Home

ଦୁଲୀପ ଟ୍ରଫି: ଇଣ୍ଡିଆ ରେଡ୍‌ ଚାମ୍ପିୟନ

ବେଙ୍ଗାଲୁରୁ,୭।୯(ପି.ଟି.)-ବିଦର୍ଭ ସ୍ପିନର ଅକ୍ଷୟ ଓ୍ବାଖରେଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଇଣ୍ଡିଆ ରେଡ୍‌ ଦୁଲୀପ ଟ୍ରଫି ଟାଇଟଲ ହାସଲ କରିଛି। ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳଯାଇଥିବା ଦୁଲୀପ ଟ୍ରଫି ଫାଇନାଲ ମ୍ୟାଚ୍‌ରେ ରେଡ ଏକ ଇନିଂସ ଓ ୩୮ ରନରେ ଇଣ୍ଡିଆ…

ସ୍କୁଟି ଚାଳିକାଙ୍କୁ ୧୩ ହଜାର ଜରିମାନା

ଭଦ୍ରକ ଅଫିସ, ୭।୯ – ଭଦ୍ରକ ବାଇପାସ୍‌ ୟୁନାନି ହସ୍ପିଟାଲ ରାସ୍ତାରେ ସ୍କୁଟି ଚଳାଉଥିବା ଜଣେ ଶିକ୍ଷୟିତ୍ରୀଙ୍କୁ ୧୩ ହଜାର ଟଙ୍କା ଜରିମାନା ଦେବାକୁ ଜିଲା ପରିବହନ ବିଭାଗ ପକ୍ଷରୁ ରସିଦ୍‌ ପ୍ରଦାନ କରାଯାଇଛି। ତାଙ୍କର ଇନସ୍ୟୁରାନ୍ସ, ଡ୍ରାଇଭିଂ ଲାଇସେନ୍ସ ଓ…

ସ୍ବାସ୍ଥ୍ୟକେନ୍ଦ୍ରରୁ ବାଇକ୍‌ ଚୋରି ଘଟଣା: ଜେଲ ଗଲେ ୩ ଅଭିଯୁକ୍ତ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଜଣେ ସ୍ବାସ୍ଥ୍ୟ ପରିଦର୍ଶକଙ୍କ ବାଇକ୍‌ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ରୂପ୍‌ସା ଥାନାଧିକାରୀ ସୁଚନ୍ଦ୍ର ମହାଳିକ ଶନିବାର ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଗିରଫ…

ଟ୍ରାଫିକ ନିୟମ କୋହଳ କରିବାକୁ ମନ୍ତ୍ରୀଙ୍କୁ ସ୍ମାରକପତ୍ର

ବାଲେଶ୍ୱର ଅଫିସ, ୭।୯-କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୋଦିତ ନୂତନ ସଂଶୋଧିତ ଟ୍ରାଫିକ ଜରିମାନା ବ୍ୟବସ୍ଥାକୁ ଛାତ୍ରୀଛାତ୍ରମାନଙ୍କ ପ୍ରତି କିଛି ପରିମାଣରେ କୋହଳ କରିବାକୁ ଦାବି କରାଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସ୍ମାରକପତ୍ର ବାଲେଶ୍ୱର ଜିଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ…

ଅଙ୍ଗନୱାଡ଼ି ଶିଶୁଙ୍କ ଜଳଖିଆରେ ପୋକ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି ଅଙ୍ଗନୱାଡ଼ି କେନ୍ଦ୍ର-୨ରେ ଶନିବାର ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବାରୁ ଉତ୍ତେଜନା ଦେଖାଦେଇଛି। ଏହି ଖବର ପ୍ରଚାରିତ ହେବା ପରେ ଗ୍ରାମବାସୀ, ଅଭିଭାବକ କେନ୍ଦ୍ର ସମ୍ମୁଖରେ ହୋହଲ୍ଲା କରିଥିଲେ। ଜଳଖିଆ ଦାୟିତ୍ୱରେ ଥିବା…

ଇନ୍‌ଫୋସିଟି, ଇନ୍‌ଫୋଭ୍ୟାଲି,ଏସ୍‌ଟିପିଆଇ ଅଞ୍ଚଳରେ ସୁରକ୍ଷାକୁ ଗୁରୁତ୍ୱ

ଭୁବନେଶ୍ୱର,୭।୯(ବ୍ୟୁରୋ): ଆଇଟି ପାର୍କ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ସହ ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ନିଯୁକ୍ତି ସୁଯୋଗ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ…

କାର୍ତ୍ତିକଙ୍କ ସହ ଫିଲ୍ମ କରିବାକୁ ମନାକଲେ ସାରା

୨୦୧୮ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘କେଦାରନାଥ’ରୁ ବଲିଉଡ୍‌ରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ ତଥା ସୈଫ୍‌ ତନୟା ସାରା ଅଲ୍ଲୀ ଖାନ୍‌। ସୁନ୍ଦର ଅଭିନୟ ଓ ଭିନ୍ନ ଅନ୍ଦାଜ ମାଧ୍ୟମରେ ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟ ଜିଣି ପାରିଛନ୍ତି ସାରା। ବର୍ତ୍ତମାନ ସେ…

ଜୀବନରେ ଅନେକ ଦୁଃଖଦ ସମୟ ଦେଖିଛି, ସଲମାନ କେବେ ହାତ ଛାଡ଼ି ନାହାନ୍ତି: କଟ୍ରିନା

ମୁମ୍ବାଇ: ଏକଦା ବଲିଉଡ୍‌ର ଚର୍ଚ୍ଚିତ ଯୋଡ଼ି ଭିତରୁ ଗୋଟିଏ ଥିଲେ ସଲମାନ-କଟ୍ରିନା। ହେଲେ କଟ୍ରିନାଙ୍କ ଜୀବନରେ ରଣବିରଙ୍କ ଏଣ୍ଟ୍ରି ପରେ ସବୁକିଛି ବଦଳିଯାଇଥିଲା। ଅଲଗା ହୋଇଥିଲେ ଦୁହେଁ। ଏବେ ସମୟ ବଦଳିବା ସହ ପ୍ରେମିକା ବଦଳାଇଛନ୍ତି ରଣବିର। ଆଲିଆ ତାଙ୍କ ଜୀବନରେ…

ଗଙ୍ଗଲାଗୁଡ଼ା ଗ୍ରାମକୁ ନାହିଁ ରାସ୍ତା: ପ୍ରତିବାଦରେ ରାସ୍ତାରେ ତଳି ରୋପଣ କଲେ ଗ୍ରାମବାସୀ, ତୁରନ୍ତ ପଦକ୍ଷେପ ନେବାକୁ ଦାବି

କୋରୁକୋଣ୍ଡା,୭।୯(ଡି.ଏନ୍‌.ଏ.): ସରକାର ପ୍ରତି ଗ୍ରାମକୁ ସଡ଼କପଥ ସହ ଯୋଡ଼ିବା ନିମନ୍ତେ ବହୁ ଯୋଜନା କରିଛନ୍ତି। ହେଲେ ଏହାର ସଫଳ ରୂପାୟନ ମାଲକାନଗିରି ଜିଲାରେ ହୋଇପାରୁନାହିଁ। ଆଜିବି ଲୋକେ କାଦୁଅ ରାସ୍ତାରେ ଯିବା ଆସିବା କରୁଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି…

ଋଷିକୂଲ୍ୟାରେ ସତର୍କ ସୂଚନାଠାରୁ ଊର୍ଦ୍ଧ୍ୱରେ ପ୍ରବାହିତ ହେଉଛି ଜଳ

ପୁରୁଷୋତ୍ତମପୁର,୭।୯(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ସମସ୍ତ ଅଞ୍ଚଳ ଜଳାର୍ଣ୍ଣବ ହୋଇପଡ଼ିଛି। ଏଠାରେ ସମୁଦାୟ ୧୮୧.୬ ମିଲିମିଟର ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ରେକର୍ଡ କରାଯାଇଛି ।…

ବାଇକ୍‌କୁ ବଞ୍ଚାଇବାକୁ ଯାଇ ରାସ୍ତାରେ ଓଲଟିଲା ମିନିବସ୍‌: ୫ଶିଶୁଙ୍କ ସମେତ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ, ୮ ଗୁରୁତର

ପୁରୁଷୋତ୍ତମପୁର, ୭।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର କେଶପୁର ଛକ ନିକଟରେ ଥିବା ଭୁବନେଶ୍ବରୀ ପେଟ୍ରୋଲ ପମ୍ପ୍‌ ସମ୍ମୁଖରେ ଶନିବାର ଏକ ମିନିବସ୍‌ ଓଲଟି ପଡିଛି । ଏଥିରେ ୫ ଶିଶୁଙ୍କ ସମେତ ୨୦ରୁ ଊର୍ଦ୍ଧ୍ୱ…

କେନାଲ ଭାଙ୍ଗି ପୁଣି ଜମିରେ ପଶିଲା ପାଣି : ଚାଷୀ କ୍ଷତିଗ୍ରସ୍ତ

ଆନନ୍ଦପୁର,୭।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି ପଞ୍ଚାୟତ ପଣ୍ଡୁଆଠାରେ ଜଳସମ୍ପଦ ବିଭାଗ ଦ୍ୱାରା ନିର୍ମାଣାଧୀନ ବାମପାର୍ଶ୍ୱ କେନାଲ ଭାଙ୍ଗି ପୁନର୍ବାର ବର୍ଷାପାଣି ପଶିବାରୁ ସାଧାରଣ ଚାଷ ସହିତ ମତ୍ସ୍ୟଚାଷ ବିଶେଷ ଭାବେ ପ୍ରଭାବିତ ହୋଇଛି। ପୂର୍ବରୁ ଘାଗରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri