ଲଦାଖ ଏମ୍ପି ସୋସିଆଲ ମିଡିଆ ଷ୍ଟାର:ଲୋକ ସଭାରେ ପ୍ରଭାବୀ ମତ ରଖି ପ୍ରଶଂସିତ
ନୂଆଦିଲ୍ଲୀ, ୯।୮:ଲୋକ ସଭାର ଶେଷ ବେଞ୍ଚରେ ବସୁଥିବା ଲଦାଖର ଯୁବ ଏମ୍ପି ଜାମ୍ୟାଙ୍ଗ ସେରିଙ୍ଗ ନମ୍ବୟାଲ୍ ରାତାରାତି ସୋସିଆଲ ମିଡିଆର ଷ୍ଟାର୍ ପାଲଟି ଯାଇଛନ୍ତି। ଏବେ ଟୁଇଟରରେ ତାଙ୍କ ଅନୁଗାମୀଙ୍କ ସଂଖ୍ୟା ଦ୍ରୁତଗତିରେ ବଢିଚାଲିଛି। ମଙ୍ଗଳବାର ସୁଦ୍ଧା ଏହା ୪ ହଜାର…
ଆଗ୍ରା ଜେଲ୍କୁ ଗଲେ ୩୦ ଆତଙ୍କବାଦୀ
ଆଗ୍ରା,୯।୮(ଆଇଏଏନ୍ଏସ୍):୩୦ କଶ୍ମୀରୀ ଆତଙ୍କବାଦୀଙ୍କୁ ଗୁରୁବାର ଅପରାହ୍ନରେ ଆଗ୍ରା ଜେଲ୍କୁ ନିଆଯଇଛି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ସେମାନଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଆଗ୍ରାସ୍ଥିତ ଖେରିଆ ବିମାନବନ୍ଦରକୁ ନିଆଯାଇଛି। ସେଠାରୁ ଆଗ୍ରା କେନ୍ଦ୍ରୀୟ ଜେଲ୍କୁ ନିଆଯାଇଥିବା ଜଣାପଡ଼ିଛି। କାରାଗାର ବାହାରେ ଅତିରିକ୍ତ ବଳ,…
ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ :ତ୍ୱରିତ ଶୁଣାଣିକୁ ସୁପ୍ରିମକୋର୍ଟଙ୍କ ନା
ନୂଆଦିଲ୍ଲୀ,୯।୮(ପି.ଟି.):ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ୍ର ତ୍ୱରିତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି। ଉପଯୁକ୍ତ ସମୟରେ ଏହାର ଶୁଣାଣି ହେବ ବୋଲି ଅଦାଲତ କହିଛନ୍ତି। ପିଟିଶନ୍ ଦାଏର କରିଥିବା ଆଇନଜୀବୀ ଏମ୍.ଏଲ୍. ଶର୍ମା ଆସନ୍ତା…
ବଢ଼ୁଛି ମାନସିକ ରୋଗୀଙ୍କ ଉତ୍ପାତ : ପ୍ରଶାସନ ପକ୍ଷରୁ ହେଉନି କାର୍ଯ୍ୟାନୁଷ୍ଠାନ
ନିରାକାରପୁର,୯ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଅଞ୍ଚଳରେ ଏବେ ମାନସିକ ରୋଗୀଙ୍କ ଉତ୍ପାତ ବୃଦ୍ଧିପାଉଛି। ରାଜ୍ୟ ଓ ବାହାରୁ ବସ, ଟ୍ରେନ୍ ଓ ଅନ୍ୟ ପଥରେ ଏଠାକୁ ମହିଳା, ପୁରୁଷ ମାନସିକ ବିକାରଗ୍ରସ୍ତ(ମାନସିକ ରୋଗୀ) ଏଠାକୁ ଆସି ବିଭିନ୍ନ କାଣ୍ଡ କରି ବସୁଛନ୍ତି।…
ସମଝୌତା ଏକ୍ସପ୍ରେସ୍କୁ ସୀମାରେ ଅଟକାଇଲା ପାକ୍
ଇସ୍ଲାମାବାଦ/ନୂଆଦିଲ୍ଲୀ,୯।୮:ଭାରତ ଓ ପାକିସ୍ତାନ ମଧ୍ୟରେ ଚଳାଚଳ କରୁଥିବା ସମଝୌତା ଏକ୍ସପ୍ରେସ୍ ଟ୍ରେନ୍ ସେବାକୁ ଇସ୍ଲାମାବାଦ ବାତିଲ କରିଦେଇଥିବା ଏହାର ରେଳମନ୍ତ୍ରୀ ଶେଖ୍ ରଶିଦ୍ ଗୁରୁବାର ଘୋଷଣା କରିଥିବାବେଳେ ଭାରତ ଏହାକୁ ଖଣ୍ଡନ କରିଛି। ଏନେଇ ଇସ୍ଲାମାବାଦ ପକ୍ଷରୁ କୌଣସି ଆନୁଷ୍ଠାନିକ ବିଜ୍ଞପ୍ତି…
ସୁବର୍ଣ୍ଣ ଜୟନ୍ତୀ ପାଳନ ସ୍ମୃତି ସମାରୋହ : ରାଷ୍ଟ୍ରପତି ଭବନକୁ ପଠାଗଲା ବିଦ୍ୟାଳୟ ଫଟୋ
ନିରାକାରପୁର,୯ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ରାମେଶ୍ୱର ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବକୁ ୨୦୧୫ ଅଗଷ୍ଟ ୭ରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଉଦ୍ଘାଟନ କରିଥିଲେ। ଏହି ଉପଲକ୍ଷେ ସେ ବିଦ୍ୟାଳୟ ପରିସରରେ ଏକ ବଉଳ ଚାରା ରୋପଣ କରିଥିଲେ।…
ଭାରତ କଶ୍ମୀର ନିଷ୍ପତ୍ତି ବଦଳାଇଲେ ପାକିସ୍ତାନ ପୁନର୍ବିଚାର କରିବ
ଇସ୍ଲାମାବାଦ, ୯।୮:ଭାରତ ଯଦି କଶ୍ମୀର ପ୍ରସଙ୍ଗରେ ନିଜର ନିଷ୍ପତ୍ତିରେ ପରିବର୍ତ୍ତନ କରେ ତେବେ ପାକିସ୍ତାନ ନେଇଥିବା ନିଷ୍ପତ୍ତିର ସମୀକ୍ଷା କରିବାକୁ ପ୍ରସ୍ତୁତ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍ କୁରେଶୀ ଗୁରୁବାର କହିଛନ୍ତି। ବୁଧବାର ପାକିସ୍ତାନ ଭାରତୀୟ ଉଚ୍ଚାୟୁକ୍ତଙ୍କୁ ବରଖାସ୍ତ…
‘ଆମେ ଶାନ୍ତିରେ ବଞ୍ଚତ୍ପାରିବା’
ଲଣ୍ଡନ,୯।୮:କଶ୍ମୀର ସମସ୍ୟାର ଶାନ୍ତିପୂର୍ଣ୍ଣ ସମାଧାନ ସମ୍ଭବ। ଆମେ ଶାନ୍ତିରେ ବଞ୍ଚତ୍ପାରିବା। କେହି କାହାକୁ ଆଘାତ ଦେବା ବା କ୍ଷତି ପହଞ୍ଚାଇବା ଅନାବଶ୍ୟକ ବୋଲି ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ତଥା ପାକିସ୍ତାନର ଶିକ୍ଷା ଅଧିକାର କର୍ମୀ ମଲାଲା ୟୁସୁଫ୍ଜାଇ ଗୁରୁବାର ଆଶାବ୍ୟକ୍ତ…
୧୯୪୭ ସ୍ମୃତି ଉଜ୍ଜୀବିତ
ଶ୍ରୀନଗର,୯।୮:ସମ୍ବିଧାନ ଅନୁଚ୍ଛେଦ ୩୭୦କୁ ବିଦାୟ ଦେଇ ଜମ୍ମୁ-କଶ୍ମୀର ଓ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନର ବାଟ ଫିଟାଇଛି ଗଣତନ୍ତ୍ରର ମନ୍ଦିର ପାର୍ଲାମେଣ୍ଟ। ଏହାକୁ ନେଇ ଦଙ୍ଗା ଘଟି ବ୍ୟାପକ ଜଳାପୋଡ଼ା, ଭଙ୍ଗାରୁଜା ଘଟିବାର ଆଶଙ୍କା ଥିବାରୁ ହଜାର ହଜାର…
୩୭୦ ମୃତ୍ୟୁରେ କଶ୍ମୀରୀଙ୍କ ଆଶାର ଜନ୍ମ
ନୂଆଦିଲ୍ଲୀ,୯।୮(ଆଇଏଏନ୍ଏସ୍):ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଉପତ୍ୟକାରେ ଶ୍ମଶାନ ନୀରବତା ଛାଇଯାଇଥିବାବେଳେ ଏକ ଚାପା ଉତ୍ତେଜନା ଲାଗିରହିଛି। ଏହାସତ୍ତ୍ୱେ କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ବହୁ କଶ୍ମୀରୀଙ୍କ ପାଇଁ ନୂଆ ଆଶାକୁ ଜନ୍ମ ଦେଇଛି। କାରଣ ଏବେ କଶ୍ମୀରବାସୀଙ୍କୁ ନିଜକୁ କଶ୍ମୀରୀ…
ଛତିଆ ଅଞ୍ଚଳରେ ପୁଣି ଲୁଟେରା ସକ୍ରିୟ : ବନ୍ଧୁକ ଦେଖାଇ ବ୍ୟାଙ୍କ କର୍ମଚାରୀଙ୍କଠାରୁ ଲୁଟ୍
ଛତିଆ,୯।୮(ଡିଏନ୍ଏ)- ଦୀର୍ଘଦିନର ନୀରବତା ପରେ ଛତିଆ ଅଞ୍ଚଳରେ ପୁଣି ସକ୍ରିୟ ହୋଇ ଉଠିଛନ୍ତି ଲୁଟେରା। ଗୁରୁବାର ଅପରାହ୍ନରେ ଲୁଟେରାମାନେ ବନ୍ଧୁକ ଦେଖାଇ ୩ଜଣ ବ୍ୟାଙ୍କ କର୍ମଚାରୀଙ୍କଠାରୁ ୮୧ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ପ୍ରକାଶ ଯେ, ବୈରୀସ୍ଥିତ ବନ୍ଧନ…
ବିନା ଛାତ୍ରୀଛାତ୍ରରେ ଚାଲିଛି ବିଦ୍ୟାଳୟ : ରାମକୃଷ୍ଣ ସଂସ୍କୃତ ଟୋଲ
ଯାଜପୁରଟାଉନ,୯।୮(ଡିଏନଏ): ଯାଜପୁର ସଦର ମହକୁମାଠାରୁ ମାତ୍ର ୫କି.ମି. ଦୂରତାରେ ଏଭଳି ଏକ ବିଦ୍ୟାଳୟ ଅଛି ଯେଉଁଠି ଶ୍ରେଣୀଗୃହ ଅଛି, ଶିକ୍ଷକ ଅଛନ୍ତି, ମାତ୍ର ଛାତ୍ରୀଛାତ୍ର ନାହାନ୍ତି। ଉକ୍ତ ବିଦ୍ୟାଳୟଟି ହେଉଛି ଯାଜପୁର ସହର ମନ୍ଦାରଖଣ୍ଡ ଗ୍ରାମରେ ୧୯୩୧ ମସିହାରେ ସ୍ଥାପିତ ହୋଇଥିବା…
Archives


