Home

ବଦଳି ପରେ ତଦନ୍ତ ଚେପା

ଭୁବନେଶ୍ୱର,୧୦।୯: ଥାନାକୁ ଯାଉଥିବା ଅଭିଯୋଗକୁ କେଉଁ ଅଫିସର ବୁଝିବେ ତାହା ସ୍ଥିର କରିଥାନ୍ତି ଆଇଆଇସି। ଏପରିକି ଚୋରି ଓ ଦୁର୍ଘଟଣା ଭଳି ଛୋଟଛୋଟ ମାମଲା ଏଏସ୍‌ଆଇଙ୍କୁ ଦିଆଯାଉଥିବା ବେଳେ ବଳାତ୍କାର ଓ ଅନ୍ୟ ମାମଲାଗୁଡିକର ତଦନ୍ତ ଭାର ଏସ୍‌ଆଇ ନେଇଥାନ୍ତି। କିନ୍ତୁ…

ନେକ୍ସଟ ଏ କମେଡିରେ ମୃଣାଳ

ମୁମ୍ବାଇ: ଉମେଶ ଶୁକ୍ଲା ନିର୍ଦ୍ଦେଶିତ ‘ନେକ୍ସଟ ଏ କମେଡି’ରେ ଅଭିନେତ୍ରୀ ମୃଣାଳ ଠାକୁରଙ୍କୁ ଦେଖିବାକୁ ମିଳିବ। ମରାଠି ଓ ହିନ୍ଦୀ ଫିଲ୍ମରେ ନିଜର କମାଲ୍‌ ଦେଖାଇ ସାରିଥିବା ମୃଣାଳ କମେଡି ଫିଲ୍ମ ନେଇ ବେଶ୍‌ ଉତ୍ସାହିତ ଥିବା କହିଛନ୍ତି। ଏଥିରେ ତାଙ୍କ…

‘ପିଓକେ’ରେ ପାକ୍‌ ବିରୋଧୀ ବିକ୍ଷୋଭ

ନୂଆଦିଲ୍ଲୀ, ୧୦ା୯ (ପି.ଟି.): ପାକିସ୍ତାନୀ ସେନାର ଅତ୍ୟାଚାର ଯୋଗୁ ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ବିଦ୍ରୋହର ନିଅଁା ଜଳିଛି। ସେଠାରେ ରହୁଥିବା ଲୋକେ ଖୋଲାଖୋଲି ଭାବେ ପାକିସ୍ତାନକୁ ବିରୋଧ କରିବା ସହ ରାଜରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶହ ଶହ ବିକ୍ଷୋଭକାରୀ…

କଶ୍ମୀରୀଙ୍କ ମାନବାଧିକାର ସୁରକ୍ଷାକୁ ଗୁରୁତ୍ୱ ଦିଅ

ଜେନିଭା,୧୦ା୯(ପି.ଟି.)-୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ଓ ପାକ୍‌ପଟୁ ଦେଖାଦେଇଥିବା ବିପଦକୁ ନେଇ ଜାତିସଂଘ ମାନବାଧିକାର ସୁରକ୍ଷା କମିଶନ (ୟୁଏନ୍‌ଏଚ୍‌ଆର୍‌ସି) ଚିନ୍ତାବ୍ୟକ୍ତ କରିଛନ୍ତି। ଭାରତ ଓ ପାକିସ୍ତାନ କଶ୍ମୀରୀଙ୍କ ମାନବାଧିକାର ସୁରକ୍ଷାକୁ ଗୁରୁତ୍ୱ ଦେବା ଲାଗି ସୋମବାର ୟୁଏନ୍‌ଏଚ୍‌ଆର୍‌ସି ମୁଖ୍ୟ ମିଚେଲେ…

ଦକ୍ଷିଣ ଭାରତରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା

ନୂଆଦିଲ୍ଲୀ, ୧୦ା୯: ଦକ୍ଷିଣ ଭାରତରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ସେନା ପକ୍ଷରୁ ସତର୍କତା ଅବଲମ୍ବନ କରାଯିବା ସହ ଦୃଢ ପଦକ୍ଷେପ ଗ୍ରହଣ କରାଯାଇଛି। କେତେକ ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ଦକ୍ଷିଣ ଭାରତରେ ପଶି ଆକ୍ରମଣ କରିପାରନ୍ତି ବୋଲି ଗୋଇନ୍ଦା…

ଭାରତୀୟ ସେନାର ଦୃଢ଼ କାର୍ଯ୍ୟାନୁଷ୍ଠାନ: ପିଓକେରେ ଆତଙ୍କବାଦୀ ଲଞ୍ଚପ୍ୟାଡ୍‌ ଧ୍ୱଂସ

ନୂଆଦିଲ୍ଲୀ, ୧୦ା୯: ଭାରତୀୟ ସେନା କାର୍ଯ୍ୟାନୁଷ୍ଠାନରେ ପିଓକେରେ ଥିବା ପାକ୍‌ ସେନାର ଏକ ଶିବିର ଓ ଆତଙ୍କବାଦୀଙ୍କ ଲଞ୍ଚ୍‌ପ୍ୟାଡ୍‌ ଧ୍ୱଂସ ହୋଇଛି। ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ ଲାଗି ପାକିସ୍ତାନ ସେନା ପକ୍ଷରୁ ସୁରକ୍ଷା ଓ ପ୍ରୋତ୍ସାହନ ଦିଆଯାଉଥିଲା। ପିଓକେର ଲୀପା ଉପତ୍ୟକାରେ…

ବିକ୍ରମ ଭାଙ୍ଗିନି, ଢଳିରହିଛି

ବେଙ୍ଗାଲୁରୁ/ଚେନ୍ନାଇ,୧୦ା୯: ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ବିକ୍ରମ ସୂକ୍ଷ୍ମ ଅବତରଣ କରିବାରେ ବିଫଳ ହୋଇଥିଲେ ହେଁ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଆଶା ହରାଇନାହିଁ। ଏହା ସହ ସଂଯୋଗ ସ୍ଥାପନ ପାଇଁ ବୈଜ୍ଞାନିକମାନେ ଅନବରତ ଉଦ୍ୟମ ଜାରି ରଖିଛନ୍ତି। ସୂକ୍ଷ୍ମ…

ଟ୍ରକ ସହ ବାଇକ ଧକ୍କା, ଆରୋହୀ ଗୁରୁତର

ଯାଜପୁର ରୋଡ/କୋରେଇ,୧୦ା୯(ନି.ପ୍ର/ଡି.ଏନ୍‌.ଏ.)- ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଶର୍ମା ପେଟ୍ରୋଲ ପମ୍ପ ଡାଇଭରଶନ ନିକଟରେ ଏକ ବାଇକକୁ ଟ୍ରକ୍‌ ଧକ୍କା ଦେଇଛି। ଏଥିରେ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଆରୋହୀ ଜଣଙ୍କ ବଡ଼ବିରୁହଁା ଗ୍ରାମର ଜୁଳିଆ ମହି।…

ରୋଟାରି ଯାଜପୁର ରୋଡ୍‌ର ଅଧିଷ୍ଠାନ ଉତ୍ସବ

ଯାଜପୁର ରୋଡ,୧୦ା୯(ନି.ପ୍ର.)- ରୋଟାରି କ୍ଲବ, ଯାଜପୁର ରୋଡ୍‌ର ପ୍ରଥମ ଅଧିଷ୍ଠାନ ଉତ୍ସବ ଏବଂ ଚାର୍ଟାଡ ସାର୍ଟିଫିକେଟ ପ୍ରଦାନ ଉତ୍ସବ ରବିବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରୋଟାରି ଡିଷ୍ଟ୍ରିକ୍‌ ୩୨୬୨ର ଗଭର୍ନର ରୋଟାରିୟାନ ଦେବାଶିଷ୍‌ ମିଶ୍ର ମୁଖ୍ୟ ଅତିଥି…

ବାଗଡିଆ ଫାଣ୍ଡି ସମ୍ମୁଖରେ ଜମୁଛି ପାଣି

ଛେଣ୍ଡିପଦା,୧୦ା୯(ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ପୁରୁଣା ହାଟପଦା ତଥା ବାଗଡିଆ ଫାଣ୍ଡି ସମ୍ମୁଖ ରାସ୍ତା ପାର୍ଶ୍ୱରେ ସାମାନ୍ୟ ବର୍ଷା ହେଲେ ବର୍ଷା ପାଣି ଜମି ରହୁଛି। ଫଳରେ ଜନ ସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ…

ବଧୂହତ୍ୟା ଅଭିଯୋଗ:ସ୍ବାମୀଙ୍କ ସହ ଶ୍ୱଶୁର ଅଟକ

ଅନୁଗୋଳ ଅଫିସ, ୧୦।୯ ଅନୁଗୋଳ ଜିଲା ନାଲ୍‌କୋ ଥାନା ବଳରାମପ୍ରସାଦରେ ବଧୂହତ୍ୟା ଅଭିଯୋଗ ହୋଇଛି। ସୌମ୍ୟାଶ୍ୱେତା ବାରିକ(୨୩)ଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ବାନାମ୍ବର ବାରିକ ସୋମବାର ଅଭିଯୋଗ କରିବା ପରେ ନାଲ୍‌କୋ ପୋଲିସ ନଂ. ୧୩୨/୧୯ରେ ମାମଲା ରୁଜୁ କରିଛି।…

ପ୍ରଜାମଣ୍ଡଳ ଭବନ ପରିସର ପାଣି ଘେରରେ:ଟେଣ୍ଡରଧାରୀ-ପୌର କର୍ତ୍ତୃପକ୍ଷ ଦୋଷ ଠେଲାଠେଲି

ତାଳଚେର,୧୦ା୯(ନି.ପ୍ର.) ତାଳଚେରର ଗଣପର୍ବ ଗଣେଶ ପୂଜାରେ ଏଥର ବର୍ଷା ବାଧକ ସାଜିଛି। ଦୈନିକ ବର୍ଷା ଯୋଗୁ ସହରରେ ପାଣି, କାଦୁଅ ଭରି ରହିଛି। ତେବେ ସବୁଠାରୁ ଚିନ୍ତାର ବିଷୟ ହୋଇଛି ପ୍ରଜାମଣ୍ଡଳ ଭବନ ପରିସର। ବିଭିନ୍ନ ଦୋଳି, ଖେଳ ସାମଗ୍ରୀ, ମିନାବଜାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri