ଦେଶର ଆବଶ୍ୟକତା ଅନୁସାରେ ୧୨ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଯଥେଷ୍ଟ: ଅର୍ଥ ସଚିବ
ନୂଆଦିଲ୍ଲୀ,୯-୯: ରାଷ୍ଟ୍ରାୟତ୍ତ ୧୦ ବ୍ୟାଙ୍କକୁ ମିଶାଇ ୪ ବୃହତ ବ୍ୟାଙ୍କ ଗଠନ କରାଯିବ ବୋଲି ନିକଟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଘୋଷଣା କରିଛନ୍ତି। ମିିଶ୍ରଣ ପରେ ଦେଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସଂଖ୍ୟା ୧୨କୁ ହ୍ରାସ ପାଇବ। ଏହା ଦେଶର ଆବଶ୍ୟକତା…
ମାଲ୍ ପରିବହନ ହ୍ରାସ ଦେଇଥିଲା ସଙ୍କେତ; ମାନ୍ଦାବସ୍ଥାକୁ ଅଣଦେଖା କରିଛି କେନ୍ଦ୍ର
ନୂଆଦିଲ୍ଲୀ,୯-୯: ଦେଶର ଅର୍ଥନୀତି ଅଚାନକ ଧିମା ହୋଇନାହିଁ। ଦୀର୍ଘ ଦିନ ହେଲା ଏହାକୁ ନେଇ ସଙ୍କେତ ମିଳିଥିଲା। ମାଲ୍ ପରିବହନ କମିଯିବା, ଟ୍ରକ୍ ବିକ୍ରି ହ୍ରାସ ପାଇବା ଆଦିରୁ ଦେଶ ଆର୍ଥିକ ମାନ୍ଦାବସ୍ଥା ଆଡକୁ ଗତି କରୁଛି ବୋଲି ସଙ୍କେତ ମିଳିସାରିଥିଲା।…
ନିବେଶକଙ୍କ ପସନ୍ଦ ପାଲଟୁଛି ସୁନା
ନୂଆଦିଲ୍ଲୀ, ୯-୯: ଦେଶରେ ଆର୍ଥତ୍କ ମାନ୍ଦାବସ୍ଥା ଲାଗି ରହିଥିବା ସୁନା ଏବଂ ରୁପା ଦର ବଢି ଚାଲିଛି। ବଜାରରେ ସୁନାର ଦର ବୃଦ୍ଧି ଆଗାମୀ କିଛି ସମୟ ପର୍ଯ୍ୟନ୍ତ ଲାଗି ରହିବ ବୋଲି ବଜାର ବିଶେଷଜ୍ଞ ମାନେ କହିଛନ୍ତି। ବିଶ୍ୱ ସ୍ତରରେ…
ମୁଡିଜ୍ର ଆକଳନ; ଭାରତୀୟ ବ୍ୟାଙ୍କଗୁଡ଼ିକର ଚାପଗ୍ରସ୍ତ ସମ୍ପତ୍ତି ବଢିବ
ନୂଆଦିଲ୍ଲୀ,୯-୯: ଦେଶର ବ୍ୟାଙ୍କଗୁଡିକ ଏବେ ସମସ୍ୟା ଦେଇ ଗତି କରୁଥିବା ବେଳେ ବ୍ୟାଙ୍କରପ୍ସି (ଦେବାଳିଆ) ମାମଲାର ସମାଧାନ ବିଳମ୍ବିତ ହେଉଛି। ଏହି କାରଣରୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକର ଅନାଦାୟ(ଏନ୍ପିଏ)ବା ଚାପଗ୍ରସ୍ତ ଋଣ ପରିମାଣ ବୃଦ୍ଧି ପାଇବ ମୁଜିଜ୍ ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି।…
ଦୁର୍ବଳ ଅର୍ଥନୀତି ମୁକାବିଲା : ଖଣି ରାଜସ୍ବ ବୃଦ୍ଧି ଲକ୍ଷ୍ୟରେ ରାଜ୍ୟ ସରକାର
ଭୁବନେଶ୍ୱର,୯ା୯(ବ୍ୟୁରୋ): ଦେଶର ଆର୍ଥିକ ସ୍ଥିତିକୁ ଦେଖି ବିଭିନ୍ନ ରାଜ୍ୟ ପଦକ୍ଷେପ ନେବାକୁ ଆରମ୍ଭ କଲେଣି। ଜାତୀୟସ୍ତରରେ ଅଟୋମୋବାଇଲ, ହସ୍ତତନ୍ତ କ୍ଷେତ୍ରରେ ମାନ୍ଦାବସ୍ଥା ଦେଖାଦେଇଛି। ବର୍ତ୍ତମାନ ସିମେଣ୍ଟ ଶିଳ୍ପ ମଧ୍ୟ ଦୁର୍ବଳ ଅର୍ଥନୀତି ଦ୍ୱାରା ପ୍ରଭାବିତ ହେବା ଆରମ୍ଭ କରିଛି। ଓଡ଼ିଶାରେ ଏସବୁ…
ବରଷାରେ ଘର ଭାଂଗ୍ଲା: ମୁଡେ ଲାଗର ବୋଝ୍, କୁଟୁମ୍ ଚିନ୍ତା
ଲାଠୋର, ୯ା୯ (ଡି.ଏନ୍.ଏ.): ଗଲା ଦିନାକେତେ ହେଲା ଲଘୁଚାପ ପରଭାବରେ ପଶ୍ଚିମ ଓଡ଼ିଶାର ଅନେକ ଜିଲାରେ ବରଷା ଲାଗି ରହିଛେ। ବରଷା ପାଏନ୍ରେ ଗଲା ଶନିବାର ରାତି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍ ଅଧୀନ ପିପଲବାହାଲ ବାଗପଡ଼ାର ବଲରାମ…
ତ୍ରିନିଦାଦ ଆଣ୍ଡ୍ ଟବାଗୋ ରାଷ୍ଟ୍ରଦୂତ ଦାୟିତ୍ୱ ନେଲେ ଅରୁଣ
ଭୁବନେଶ୍ୱର,୯ା୯(ବ୍ୟୁରୋ): ତ୍ରିନିଦାଦ ଆଣ୍ଡ ଟବାଗୋର ଭାରତୀୟ ରାଷ୍ଟ୍ରଦୂତ ଭାବେ ଆଇଏଫ୍ଏସ୍ ଅଧିକାରୀ ଅରୁଣ ସାହୁ ଦାୟିତ୍ୱ ନେଇଛନ୍ତି। ନିକଟରେ ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ତାଙ୍କର ନିଯୁକ୍ତି କରାଯାଇଥିଲା। ଚଳିତ ମାସ ୩ ତାରିଖରେ ତ୍ରିନିଦାଦ ଆଣ୍ଡ ଟବାଗୋସ୍ଥିତ ଭାରତୀୟ…
ଓ୍ବାଶିଂଟନ ପୋଷ୍ଟ ବିରୋଧରେ କଶ୍ମୀରୀ ପଣ୍ଡିତଙ୍କ ବିକ୍ଷୋଭ
ଓ୍ବାଶିଂଟନ,୯ା୯(ପି.ଟି.): ଆମେରିକା ଗଣମାଧ୍ୟମ ଓ୍ବାଶିଂଟନ ପୋଷ୍ଟ ଜମ୍ମୁ-କଶ୍ମୀର ସମ୍ପର୍କରେ ଏକପାଖିଆ ଖବର ଛାପୁଥିବାରୁ ଏହାର ପ୍ରତିବାଦରେ କଶ୍ମୀରୀ ପଣ୍ଡିତମାନେ ଶନିବାର ଏହାର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଗ୍ଲୋବାଲ କଶ୍ମୀରୀ ପଣ୍ଡିତ ଡାଏସପୋରା ପକ୍ଷରୁ ଏହି ବିକ୍ଷୋଭର ଆୟୋଜନ କରାଯାଇଥିଲା।…
ଜେଏନ୍ୟୁ ଛାତ୍ରସଂସଦ ନିର୍ବାଚନ: ବାମ ସଂଗଠନ ପ୍ରାର୍ଥୀ ଆଗରେ
ନୂଆଦିଲ୍ଲୀ,୯ା୯(ଆଇଏଏନ୍ଏସ୍): ଜବାହରଲାଲ୍ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍ୟୁ) ଛାତ୍ରସଂସଦ ନିର୍ବାଚନ ଭୋଟ ଗଣତି ଅଧାରୁ ଅଟକି ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୫୫ରୁ ଭୋଟଗଣତି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ଛାତ୍ରୀଛାତ୍ର ଓ ବିଶ୍ୱବିଦ୍ୟାଳୟ ଅଭିଯୋଗ ସମାଧାନ ପ୍ରକୋଷ୍ଠ (ଜିଆର୍ସି) ମଧ୍ୟରେ ମତଭେଦ…
ଭୁବନେଶ୍ୱରକୁ ଶ୍ରେଷ୍ଠ ବିମାନବନ୍ଦର ପୁରସ୍କାର : ଖରାପ ସେବାକୁ ନେଇ ଟୁଇଟରରେ ପ୍ରତିକ୍ରିୟା
ଭୁବନେଶ୍ୱର,୯ା୯(ବ୍ୟୁରୋ) : ଏସିଆ-ପାସିଫିକ୍ ରିଜିଅନର ୨ରୁ ୫ ମିଲିୟନ ବର୍ଗରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଶ୍ରେଷ୍ଠ ବିମାନ ବନ୍ଦର -୨୦୧୮ ପୁରସ୍କାର ମିଳିଛି। ଅନ୍ତର୍ଜାତୀୟ ବିମାନ ବନ୍ଦର ପରିଷଦ ଓ ଏଏସ୍କ୍ୟୁ (ଆମେରିକାନ ସୋସାଇଟି ଫର୍ କ୍ୱାଲିଟି) ପକ୍ଷରୁ…
ଥମୁନି ଟ୍ରାଫିକ କଡ଼ା ନିୟମ ବିବାଦ
ଭୁବନେଶ୍ୱର,୯ା୯(ବ୍ୟୁରୋ) : କେନ୍ଦ୍ର ସରକାରଙ୍କ ନୂଆ ମୋଟର ଯାନ ଆଇନ ଗତ ୧ତାରିଖରୁ କଡ଼ାକଡ଼ି ଭାବେ ରାଜ୍ୟରେ ଲାଗୁ ହୋଇଛି। ପୋଲିସ ଓ ଆରଟିଓ ଯାଞ୍ଚକୁ କଡ଼ାକଡ଼ି କରିବା ସହିତ ୧୦ଗୁଣା ଜରିମାନା ଆଦାୟ କରୁଛନ୍ତି। ଯାହାକୁ ନେଇ ସାଧାରଣରେ ତୀବ୍ର…
କେସିଆର୍ କ୍ୟାବିନେଟରେ ପୁଅ, ପୁତୁରା
ହାଇଦ୍ରାବାଦ,୯ା୯(ଆଇଏଏନ୍ଏସ୍): ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍) ରବିବାର ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। ନୂଆ ମନ୍ତ୍ରୀ ହୋଇଥିବା ୬ ଜଣଙ୍କ ମଧ୍ୟରେ କେସିଆର୍ଙ୍କ ପୁଅ କେ.ଟି. ରାମା ରାଓ ଏବଂ ପୁତୁରା ଟି. ହରିଶ ରାଓ ଅଛନ୍ତି। ନୂତନ…
Archives


