Home

ଶ୍ରୀନଗର ବିମାନବନ୍ଦରରେ ୟେଚୁରୀ ଅଟକ

ଶ୍ରୀନଗର, ୯।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏବଂ ଉକ୍ତ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ସେଠାକୁ ଦଳୀୟ ଗସ୍ତରେ ଯାଇଥିବା ସିପିଆଇ(ଏମ୍‌) ମହାସଚିବ ସୀତାରାମ ୟେଚୁରୀଙ୍କୁ ଶ୍ରୀନଗର ବିମାନବନ୍ଦରରେ ଅଟକ ରଖାଯାଇଛି। ଦଳର ନେତାଙ୍କ ସହ…

କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ଦାବିରେ ଆମରଣ ଅନଶନ

ବାସୁଦେବପୁର,୯।୮(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନୂଆଗାଁ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟୀ ପଣ୍ଡାଙ୍କୁ ପଞ୍ଚାୟତରୁ ବଦଳି ଦାବିରେ ବ୍ଲକ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତର ସରପଞ୍ଚ ରଘୁନାଥ ମଳିକଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆମରଣ ଅନଶନରେ ବସିଛନ୍ତି। ସଂପୃକ୍ତ…

ମାନସିକ ବିକୃତ ମହିଳାଙ୍କୁ ଥଇଥାନ କେନ୍ଦ୍ରକୁ ପଠାଗଲା

ଧର୍ମଗଡ଼,୯।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ସହରରେ ବୁଲୁଥିବା ଜଣେ ମାନସିକ ବିକୃତ ମହିଳାଙ୍କୁ ଧର୍ମଗଡ଼ସ୍ଥିତ ଏକ ଥଇଥାନ କେନ୍ଦ୍ରକୁ ଶୁକ୍ରବାର ହସ୍ତାନ୍ତର କରାଯାଇଛି। ମାନସିକ ବିକୃତି ଥିବା ଉକ୍ତ ମହିଳା ସହରର ବିଭିନ୍ନ ସ୍ଥାନରେ ଅଳିଆ ଆବର୍ଜନା କରିବା ସହ ବିଭିନ୍ନ…

୪ ରାଜ୍ୟରେ ନିର୍ବାଚନ ପ୍ରଭାରୀ ନିଯୁକ୍ତ କଲା ଭାଜପା

ନୂଆଦିଲ୍ଲୀ, ୯।୮: ଦିଲ୍ଲୀ, ଝାଡଖଣ୍ଡ, ହରିୟାଣା ଏବଂ ମଧ୍ୟ ପ୍ରଦେଶରେ ଆଗାମୀ ଅକ୍ଟୋବରରେ ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି ଭାଜପା। ଦଳ ପକ୍ଷରୁ ଏହି ୪ଟି ରାଜ୍ୟରେ ନିର୍ବାଚନ ପ୍ରଭାରୀ ନିଯୁକ୍ତ କରାଯାଇଛି। ଭାଜପା ରାଷ୍ଟ୍ରୀୟ…

ମଧ୍ୟାହ୍ନଭୋଜନ ଖାଇ ୧୯ ଛାତ୍ରୀଛାତ୍ର ଅସୁସ୍ଥ :ଡାକ୍ତରଖାନାରେ ଭର୍ତ୍ତି

ଭଦ୍ରକ ଅଫିସ,୯।୮: ଭଦ୍ରକ ଜିଲା ଅଧିନସ୍ଥ ତିହିଡ଼ି ବ୍ଲକ ରାଜନଗର ପଞ୍ଚାୟତର ଚାରି ତରଫ ୟୁଜିଏମଇ ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇ ୧୯ ଜଣ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଛନ୍ତି। ଅସୁସ୍ଥମାନେ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଛାତ୍ରୀଛାତ୍ରଙ୍କ ଅଭିଯୋଗ ମୁତାବକ, ସେମାନେ…

ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି ଏହିସବୁ କ୍ରିକେଟର୍‌

କ୍ରିକେଟରଙ୍କ ପ୍ରେମ ଏବଂ ବିବାହକୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ। ବିଶ୍ୱରେ ଏମିତି କିଛିି କ୍ରିକେଟର ଅଛନ୍ତି ଯେଉଁମାନେ ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି। ପାକିସ୍ତାନର ଅନେକ କ୍ରିକେଟର୍‌ ନିଜ ସମ୍ପର୍କିୟ ଭଉଣୀଙ୍କୁ ବିବାହ କରିଛନ୍ତି। ଆସନ୍ତୁ ଜାଣିବା ସେହି…

୬ ବଖରା ଜଳିଗଲା, ନଗଦ ୫୦ ହଜାର ଟଙ୍କା, ଆସବାବପତ୍ର ପୋଡ଼ି ପାଉଁଶ

ପଦ୍ମପୁର,୯।୮(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟି ୬ ବଖରା ଜଳିଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଗ୍ରାମର ରୀନା ମହାନ୍ତିଙ୍କ ଘରେ ନିଆଁ ଲାଗି ଯାଇଥିଲା। ଖବର ପାଇ ବାସୁଦେବପୁର ଅଗ୍ନିଶମ…

ବନ୍ୟା ପ୍ରପୀଡିତଙ୍କ ପାଇଁ ମୋଦିଙ୍କୁ ସହାୟତା ମାଗିଲେ ରାହୁଲ

ନୂଆଦିଲ୍ଲୀ, ୯।୮: କେରଳରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇପଡିଛି। ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ବାୟନାଡ ଜିଲା। ଏଠାରୁ ଏମ୍‌ପି ଥିବା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବନ୍ୟା ପ୍ରପୀଡିତଙ୍କୁ ସହାୟତା ଯୋଗାଇ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ସରକାରୀ ବୈଠକରେ ଜଙ୍କ୍‌ଫୁଡ୍‌ ମନା : ମୁଢ଼ି,ଫଳ ଖାଇବେ ଅଧିକାରୀ ଓ ମନ୍ତ୍ରୀ

ସରକାରୀ ବୈଠକରେ ଅଧିକାରୀଙ୍କଠାରୁ ଆରମ୍ଭ କରି ମନ୍ତ୍ରୀଙ୍କ ପର୍ଯ୍ୟନ୍ତ କେହି ଜଙ୍କ୍‌ଫୁଡ୍‌ ଖାଇବେ ନାହିଁ ବୋଲି ବିହାର ସରକାର ତଥା ନୀତିଶ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ବୈଠକରେ କେବଳ ମୁଢ଼ି ଏବଂ ଫଳ ଖାଇବେ। ରେଷ୍ଟୁରାଣ୍ଟରୁ ମଗା ଯାଉଥିବା ଶସ୍ତା ଜଙ୍କ୍‌ଫୁଡ୍‌…

ଇମ୍ରାନଙ୍କୁ ଝଟକା: ୩୭୦ ଉପରେ ପ୍ରତିକ୍ରିୟା ଦେବାକୁ ମନା କଲା ୟୁଏନଏସସି

ଓ୍ବ।ଶିଂଟନ୍‌,୯।୮: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁନଏସସି) ପକ୍ଷରୁ ପାକିସ୍ତାନକୁ ବଡ ଝଟକା ଲାଗିଛି। ଜମ୍ମୁ-କଶ୍ମୀରରେ ୩୭୦ ଅନୁଚ୍ଛେଦ ଉଠାଇ ଦିଆଯିବା ପରେ ପାକିସ୍ତାନ ଏଥିରେ ଦଖଲ ଦେବାକୁ ୟୁଏନଏସସିକୁ ଚିଠି ଲେଖିଥିଲା। କିନ୍ତୁ ୟୁଏନଏସସି ଅଧ୍ୟକ୍ଷ ଜୋଆନା ରୋନେକା ଏନେଇ କୌଣସି…

ସୋସିଆଲ ମିଡିଆ ପ୍ରଭାବ: ଲତାଙ୍କ ଗୀତ ଗାଇ ଚର୍ଚ୍ଚାକୁ ଆସିଥିବା ରାନୁଙ୍କ ଭାଗ୍ୟ ବଦଳିଲା, ମିଳୁଛି ଅନେକ ଶୋ’ର ଅଫର୍‌

ମୁମ୍ବାଇ: ଆଜିର ଅତ୍ୟାଧୁନିକ ସମାଜରେ ସୋସିଆଲ ମିଡିଆର ପ୍ରଭାବ ଅଧିକ।ଏଥିରେ କୌଣସି ଘଟଣା ଥରେ ଭାଇରାଲ ହେବା ପରେ ରାତାରାତି ଷ୍ଟାର ପାଲଟିଯାଆନ୍ତି ଅନେକେ। ଏପରି କିଛି ଘଟିଛି ପଶ୍ଚିମବଙ୍ଗର ରାନୁଙ୍କ କ୍ଷେତ୍ରରେ। ନିକଟରେ କୋକିଳ କଣ୍ଠି ଲତା ମଙ୍ଗେସକରଙ୍କ ଲୋକପ୍ରିୟ…

ଚୋର ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ମାଡ଼

ବାଲେଶ୍ୱର ଅଫିସ,୯।୮: ବାଲେଶ୍ୱର ଜିଲା ଜଳେଶ୍ୱର ରେଳ ଷ୍ଟେଶନରେ ଏକ ଅଭାବନୀୟ କାଣ୍ଡ ଦେଖିବାକୁ ମିଳିଛି। ରେଳ ପୋଲିସ ଉପସ୍ଥିତିରେ ଯାତ୍ରୀମାନେ ଜଣେ ଲୋକଙ୍କୁ ଚୋର ଭାବି ନିସ୍ତୁକ ମାଡ଼ ମାରିଥିଲାବେଳେ ପୋଲିସ ଜଣକ ଦର୍ଶକ ସାଜିଥିଲେ। ଖବର ଅନୁଯାୟୀ, ଜଳେଶ୍ୱର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri