Home

ପିଆଜ ପରେ ଏବେ ଟମାଟୋ ପାଳି: କିଲୋ ୬୦ ଟପିଲା

ନୂଆଦିଲ୍ଲୀ,୨୯।୯: ପାର୍ବଣ ଋତୁ ଆସିବା ପୂର୍ବରୁ ପନିପରିବା ଦର ଆକାଶଛୁଆଁ ହୋଇଛି। ରାଜଧାନୀ ଦିଲ୍ଲୀ ଏବଂ ଏହାର ଆଖପାଖ ସହରରେ ପିଆଜ କିଲୋ ପିଛା ୮୦ ଟଙ୍କାରେ ବିକ୍ରି ହେଉଥିବାବେଳେ ଏବେ ଟମାଟୋ କିଲୋ ୬୦ ଟଙ୍କା ଟପିଛି। ଆଗକୁ ଏହି…

ରାଜସ୍ବ ଡାକବଙ୍ଗଳାରୁ ଶାଗୁଆନ ଗଛ ଚୋରି ଉଦ୍ୟମ: ଅଭିଯୁକ୍ତ ଫେରାର

ଗଣ୍ଡତୁରୁମ,୨୭।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡେନ ତହସିଲ ଅର୍ନ୍ତଗତ ଗଣ୍ଡତୁରୁମସ୍ଥିତ ରାଜସ୍ବ ଡାକବଙ୍ଗଳା ପରିସରରୁ ଗୁରୁବାର ବିଳମ୍ବିତ ରାତିରେ ଶାଗୁଆନ ଗଛ ଚୋରି ଉଦ୍ୟମ ବିଫଳ ହୋଇଛି। ଅଭିଯୁକ୍ତ ଭୟରେ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସେ ହେଲେ ଗ୍ରାମର ପ୍ରଫୁଲ୍ଲ ରାଉତିଆ। ପ୍ରକାଶ…

ଋଣ ଭାରରେ ବୁଡିଥିବା ପାକିସ୍ତାନକୁ ସହାୟତାର ହାତ ବଢାଇଲେ ବିଲ୍‌ ଗେଟ୍‌ସ

ନ୍ୟୁୟର୍କ,୨୭।୯: ଋଣ ଭାରରେ ଡୁବିଥିବା ପାକିସ୍ତାନକୁ ସହାୟତାର ହାତ ବଢାଇଛନ୍ତି ବିଶ୍ୱର ଅନ୍ୟତମ ଧନୀ ବିଲ୍‌ ଗେଟ୍‌ସ। ବିଲ୍‌ ଏବଂ ମେଲିଣ୍ଡା ଗେଟ୍‌ସ ଫାଉଣ୍ଡେସନ୍‌ ପକ୍ଷରୁ ପାକିସ୍ତାନକୁ ୨୦୦ ମିଲିୟନ ଡଲାର ସହାୟତା ଦିଆଯିବ ବୋଲି ଘୋଷଣା କରାଯାଇଛି। ପାକିସ୍ତାନରେ ଗରିବ…

୬୫ବର୍ଷୀୟ ହାତୀକୁ ଭିଭିଆଇପି ସୁରକ୍ଷା: ଜଗିବେ ଯବାନ

କଲମ୍ବୋ,୨୭।୯:ସାଧାରଣତଃ ନେତା କିମ୍ବା କୌଣସି ଗୁରୁତ୍ୱପୂର୍ଣ୍ଣ ପାହ୍ୟାରେ ଥିବା ଲୋକଙ୍କ ସୁରକ୍ଷା ପାଇଁ ଯବାନଙ୍କୁ ନିୟୋଜିତ କରାଯାଇଥାଏ। କିନ୍ତୁ କୌଣସି ପଶୁର ସୁରକ୍ଷା ପାଇଁ ଯବାନ ନିୟୋଜିତ ହେବା ନିଶ୍ଚିତ ଭାବେ ଏକ ଆଶ୍ଚର୍ଯ୍ୟକର ଘଟଣା। ଶ୍ରୀଲଙ୍କା ସରକାର ଏକ ୬୫ବର୍ଷୀୟ…

ବିକ୍ରମକୁ ପାଇଲାନି ନାସା, ଚେଷ୍ଟା ଜାରି ରଖିବ

ନ୍ୟୁୟର୍କ/ନୂଆଦିଲ୍ଲୀ,୨୭।୯: ମିଶନ ଚନ୍ଦ୍ରଯାନ-୨ରେ ଇସ୍ରୋ ପକ୍ଷରୁ ଚନ୍ଦ୍ରକୁ ପଠାଯାଇଥିବା ଲ୍ୟାଣ୍ଡର ବିକ୍ରମକୁ ଖୋଜି ପାଇଲାନି ଆମେରିକୀୟ ମହାକାଶ ସଂସ୍ଥା ନାସା। ବିକ୍ରମକୁ ଖୋଜିବା ପାଇଁ ଅକ୍ଟୋବରରେ ମଧ୍ୟ ଚେଷ୍ଟା ଜାରି ରହିବ ବୋଲି ନାସା କହିଛି। ଚନ୍ଦ୍ରର ଦକ୍ଷିଣ ମେରୁର ୬୦୦…

ବିଶ୍ୱ ପର୍ଯ୍ୟଟନ ଦିବସ: ପର୍ଯ୍ୟଟକଙ୍କୁ ଅତିଥିଭାବେ ସମ୍ମାନ ଦେବାକୁ କହିଲେ କୋରାପୁଟ ଜିଲାପାଳ

କୋରାପୁଟ,୨୭।୯(ସ୍ବ.ପ୍ର): ୩୯ ତମ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଶୁକ୍ରବାର କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ଛାତ୍ରୀଛାତ୍ରଙ୍କ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ବାହାରିଥିବା ଶୋଭାଯାତ୍ରାକୁ ଜିଲାପାଳ ମଧୁସୁଦନ ମିଶ୍ର ମୁଖ୍ୟଅତିଥିଭାବେ ଯୋଗଦେଇ…

କୃଷ୍ଣସାର ମାମଲା: କୋର୍ଟରେ ହାଜର ହେଲେନି ସଲମାନ ଖାନ୍‌

ଜୟପୁର, ୨୭।୯: କୃଷ୍ଣସାର ହରିଣ ଶିକାର ମାମଲାରେ ଶୁକ୍ରବାର ରାଜସ୍ଥାନର ଯୋଧପୁର କୋର୍ଟରେ ହାଜର ହୋଇନାହାନ୍ତି ବଲିଉଡ୍‌ ଅଭିନେତା ସଲମାନ୍‌ ଖାନ୍‌। ତାଙ୍କ ଓକିଲ ହସ୍ତିମଲ ସାରସ୍ବତ କହିଛନ୍ତି ସଲମାନ କୋର୍ଟରେ ଉପସ୍ଥିତ ରହିବେ ନାହିଁ। ଏହି ମାମଲାର ଆଗାମୀ ଶୁଣାଣି…

ପକ୍ଷୀଙ୍କ ପାଇଁ ଫ୍ଲାଟ୍‌

ଗାଜିଆବାଦରେ ପ୍ରଥମଥର ପକ୍ଷୀମାନଙ୍କ ସୁରକ୍ଷା ପାଇଁ ଫ୍ଲାଟ୍‌ ନିର୍ମାଣ କରାଯାଇଛି। ଗାଜିଆବାଦ ବିକାଶ ପ୍ରାଧିକରଣ ଲୁପ୍ତ ହୋଇଯାଉଥିବା ପକ୍ଷୀଙ୍କ ପ୍ରଜାତି ବଞ୍ଚାଇ ରଖିବା ପାଇଁ ଏପରି ପଦକ୍ଷେପ ହାତକୁ ନେଇଛି। ଏହି ବାର୍ଡ ଫ୍ଲାଟ୍‌ ଜିଡିଏ ଉପାଧ୍ୟକ୍ଷାଙ୍କ ଆବାସରେ ନିର୍ମାଣ କରାଯାଇଛି।…

ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ବିଧାୟକଙ୍କୁ ଦାବିପତ୍ର ପ୍ରଦାନ

ଦାରିଙ୍ଗବାଡ଼ି,୨୭।୯(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ କାର୍ଯ୍ୟକରୁଥିବା ଲୋକ ସଂଗଠନ ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କୁ ୧୯ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ମଞ୍ଚର କର୍ମକର୍ତ୍ତା ରାଜୀବ ମଲ୍ଲିକଙ୍କ ସମେତ ଚିତ୍ତରଞ୍ଜନ…

ସାର୍କ ବୈଠକ:ଜୟଶଙ୍କର ଉଦ୍‌ବୋଧନ ଦେବାବେଳେ ଉଠି ପଳାଇଲେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ

ନ୍ୟୁୟର୍କ,୨୭।୯: ଜାତିସଂଘ ସାଧାରଣ ପରିଷଦ ବୈଠକରେ ସାର୍କ ଦେଶର ବୈଦେଶିକ ମନ୍ତ୍ରୀମାନେ ଉପସ୍ଥିତ ଥିଲେ। ଭାରତର ବୈଦେଶିକ ଏସ୍‌. ଜୟଶଙ୍କର ଉଦ୍‌ବୋଧନ ଦେଉଥିବା ବେଳେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମହମ୍ମଦ କୁରେଶୀ ସେଠାରୁ ଉଠି ପଳାଇଥିଲେ। ପ୍ରଥମେ ଶାହ ନିଜ…

ଜାତିସଂଘରେ ସମ୍ବୋଧନ ଦେବା ପୂର୍ବରୁ ପରାଜୟ ସ୍ବୀକାର କଲେ ଇମ୍ରାନ ଖାନ୍‌

ନ୍ୟୁୟର୍କ,୨୭।୯: ଜାତିସଂଘ ସାଧାରଣ ପରିଷଦରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବା ପୂବରୁ ପରାଜୟ ସ୍ବୀକାର କରିଛନ୍ତି ଇମ୍ରାନ ଖାନ୍‌। ସେ କହିଛନ୍ତି, ମୁଁ ଜାଣିଛି ଜାତିସଂଘରେ କଶ୍ମୀର ପ୍ରସଙ୍ଗ ନେଇ ମୋ ଭାଷଣରେ କୌଣସି ଫରକ ପଡିବନି। କିନ୍ତୁ ମୁଁ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସମେତ ଯନ୍ତ୍ରାଂଶ ଜବତ

ବାସୁଦେବପୁର,୨୭।୯(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ସହର ଉପକଣ୍ଠସ୍ଥିତ ଅନୁକୂଳଚନ୍ଦ୍ରଙ୍କ ମନ୍ଦିର ସମ୍ମୁଖରେ ଚାଲିଥିବା ଏକ ବେଆଇନ କରତକଳ ଉପରେ ବନବିଭାଗ ପକ୍ଷରୁ ଶୁକ୍ରବାର ସକାଳେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ଲକ୍ଷାଧିକ ଟଙ୍କାର କାଠ ସମେତ ଯନ୍ତ୍ରାଂଶ ଜବତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?