ସମସ୍ୟା ଘେରରେ ପିବିକେ ଉଚ୍ଚ ବିଦ୍ୟାଳୟ: ୬୪୪ ଛାତ୍ରୀଛାତ୍ରଙ୍କୁ ୮ ଶ୍ରେଣୀଗୃହ
ବଅଁରପାଳ,୯।୮ (ଡିି.ଏନ୍.ଏ.)-ବଅଁରପାଳ ବ୍ଲକ ଅଫିସ ନିକଟରେ ଥିବା ପିବିକେ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ସମସ୍ୟାରେ ଗତି କରୁଛି। ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନ ଥିବା ବେଳେ ଆବଶ୍ୟକ ଶ୍ରେଣୀ ଗୃହ ବି ନାହିଁ। ଏପରି କି ବେଞ୍ଚ ଓ ଡେସ୍କ ଅଭାବରୁ…
ବିଦ୍ୟାଳୟ ମିଶ୍ରଣକୁ ୨ ମାସ ବିତିଲା: ଶିକ୍ଷକ ଅଭାବ, ନିଯୁକ୍ତି ନାହିଁ
ଛେଣ୍ଡିପଦା, ୯।୮(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୁଶକିଳା ଗ୍ରାମରେ ଥିବା ପାନ୍ଥେଶ୍ବରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ କୁଶକିଳା ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣକୁ ୨ ମାସ ବିତିଲାଣି। ହେଲେ ସେଠାରେ ଆବଶ୍ୟକ ଶିକ୍ଷକ ନିଯୁକ୍ତି ହେଉନାହିଁ। ଏଥିସହ ଶ୍ରେଣୀଗୃହର ଅଭାବ ଓ ଅନ୍ୟାନ୍ୟ…
ଗଳୁଛି ପାଣି, ଛତାଧରି ପଢ଼ିଲେ ଛାତ୍ରୀଛାତ୍ର
ଫୁଲବାଣୀ ଅଫିସ, ୯ା୮- କନ୍ଧମାଳ ଜିଲା କ. ନୂଆଗଁ। ବ୍ଲକ ସାଇନପଡ଼ା ପଞ୍ଚାୟତର ତିଲକପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବେ ଅସୁରକ୍ଷିତ। ସାମାନ୍ୟ ବର୍ଷା ହେଲେ ଶ୍ରେଶୀ ଗୃହରେ ପାଣି ଗଳୁଛି। ପିଲାମାନେ ପଢ଼ିବାକୁ ହଇରାଣ ହେଉଛନ୍ତି। ପ୍ରାୟ ୬ ବର୍ଷ…
ପୋଲ ଉପରେ ୩ଫୁଟ ବର୍ଷା ପାଣି: ବିଦ୍ୟାଳୟକୁ ଯିବା ଆସିବା ବାଧାପ୍ରାପ୍ତ; ରଶି ଟାଣି ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରାଗଲା
ତେଲକୋଇ, ୯।୮(ଡି.ଏନ.ଏ.)-ତେଲକୋଇ ବ୍ଲକ ଅଧୀନରେ ଥିବା ଓରିଆ ପଞ୍ଚାୟତ ପିଟାନାଳିରେ ରହିଛି ଆଦର୍ଶ ବିଦ୍ୟାଳୟ। ଲଗାଣ ବର୍ଷା ହେଲେ ଘାଟିରୁ ପାଣି ଯାକ ଏହି ନାଳ ମଧ୍ୟକୁ ଆସିଥାଏ। ଏହା ଉପରେ ପାଣି ଚାଲେ। ଲୋକଙ୍କ ସହ ଛାତ୍ରୀଛାତ୍ର ଯାତାୟାତରେ ବହୁ…
ବଲାଣିରୁ ଚାଲିବ ଟାଟା-ବଡବିଲ ପାସେଞ୍ଜର: ଦକ୍ଷିଣ-ପୂର୍ବ ରେଳପଥର ମହାପ୍ରବନ୍ଧକଙ୍କ ବଲାଣି ପରିଦର୍ଶନ
କେନ୍ଦୁଝର , ୯ା୮ (ସ୍ବ.ପ୍ର) – ଅନେକ ବର୍ଷ ପରେ ବଲାଣି ବାସୀଙ୍କର ସ୍ବପ୍ନ ସାକାର ହେବାକୁ ଯାଉଛି। ଟାଟା- ବଡବିଲ ପାସେଞ୍ଜର ଟ୍ରେନ୍ ଅଳ୍ପ କିଛି ମାସ ମଧ୍ୟରେ ବଲାଣିରୁ ଖାଦାନ ଷ୍ଟେଶନରୁ ଚାଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି…
ବର୍ଷାରେ ଜୀବନଜୀବିକା
କେନ୍ଦୁଝର,୯।୮(ସ୍ବ.ପ୍ର.)-କେନ୍ଦୁଝରରେ ଲଗାଣ ବର୍ଷାରେ ରାସ୍ତାଘାଟ, ହାଟବଜାର ଆଦିରେ ବିଭିନ୍ନ ରକମର ଛତୁ ଓ ଚୁନା ମାଛ ଅନେକ ସ୍ଥାନରେ ମିଳୁଛି। ଏହି ପାହାଡି ଇଲାକାରେ ଏହି ସମୟରେ ବିଭିନ୍ନ ପ୍ରକାରର ଛତୁ ଫୁଟିଥାଏ। କେତେକ ଜଙ୍ଗଲରୁ ଛତୁକୁ ସଂଗ୍ରହ କରି ନିଜେ…
ରାସ୍ତାରେ ପୁଣି ପଡ଼ୁଛି ପିଲେଟ: ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର; ପ୍ରତିଦିନ ଟ୍ରକ, ଡମ୍ପରରେ ହେଉଛି ପରିବହନ
ଯୋଡ଼ା, ୯।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ରାଜ୍ୟ ରାଜପଥ ନଂ ୨ ମୁଖ୍ୟ ରାସ୍ତାରେ ଟ୍ରକ, ଡମ୍ପର ଦ୍ୱାରା ପରିବହନ ହେଉଥିବା ଲୁହାପଥର ଗୋଲି ପିଲେଟ୍ ରାସ୍ତାରେ ପଡୁଥିବାରୁ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା…
ଫଳକରେ ଶହୀଦ ପୀଠ ଭାଗ୍ୟ
ବାସୁଦେବପୁର, ୯।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ରକ୍ତତୀର୍ଥ ଇରମ ଶହୀଦ ପୀଠର ଉନ୍ନତୀକରଣ କେବଳ ରାଜ୍ୟ ସଂସ୍କୃତି ପର୍ଯ୍ୟଟନ ବିଭାଗର ଫଳକରେ ଅଟକି ରହିଛି। ବିଭିନ୍ନ ସମୟରେ ବିବାଦରେ ଛନ୍ଦି ହୋଇଥିବାରୁ ଶହୀଦ ପୀଠ ଉନ୍ନତୀକରଣ ଦିଗରେ…
ଦ୍ୱାରଶୁଣି ଘାଟିରେ ୫୦ ଫୁଟ ତଳକୁ ଖସିଲା ଟ୍ରକ
ବାଙ୍ଗିରିପୋଷି,୯ା୮(ଡି.ଏନ୍.ଏ.)- ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦ୍ୱାରଶୁଣି ଘାଟିର ପ୍ରଥମ ବାଙ୍କରେ କଲିକତା ଅଭିମୁଖେ ଯାଉଥିବା ଏକ ସ୍ପଞ୍ଜ ରୋଲ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ରାସ୍ତାରୁ ୫୦ ଫୁଟ ତଳକୁ ଖସି ପଡିଛି ା ଏହି ଦୁର୍ଘଟଣାରେ ଟ୍ରକ ଚାଳକ ଗୁରୁତର…
ଗ୍ରାମୀଣ ଗୃହ ନିର୍ମାଣ ଯୋଜନା ଦିଗହରା: ଭଙ୍ଗା ଘରେ ଅସହାୟ ମହିଳା
କପ୍ତିପଦା,୯ା୮(ଡ଼ି.ଏନ୍.ଏ.)- ସରକାର ଦାରିଦ୍ର୍ୟ ସୀମାରେଖା ତଳେ ଥିବା ହିତାଧିକାରୀମାନଙ୍କୁ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ପକ୍କା ଘର ଯୋଗାଇ ଦେବାକୁ ନିୟମ କରିଛନ୍ତି। ପ୍ରକୃତ ହିତାଧିକାରୀ କିପରି ଏହି ଯୋଜନାରେ ସାମିଲ ହେବେ ସେଥିନେଇ ପ୍ରତି ପଞ୍ଚାୟତରେ ଗ୍ରାମସଭା ଓ ପଲ୍ଲିସଭା…
‘ମିଶନ ବିୟୁଟି ସିଟି’ ତ୍ୱରାନ୍ବିତ: ଓଟି ରୋଡ୍ରୁ ହଟିଲା ଜବରଦଖଲ
ବାଲେଶ୍ୱର ଅଫିସ, ୯।୮-ବାଲେଶ୍ୱର ସହରରେ ବିଭିନ୍ନ ସ୍ଥାନରେ ଜବରଦଖଲ ଓ ହୋର୍ଡ଼ିଂ ଉଚ୍ଛେଦ ଗତ ଜୁଲାଇ ୨୨ତାରିଖରୁ ଆରମ୍ଭ ହୋଇଥିବା ବେଳେ ଗୁରୁବାର ପୂର୍ବାହ୍ନ ୧୧ଟାରେ ରେମୁଣା ତହସିଲଦାର ସଞ୍ଜୟ କୁମାର ରାଉତଙ୍କ ତତ୍ତ୍ୱାବଧାନରେ ଓଟି ରୋଡ୍ର ତାମୁଳିଆ ଫାଟକଠାରୁ ଲକ୍ଷ୍ମୀନାରାୟଣ…
ମଧ୍ୟାହ୍ନଭୋଜନ ଚାଉଳ ଚୋରି ଅଭିଯୋଗ
ରେମୁଣା, ୯।୮(ଡି.ଏନ.ଏ.)-ବିଦ୍ୟାଳୟରେ ଦିଆଯାଉଥିବା ମଧ୍ୟାହ୍ନଭୋଜନ ପାଇଁ ଯୋଗାଇ ଦିଆଯାଉଥିବା ୫୦ କିଲୋ ଚାଉଳ ବ୍ୟାଗ୍ରୁ ୫ରୁ ୧୦ କିଲୋ ପର୍ଯ୍ୟନ୍ତ ଯୋଗାଣକାରୀ ସଂସ୍ଥା ଦ୍ୱାରା ହେରଫେର ହେଉଥିବା ବିଭିନ୍ନ ସମୟରେ ଅଭିଯୋଗ ହୋଇଆସୁଥିଲା। ଗୁରୁବାର ବାଲେଶ୍ୱର ଜିଲା ରେମୁଣା ଥାନା ମନ୍ଦାରପୁର…
Archives


