ଦୈନିକ ରେକର୍ଡ ଭାଙ୍ଗୁଛି ସୁନା ଦର;ମହଙ୍ଗା ହୋଇଚାଲିଛି ରୁପା
ନୂଆଦିଲ୍ଲୀ,୯-୮: ସୁନା ଦର ଦୈନିକ ରେକର୍ଡ ପରେ ରେକର୍ଡ ଭାଙ୍ଗି ଚାଲିଛି। ସେହିପରି ରୁପା ମଧ୍ୟ ମହଙ୍ଗା ହେବାରେ ଲାଗିଛି। ଦିଲ୍ଲୀ ସର୍ରାଫା ବଜାରରେ ଗୁରୁବାର ସୁନା ମୂଲ୍ୟ ପ୍ରତି ୧୦ ଗ୍ରାମ ୫୫୦ ଟଙ୍କା ବୃଦ୍ଧି ପାଇ ୩୮,୪୭୦ ଟଙ୍କାରେ…
ଶିଳ୍ପ ଜଗତ ଚାହୁଁଛି ୧ ଲକ୍ଷ କୋଟି ଟଙ୍କାର ପ୍ୟାକେଜ
ନୂଆଦିଲ୍ଲୀ,୯-୮: ଦେଶରେ ଅର୍ଥନୀତିରେ ମାନ୍ଦାବସ୍ଥା ଯୋଗୁ ବିଭିନ୍ନ ଶିଳ୍ପ କ୍ଷେତ୍ର ପ୍ରଭାବିତ ହୋଇଛି। ନିବେଶ ଧାରାକୁ ପ୍ରୋତ୍ସାହିତ କରିଲେ ଏହା ଔଦ୍ୟୋଗିକ ଅଭିବୃଦ୍ଧି ସହ ଅର୍ଥନୈତିକ ଧାରାକୁ ତ୍ୱରାନ୍ବିତ କରିବ ବୋଲି ଦେଶର ଶିଳ୍ପ ଜଗତ ଆଶା ପ୍ରକଟ କରିଛି। ବିକାଶ…
ବଢ଼ିଚାଲିଛି ମାନ୍ଦାବସ୍ଥା ପ୍ରଭାବ; ଅଟୋ ସେକ୍ଟରକୁ ବଞ୍ଚାଇ ପାରିବ ୧୦% ଜିଏସ୍ଟି ହ୍ରାସ
ନୂଆଦିଲ୍ଲୀ,୯-୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ମାଡି ଆସିଛି। ଗତ କିଛି ମାସ ହେବ ଏହି ସେକ୍ଟରର ଅବସ୍ଥା ସଙ୍ଗୀନ ହୋଇଛି। କାର୍, ଦୁଇଚକିଆ ଯାନ ସମେତ ସମସ୍ତ ପ୍ରକାର ଗାଡି ବିକ୍ରି କ୍ରମାଗତ କମିବାରେ ଲାଗିଛି। ଗତ ଏକ ବର୍ଷ ହେବ…
ହରମୋନ୍ସ୍ତରରେ ସନ୍ତୁଳନ ରକ୍ଷା କରେ ଯୋଗ…
ଯୋଗ ମାଧ୍ୟମରେ ବିଭିନ୍ନ ରୋଗ ଭଲ ହେଉଛି। ତେଣୁ ନିଜକୁ ଫିଟ୍ ଓ ରୋଗମୁକ୍ତ କରିବା ପାଇଁ ଅନେକ ସକାଳୁ ସକାଳୁ ଯୋଗ କଲେ ମିିଳିଥାଏ ସୁଫଳ। ତେବେ ଯୋଗ କରିବା ପୂର୍ବରୁ ଓ ପରେ କେତେ ସମୟ ବ୍ୟବଧାନରେ ଖାଦ୍ୟ…
ବେଶ୍ ଉପକାରୀ ତୁଳସୀ ଚେର
ତୁଳସୀ ଏକ ଔଷଧୀୟ ବୃକ୍ଷ। ଏହାର ପ୍ରତିଟି ଅଂଶ ବିଭିନ୍ନ ପ୍ରକାର ରୋଗର ନିଦାନ କରିବାରେ ସହାୟକ ହୋଇଥାଏ। ଅଧିକାଂଶ ଲୋକେ ତୁଳସୀ ପତ୍ରର ଫାଇଦା ସମ୍ପର୍କରେ ଜାଣିଥାନ୍ତି, କିନ୍ତୁ ଏହାର ଚେର ଯେ କେତେ ଉପକାରୀ ତାହା କାହାକୁ ମାଲୁମ୍…
ଜାତି ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା: ଉପତ୍ୟକା ଓ ଲଦାଖର ବିକାଶରେ ସହାୟକ ହୁଅନ୍ତୁ
ନୂଆଦିଲ୍ଲୀ,୮।୮(ପି.ଟି./ଆଇଏଏନ୍ଏସ୍)- ଜମ୍ମୁ-କଶ୍ମୀରରେ ଖୁବ୍ଶୀଘ୍ର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଉପତ୍ୟକାବାସୀ ସେମାନଙ୍କ ମତାଧିକାର ସାବ୍ୟସ୍ତ କରି ନିଜ ନିଜ ପ୍ରତିନିଧି ବାଛିବାର ସୁଯୋଗ ପାଇବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସ୍ପଷ୍ଟ କରିବା ସହ ଏହାକୁ ନେଇ ରହିଥିବା ଅନିଶ୍ଚିତତା…
ପେଣ୍ଠକଟାର ସ୍ବଚ୍ଛତା ଉପରେ ଜିଲାପାଳଙ୍କ ଗୁରୁତ୍ୱ
ପୁରୀ ଅଫିସ, ୮ା୮: ବାତ୍ୟା ଫନୀରେ ପୁରୀ ସହରସ୍ଥ ବସ୍ତିଗୁଡ଼ିକ ମଧ୍ୟରୁ ସମୁଦ୍ର ଉପକୂଳ ପେଣ୍ଠକଟା ବସ୍ତି ଅଧିକ କ୍ଷତିଗ୍ରସ୍ତ ହୋଇଥିଲା। ଏଠାରେ ବ୍ୟାପକ ସଂଖ୍ୟାରେ ଘର ଭାଙ୍ଗିଥିଲା। ତେଣୁ ଏହି ଅଞ୍ଚଳର ସ୍ବଚ୍ଛତା ଓ ପରିମଳ ଉପରେ ଗୁରୁତ୍ୱ ଦେଇଛି…
ୟୁନିୟନ ବ୍ୟାଙ୍କ ଅଧିକାରୀ ସଂଘ ପକ୍ଷରୁ ରିଲିଫ ପାଣ୍ଠିକୁ ସହାୟତା
ଭୁବନେଶ୍ୱର,୮-୮: ଅଲ୍ ଇଣ୍ଡିଆ ୟୁନିୟନ ବ୍ୟାଙ୍କ ଅଫିସର୍ସ ଫେଡେରେଶନ (ଏଆଇୟୁବିଓଏଫ୍) ପକ୍ଷରୁ ଫନୀ ପ୍ରଭାବିତଙ୍କ ଲାଗି ୩.୬ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ସଂଘର ସାଧାରଣ ସମ୍ପାଦକ ଦେବାଶିଷ ଘୋଷ, ଏଓୟୁବିଓଏ ସାଧାରଣ ସମ୍ପାଦକ ଯତିକାନ୍ତ ମହାନ୍ତି, ସଭାପତି…
ଗୋରୁଙ୍କୁ ବ୍ୟାପୁଛି ଅଜଣା ଚର୍ମ ରୋଗ: ବିଶେଷଜ୍ଞ ଦଳ ଦ୍ୱାରା ରକ୍ତ ନମୁନା ସଂଗ୍ରହ
ବାଲେଶ୍ୱର ଅଫିସ, ୮।୮-ବାଲେଶ୍ୱର ଜିଲାର ରେମୁଣା ଓ ଖଇରା ବ୍ଲକରେ ଗୋରୁମାନଙ୍କୁ ଅଜଣା ଚର୍ମ ରୋଗ ବ୍ୟାପିଥିବା ଖବର ପାଇ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡା. ନିତ୍ୟାନନ୍ଦ ଦାସ ଭୁବନେଶ୍ୱରସ୍ଥିତ ରାଜ୍ୟ ପ୍ରାଣୀ ରୋଗ ଗବେଷଣା କେନ୍ଦ୍ରକୁ ଜଣାଇଥିଲେ। ଗୁରୁବାର…
୪୦ ହଜାର ମାନବ କଙ୍କାଳରେ ନିର୍ମିତ ଚର୍ଚ୍ଚ
ଯେମିତି ହିନ୍ଦୁଙ୍କର ମନ୍ଦିର, ମୁସ୍ଲିମ୍ଙ୍କର ମସ୍ଜିଦ୍, ସେମିତି ଖ୍ରୀଷ୍ଟଧର୍ମାବଲମ୍ବୀମାନେ ଚର୍ଚ୍ଚରେ ନିଜ ଇଷ୍ଟଙ୍କ ଆରାଧନା କରିଥାନ୍ତି। ବିଶ୍ୱରେ ଥିବା ଅଧିକାଂଶ ମନ୍ଦିର, ମସ୍ଜିଦ୍ ଏବଂ ଚର୍ଚ୍ଚ ପଥରରେ ନିର୍ମିତ। କିନ୍ତୁ କେବେ ମାନବ କଙ୍କାଳରେ ତିଆରି ଚର୍ଚ୍ଚ କଥା ଶୁଣିଛନ୍ତି। ଅବିଶ୍ୱସନୀୟ…
ଜୟପୁରରେ ପ୍ରତିଷ୍ଠା ହେବ ସ୍ବତନ୍ତ୍ର ଜେଲ
ଜୟପୁର,୮ା୮(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁରରେ ସ୍ବତନ୍ତ୍ର ଜେଲ ପ୍ରତିଷ୍ଠା ଦାବି ଦୀର୍ଘଦିନରୁ ହୋଇଆସୁଛି। ଏଥିପାଇଁ ଜେଲ ଏଡିଜି ମହେନ୍ଦ୍ର ପ୍ରତାପ ଗତ ୫ ତାରିଖରେ ଜେଲ୍ ପ୍ରତିଷ୍ଠା ଲାଗି ସହରାଞ୍ଚଳ କିମ୍ବା ଏହାର ଆଖପାଖରେ ୨୦ ଏକର ଜମି ଯୋଗାଇଦେବା ପାଇଁ…
ଜଳଶକ୍ତି ଅଭିଯାନ ଶୁଭାରମ୍ଭ
କେନ୍ଦ୍ରାପଡା ଅଫିସ, ୮।୮: କେନ୍ଦ୍ର ସରକାରଙ୍କ ଜଳଶକ୍ତି ଅଭିଯାନରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ଏକମାତ୍ର ଜିଲା ଭାବେ କେନ୍ଦ୍ରାପଡ଼ା ସ୍ଥାନ ପାଇଥିବା ବେଳେ ସହରର ଟାଉନହଲଠାରେ ଗୁରୁବାର ଏହି ଅଭିଯାନର ଶୁଭାରମ୍ଭ ହୋଇଯାଇଛି। ରାଜ୍ୟ ସରକାରଙ୍କ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ…
Archives


