Home

ସୁନା ଦର ୩୮ ହଜାର ନିକଟବର୍ତ୍ତୀ

ନୂଆଦିଲ୍ଲୀ,୮-୮: ଅନ୍ତର୍ଜାତୀୟ ଓ ଘରୋଇ ବଜାରରେ ସକାରାମତ୍କ ସଙ୍କେତ କାରଣରୁ ଦେଶର ସର୍ରାଫା ବଜାରରେ ବୁଧବାର ସୁନା ଦର ଆକାଶଛୁଅଁା ହୋଇଛି। ଘରୋଇ ବଜାରରେ ସୁନା ଦର ପ୍ରତି ୧୦ ଗ୍ରାମ ୩୮ ହଜାର ଟଙ୍କା ନିକଟବର୍ତ୍ତୀ ହୋଇଛି। ଏହା ୧,୧୧୩…

ଏସ୍‌ବିଆଇ ଋଣ ସୁଧ ହାର ହ୍ରାସ

ନୂଆଦିଲ୍ଲୀ,୮-୮: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିିଆଇ ବୁଧବାର ଋଣ ଉପରେ ସୁଧ ହାର ୦.୧୫% ହ୍ରାସ ଘୋଷଣା କରିଛି। ରିଜର୍ଭ ବ୍ୟାଙ୍କ ପକ୍ଷରୁ ରେପୋ ରେଟକୁ ୦.୩୫% ହ୍ରାସ କରାଯିବା ପରେ ଏସ୍‌ବିଆଇର ଗୃହ ଓ ଅଟୋ ଋଣ ଉପରେ ସୁଧ…

ଡାନିଶ୍‌ ଅଲି ଲୋକ ସଭାରେ ବିଏସ୍‌ପି ନେତା ପଦରୁ ବିଦା

ନୂଆଦିଲ୍ଲୀ,୮ା୮(ପି.ଟି.): ବିଏସ୍‌ପି ଡାନିଶ୍‌ ଅଲିଙ୍କୁ ଲୋକ ସଭାରେ ଦଳର ନେତା ନିଯୁକ୍ତ କରିବାର ଦିନ କେଇଟା ନ ଯାଉଣୁ ତାଙ୍କୁ ଉକ୍ତ ପଦରୁ ବିଦା କରିଦେଇଛି। ତାଙ୍କ ସ୍ଥାନରେ ଜଉନପୁର ଏମ୍‌ପି ଶ୍ୟାମ ସିଂ ଯାଦବଙ୍କୁ ଲୋକ ସଭାରେ ଦଳର ନେତା…

ରାଜ୍ୟ ସଭା ସାଇନ-ଏ-ଡାଏ

ନୂଆଦିଲ୍ଲୀ,୮ା୮(ପି.ଟି.): ରାଜ୍ୟ ସଭାକୁ ବୁଧବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଜୁନ୍‌ ୨୦ରେ ଆରମ୍ଭ ହୋଇଥିବା ପାର୍ଲାମେଣ୍ଟ ଅଧିବେଶନ ଜୁଲାଇ ୨୬ରେ ଶେଷ ହେବାର ଥିଲା। ତେବେ କେତେକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଗୃହୀତ ହେବାକୁ ଥିବାରୁ ସରକାର ଏହାର…

ସୁପ୍ରିମକୋର୍ଟରେ ରାମଲାଲା ଓକିଲଙ୍କ ଯୁକ୍ତି: ଆସ୍ଥା ହିଁ ଜନ୍ମସ୍ଥାନର ପ୍ରମାଣ

ନୂଆଦିଲ୍ଲୀ,୮ା୮(ପି.ଟି.): ବିବାଦୀୟ ଅଯୋଧ୍ୟା ଜମି ଭଗବାନ ଶ୍ରୀରାମଙ୍କ ଜନ୍ମସ୍ଥାନ। ହିନ୍ଦୁ ଧର୍ମାବଲମ୍ବୀମାନଙ୍କ ଅତୁଟ ବିଶ୍ୱାସ ହିଁ ଏହାର ପ୍ରମାଣ ବୋଲି ସୁପ୍ରିମକୋର୍ଟରେ ମାମଲାର ଅନ୍ୟତମ ପକ୍ଷ ‘ରାମଲାଲା ବିରାଜମାନ’ର ଓକିଲ ବୁଧବାର ଯୁକ୍ତି ବାଢ଼ିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ…

ଆକାଶମାର୍ଗରେ ବି କଟକଣା ଜାରି କଲା ପାକ୍‌

ନୂଆଦିଲ୍ଲୀ,୮ା୮: ଜମ୍ମୁ-କଶ୍ମୀର ସମ୍ପର୍କିତ ନୂଆଦିଲ୍ଲୀର ପଦକ୍ଷେପକୁ ନେଇ କ୍ଷୁବ୍ଧ ପାକିସ୍ତାନ ନିଜ ଆକାଶମାର୍ଗରେ ଭାରତ ପାଇଁ ଆଂଶିକ କଟକଣା ଜାରି କରିଛି। ଭାରତ-ପାକିସ୍ତାନ ମଧ୍ୟରେ ଥିବା ୧୧ ରୁଟ୍‌ ମଧ୍ୟରୁ ୩ଟିକୁ ପଡ଼ୋଶୀ ଦେଶ ବନ୍ଦ କରିଦେଇଛି। ଫଳରେ ଏହି ରୁଟ୍‌…

ଚାଇନାକୁ ଗୁହାରି କରିବ ପାକିସ୍ତାନ

ଇସ୍‌ଲାମାବାଦ,୮ା୮: ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ ବୁଧବାର ରାତିରେ ଚାଇନା ଗସ୍ତ କରିଛନ୍ତି। ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତର ନିଷ୍ପତ୍ତି ନେଇ ସେ ସେଠାରେ ଆଲୋଚନା କରିବେ। ପାକିସ୍ତାନ ପାର୍ଲାମେଣ୍ଟର ମିଳିତ ଅଧିବେଶନରେ ସେ ଏନେଇ ସୂଚନା ଦେଇଛନ୍ତି। ନରେନ୍ଦ୍ର…

୫୬୦ ନେତା, କର୍ମୀ ଗିରଫ

ଜମ୍ମୁ,୮ା୮(ପି.ଟି.): ଜମ୍ମୁ-କଶ୍ମୀରରେ ସୁରକ୍ଷା ସଂସ୍ଥାଗୁଡ଼ିକ ବିଭିନ୍ନ ରାଜନୈତିକ ଦଳର ୫୬୦ ନେତା ଓ କର୍ମୀଙ୍କୁ ଗିରଫ କରିଛନ୍ତି। ଉପତ୍ୟକାରେ ଶାନ୍ତିଭଙ୍ଗ କରିବା ଆଶଙ୍କା ଥିବାରୁ ସେମାନଙ୍କୁ ଗିରଫ କରାଯାଇଥିବା ଜଣେ ବରିଷ୍ଠ ଅଧିକାରୀ ବୁଧବାର ସୂଚନା ଦେଇଛନ୍ତି। ଗିରଫ ନେତାଙ୍କ ମଧ୍ୟରେ…

ଭାରତ- ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଦିନିକିଆ

ପ୍ରୋଭିଡେନ୍ସ (ଗୁୟାନା),୮।୮(ପି.ଟି.)- ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡଠାରୁ ସେମିଫାଇନାଲରେ ପରାସ୍ତ ହୋଇ ବିପର୍ଯ୍ୟୟର ସମ୍ମୁଖୀନ ହେବା ପରେ ଭାରତ ପ୍ରଥମଥର ପାଇଁ ଦିନିକିଆ ମ୍ୟାଚ୍‌ ଖେଳିବାକୁ ଯାଉଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ…

ଜେଇଏମ୍‌ ଟାର୍ଗେଟରେ ମୁମ୍ବାଇ

ନୂଆଦିଲ୍ଲୀ,୮ା୮: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ମୁମ୍ବାଇକୁ ଟାର୍ଗେଟ କରିପାରେ ବୋଲି ଭାରତୀୟ ଗୋଇନ୍ଦା ସଂସ୍ଥାଗୁଡ଼ିକ ସରକାରଙ୍କୁ ଜଣାଇଛନ୍ତି। ଏହା ବ୍ୟତୀତ ଜମ୍ମୁ-କଶ୍ମୀରର ସୁରକ୍ଷା ବଳ ଉପରେ ଆକ୍ରମଣ ବଢ଼ାଇବା ପାଇଁ ଜେଇଏମ୍‌ ଯୋଜନା କରିଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ…

କଶ୍ମୀରରେ ନୀରବତାର ରାଜୁତି

ଶ୍ରୀନଗର,୮ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରୀ ରାସ୍ତାଘାଟ ଶୂନଶାନ। ସବୁଠି ଅଖଣ୍ଡ ନୀରବତା ରାଜୁତି କରୁଛି। ଶ୍ରୀନଗର ସମେତ ବିଭିନ୍ନ ସହରରେ ପୋଲିସ ଓ ସଶସ୍ତ୍ର ବଳର କଡ଼ା ପ୍ରହରା। ଏଥିସହ ସହ ଟିକିନିଖି ଯାଞ୍ଚ ଚାଲିଥିବାରୁ ଅଧିକାଂଶ ଲୋକ…

ରୋଗୀଙ୍କ ଜୀବନ ସହ ଖେଳ: ଆମ୍ବୁଲାନ୍ସରେ ବର୍ଜ୍ୟବସ୍ତୁ ବୁହା

ତାଳଚେର,୮ା୮(ନି.ପ୍ର.)  ରୋଗୀଙ୍କ ଜୀବନ ରକ୍ଷାରେ ଆମ୍ବୁଲାନ୍ସର ଭୂମିକା ଗୁରୁତ୍ୱପୂର୍ଣ୍ଣ। ହେଲେ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌) ହସ୍ପିଟାଲ କର୍ତ୍ତୃପକ୍ଷ ଆମ୍ବୁଲାନ୍ସରେ ବର୍ଜ୍ୟବସ୍ତୁ ପରିବହନ କରୁଛନ୍ତି। ଏପରି ଘଟଣା ଜଣାପଡ଼ିବା ପରେ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସ୍ବେଚ୍ଛାସେବୀ ସଙ୍ଗଠନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri