Home

ପୂର୍ଣ୍ଣଚନ୍ଦ୍ରଙ୍କ ‘ନିଶ’ ରଖିବା ସଉକ

କେନ୍ଦୁଝର, ୨୭ା୯ (ସ୍ବ.ପ୍ର.)ସମସ୍ତଙ୍କ କିଛି ନା କିଛି ସଉକ ଥାଏ ା ଏଭଳି ନିଶ ରଖିବା ମଧ୍ୟ ଅନେକଙ୍କ ସଉକ ଥିଲେ ହେଁ ଏକ ଭିନ୍ନ ପ୍ରକାରର ନିଶ ରଖିବା ସଉକ ପୂର୍ଣ୍ଣଚନ୍ଦ୍ର ମହାନ୍ତ(୬୩)ଙ୍କ ରହିଛି ା ପୂର୍ଣ୍ଣଚନ୍ଦ୍ରଙ୍କ ଘର ପାଟଣା…

ହିଡ଼ରେ ଚାଲି ଯାଉଛନ୍ତି ସ୍କୁଲ

କେନ୍ଦୁଝର, ୨୭ା୯ (ସ୍ବ.ପ୍ର.)-ସଦର ବ୍ଲକ ଅନ୍ତର୍ଗତ ତେଲିଅର୍ଶଳା ଗ୍ରାମର ତାମୁଡିଆ (ତନ୍ତୀ) ସାହିକୁ ସବୁଦିନିଆ ରାସ୍ତା ନାହିଁ ା ସ୍ବାଧୀନତାର ଏତେ ବର୍ଷ ପରେ ମଧ୍ୟ ଏହି ସାହିର ଭାଗ୍ୟ ବଦଳୁ ନାହିଁ। ଏହି ଗ୍ରାମରେ ୪୦ ତନ୍ତୀ ଆଦିବାସୀ ପରିବାର…

କନ୍‌ଭେୟର ବେଲ୍ଟରେ କଞ୍ଚାମାଲ ପରିବହନ କରିବ ଟାଟା ଷ୍ଟିଲ୍‌: ଶେଷ ମୁହୁର୍ତ୍ତରେ ଜନଶୁଣାଣି ସ୍ଥଗିତ

ଯୋଡ଼ା, ୨୭।୯ (ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଥିବା ଟାଟା ଷ୍ଟିଲ କମ୍ପାନୀ କନ୍‌ଭେୟର ବେଲ୍ଟରେ କଞ୍ଚାମାଲ୍‌ ପରିବହନ କରିବ। ଖଣ୍ଡବନ୍ଧ ଲୌହ ଓ ମାଙ୍ଗାନିଜ୍‌ ଖଣିଠାରୁ ପୂର୍ବ ଯୋଡ଼ା ଲୌହ ଖଣି ସାଇଡିଂ ପର୍ଯ୍ୟନ୍ତ ଲୁହାପଥର କଞ୍ଚାମାଲ…

ଡ୍ରେନେଜ ବ୍ୟବସ୍ଥା ଫେଲ୍‌, ସହର ଜଳମଗ୍ନ

ଭଦ୍ରକ ଅଫିସ, ୨୭।୯ – ଭଦ୍ରକ ପୌରାଞ୍ଚଳର ଖାଲୁଆ ଅଞ୍ଚଳ ଏବେ ଜଳମଗ୍ନ। ଲଗାଣ ବର୍ଷା କାରଣରୁ ସହରର ଖାଲୁଆ ଅଞ୍ଚଳ ରାସ୍ତାଘାଟରେ ପାଣି ଜମି ରହି ଯାତାୟାତରେ ବାଧା ସୃଷ୍ଟି କରୁଛି। ଡ୍ରେନେଜ୍‌ ଅବ୍ୟବସ୍ଥା ଯୋଗୁ ବର୍ଷାପାଣି ଠିକ୍‌ ଭାବେ…

ଜିଲା ଚିକିତ୍ସାଳୟରୁ ୪ ଦଲାଲ ଗିରଫ

ଭଦ୍ରକ ଅଫିସ, ୨୭।୯- ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସୁଧାର ଆଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ‘ମୋ ସରକାର’ ଯୋଜନା ମାଧ୍ୟମରେ ରୋଗୀଙ୍କୁ ସରକାରୀ ସ୍ତରରେ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇବା ଲାଗି ମେଡିକାଲକୁ ଦଲାଲମୁକ୍ତ କରାଯିବ ବୋଲି ଘୋଷଣା…

ଖରାପ ରାସ୍ତା ହେଲା କାଳ: ଡାକ୍ତରଖାନା ପହଞ୍ଚିବା ପୂର୍ବରୁ ଚାଲିଗଲା ଜୀବନ

ସୋର, ୨୭ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ଅଧୀନ ପାଖର ପଞ୍ଚାୟତ ଗୋପୀନାଥପୁର ଗ୍ରାମର ନିରଞ୍ଜନ ମହାପାତ୍ର (୨୬) ଶୋଇଥିବା ବେଳେ ଗୁରୁବାର ସକାଳେ ସଂଜ୍ଞାହୀନ ହୋଇପଡିଥିଲେ। ପରିବାର ଲୋକେ ଜାଣିବା ପରେ ତୁରନ୍ତ ୧୦୮ ଆମ୍ବୁଲାନ୍ସକୁ ଜଣାଇଥିଲେ। ସୋର କିମ୍ବା ଅନନ୍ତପୁରରେ…

ଜିଲା ମୁଖ୍ୟ ଚିକିତ୍ସାଳୟରୁ ୩ ଦଲାଲ ଗିରଫ

ବାଲେଶ୍ୱରଅଫିସ୍‌, ୨୭।୯-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରୋଗୀଙ୍କୁ ନିର୍ଦ୍ଦିଷ୍ଟ ନର୍ସିଂହୋମ୍‌ରେ ପହଞ୍ଚାଇବା, କ୍ଲିନିକ୍‌ରେ ଡାକ୍ତରମାନଙ୍କ ନିକଟରେ ପହଞ୍ଚାଇବା ଏବଂ ନିର୍ଦ୍ଦିଷ୍ଟ ମେଡିଶିନ୍‌ ଦୋକାନରେ ପହଞ୍ଚାଇ ରୋଗୀଙ୍କୁ ଶୋଷଣ କରାଯାଉଥିବା ଅଭିଯୋଗ ହୋଇଆସୁଥିଲା। ଅଭିଯୋଗକୁ ଭିତ୍ତି କରି ଗୁରୁବାର ସନ୍ଧ୍ୟାରେ ଟାଉନ…

ମହିଳା ଟି୨୦: ବର୍ଷା ଯୋଗୁ ୨ୟ ମ୍ୟାଚ୍‌ ବାତିଲ

ସୁରତ, ୨୭।୯- ସ୍ଥାନୀୟ ଲାଲାଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ମଧ୍ୟରେ ଗୁରୁବାର ଖେଳାଯିବାକୁ ଥିବା ୨ୟ ଟି୨୦ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ପ୍ରବଳ ବର୍ଷା କାରଣରୁ ମ୍ୟାଚ୍‌ର ଟସ୍‌…

ଏଆରଆରସିରେ ପଏଣ୍ଟ ଜିତିଲେ ରାଜୀବ

ଭୁବନେଶ୍ୱର, ୨୭।୯(ସ୍ପୋଟର୍‌ସ ବ୍ୟୁରୋ)- ମାଲେସିଆର ସେପଙ୍ଗ ଇଣ୍ଟରନ୍ୟାଶନାଲ ସର୍କିଟରେ ଅନୁଷ୍ଠିତ ଏସିଆନ ରୋଡ ରେସିଂ ଚାମ୍ପିୟନଶିପ(ଏଆରଆରସି)ର ଚୂଡ଼ାନ୍ତ ତଥା ଷଷ୍ଠ ପର୍ଯ୍ୟାୟ ରେସରେ ଇଡିମିତ୍‌ସୁ ହୋଣ୍ଡା ରେସିଂ ଇଣ୍ଡିଆ ଚାଳକ ରାଜୀବ ସେଥୁ ଭାରତ ପାଇଁ ପଏଣ୍ଟ ଜିତିଛନ୍ତି। ଏପି ୨୫୦…

ପ୍ରମୋଦ କ୍ୱାର୍ଟର ଫାଇନାଲରେ

ଭୁବନେଶ୍ୱର, ୨୭।୯(କ୍ରୀଡ଼ା ପ୍ରତିନିଧି)- ଚାଇନାର ୟୁହାଙ୍ଗ ହାଙ୍ଗଝୋଉଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଗୁରୁବାର ଅନୁଷ୍ଠିତ ସିଙ୍ଗଲ୍ସର ଦ୍ୱିତୀୟ ରାଉଣ୍ଡରେ ସେ ଫ୍ରାନ୍ସର ମାଥ୍ୟୁ…

ଜାତୀୟ ସିନିୟର ୫-ଏ-ସାଇଡ୍‌ ହକି: ହରିୟାଣା ଚାମ୍ପିୟନ

ଭୁବନେଶ୍ୱର, ୨୭।୯(କ୍ରୀଡ଼ା ପ୍ରତିନିଧି)- କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ୫-ଏ-ସାଇଡ୍‌ ହକି (ମିଳିତ ମହିଳା-ପୁରୁଷ) ପ୍ରଦର୍ଶନୀ ଟୁର୍ନାମେଣ୍ଟର ସେମିଫାଇନାଲରେ ଓଡ଼ିଶା ପରାଜିତ ହୋଇଛି। ଫାଇନାଲରେ ଉତ୍ତରପ୍ରଦେଶକୁ ୫-୪ ଗୋଲରେ ହରାଇ ହରିୟାଣା ଚାମ୍ପିୟନ ହୋଇଛି। ପ୍ରଥମ ସେମିଫାଇନାଲରେ ହରିୟାଣା…

ଆଜି ଓସିଏ ନିର୍ବାଚନ

କଟକ ଅଫିସ,୨୭ା୯- ଅନେକ ବାଦ, ବିବାଦ, ଅଭିଯୋଗର ପୂର୍ଣ୍ଣଚ୍ଛେଦ ପଡ଼ି ଶେଷରେ ଶୁକ୍ରବାର ହେବାକୁ ଯାଉଛି ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ବହୁ ପ୍ରତୀକ୍ଷିତ କର୍ମକର୍ତ୍ତା ନିର୍ବାଚନ। ରାଜ୍ୟ କ୍ରୀଡ଼ା ସଙ୍ଗଠନ ଜଗତରେ ଏହା ହେଉଛି ସବୁଠାରୁ ହାଇଭୋଲଟେଜ ନିର୍ବାଚନ। ମୋଟ ୬ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?