Home

ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣକଲେ ବି.କେ. ଶର୍ମା

ଭୁବନେଶ୍ୱର, ୮।୮(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଧିକାରୀ ବିଜୟ କୁମାର ଶର୍ମା ଗୁରୁବାର ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଡିଜିପି ଥିବା ଡା. ରାଜେନ୍ଦ୍ର ପ୍ରଶାଦ ଶର୍ମା ଲୋକାୟୁକ୍ତ ସଦସ୍ୟ ଭାବେ ମନୋନୀତ ହେବା ପରେ ବର୍ତ୍ତମାନର…

ବିବାହିତା ମହିଳାଙ୍କୁ ବିବାହ କରିଛନ୍ତି ଏହିସବୁ ଭାରତୀୟ କ୍ରିକେଟର୍‌

ଭାରତୀୟ କ୍ରିକେଟ ଖେଳାଳିଙ୍କ ପ୍ରେମ କାହାଣୀକୁ ନେଇ ସର୍ବଦା ଚର୍ଚ୍ଚା ଉଠିଥାଏ। କିଏ କାହା ସହ ଡେଟିଂରେ ଗଲେ, କିଏ କାହାକୁ ନେଇ ବୁଲିଲେ ତାକୁ ନେଇ ଗଣମାଧ୍ୟମରେ ବେଶ୍‌ ଆଲୋଚନା ମଧ୍ୟ ହୋଇଥାଏ। କିନ୍ତୁ ଏମିତି କିଛି କ୍ରିକେଟର ଅଛନ୍ତି…

ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ : ପଞ୍ଚାୟତ ସମସ୍ୟା ଜଣାଇଲେ ଲୋକେ

ଶେରଗଡ଼,୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ କୁମାରପାଣି ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ର ଗୃହରେ ଗୁରୁବାର ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବ୍ଲକ ଅଧ୍ୟକ୍ଷ ସାରସ ସ୍ବାଇଁ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପଞ୍ଚାୟତର ବିଭିନ୍ନ…

ପ୍ରଥମ ଦିନିକିଆ ପୂର୍ବରୁ ଅନୁଷ୍କାଙ୍କ ସହ ବୁଲିଲେ କୋହଲି

ଗୁଆନା, ୮।୮: ବିଶ୍ୱକପ ପରେ ଭାରତ ପ୍ରଥମଥର ପାଇଁ ଦିନିକିଆ ମ୍ୟାଚ ଖେଳିବାକୁ ଯାଉଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ରେ ଅବତୀର୍ଣ୍ଣ ହେବେ। ଟି୨୦ ସିରିଜରେ ୩-୦ରେ କ୍ଲିନ…

ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍‌ ଖୋଲିଲା

ତେନ୍ତୁଳିଖୁଣ୍ଟି,୮।୮(ଡି.ଏନ୍‌.ଏ.) : ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ଇନ୍ଦ୍ରାବତୀସ୍ଥିତ ଦେଓପାଲି ବନ୍ଧର ୨ଟି ଗେଟ୍‌ ଗୁରୁବାର ଅପରାହ୍ନରେ ଖୋଲାଯାଇଛି। ଉଭୟ ଗେଟ୍‌ ଖୋଲାଯିବା ପୂର୍ବରୁ ଜଳଭଣ୍ଡାରର ଜଳ ପତ୍ତନ ୬୩୯. ୮୦ ମିଟର ରହିଥିଲା। ପ୍ରଥମେ…

ଗିରଫ ହେଲେ ମରିୟମ

ଇସଲାମାବାଦ,୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଝିଅ ମରିୟମ ନଓ୍ବାଜଙ୍କୁ ଗୁରୁବାର ଗିରଫ କରାଯାଇଥିବା କହିଛି ପାକିସ୍ତାନ ଗଣମାଧ୍ୟମ। ନ୍ୟାଶନାଲ ଆକାଉଣ୍ଟବିଲିଟି ବ୍ୟୁରୋ(ଏନ୍‌ଏବି) ତାଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ପୂର୍ବରୁ ତାଙ୍କ ପିତା ନଓ୍ବାଜ ଶରିଫ ଦୋଷୀ ସାବ୍ୟସ୍ତ ହୋଇ…

ସମ୍‌ଝୋତା ଏକ୍ସପ୍ରେସ୍‌ ଚଳାଚଳ ବନ୍ଦ କଲା ପାକିସ୍ତାନ

ଲାହୋର, ୮।୮: ପାକିସ୍ତାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ପ୍ରତିକ୍ରିୟାଶୀଳ ହୋଇ ଉଠିଛି। ବୁଧବାର ଭାରତ ସହିତ କୂଟନୈତିକ ତଥା ବ୍ୟବସାୟିକ ସମ୍ପର୍କ ଛିନ୍ନ କରିବା ପରେ ଗୁରୁବାର ପାକିସ୍ତାନ ଦୁଇ ଦେଶ ମଧ୍ୟରେ ଚଳାଚଳ କରୁଥିବା ସମ୍‌ଝୋତା ଏକ୍ସପ୍ରେସ୍‌କୁ…

ଜାତୀୟ କୃମି ନାଶକ ଦିବସ : ଗଞ୍ଜାମ ଜିଲାରେ ୭ ଲକ୍ଷ ୩୪ ହଜାର ଶିଶୁ ଖାଇବେ ଔଷଧ

ବ୍ରହ୍ମପୁର ଅଫିସ,୮।୮: ଗଞ୍ଜାମ ଜିଲା ଗୋଳନ୍ଥରାସ୍ଥିତ ବିଜୁ ଆଦର୍ଶ ବିଦ୍ୟାଳୟଠାରେ ଗୁରୁବାର ଜିଲାସ୍ତରୀୟ ଜାତୀୟ କୃମି ନାଶକ ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇଥିଲେ। ଔଷଧକୁ ନେଇ ଅଭିଭାବକଙ୍କ ମନରେ ନାନା ଦ୍ୱନ୍ଦ୍ୱ…

ପାକିସ୍ତାନ ଭଳି ପଡ଼ୋଶୀ କାହା ଭାଗ୍ୟରେ ନ ଜୁଟୁ: ରାଜନାଥ ସିଂ

ନୂଆଦିଲ୍ଲୀ,୮।୮: ଭାରତ ପ୍ରତି ପାକିସ୍ତାନର ଶତ୍ରୁତାପୂର୍ଣ୍ଣ ମନୋଭାବ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବଢ଼ିବାରେ ଲାଗିଛି। ଏହି ମର୍ମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ, ପାକିସ୍ତାନ ଭଳି ପଡ଼ୋଶୀ କାହା ଭାଗ୍ୟରେ ନ ଜୁଟୁ। ଏଭଳି ପଡ଼ୋଶୀ ରାଷ୍ଟ୍ର…

ଭୋକିଲାଙ୍କ ପେଟକୁ ଦାନା ନ ଦେଇ ଇମ୍ରାନ୍‌ଙ୍କ ମୁହଁତୋଡ଼

ଇସଲାମାବାଦ୍‌,୮।୮: ପାକିସ୍ତାନର ଆର୍ଥିକ ଅବସ୍ଥା ଏବେ ଦୟନୀୟ ହୋଇପଡ଼ିଛି। ଲୋକଙ୍କ ପାଖରେ ଖାଇବା ପାଇଁ ଦାନା ନାହିଁ। ଭୋକିଲାଙ୍କ ପେଟକୁ ଦାନା ନ ଦେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଅଯଥାରେ ଭାରତର ଆଭ୍ୟନ୍ତରୀଣ ମାମଲାରେ ହସ୍ତକ୍ଷେପ କରୁଛନ୍ତି। ଇତିମଧ୍ୟରେ ଇମ୍ରାନ୍‌…

ରାଜ୍ୟ କ୍ରିକେଟ ଦଳ ଚୟନ ଶିବିରରେ ଗଞ୍ଜାମରୁ ୬ ଖେଳାଳି

ବ୍ରହ୍ମପୁର ଅଫିସ,୮।୮: କଟକଠାରେ ଶୁକ୍ରବାରଠାରୁ ଓଡ଼ିଶା ୧୬ ବର୍ଷରୁ କମ୍‌ କ୍ରିକେଟ ଦଳ ଚୟନ ପାଇଁ ଶିବିର ଆୟୋଜିତ ହେଉଛି। ଏହି ଶିବିରରେ ଭାଗ ନେବା ପାଇଁ ଗଞ୍ଜାମ ଦଳରୁ ୬ ଜଣ ଖେଳାଳି ମନୋନୀତ ହୋଇଛନ୍ତି। ସେମାନେ ହେଲେ ଆହ୍ବାନ…

ବଢୁଛି କାବିନି ଡ୍ୟାମର ଜଳସ୍ତର

କୋଡାଗୁ,୮।୮: କର୍ନାଟକରେ ବନ୍ୟା ପରିସ୍ଥିତି ବେଳକୁ ବେଳ ଗମ୍ଭୀର ହେବାରେ ଲାଗିଛି। ଗୁରୁବାର କାବିନି ଡ୍ୟାମର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ତେବେ ଡ୍ୟାମରୁ ପାଖାପାଖି ୪୦ ହଜାର କ୍ୟୁସେକ ଜଳ ନିଷ୍କାସନ ହୋଇଥିବା ଜଣାପଡିଛି। ଡ୍ୟାମର ସର୍ବୋଚ୍ଚ ଜଳଧାରଣ କ୍ଷମତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri