Home

ନୂଆ ବୁଲେଟ କିଣାକୁ ନେଇ ଚାଲିଥିଲା ପାର୍ଟି: ପ୍ରଥମେ ପିଇଲେ ମଦ, ପରେ ସିଗାରେଟ୍‌ ନ ଦେବାରୁ…

ଜଗତ୍‌ସିଂହପୁର,୨୭ା୧୦ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ସହର ଉପକଣ୍ଠ ଯୋଗଧାରୀ ଛକରେ ପାନ ଦୋକାନ କରିଥିବା ଗୋପା (ପୋକପୁର) ଗ୍ରାମର ଚୈତନ୍ୟ ପୋଥାଳଙ୍କ ପୁଅ ଜ୍ଞାନ ରଞ୍ଜନ ପୋଥାଳ (୩୮)ଙ୍କୁ ୨୪ ତାରିଖ ରାତିରେ ଖଣ୍ଡାରେ ବୀଭତ୍ସ ଭାବେ ହାଣି ହତ୍ୟା…

କାର୍ଯ୍ୟଦକ୍ଷତାକୁ ପ୍ରଭାବିତ କରେ ସୋସିଆଲ ମିଡିଆ

ଆଜିକାଲି ସୋସିଆଲ ମିଡିଆର ବ୍ୟବହାର କେତେ ବହୁଳ ହେଲାଣି ତାହା ପ୍ରାୟ ସମସ୍ତେ ଜାଣନ୍ତି। ଏଥିରୁ ଅନେକ କଥା ଜାଣିହୁଏ-ଏକଥା ସତ, ହେଲେ ସବୁବେଳେ ଏଥିରେ ନିମଗ୍ନ ରହିଲେ ତାହାର ଦୈନନ୍ଦିନ ଜୀବନକୁ ପ୍ରଭାବିତ କରିବା ସହ ଏହା ଦ୍ୱାରା କାର୍ଯ୍ୟଦକ୍ଷତାରେ…

ଇ-ଗେଜେଟ୍‌ ନୋଟିଫିକେଶନରେ ଦୁର୍ନୀତି

ଯାଜପୁର,୨୭ା୧୦(ହର୍ଷବର୍ଦ୍ଧନ ବେହେରା): ମାନବ ହସ୍ତକ୍ଷେପକୁ ଦୂର କରିବା ସହ ସ୍ବଚ୍ଛତା ଓ ସାଧାରଣ ଲୋକଙ୍କୁ ତୁରନ୍ତ ସେବା ଯୋଗାଇ ଦେବା ଲକ୍ଷ୍ୟରେ ଇ-ଗେଜେଟ୍‌ ନୋଟିଫିକେଶନ ବ୍ୟବସ୍ଥା କରାଯାଇଛି। ଏଥିରେ ଆଧାର କାର୍ଡ ଓ ଅନ୍ୟାନ୍ୟ ଅଫିସିଆଲ କାର୍ଯ୍ୟରେ ନାମ ସଂଶୋଧନ ବ୍ୟବସ୍ଥା…

କନୋଲି ଆୟର୍ଲାଣ୍ଡ ରାଷ୍ଟ୍ରପତି

ଲଣ୍ଡନ,୨୭।୧୦: ଆୟର୍ଲାଣ୍ଡରେ ଶନିବାର ଅନୁଷ୍ଠିତ ନିର୍ବାଚନରେ କାଥେରିନ୍‌ କନୋଲି ପରବର୍ତ୍ତୀ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି। କନୋଲିଙ୍କ ସପକ୍ଷରେ ୬୦ ପ୍ରତିଶତ ଭୋଟ ଯାଇଥିବା ଜଣାପଡ଼ିଛି। ବିରୋଧୀ ପ୍ରାର୍ଥୀ ପରାଜୟ ସ୍ବୀକାର କରିନେଇଛନ୍ତିି। ପରବର୍ତ୍ତୀ ରାଷ୍ଟ୍ରପତି ଭାବେ ବାମପନ୍ଥୀ ରାଜନୈତିକ ବିଚାରଧାରାକୁ ସମର୍ଥନ…

୨୦୨୬ ହେବ ଆସିଆନ୍‌-ଇଣ୍ଡିଆ ସାମୁଦ୍ରିକ ସହଯୋଗର ବର୍ଷ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/କୁଆଲାଲୁମ୍ବୁର,୨୭।୧୦: ଭାରତ-ଆସିଆନ୍‌ ବିସ୍ତୃତ ରଣନୈତିକ ସହଭାଗିତା ସମ୍ପ୍ରତି ବୈଶ୍ୱିକ ସ୍ଥିରତା ଓ ଅଭିବୃଦ୍ଧିର ଏକ ଶକ୍ତିଶାଳୀ ମୂଳଦୁଆ ଭାବେ ଉଭା ହେଉଛି ବୋଲି ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଭାରତ-ଆସିଆନ୍‌ (ଆସୋସିଏଶନ୍‌ ଅଫ୍‌ ସାଉଥ୍‌ଇଷ୍ଟ ଏସିଆନ୍‌ ନେଶନ୍ସ)ର ବାର୍ଷିକ ଶିଖର…

ଏଇ ଭାରତରେ

ବର୍ଷେ କିମ୍ବା ଦୁଇ ବର୍ଷ ନୁହେଁ, ୧୦ ବର୍ଷ ଲାଗିଯାଇଛି ଗୋଟିଏ ଘଣ୍ଟା ସଜାଡ଼ିବାକୁ। ଏହି ଘଣ୍ଟା ସାଧାରଣ ଘଣ୍ଟା ନୁହେଁ, ଏହା ହେଉଛି ମୁମ୍ବାଇର ରାଜବାଇ କ୍ଲକ ଟାଓ୍ବାରର ୧୪୬ ବର୍ଷର ପୁରୁଣା ଘଡ଼ି। ଏହାକୁ ମରାମତି କରି କାର୍ଯ୍ୟକ୍ଷମ…

ଆପଣା ମହତ ଆପେ ରଖି

ଉତ୍କଳ ଗୌରବ ମଧୁସୂଦନ ଦାସ ସିନା କହିଥିଲେ, ”ଆଲୋ ସଖୀ ଆପଣା ମହତ ଆପେ ରଖି“। କେବଳ କହି ନଥିଲେ ନିଜ ମାନ ମହତକୁ ରକ୍ଷା କରିବା ନିମନ୍ତେ କ୍ଷତି ମଧ୍ୟ ସହିଥିଲେ। ଏପରିକି ଆର୍ଥିକ ଦେବାଳିଆ ହେବାକୁ ପଡ଼ିଥିଲା ତାଙ୍କୁ।…

୧୬ ଜେଡିୟୁ ବିଦ୍ରୋହୀ ବହିଷ୍କୃତ

ପାଟନା, ୨୭୧୦(ପି.ଟି./ଏଜେନ୍ସି): ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ସଂଯୁକ୍ତ ଜନତା ଦଳ(ଜେଡିୟୁ)ରେ ବିଦ୍ରୋହର ସ୍ବର ଉଠିଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଜେଡିୟୁର ଜଣେ ବିଧାୟକ ଓ ୨ ପୂର୍ବତନ ମନ୍ତ୍ରୀଙ୍କ ସମେତ ୧୬ ବିଦ୍ରୋହୀଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ବହିଷ୍କୃତ…

ବେପରୁଆ ଚାଳକ

ଭାରତରେ ଅନେକ ଥର କୁହାଯାଏ ଯେ, ସାଧାରଣ ମଣିଷ ଜୀବନର ମୂଲ୍ୟ କିଛି ନାହିଁ। ଆଜିକାଲି ବିଭିନ୍ନ କ୍ଷେତ୍ରରେ ତାହାର ପ୍ରମାଣ ମିଳୁଛି। ଆନ୍ଧ୍ରପ୍ରଦେଶର କୁର୍ନୁଲ ଜିଲାରେ ୨୪ ଅକ୍ଟୋବରରେ ଏକ ବସ୍‌ ଦୁର୍ଘଟଣାରେ ୨୦ ଜଣଙ୍କ ମୃତ୍ୟୁ ଘଟିବା ପରେ…

ଉଚ୍ଚଶବ୍ଦ ଓ ସ୍ବାସ୍ଥ୍ୟ ସୁରକ୍ଷା

ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନକରି କଟକରେ ପ୍ରଶାସନ ଶବ୍ଦ ପ୍ରଦୂଷଣ ରୋକିବା ଏବଂ ଜନସାଧାରଣଙ୍କ ସ୍ବାସ୍ଥ୍ୟସୁରକ୍ଷାକୁ ଅଗ୍ରାଧିକାର ଦେଇ ଡିଜେ,ବାଣ ଏବଂ ଏଲଇଡି ଲାଇଟ ଉପରେ ନିଷେଧାଦେଶ ଦେଇଛନ୍ତି। ସେହିପରି ଭାରତର ଅନ୍ୟ ରାଜ୍ୟ ଓ ସହର ଗୁଡିକରେ ମଧ୍ୟ…

କଲବଲ କଲାଣି ଉପନିର୍ବାଚନ: ନେତାଙ୍କ ଦଖଲରେ ହୋଟେଲ-ଲଜ୍‌, ୩ ଗୁଣା ବଢିଛି ଘରଭଡ଼ା

ନୂଆପଡ଼ା,୨୭।୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଆସନ ଲାଗି ଉପନିର୍ବାଚନକୁ ନେଇ ରାଜନୀତି ଜୋର ଧରିଛି। ଏହା ଭିତରେ ନୂଆପଡ଼ାରେ ଘରଭଡ଼ା ମିଳିବା ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଯାହାର ସମାଧାନ ପାଇଁ ପୂର୍ବରୁ ଚିନ୍ତା କରାଯାଇନାହିଁ। ରାଜ୍ୟସ୍ତରରୁ ଆସିଥିବା…

ସମୁଦ୍ରରେ ବୁଡ଼ିଗଲା ହେଲିକପ୍ଟର ସହ ଫାଇଟର ଜେଟ

ଓ୍ବାଶିଂଟନ,୨୭।୧୦: ରାଷ୍ଟ୍ରପତି ଟ୍ରମ୍ପଙ୍କ ମାଲେସିଆ ଗସ୍ତ ସମୟରେ ଆମେରିକୀୟ ନୌସେନାକୁ ଏକ ବଡ଼ ଝଟକା ଲାଗିଛି। ଆମେରିକୀୟ ନୌସେନାର ପ୍ରଶାନ୍ତ ମହାସାଗରୀୟ ନୌସେନାର ସୂଚନା ଅନୁଯାୟୀ, ରବିବାର ଦକ୍ଷିଣ ଚାଇନା ସାଗରରେ ଦୁଇଟି ପୃଥକ ଘଟଣାରେ ଆମେରିକୀୟ ନୌସେନାର ଏକ ହେଲିକପ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?