙ୍ଗଲରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ପଚି ସଢି ଯାଇଥିବାରୁ ତାଙ୍କ ପରିଚୟ ମିଳି ପାରି ନାହିଁ। ମୃତ ଯୁବକ ଜଣଙ୍କ ଏକ ହ୍ୟାପ୍‌ପ୍ୟାଣ୍ଟ ଓ…

ଜାତୀୟ ରାଜପଥ ମରାମତି କଲା ସଚେତନ ନାଗରିକ ମଞ୍ଚ

ଧର୍ମଶାଳା,୩୦ା୯(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ୫୩ନଂ ଜାତୀୟ ରାଜପଥ ଶୋଚନୀୟ ହୋଇପଡିଛି। ଚଣ୍ଡିଖୋଲ-ଡୁବୁରୀକୁ ସଂଯୋଗ କରୁଥିବା ଏହି ବ୍ୟସ୍ତବହୁଳ ରାଜପଥର କବାଟବନ୍ଧ ଠାରେ ଥିବା ବ୍ରାହ୍ମଣୀ ସେତୁ ମଧ୍ୟ ବିପଦସଂକୁଳ ଅବସ୍ଥାରେ ରହିଛି। ଏଠାରେ ଦୁର୍ଘଟଣା ଘଟି ବହୁ ଧନ ଜୀବନ ହାନୀ…

ଭାରତୀୟ ହକି ଦଳର ବିଜୟଧାରା ଜାରି

ଆଣ୍ଟରେପ (ବେଲଜିୟମ),୩୦।୯(ପି.ଟି.)- ବେଲଜିୟମ ଗସ୍ତରେ ଯାଇଥିବା ଭାରତୀୟ ପୁରୁଷ ହକି ଦଳ ଦମ୍‌ଦାର ପ୍ରଦର୍ଶନ କରି ବିଜୟଧାରା ଅବ୍ୟାହତ ରଖିଛି। ରବିବାର ଅନୁଷ୍ଠିତ ତୃତୀୟ ମ୍ୟାଚ୍‌ରେ ଭାରତ ୫-୧ ଗୋଲରେ ସ୍ପେନ୍‌କୁ ହରାଇଛି। ଏଥିସହ ସ୍ପେନ୍‌ ବିପକ୍ଷରେ ଭାରତ କ୍ରମାଗତ ଦ୍ୱିତୀୟ…

ଦୁର୍ଗା ମୂର୍ତ୍ତି ଗଢ଼ା ପାଲଟିଛି ପେସା, ନିଶା

ରାଜନଗର,୩୦ା୯(ଡି.ଏନ୍‌.ଏ.): ଆଉ ମାତ୍ର କିଛିଦିନ ପରେ ପାର୍ବଣ। ଏଥିଲାଗି ଏବେଠୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପୁରପଲ୍ଲି ଅଞ୍ଚଳ ଚଳଚଞ୍ଚଳ ହୋଇଉଠିଛି। ମା’ଦୁର୍ଗାଙ୍କ ଆଗମନ ପାଇଁ ଭକ୍ତମାନେ ଉତ୍କଣ୍ଠାର ସହ ଅପେକ୍ଷା କରିଥିବା ବେଳେ ବିଭିନ୍ନ ପୂଜା ମଣ୍ଡପରେ ଶିଳ୍ପୀମାନେ ମା’ଙ୍କ…

ନୟାଗଡ଼ରେ ୩ ଡେଙ୍ଗୁ ରୋଗୀ ଚିହ୍ନଟ

ନୟାଗଡ଼ ଅଫିସ,୩୦ା୯: ଗୋଟିଏ ଦିନରେ ନୟାଗଡ଼ରେ ୩ ଜଣ ଡେଙ୍ଗୁ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସେମାନେ ହେଲେ ନୟାଗଡ଼ ବ୍ଲକ ଲାଉସେଣା ଗ୍ରାମର କୃଷ୍ଣଚନ୍ଦ୍ର ପ୍ରଧାନ (୧୪), ଲାଠିପଡ଼ା ଗ୍ରାମର ନିର୍ମଳା ନାହାକ (୩୦) ଓ ସୁମନ୍ତ ନାହାକ (୨୫)। କୃଷ୍ଣଚନ୍ଦ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?