Home

ଜିଲା ଚିଠି: ଗଜପତିରେ ଆରଟିଓ ସେବା ବିପର୍ଯ୍ୟସ୍ତ, ଦୌଡି ଦୌଡି ନିରାଶ ହେଉଛନ୍ତି ଜିଲାବାସୀ

୧୯୯୨ ମସିହା, ଅବିଭକ୍ତ ଗଞ୍ଜାମ ଜିଲାରୁ ପୃଥକ୍‌ ହୋଇ ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇଥିଲା ଗଜପତି। ଏହାର ୧୧ ବର୍ଷ ପରେ ଅର୍ଥାତ୍‌ ୨୦୦୩ରେ ଜିଲାର ପାରଳାଖେମୁଣ୍ଡିରେ ଏକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଖୋଲିଥିଲା। ଆଶା ଥିଲା ଜନସାଧାରଣଙ୍କ ମୋଟରଯାନ ସମ୍ପର୍କୀତ…

ନକଲି ସାର୍ଟିଫିକେଟ୍‌ ଦେଇ କାର୍ଯ୍ୟ କରୁଛନ୍ତି କର୍ମଚାରୀ: ଯାଞ୍ଚ କରିବାକୁ ଓସେପାର ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ନକଲି ସାର୍ଟିଫିକେଟ୍‌ ଦେଇ କାର୍ଯ୍ୟ କରୁଛନ୍ତି ସରକାରୀ ଅଧିକାରୀ। ଓଡ଼ିଶା ପ୍ରାଇମେରି ଏଜୁକେଶନ ପ୍ରୋଗ୍ରାମ ଅଥରିଟି(ଓପେପା)/ ଓଡ଼ିଶା ସ୍କୁଲ ଏଜୁକେଶନ ପ୍ରୋଗ୍ରାମ ଅଥରିଟି(ଓସେପା) ଅଧୀନରେ ଅନେକ କର୍ମଚାରୀ ନକଲି ସାର୍ଟିଫିକେଟ୍‌ ଦେଇ ଚାକିରି କରୁଛନ୍ତି। ଏଭଳି ଅଭିଯୋଗ ହେବା…

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ: ନିରାଶ କଲେ ଦୂତୀ

ଦୋହା,୨୯।୯(ପି.ଟି.)- ଏଠାରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ୧୭ତମ ସଂସ୍କରଣ ଦ୍ୱିତୀୟ ଦିବସରେ ପହଞ୍ଚିଛି। ପ୍ରଥମ ଦିନ ଭଳି ଦ୍ୱିତୀୟ ଦିବସରେ ମଧ୍ୟ ଭାରତୀୟ ଆଥଲେଟମାନେ ବିଫଳ ପ୍ରଦର୍ଶନ କରିଛନ୍ତି। ଦେଶର ଦ୍ରୁତତମ ଧାବିକା ଦୂତୀ ଚାନ୍ଦ ୧୦୦ମିଟର ହିଟ୍‌ରେ କ୍ୱାଲିଫାଏ…

ଭେଣ୍ଡର ବକେୟା ଶୀଘ୍ର ପ୍ରଦାନ ନେଇ ରାଷ୍ଟ୍ରାୟତ୍ତ ସଂସ୍ଥାଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୯-୯: ଦେଶରେ ଅର୍ଥନୈତିକ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବାକୁ ସରକାର ପଦକ୍ଷେପ ନେଇଛନ୍ତି। ଏହି ଧାରାରେ ଆସନ୍ତା ମାସ ୧୫ ସୁଦ୍ଧା ଭେଣ୍ଡର ଏବଂ କଣ୍ଟ୍ରାକ୍ଟରଙ୍କ ସମସ୍ତ ବକେୟା ପ୍ରଦାନ କରିବା ଲାଗି ସରକାର ରାଷ୍ଟ୍ରାୟତ୍ତ ସଂସ୍ଥାଗୁଡିକୁ…

ବୈତରଣୀରେ ଲୀନ ହେବାକୁ ବସିଛି ଧରମପୁର ଗାଁ: ସ୍ଥିତି ପରଖିଲେ ଜଳସମ୍ପଦ ବିଭାଗ ଅଧିକାରୀ, ନଦୀବନ୍ଧ ନିର୍ମାଣ ପାଇଁ ପ୍ରସ୍ତାବ

ଦଶରଥପୁର,୨୯।୯(ଡି.ଏନ୍‌.ଏ.)- ଦଶରଥପୁର ବ୍ଲକ କୟାଁ ପଞ୍ଚାୟତ ଅଧୀନ ଧରମପୁର ଗାଁ ପାର୍ଶ୍ୱ ଦେଇ ଯାଇଥିବା ବୈତରଣୀ ନଦୀ ଧିରେଧିରେ ନଦୀପଠାକୁ ଖାଇ ଚାଲିଛି। ଫଳରେ ନଦୀକୁ ଲାଗି ରହିଥିବା ଧରମପୁର ଗ୍ରାମଟି ଭବିଷ୍ୟତରେ ନଦୀରେ ଲୀନ ହୋଇଯିବାର ଆଶଙ୍କା ଦେଖାଦେଇଛି। ଏନେଇ…

ସ୍କୁଲ କାନ୍ଥ ଭୁଶୁଡ଼ି ୩ ଛାତ୍ର ମୃତ

ଜୟପୁର,୨୯ା୯(ପି.ଟି.): ରାଜସ୍ଥାନର ଉଦୟପୁର ଜିଲାରେ ପ୍ରବଳ ବର୍ଷା ଯୋଗୁ ଏକ ସରକାରୀ ସ୍କୁଲ କାନ୍ଥ ଭୁଶୁଡ଼ି ପଡ଼ିବାରୁ ୩ ଛାତ୍ରୀଛାତ୍ରଙ୍କ ଶନିବାର ମୃତ୍ୟୁ ଘଟିଛି। ପାହାଡ଼ ପାଦଦେଶରେ ଥିବା ଥୋବ୍‌ଓ୍ବାରା ସରକାରୀ ମାଧ୍ୟମ ସ୍କୁଲରେ ଏଭଳି ଅଘଟଣ ଘଟିଥିବା ପୋଲିସ କହିଛି।…

କମିପାରେ ପେଟ୍ରୋଲ ଡିଜେଲ ଦର

ନୂଆଦିଲ୍ଲୀ,୨୯-୯: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ହ୍ରାସ ଘଟିଛି। ଏହା ଫଳରେ ଆଗାମୀ ଦିନରେ ଭାରତୀୟ ଉପଭୋକ୍ତାଙ୍କ ଲାଗି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ କମିବା ନେଇ ସମ୍ଭାବନା ଉପୁଜିଛି। ଗତ ସପ୍ତାହ ତୁଳନାରେ ଚଳିତ ସପ୍ତାହରେ ବ୍ରେଣ୍ଟ କ୍ରୁଡ…

ଚାଇନାର ‘କଶ୍ମୀର’ ମନ୍ତବ୍ୟକୁ ଭାରତର ବିରୋଧ

ନୂଆଦିଲ୍ଲୀ,୨୯ା୯(ପି.ଟି.): ଜାତିସଂଘରେ ଚାଇନା କଶ୍ମୀର ପ୍ରସଙ୍ଗ ଉଠାଇଥିବାରୁ ଭାରତ ଏହାର ଦୃଢ଼ ବିରୋଧ କରିଛି। ୟୁଏନ୍‌ଜିଏରେ ଉଦ୍‌ବୋଧନ ଦେଇ ଚାଇନା କହିଥିଲା, ଜାତିସଂଘ ନିୟମାବଳୀ, ସୁରକ୍ଷା ପରିଷଦର ସଂକଳ୍ପନାମା ଓ ଦ୍ୱିପାକ୍ଷିକ ଚୁକ୍ତିନାମା ଆଧାରରେ ଏହି ବିବାଦର ଶାନ୍ତିପୂର୍ଣ୍ଣ ଓ ଉପଯୁକ୍ତଭାବେ…

ହରମନପ୍ରୀତଙ୍କ ଡବଲ୍‌ ଗୋଲ: ଭାରତୀୟ ହକି ଦଳର ବୃହତ ବିଜୟ

ଆଣ୍ଟରେପ୍‌(ବେଲଜିୟମ), ୨୯।୯(ପି.ଟି.)- ବେଲଜିୟମ ଗସ୍ତରେ ଯାଇଥିବାର ଭାରତୀୟ ହକି ଦଳ ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ବିଜୟ ହାସଲ କରିଛି। ଶନିବାର ଅନୁଷ୍ଠିତ ଭ୍ୟାଚ୍‌ରେ ଭାରତ ଡ୍ରାଗ୍‌ ଫ୍ଲିକର ହରମନପ୍ରୀତ ସିଂଙ୍କ ଡବଲ୍‌ଗୋଲ ସହାୟତାରେ ବିଶ୍ୱ ୮ ନମ୍ବର ଦଳ ସ୍ପେନ୍‌କୁ ବୃହତ…

ବିହାର କୋର୍ଟରେ ଇମ୍ରାନ୍‌ଙ୍କ ବିରୋଧରେ ମାମଲା

ପାଟନା,୨୯ା୯ (ଆଇଏଏନ୍‌ଏସ୍‌): ବିହାର ମୁଜାଫରପୁର ଜିଲାର ଏକ ଅଦାଲତରେ ଶନିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଜାତିସଂଘରେ ଇମ୍ରାନ ଭାରତକୁ ଆଣବିକ ଯୁଦ୍ଧ ଧମକ ଦେବା ସହ ଆପତ୍ତିଜନକ ମନ୍ତବ୍ୟ ଦେଇଥିବାରୁ ଏହା ବିରୋଧରେ ଆଇନଜୀବୀ…

ପ୍ରଦୂଷଣ ବିରୋଧରେ ବିପ୍ଳବ: ଖାଦ୍ୟ ନଷ୍ଟ ରୋକିବାକୁ ଫ୍ରାନ୍ସର ପ୍ରୟାସ

ପ୍ୟାରିସ୍‌,୨୯ା୯: ପରିବେଶ ପ୍ରଦୂଷଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଏହାର ସମାଧାନ ଦିଗରେ ଫ୍ରାନ୍ସ ସରକାର ଅଭିନବ ପଦକ୍ଷେପ ଗ୍ରହଣ କରିଛନ୍ତି। ସାରା ବିଶ୍ୱରେ ପ୍ରତିଦିନ ପ୍ରଚୁର ଖାଦ୍ୟ ନଷ୍ଟ ହୋଇଥାଏ। ପରିବେଶ ପ୍ରଦୂଷଣର ଏହା ଅନ୍ୟତମ…

ଆମେରିକାରେ ଶିଖ୍‌ ପୋଲିସ ଅଫିସରଙ୍କୁ ହତ୍ୟା

ହ୍ୟୁଷ୍ଟନ,୨୯ା୯(ପି.ଟି.): ଆମେରିକାର ଟେକ୍ସାସରେ ଜଣେ ଭାରତୀୟ-ଆମେରିକୀୟ ଶିଖ୍‌ ପୋଲିସ ଅଫିସରଙ୍କୁ ହତ୍ୟା କରାଯାଇଛି। ଆମେରିକା ପୋଲିସ ବିଭାଗରେ ସନ୍ଦିପ୍‌ ସିଂ ଧଲିଓ୍ବାଲଙ୍କୁ ଦାଢ଼ି ରଖିବା ଓ ପଗଡି ବାନ୍ଧିବାକୁ ଅନୁମତି ମିଳିଲାବେଳେ ସବୁ ଜାତୀୟ ଗଣମାଧ୍ୟମର ଶିରୋନାମା ମଣ୍ଡନ କରିଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?